ମେଟ୍ରୋ

ଶାନ୍ତିସ୍ତୂପରେ କମଲ ହାସନ

ପୁରୁଣା ଭୁବନେଶ୍ୱର,୧୯ା୧୧(ଡି.ଏନ.ଏ.): କନ୍ନଡ ଫିଲ୍ମ ସୁପରଷ୍ଟାର ତଥା ରାଜନେତା କମଲ ହାସନ ସୋମବାର ଅପରାହ୍ନରେ ହଠାତ୍‌ ଶାନ୍ତିସ୍ତୂପ ଧଉଳି ବୁଲିବାକୁ ଆସିଥିଲେ। ପ୍ରଥମେ ସେ ଅଶୋକଙ୍କ ଶିଳାଲିପି ବୁଲିବା ଦେଖିବା ସହ ଏହାର ଐତିହାସିକ କଥାବସ୍ତୁ ପଚାରି ବୁଝିଥିଲେ। କଳିଙ୍ଗ...

ଲୁପ୍ତପ୍ରାୟ ଲୋକକଳାର ୮୩ତମ ସନ୍ଧ୍ୟା ଚକିତ କଲା ରାମପ୍ରତାପଙ୍କ ଯାଦୁକରୀ

ଭୁବନେଶ୍ୱର, ୧୯ା୧୧(ବ୍ୟୁରୋ): ପ୍ରାଚୀନ ଯୁଗରୁ ଯାଦୁକରୀ ବିଦ୍ୟାର ନଜିର ରହିଛି। କିନ୍ତୁ ବର୍ତ୍ତମାନ ଏହି ବିଦ୍ୟା ଏବେ ଲୁପ୍ତପ୍ରାୟ ଅବସ୍ଥାରେ ପହଞ୍ଚତ୍ଥିଲେ ମଧ୍ୟ କେତେଜଣ ବଞ୍ଚାଇ ରଖିବାରେ ସକ୍ଷମ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ହେଲେ ଛତିଶଗଡ଼ର ରାମପ୍ରତାପ ଅଗ୍ରଓ୍ବାଲ।...

୨୦୧୯-୨୦ ଆର୍ଥିକ ବର୍ଷ: ମଦରୁ ୪୬୦୦ କୋଟି ଆୟ ଲକ୍ଷ୍ୟ

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ୨୦୧୮-୧୯ ଆର୍ଥିକ ବର୍ଷରେ ରାଜ୍ୟ ସରକାର ଅବକାରୀ ରାଜସ୍ବ ବାବଦକୁ ୩୯୨୫କୋଟି ଟଙ୍କା ପାଇଥିଲେ। ଚଳିତ ବର୍ଷ ୨୦୧୯-୨୦ ଆର୍ଥିକ ବର୍ଷରେ ୪୬୦୦କୋଟି ଟଙ୍କା ଅବକାରୀ ରାଜସ୍ବ ଆଦାୟ ନିମନ୍ତେ ଲକ୍ଷ୍ୟ ଧାର୍ଯ୍ୟ ରଖିଛନ୍ତି। ବିଧାୟକ ଅନନ୍ତ ନାରାୟଣ...

ରାଜ୍ୟରେ ମାଛ ଉତ୍ପାଦନ ୬୦ ପ୍ରତିଶତ ବଢ଼ିଛି

ଭୁବନେଶ୍ୱର, ୧୯ା୧୧(ବ୍ୟୁରୋ): ରାଜ୍ୟରେ ଗତ ୫ ବର୍ଷ ମଧ୍ୟରେ ମାଛ ଉତ୍ପାଦନ ୬୦ ପ୍ରତିଶତରୁ ଊର୍ଦ୍ଧ୍ୱ ବୃଦ୍ଧି ପାଇଛି। ବିଭାଗ ପକ୍ଷରୁ ଆପଦ୍‌କାଳୀନ ପାଣ୍ଠି ବାବଦରେ ପ୍ରତି ପ୍ରାଥମିକ ସମବାୟ ସମିତିକୁ ୨ ଲକ୍ଷ ଟଙ୍କା ଲେଖାଏ ସରକାରୀ ସହାୟତା...

ଅଫିସ ଭିତରେ ଭାଇ ଡାକିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ସରକାରୀ ଅଫିସରମାନେ ଅଫିସ୍‌ କାମ ସମୟରେ ପୂରା ନିୟମ ପାଳନ କରିବେ। କୌଣସି କନିଷ୍ଠ କର୍ମଚାରୀମାନେ ଏଥର ବରିଷ୍ଠ ଅଧିକାରୀଙ୍କୁ ଅଫିସ ସମୟ କିମ୍ବା ଭିତରେ ଭାଇ ବୋଲି ସମ୍ବୋଧିତ କରିପାରିବେ ନାହିଁ। ଏମିତି ଦୃଶ୍ୟ ନଜରକୁ ଆସିଲେ...

ଶଙ୍କରାଚାର୍ଯ୍ୟଙ୍କୁ ଅସମ୍ମାନିତ କରିଛନ୍ତି ନରସିଂହ: ଭାଜପା; କୌଣସି ଅପମାନସୂଚକ କଥା କହିନାହିଁ: ନରସିଂହ

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ):  ପୁରୀ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀଙ୍କ ସାଙ୍ଗିଆକୁ ନେଇ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଯେଉଁ ପ୍ରଶ୍ନ ଉଠାଇଛନ୍ତି ତାହା ଅତ୍ୟନ୍ତ ନିନ୍ଦନୀୟ ା ଶଙ୍କରାଚାର୍ଯ୍ୟଙ୍କର ଶିକ୍ଷା ଓ ଜାତିକୁ ନେଇ ପ୍ରମାଣ ମାଗିବା...

କାଳିଆ ଯୋଜନା ଅନିୟମିତତା ନେଇ କଂଗ୍ରେସର ଅଭିଯୋଗ: ଅଯୋଗ୍ୟ ହିତାଧିକାରୀଙ୍କ ଭୁଲ୍‌ ତଥ୍ୟ ଦେଇଛନ୍ତି ସରକାର

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): କାଳିଆ ଯୋଜନାରେ କୋଟି କୋଟି ଟଙ୍କା ଅନିୟମିତତା ହୋଇଥିବା ଅଭିଯୋଗ କରିଛି କଂଗ୍ରେସ। ଏହି ଯୋଜନାକୁ ନେଇ ବିରୋଧୀ କଂଗ୍ରେସ ରାଜ୍ୟ ସରକାରଙ୍କୁ କଡା ସମାଲୋଚନା କରିଛି। ଦଳ ଅଭିଯୋଗ କରିଛି ଏହି ଯୋଜନାରେ ଯେତିକି ଅଯୋଗ୍ୟ ହିତାଧିକାରୀଙ୍କୁ...

ବିଧାନସଭାରେ ଏକ ହେଲେ ଶାସକ, ବିରୋଧୀ: ସାମ୍ବାଦିକ ସୁରକ୍ଷା ଆଇନ ଆଣିବାକୁ ଦାବି

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ରାଜ୍ୟରେ ସାମ୍ବାଦିକମାନେ ସୁରକ୍ଷିତ ନୁହନ୍ତି। ଅନେକ ସମୟରେ ସାମ୍ବାଦିକମାନଙ୍କୁ ଆକ୍ରମଣର ଶିକାର ହେବାକୁ ପଡୁଛି। ତେଣୁ ସାମ୍ବାଦିକମାନଙ୍କ ସୁରକ୍ଷା ପାଇଁ ସରକାର ଏକ ସୁରକ୍ଷା ଆଇନ ଆଣନ୍ତୁ ବୋଲି ଉଭୟ ଶାସକ ଏବଂ ବିରୋଧୀ ଦଳର ସଦସ୍ୟମାନେ ଦାବି...

ଅନ୍ତର୍ଜାତୀୟ ପୁରୁଷ ଦିବସ: ପୁରୁଷ ‘ରୋଲ୍‌ ମଡେଲ’

ମାର୍ଚ୍ଚ ୮ରେ ବିଶ୍ୱ ମହିଳା ଦିବସ ପାଳନ କରାଯାଉଛି। ହେଲେ ପୁରୁଷଙ୍କ ପାଇଁ ଏଭଳି ଏକ ଦିବସ ରହିଛି, ତାହା ଅନେକଙ୍କୁ ଜଣାନାହିଁ। କିନ୍ତୁ ପ୍ରତିବର୍ଷ ୧୯ ନଭେମ୍ବରରେ ୭୦ରୁ ଊର୍ଦ୍ଧ୍ୱ ଦେଶରେ ପାଳନ ହୁଏ ଅନ୍ତର୍ଜାତୀୟ ପୁରୁଷ ଦିବସ।...

୬,୮୧୭ ଜଣ ସରକାରୀ ଅଫିସରଙ୍କ ନାଁରେ ଭିଜିଲାନ୍ସ ମାମଲା: ବିଧାନସଭାରେ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯ା୧୧(ବ୍ୟୁରୋ): ରାଜ୍ୟ ଭିଜିଲାନ୍ସ ବିଭାଗ ୬ ହଜାର ୮୧୭ ଜଣ ସରକାରୀ ଅଫିସରଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ନେଇ ମାମଲା ରୁଜୁ କରିଛି। ୨୦୧୯ ସେପ୍ଟେମ୍ବର ସୁଦ୍ଧା ରୁଜୁ ହୋଇଥିବା ଏହି ମାମଲାରେ ୮୯୫ଜଣ ପ୍ରଥମ ଶ୍ରେଣୀ କର୍ମଚାରୀ,...

ସିବିଏସ୍‌ଇ ଛାତ୍ରୀଛାତ୍ରଙ୍କ ପରୀକ୍ଷା ଫି’ ବୃଦ୍ଧି ମାମଲା: ୪ସପ୍ତାହ ମଧ୍ୟରେ ନିଷ୍ପତ୍ତି ନେବାକୁ ସିବିଏସ୍‌ଇକୁ ନିର୍ଦ୍ଦେଶ

କଟକ ଅଫିସ,୧୯ା୧୧: ସେଣ୍ଟ୍ରାଲ ବୋର୍ଡ ଅଫ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍‌ଇ) ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପରୀକ୍ଷା ଫି’ ବୃଦ୍ଧି ମାମଲାର ଶୁଣାଣି ସୋମବାର ହାଇକୋର୍ଟରେ ହୋଇଥିଲା। ଏହି ମାମଲାରେ ୪ସପ୍ତାହ ମଧ୍ୟରେ ନିଷ୍ପତ୍ତି ନେବାକୁ ହାଇକୋର୍ଟ ସିବିଏସ୍‌ଇକୁ...

ନବୀନଙ୍କୁ ଭେଟିଲେ କମଲ ହାସନ

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ସାଉଥ୍‌ ଇଣ୍ଡଷ୍ଟ୍ରିର ସୁପରଷ୍ଟାର ତଥା ଏମ୍‌ଏନ୍‌ଏମ୍‌(ମକ୍କଲ ନିଧି ମୟମର) ଦଳର ମୁଖ୍ୟ କମଲ ହାସନ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଥିବା କମଲ ହାସନ ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ସହ ବିଶେଷ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri