ମେଟ୍ରୋ

ଆସୁଛି ଲଘୁଚାପ, ୨୮ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୨୦ା୬: କିଛି ମାସ ଧରି ରାଜ୍ୟରେ ପ୍ରବଳ ଗରମ ଓ ଗୁଳୁଗୁଳି ଲାଗି ରହିଛି। ଜୁନ୍‌ ୮ରେ ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କଲା ବୋଲି ପାଣିପାଗ ବିଭାଗ ପକ୍ଷରୁ ଘୋଷଣା କରାଯାଇଥିଲା। ମାତ୍ର ଦିନକ ପରେ ଏହା...

ବଦଳିଲା ସରକାରଙ୍କ ନିଷ୍ପତ୍ତି: ୨୨ ଜଣ ଅଫିସରଙ୍କ ବଦଳି ଉପରେ ଲାଗିଲା ରୋକ୍‌

ଭୁବନେଶ୍ୱର,୨୦।୬(ଅସମାପିକା ସାହୁ): ସରକାର ବଦଳିବା ପରେ ନୂଆ ସରକାର ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି ଥିବା ଅଫିସରମାନଙ୍କୁ ଅନ୍ୟ ବିଭାଗକୁ ବଦଳି କରିବା ପ୍ରକ୍ରିୟା ଆରମ୍ଭ କରିଛନ୍ତି। ନୂଆ ମୁଖ୍ୟମନ୍ତ୍ରୀଙ୍କୁ ତୃତୀୟ ମହଲା ଆବଣ୍ଟିତ ହେବା ପରେ ସେଠାରେ ଥିବା...

କିଏ ହେବେ କଂଗ୍ରେସର ବିଧାୟକ ଦଳ ନେତା? ରେସ୍‌ରେ…

ଭୁବନେଶ୍ୱର, ୨୦।୬(ସୁନିତ୍‌ ମିଶ୍ର)କଂଗ୍ରେସ ବିଧାୟକମାନଙ୍କ ସହିତ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ ଏବଂ ଦଳର ଅନ୍ୟ କିଛି ବରିଷ୍ଠ ନେତାଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ବୁଧବାର ଅନୁଷ୍ଠିତ ହୋଇଛି। ବୈଠକରେ ମୁଖ୍ୟତଃ ଆଗାମୀ ଦିନରେ କଂଗ୍ରେସର ଆଭିମୁଖ୍ୟ...

ସତୀଶ ଚନ୍ଦ୍ର ସାମଲ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ

ଭୁବନେଶ୍ୱର,୨୦।୬: ରାଜ୍ୟର ପ୍ରଥମ ଭାଜପା ସରକାରର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଭାବେ ସତୀଶ ଚନ୍ଦ୍ର ସାମଲଙ୍କୁ ନିଯୁକ୍ତ କରାଯାଇଛି। ମୁଖ୍ୟମନ୍ତ୍ରୀ ଦାୟିତ୍ୱ ନେବାପରେ ଏପର୍ଯ୍ୟନ୍ତ ୩ଜଣ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରେ ନିଯୁକ୍ତି ମିଳିଥିବା ଜଣାପଡିଛି।...

କାହିଁକି ହାରିଲା ବିଜେଡି, ଖୋଲାଖୋଲି କହିଲେ ନବୀନ

ଭୁବନେଶ୍ୱର,୨୦।୬: ବିରୋଧୀ ଦଳର ନେତା ଭାବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ମନୋନୀତ କରାଯାଇଛି। ଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ ବସି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ବିଧାୟକ ଦଳ ନେତା , ପ୍ରସନ୍ନ ଆଚାର୍ଯ୍ୟଙ୍କୁ ବିଧାୟକ...

ରାଜଧାନୀର ଏକ ଆପାର୍ଟମେଣ୍ଟରେ ଲାଗିଲା ନିଆଁ

ଭୁବନେଶ୍ୱର,୨୦।୬: ଭୁବନେଶ୍ବର ପଟିଆ ଛକ ନିକଟ ଏକ ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ତେବେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟ ଜାରି ରଖିଛନ୍ତି। ଏଥିରେ କେହି ଆହତ ହୋଇ...

କେବେ ଆସିବ କାଳିଆ ଟଙ୍କା? କୃଷିମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୨୦।୬: ପିଏମ କିଷାନ ଟଙ୍କା ଚାଷୀଙ୍କ ଖାତାକୁ ଆସିବା ପରେ ଏବେ କାଳିଆ ଟଙ୍କାକୁ ନେଇ ଜୋର ଧରିଲା ଚର୍ଚ୍ଚା । ବନ୍ଦ ହୋଇଯିବ ନା ଚାଲୁ ରହିବ ଦ୍ୱନ୍ଦ୍ୱରେ ହିତାଧିକାରୀ । ଯଦି ଚାଲୁ ରହିବ ତେବେ କେବେ...

ଡିପ୍‌ଥେରିଆ ନେଲା ଜୀବନ, ୧୦ ବର୍ଷ ଶିଶୁର ମୃତ୍ୟୁ

ଭୁବନେଶ୍ୱର, ୨୦।୬: ଡିପ୍‌ଥେରିଆ ସଂକ୍ରମଣ ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢ଼ାଇଦେଇଛି। ସଂକ୍ରମଣ ପଛର କାରଣ ଖୋଜୁଛି ସ୍ବାସ୍ଥ୍ୟ ବିଭାଗ। ଏହାରି ଭିତରେ ବ୍ରହ୍ମପୁର MKCGରେ ଜଣେ ଡିପ୍ଥେରିଆ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏନେଇ ସୂଚନା ଦେଇଛନ୍ତି MKCG ମେଡିକାଲ ଅଧୀକ୍ଷକ।...

ଚୁଡ଼ାରେ ରଙ୍ଗ: ମାଲଗୋଦାମରେ ଚଢ଼ାଉ

କଟକ,୨୦ା୬ (କାର୍ତ୍ତିକ ସାହୁ)ସାଧାରଣ ଲୋକଠୁ ଆରମ୍ଭ କରି ସବୁବର୍ଗର ଲୋକଙ୍କ ଦ୍ୱାରା ଚୁଡ଼ା ଏକ ସହଜ, ସରଳ ତଥା ଗ୍ରହଣୀୟ ଖାଦ୍ୟ। ମାତ୍ର ସେହି ଚୁଡ଼ାରେ ଅପମିଶ୍ରଣ ହେଉଛି। ଏହାକୁ ନେଇ ପ୍ରଶାସନିକ ସ୍ତରରେ ତନାଘନା ଆରମ୍ଭ ହୋଇଛି। ଉପକୂଳ...

ଆହାର କେନ୍ଦ୍ର ଆଗରେ ଲମ୍ବା ଧାଡି

କଟକ,୨୦।୬(ଶିଳ୍ପା ପ୍ରିୟଦର୍ଶିନୀ)ଏସ୍‌ସିବି ମେଡିକାଲରେ ଯୋଜନାରେ ସୀମିତ ରହିଛି ଦ୍ୱିତୀୟ ଆହାର କେନ୍ଦ୍ର। ମେଡିକାଲ ପରିସରରେ ଥିବା ଗୋଟିଏ ଆହାର କେନ୍ଦ୍ର ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କ ଖାଦ୍ୟର ଚାହିଦା ପୂରଣ କରିପାରୁନାହିଁ। ଫଳରେ ଲମ୍ବା ଧାଡ଼ିରେ ସେମାନେ ଉକ୍ତ ଆହାର...

ଭାଜପା-ବିଜେଡି ମୁହାଁମୁହିଁ

ଭୁବନେଶ୍ୱର,୨୦ା୬(ଅନିଲ ଦାସ)ରାଜ୍ୟରେ ଭାଜପା ସରକାର ଗଠନ ହେବା ପରେ ମହାନଦୀ ଜଳ ବିବାଦକୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି। ୨୪ ବର୍ଷ କ୍ଷମତାରେ ଥିବା ବିଜେଡି ଏବେ ମହାନଦୀ ଜଳ ବିବାଦକୁ ପ୍ରସଙ୍ଗ କରି ନୂଆ ସରକାରଙ୍କୁ ଘେରିବାକୁ ଉଦ୍ୟମ...

ବଜେଟ୍‌ ପ୍ରସ୍ତୁତି ପାଇଁ ଜନସାଧାରଣଙ୍କଠାରୁ ସଂଗ୍ରହ କରାଯିବ ମତାମତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୬: ଅର୍ଥ ବିଭାଗ ସମାଜର ବିଭିନ୍ନ ବର୍ଗର ପ୍ରତିନିଧିମାନଙ୍କର ମତାମତ ନେଇ ବଜେଟ୍‌ରେ ପୂର୍ବ ପ୍ରସ୍ତୁତି କରିଆସୁଛି। ମୁଖ୍ୟମନ୍ତ୍ରୀ କହିଛନ୍ତି, ମୁଁ ସୂଚାଇ ଦେବାକୁ ଚାହେଁ ଯେ,ବର୍ତ୍ତମାନର ସରକାର ଲୋକଙ୍କ ସରକାର। ତେଣୁ ବଜେଟ୍‌ ପ୍ରସ୍ତୁତିରେ ସାଧାରଣ ଲୋକଙ୍କ ମତାମତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri