ମେଟ୍ରୋ

ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର କରିବା ଘଟଣା ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଛି। ଜଣେ ଅପହୃତ ନାବାଳିକାଙ୍କୁ ମଞ୍ଚେଶ୍ୱର ଥାନା ପୋଲିସ କେରଳରୁ ଉଦ୍ଧାର କରିବା ସହ ତାଙ୍କୁ ଅପହରଣ କରିନେଇଥିବା ନାବାଳକଙ୍କୁ ଧରିଛି। ମଞ୍ଚେଶ୍ୱର ପୋଲିସ ସହ...

ଓଡ଼ିଶା ହାଇକୋର୍ଟ ପାଇଁ ନୂଆ ବିଚାରପତି

କଟକ ଅଫିସ, ୫ା୧୦: ଆଇନଜୀବୀ ସଞ୍ଜୀବ କୁମାର ପାଣିଗ୍ରାହୀ ଏବଂ ଜିଲା ଓ ସେସନ୍ସ ଜଜ୍‌ ବିଭୁପ୍ରସାଦ ରାଉତରାୟଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ଦେବାକୁ ସୁପ୍ରିମ୍‌କୋର୍ଟ କଲେଜିୟମ କେନ୍ଦ୍ର ସରକାରଙ୍କୁ ସୁପାରିସ କରିଛନ୍ତିି। ଗତ ମେ ୭...

ବିଶ୍ୱ କବି ସମ୍ମିଳନୀର ତୃତୀୟ ଦିବସ: ଓଡ଼ିଶା ବିବିଧତାର ସୁନ୍ଦର ରାଜ୍ୟ

ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ଓଡ଼ିଶା ହେଉଛି ବିବିଧତାର ଏକ ସୁନ୍ଦର ରାଜ୍ୟ। ଓଡ଼ିଶାର କଳା, ସଂସ୍କୃତି, ପରମ୍ପରା ତଥା ଭାସ୍କର୍ଯ୍ୟ ହେଉଛି ସମୃଦ୍ଧଶାଳୀ। ଏ ସବୁର ପ୍ରଚାର ଓ ପ୍ରସାର ପାଇଁ କବିତା ଏକ ମାଧ୍ୟମ ବୋଲି ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ପ୍ରମୁଖ...

ପୂଜାରେ ଅପରାହ୍ନ ୨ଟା ପରେ ମୋ’ବସ୍‌ ସେବା ବନ୍ଦ

ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ଦୁର୍ଗାପୂଜା ପାଇଁ ଭୁବନେଶ୍ୱର, କଟକ ଏବଂ ଖୋର୍ଦ୍ଧା ଉତ୍ସବ ମୁଖର ହୋଇ ଉଠିଛି। ସନ୍ଧ୍ୟାରେ ଭିଡ଼ ଅଧିକ ପରିଲକ୍ଷିତ ହେବା ସହ ଯାତାୟତରେ ସମସ୍ୟା ଦେଖାଦେବ। ଏଥିପାଇଁ କ୍ୟାପିଟାଲ ରିଜିଅନ୍‌ ଟ୍ରାନ୍ସପୋର୍ଟ ଲିମିଟେଡ (କ୍ରୁଟ) ଦ୍ୱାରା ପରିଚାଳିତ...

ହାଉସ୍‌ଫୁଲ୍‌-୪

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ଆସନ୍ତା ଅକ୍ଟୋବର ୨୫ରେ ରିଲିଜ ହେବ ହିନ୍ଦୀ କମେଡି ଫିଲ୍ମ ‘ହାଉସ୍‌ଫୁଲ୍‌ ୪’। ‘ହାଉସଫୁଲ୍‌’ ସିରିଜର ଏହି ବହୁ ପ୍ରତୀକ୍ଷିତ ଫିଲ୍ମ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ଭାଗ ପରେ କିଛି ନୂଆ ଓ ଭିନ୍ନ କନ୍‌ସେପ୍ଟ ନେଇ...

ଛାତ୍ରୀଙ୍କୁ ଟ୍ୟୁଶନ ଶିକ୍ଷକଙ୍କ ଅସଦାଚରଣ

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ଗୁରୁ-ଶିଷ୍ୟ ଭଳି ପବିତ୍ର ସମ୍ପର୍କରେ ପୁଣି ଲାଗିଛି କଳଙ୍କର ଛିଟା। ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଜଣେ ଟ୍ୟୁଶନ ଶିକ୍ଷକ ତାଙ୍କ ଛାତ୍ରୀଙ୍କୁ ଅସଦାଚରଣ କରିଛନ୍ତି। ଛାତ୍ରୀଙ୍କ ନିକଟରୁ ଏ ସମ୍ପର୍କରେ ପରିବାର ଲୋକେ ଜାଣି ଶୁକ୍ରବାର ଥାନାରେ ଅଭିଯୋଗ...

ନନ୍ଦନକାନନରେ ମାଈ ଜଳହସ୍ତୀ ମୃତ

ବାରଙ୍ଗ,୫ା୧୦(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଦିନକୁ ଦିନ ବନ୍ୟପ୍ରାଣୀ ସଂଖ୍ୟା କମିବାରେ ଲାଗିଛି। ଗତ ମାସରେ ୪ଟି ହାତୀର ମୃତ୍ୟୁକୁ ନେଇ କର୍ତ୍ତୃପକ୍ଷ ନାନା ଆଶଙ୍କାରେ ଥିବାବେଳେ ଶୁକ୍ରବାର ସକାଳେ ଏକ ମାଈ ଜଳହସ୍ତୀର ମୃତ୍ୟୁ ଘଟିଛି। ଏନକ୍ଲୋଜର ନଂ...

ଖିମ୍‌ଜୀ ପ୍ରସ୍ତୁତକଲା ଭୁବନେଶ୍ୱରର ପ୍ରଥମ ସୁନାମୁକୁଟ

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ଶାରଦୀୟ ଦୁର୍ଗାପୂଜା ଅବସରରେ ଓଡ଼ିଶାର ପ୍ରମୁଖ ଜୁଏଲେରି ଚେନ୍‌ ‘ଖିମ୍‌ଜୀ ଜୁଏଲର୍ସ’ ଦ୍ୱାରା ଭୁବନେଶ୍ୱରର ପ୍ରଥମ ସୁନା ମୁକୁଟ (ସଲିଡ୍‌ ଗୋଲ୍ଡ) ପ୍ରସ୍ତୁତ କରାଯାଇଛି। ରାଜଧାନୀର ଶହୀଦନଗର ଦୁର୍ଗାପୂଜା ସମିତି ପକ୍ଷରୁ ବରାଦ ଦିଆଯାଇଥିବା ଏହି ମୁକୁଟକୁ ଖିମ୍‌ଜୀର...

‘ଗଣମାଧ୍ୟମ ସମ୍ମୁଖରେ ଅନେକ ଆହ୍ବାନ’

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ସାମାଜିକ ବ୍ୟବସ୍ଥାରେ ଗଣମାଧ୍ୟମର ସ୍ବତନ୍ତ୍ର ଭୂମିକା ରହିଛି। ସାମ୍ପ୍ରତିକ ପରିସ୍ଥିତିରେ ଗଣମାଧ୍ୟମ ସମ୍ମୁଖରେ ଅନେକ ଆହ୍ବାନ ରହିଛି। କେତେକ କ୍ଷେତ୍ରରେ ସ୍ବାଧୀନ ମତକୁ ସହନଶୀଳତାର ସହ ନିଆଯାଉନାହିଁ। ବରିଷ୍ଠ ଗଣମାଧ୍ୟମ ବ୍ୟକ୍ତିତ୍ୱ କରନ୍‌ ଥାପ୍ପର ଖବରକାଗଜ ‘ସମ୍ବାଦ’ର ୩୫ତମ...

ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ: ପୁଣି ୩ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୪।୧୦(ବ୍ୟୁରୋ): ପୁଣି ଥରେ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ରାଜ୍ୟ ସରକାର। ଦୁର୍ନୀତି ଅଭିଯୋଗରେ ଶୁକ୍ରବାର ୩ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ସେମାନେ ହେଲେ ବସନ୍ତ କୁମାର ବେହେରା, ଦିଲ୍ଲୀପ କୁମାର ନାଗ, ଶରତ ଚନ୍ଦ୍ର...

ଭୁବନେଶ୍ୱରରୁ ବଢ଼ିବ ଘରୋଇ ବିମାନ ସେବା, ବଦଳିଲା ଏୟାର ଏସିଆ ସମୟ

ଭୁବନେଶ୍ୱର,୪।୧୦(ବ୍ୟୁରୋ): ଆସନ୍ତା ୨୮ ତାରିଖରୁ ଭୁବନେଶ୍ୱରରୁ ବାଙ୍ଗାଲୋରକୁ ଦୁଇଟି ଏୟାର ଏସିଆ ବିମାନ ଉଡିବ। ସେହିଭଳି ହ୍ରାଇଦ୍ରାବାଦ ଏବଂ କୋଲକାତାକୁ ଗୋଟିଏ ଲେଖାଏ ନୂଆ ବିମାନ ଉଡିବା ନେଇ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ଦ୍ଦେଶକ ସୁରେଶ ଚନ୍ଦ୍ର...

ଏଣିକି ଏସ୍‌ଏଚ୍‌ଜି ଗ୍ରୁପ୍‌କୁ ୩୦ ସେକେଣ୍ଡରେ ମିଳିବ ୫୦ହଜାର ଋଣ: ଧର୍ମେନ୍ଦ୍ର

ଭୁବନେଶ୍ୱର,୪।୧୦(ବ୍ୟୁରୋ): ଏଣିକି ଏସ୍‌ଏଚ୍‌ଜି ଗ୍ରୁପ୍‌ମାନଙ୍କୁ ୩୦ ସେକେଣ୍ଡରେ ୫୦ହଜାର ଟଙ୍କାର ଋଣ ମିଳିବ। କେବଳ ସେତିକି ନୁହେଁ ୫୯ ମିନିଟ୍‌ରେ ୧ କୋଟି ପର୍ଯ୍ୟନ୍ତ ଋଣ ମିଳିପାରିବ। ଶୁକ୍ରବାର ରାଷ୍ଟ୍ରାୟାତ ବ୍ୟାଙ୍କର ସମ୍ପର୍କକୁ ନେଇ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦ୍ର ପେଟ୍ରୋଲିୟମ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri