ମେଟ୍ରୋ

‘ଏସ୍‌ଏଚ୍‌ଜିଙ୍କୁ ଅଧିକ ଋଣ ଦିଅନ୍ତୁ ବ୍ୟାଙ୍କ’

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ସ୍ବଂୟ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)ଗୁଡିକ ବ୍ୟାଙ୍କରୁ ନେଉଥିବା ଋଣକୁ ଠିକ୍‌ ଭାବେ ପୈଠ କରୁଥିବା ବେଳେ ସେମାନଙ୍କ ଉପରେ ଅନାଦାୟ ଋଣ (ଏନ୍‌ପିଏ) ରହୁନାହିଁ। ବ୍ୟାଙ୍କଗୁଡ଼ିକ ରାଜ୍ୟରେ ମୋଟ୍‌ ୨ ଲକ୍ଷ କୋଟି ଟଙ୍କାର ଋଣ ପ୍ରଦାନ କରିଛନ୍ତି।...

ଦୁର୍ନୀତି ପ୍ରହାର: ୫ ଅଧିକାରୀ ବିଦା

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ଦୁର୍ନୀତି ମାମଲାରେ ଜଡିତ ୫ଜଣ ଅଧିକାରୀଙ୍କ ବିରୋଧରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଶୁକ୍ରବାର ସେମାନଙ୍କ ମଧ୍ୟରୁ ୪ ଜଣଙ୍କୁ ଚାକିରିରୁ ଆଗୁଆ ଅବସର ଦିଆଯାଇଥିବା ବେଳେ ଜଣଙ୍କୁ ବହିଷ୍କାର କରାଯାଇଛି। ଭିଜିଲାନ୍ସ କୋର୍ଟରେ ଦୋଷୀ ସାବ୍ୟସ୍ତ...

୨୦ ଖଣି ନିଲାମ ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ରାଜ୍ୟ ସରକାର ୨୦ଟି ଲୁହାପଥର ଓ ମାଙ୍ଗାନିଜ ଖଣି ନିଲାମ ପାଇଁ ପ୍ରସ୍ତୁତି ଚୂଡାନ୍ତ କରିଛନ୍ତି । ସେଥି ମଧ୍ୟରୁ ଶୁକ୍ରବାର ଇସ୍ପାତ ଓ ଖଣି ବିଭାଗ ପକ୍ଷରୁ ୧୦ଟି ଲୁହାପଥର ଓ ମାଙ୍ଗାନିଜ ଖଣି ନିଲାମ ପାଇଁ...

‘୨୩ କୋଟି ଖର୍ଚ୍ଚ ପରେ ବି ନଗଡ଼ାରେ ବିକାଶ ନାହିଁ ’: ମୁଖ୍ୟ ଶାସନ ସଚିବଙ୍କୁ ରିପୋର୍ଟ ମାଗିଲେ ଏନ୍‌ଏଚ୍‌ଆର୍‌ସି

ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ଯାଜପୁର ଜିଲାର ନଗଡ଼ାରେ ପୁଷ୍ଟିହୀନତା ଖବର ପ୍ରକାଶ ପାଇବାର ୩ ବର୍ଷରୁ ଅଧିକ ହୋଇଗଲାଣି । ଏ ନେଇ ସରକାରଙ୍କ ପାଣ୍ଠିରୁ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଥିଲେ ମଧ୍ୟ ବାସ୍ତବ ଚିତ୍ର କିଛି ଭିନ୍ନ ଦେଖିବାକୁ...

ହାତୀ ମୃତ୍ୟୁର ଅନୁଧ୍ୟାନ କରିବ ୬ ଜଣିଆ କମିଟି

ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ହାତୀଙ୍କୁ ହରପିସ୍‌ ସଂକ୍ରମଣକୁ ନେଇ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ଏହାର ଅନୁଧ୍ୟାନ ପାଇଁ ସେଣ୍ଟ୍ରାଲ ଜୁ’ ଅଥରିଟି ପକ୍ଷରୁ ଏକ କମିଟି ଗଠନ ହୋଇଛି। ଏହି କମିଟିରେ ୬ଜଣ ସଦସ୍ୟ ରହିଛନ୍ତି। ଖୁବ୍‌ଶୀଘ୍ର ଏହି...

ରେଳଷ୍ଟେଶନରେ ଏକକ ବ୍ୟବହୃତ ପ୍ଲାଷ୍ଟିକ ନିଷିଦ୍ଧ: କାର୍ଯ୍ୟାନୁଷ୍ଠାନ ପାଇଁ ନିୟମ ନାହିଁ

ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ଗାନ୍ଧୀ ଜୟନ୍ତୀରୁ ରେଳଷ୍ଟେଶନଗୁଡ଼ିକରେ ଏକକ ବ୍ୟବହୃତ ପ୍ଲାଷ୍ଟିକ ବ୍ୟବହାର ଉପରେ କଟକଣା ଜାରି କରାଯାଇଛି। ହେଲେ ଏବେ ବି ବିଭିନ୍ନ ଷ୍ଟେଶନରେ ନିଷିଦ୍ଧ ପ୍ଲାଷ୍ଟିକ ଓ ପଲିଥିନ୍‌ ବ୍ୟବହାର ହେଉଛି। ତେବେ ସମ୍ପୃକ୍ତ ବ୍ୟବହାରକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ...

ଦଶହରାରେ ୧୯ ଯୋଡ଼ା ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ଦଶହରାରେ ଟ୍ରେନରେ ଯାତ୍ରୀ ଭିଡ଼କୁ ନଜରରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ସ୍ବତନ୍ତ୍ର ଟ୍ରେନ ସହ ନିୟମିତ ଟ୍ରେନରେ ଅତିରିକ୍ତ ବଗି ସଂଯୋଗ କରାଯାଇଛି। ଯଦ୍ୱାରା ୪ ଲକ୍ଷ ଅତିରିକ୍ତ ବର୍ଥ ସୃଷ୍ଟି କରାଯାଇଛି। ଏହି ସ୍ପେଶାଲ...

୬୫ତମ ରାଜ୍ୟସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ ପାଳିତ: ଜଙ୍ଗଲ ଆୟତନ ୮୮୫ ବର୍ଗ କିଲୋମିଟର ବଢ଼ିଛି

ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଭବନଠାରେ ୬୫ତମ ରାଜ୍ୟସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବିଭାଗୀୟ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମୁଖ୍ୟ ଅତିଥିଭାବେ ଯୋଗଦେଇ ଫନୀ ବାତ୍ୟାରେ କ୍ଷତିଗ୍ରସ୍ତ ବାଲୁଖଣ୍ଡ,...

ଭାରତ- ସିଙ୍ଗାପୁର ଅନ୍ତର୍ଜାତୀୟ ହାକାଥନ୍‌: ସି.ଭି. ରମଣ କଲେଜ ଛାତ୍ର ପ୍ରଥମ

ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ଆଇଆଇଟି, ମାଡ୍ରାସଠାରେ ଭାରତ-ସିଙ୍ଗାପୁର ଅନ୍ତର୍ଜାତୀୟ ହାକାଥନ୍‌ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସି.ଭି. ରମଣ କଲେଜର ଇଲୋକ୍ଟ୍ରୋନିକ୍ସ ଓ ଟେଲିକମ୍ୟୁନିକେଶନ ବିଭାଗର ୪ର୍ଥ ବର୍ଷର ଛାତ୍ର ଶୁଭମ ଦିବେକାରଙ୍କର ବିଜୟୀ ହୋଇଛନ୍ତି। ସ୍ବତନ୍ତ୍ର ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ଦୈନନ୍ଦିନ ଜୀବନରେ ସ୍ବଚ୍ଛତାକୁ ସାମିଲ କର

ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ସ୍ବଚ୍ଛ ସର୍ବେକ୍ଷଣ ଅଭିଯାନ ବର୍ତ୍ତମାନ ଜନ ଆନ୍ଦୋଳନରେ ପରିଣତ ହୋଇଛି। ଏହା ଲୋକଙ୍କୁ ଏକ ସୁସ୍ଥ ବାତାବରଣ ପ୍ରଦାନ କରିବାର ମାଧ୍ୟମ ହୋଇପାରିଛି। ପ୍ରଦୂଷଣ ପ୍ରତିହତ କରିବା, ପ୍ଲାଷ୍ଟିକ୍‌ ନିଷିଦ୍ଧ, ବର୍ଜ୍ୟବସ୍ତୁ ପରିଚାଳନାକୁ ସୁଚାରୁ ଭାବେ ତୁଲାଇଲେ...

ଜମୁଛି ନବରାତ୍ର ଉତ୍ସବ

ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଚାଲିଛି ଦଶହରା ଧୁମ୍‌। ନବରାତ୍ର ଉତ୍ସବ ଏବେ ସାଜିଛି ପୂଜାର ଅନ୍ୟତମ ଆକର୍ଷଣ। ଗତ ରବିବାରଠାରୁ ନବରାତ୍ର ଉତ୍ସବ ଆରମ୍ଭ ହୋଇଥିବାବେଳେ ଶୁକ୍ରବାର ୬ଷ୍ଠ ଦିବସରେ ମା’ ସରସ୍ବତୀଙ୍କ ପୂଜା ଅନୁଷ୍ଠିତ ହୋଇଯାଇଛି। ଗୁଜରାଟି...

ଓଡ଼ିଆ ପ୍ରଯୋଜକ ରାଜେଶଙ୍କୁ ‘ମିଡ୍‌ ଡେ ଶୋ’ବିଜ୍‌ ପୁରସ୍କାର

ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ଓଡ଼ିଆ ପ୍ରଯୋଜକ ରାଜେଶ କୁମାର ମହାନ୍ତି ମୁମ୍ବାଇଠାରେ ଅନୁଷ୍ଠିତ ‘ମିଡ୍‌ ଡେ ଶୋ ବିଜ୍‌’ରେ ‘ଆଇକନିକ୍‌ ଡେବ୍ୟୁ ପ୍ରଡ୍ୟୁସର’ ଭାବେ ସମ୍ମାନିତ ହୋଇଛନ୍ତି। ଖବରକାଗର ‘ମିଡ୍‌ ଡେ’ ପକ୍ଷରୁ ଦିଆଯାଉଥିବା ଏହି ପୁରସ୍କାର ପାଇବାରେ ସେ ପ୍ରଥମ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri