ମେଟ୍ରୋ

ବାରିଷ୍ଟର ରଣଜିତ୍‌ ମହାନ୍ତିଙ୍କ ଶ୍ରାଦ୍ଧୋତ୍ସବ ଓ ସ୍ମାରକୀ ବକ୍ତୃତା:ଆଇନ ଶିକ୍ଷାରେ ବିପ୍ଳବ ଆଣିଥିଲେ ରଣଜିତ୍‌ ମହାନ୍ତ

କଟକ ଅଫିସ,୩।୯: ଦେଶରେ ଆଇନ ଶିକ୍ଷାରେ ବିପ୍ଳବ ଆଣିଥିଲେ ବାରିଷ୍ଟର ରଣଜିତ୍‌ ମହାନ୍ତି। ତାଙ୍କ ପ୍ରଚେଷ୍ଟାରେ ବାଙ୍ଗାଲୋରରେ ପ୍ରଥମ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ହୋଇପାରିଥିଲା। ପାଞ୍ଚବର୍ଷିଆ ଆଇନ ପାଠ୍ୟକ୍ରମ ପ୍ରଚଳନ ରଣଜିତ୍‌ଙ୍କ ମାନସ ସନ୍ତାନ ବୋଲି ଆଇନ ମନ୍ତ୍ରୀ...

ବଜ୍ରପାତପ୍ରବଣ ରାଜ୍ୟ ଓଡ଼ିଶା: ୪ମାସରେ ୯ଲକ୍ଷ ଥର ବଜ୍ରପାତ

ଭୁବନେଶ୍ୱର, ୩।୯(ବ୍ୟୁରୋ): ଏକ ବଜ୍ରପାତ ପ୍ରବଣ ରାଜ୍ୟ ହୋଇ ମଧ୍ୟ ଓଡ଼ିଶା ଏହାର ମୁକାବିଲା କରିବାରେ ସଫଳ ସାବ୍ୟସ୍ତ ହୋଇଛି। ଆବଶ୍ୟକ ପଦକ୍ଷେପ ଏବଂ ଉଚିତ ସତର୍କତା ଗ୍ରହଣ କରାଯିବା ଫଳରେ ବଜ୍ରପାତ ଭଳି ଏକ ପ୍ରାକୃତିକ ବିପର୍ଯ୍ୟୟରୁ ଯଥାସମ୍ଭବ...

୨ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ: ୬ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର, ୩।୯(ବ୍ୟୁରୋ):ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ରବିବାର ରାତିରୁ ସୋମବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ସୁନ୍ଦରଗଡ଼ରେ...

ବିଶ୍ବ ନାରିକେଳ ଦିବସ ପାଳିତ: ଫନୀ କ୍ଷତିଗ୍ରସ୍ତ ନଡ଼ିଆଚାଷୀଙ୍କୁ କେନ୍ଦ୍ର ଦେବ ସହାୟତା

ଭୁବନେଶ୍ୱର, ୩।୯(ବ୍ୟୁରୋ): ବାତ୍ୟା ଫନୀରେ କ୍ଷତିଗ୍ରସ୍ତ ନଡ଼ିଆ ଚାଷୀଙ୍କୁ କେନ୍ଦ୍ର ସରକାର ସହାୟତା ପ୍ରଦାନ କରିବେ। ଏଥିପାଇଁ ବିସ୍ତୃତ ରିପୋର୍ଟ ପ୍ରଦାନ ଲାଗି ରାଜ୍ୟ ସରକାରଙ୍କୁ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର କହିଛନ୍ତି।...

ଆରମ୍ଭ ହେଲା ବିଜେଡି ସଭ୍ୟ ସଂଗ୍ରହ ଅଭିଯାନ:୫୦ ଲକ୍ଷ ନୂଆ ସଭ୍ୟ ସାମିଲ କରିବାକୁ ଲକ୍ଷ୍ୟ

ଭୁବନେଶ୍ୱର,୩।୯(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦଳର ସଭ୍ୟ ସଂଗ୍ରହ ଅଭିଯାନର ଶୁଭାରମ୍ଭ କରିଛନ୍ତି। ୧ କୋଟି ସଭ୍ୟ ସଂଗ୍ରହ ଲକ୍ଷ୍ୟ ନେଇ ଆରମ୍ଭ କରାଯାଇଥିବା ଏହି ଅଭିଯାନରେ ଦଳ ସଭାପତି ନବୀନ ପଟ୍ଟନାୟକ ପ୍ରଥମ...

ପିଏମ୍‌ କିଷାନ ଯୋଜନା ଲାଗି ତାଲିକା ଦେଲେ ଟଙ୍କା ମିଳିବ: ତୋମାର

ଭୁବନେଶ୍ୱର,୨ା୯(ବ୍ୟୁରୋ): ପିଏମ୍‌ କିଷାନ ଯୋଜନାକୁ ନେଇ ପୁଣିଥରେ ରାଜ୍ୟ ଓ କେନ୍ଦ୍ର ମୁହାଁମୁହିଁ ହୋଇଛନ୍ତି। ଦିନିକିଆ ରାଜ୍ୟ ଗସ୍ତରେ ଆସି ଏକ କାର୍ଯ୍ୟକ୍ରମରେ ଯୋଗଦେବା ପରେ କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର ପିଏମ୍‌ କିଷାନ ଯୋଜନା ପାଇଁ ରାଜ୍ୟ...

ଖାରବେଳ ଭବନରେ ଖୋଲିବ ଏଜି ଅଫିସ

ଭୁବନେଶ୍ୱର,୩।୯(ବ୍ୟୁରୋ): ନିକଟରେ ଉଦ୍‌ଘାଟନ ହୋଇଥିବା ଖାରବେଳ ଭବନରେ ରାଜ୍ୟ ସରକାର ଆଡଭୋକେଟ ଜେନେରାଲ(ଏଜି)ଙ୍କ ଅଫିସ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାଦ୍ୱାରା ହାଇକୋର୍ଟ ଠାରୁ ଆରମ୍ଭ କରି ସୁପ୍ରିମକୋର୍ଟରେ ଥିବା ମାମଲାଗୁଡିକର ପରିଚାଳନା ପାଇଁ ଉତ୍ତମ ସମନ୍ବୟ ରକ୍ଷା କରାଯାଇ ପାରିବ...

ଗରିବଙ୍କ ରାଶନ ଖାଉଥିଲେ ଅଯୋଗ୍ୟ ହିତାଧିକାରୀ: ଧରାପକାଇଲା ଆଧାର

ଭୁବନେଶ୍ୱର,୩।୯(ବ୍ୟୁରୋ): ସରକାରଙ୍କ ଆଖିରେ ଆଙ୍ଗୁଠି ଗେଞ୍ଜି ଅଯୋଗ୍ୟ ହିତାଧିକାରୀ ଗତ ୪ବର୍ଷ ହେବ ଗରିବଙ୍କ ପାଇଁ ଆସିଥିବା ହଜାର ହଜାର କୁଇଣ୍ଟାଲ ଚାଉଳ, ଗହମ ଲୁଟି ନେଉଥିଲେ। ଗାଡ଼ି ଘୋଡ଼ା, କୋଠାଘର, ଏକର ଏକର ସମ୍ପତ୍ତି, ସରକାରୀ ଚାକିରି ଥିବା...

ପୁରୀ ଥଇଥାନ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୯(ବ୍ୟୁରୋ): ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ ପାଇଁ ସ୍ବତନ୍ତ୍ର ଥଇଥାନ ପ୍ୟାକେଜ୍‌ ସୋମବାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବାସଗୃହ ଅଧିଗ୍ରହଣ ପାଇଁ ସ୍ବତନ୍ତ୍ର ଥଇଥାନ ନୀତି ଅନୁଯାୟୀ କ୍ଷତିପୂରଣ ଦିଆଯିବ। ଅଧିଗୃହିତ ଅଞ୍ଚଳରେ ଥିବା ଘର ଲାଗି ସବୁ...

ଘଡଘଡି ସହ ବର୍ଷା ସମ୍ଭାବନା, ୧୧ ଜିଲାକୁ ସତର୍କ ସୂଚନା ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨।୯(ବ୍ୟୁରୋ): ରାଜ୍ୟର କିଛି ଜିଲାରେ ସୋମବାର ଘଡିଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୧୧ଟି ଜିଲା ପାଇଁ ଏନେଇ ସତର୍କ ସୂଚନା ଜାରି କରାଯାଇଛି। ଅପରାହ୍ଣ ୧ଟା ୩୦ ଯାଏ ସତର୍କ...

କାର୍ଯ୍ୟକାରୀ ହେଲା ସଂଶୋଧିତ ଗାଇଡ୍‌ଲାଇନ୍‌:ସମସ୍ତ ଅଙ୍ଗନଓ୍ବାଡି କେନ୍ଦ୍ରରେ ବଣ୍ଟା ହେଲା ଛତୁଆ

ଭୁବନେଶ୍ୱର, ୨ା୯(ବ୍ୟୁରୋ):ସମନ୍ବିତ ଶିଶୁ ବିକାଶ ଯୋଜନାରେ ରାଜ୍ୟର ପ୍ରତ୍ୟେକ ଅଙ୍ଗନଓ୍ବାଡି କେନ୍ଦ୍ରରେ ଶିଶୁ, ଗର୍ଭବତୀ ଓ ପ୍ରସୂତି ମା’ମାନଙ୍କୁ ଅତିରିକ୍ତ ପୁଷ୍ଟିସାଧନ କାର୍ଯ୍ୟକ୍ରମରେ ଉନ୍ନତମାନର ଛତୁଆ ଯୋଗାଇଦେବା ଉଦ୍ଦେଶ୍ୟରେ ସଂଶୋଧିତ ଗାଇଡ୍‌ ଲାଇନ୍‌ କାର୍ଯ୍ୟକାରୀ ହୋଇଛି। ଏହି କ୍ରମରେ ରବିବାର...

ମୋ’ବସ୍‌ରେ ମାଗଣା ଖବରକାଗଜ : ଆଗାମୀ ଦିନରେ ମିଳିବ ଦୂରଭାଷ ପାଠାଗାର ସୁବିଧା

ଭୁବନେଶ୍ୱର,୨ା୯(ବ୍ୟୁରୋ) : କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍‌) ଦ୍ୱାରା ପରିଚାଳିତ ‘ମୋ ବସ୍‌’ ସେବାରେ ନୂଆ ବ୍ୟବସ୍ଥା ଯୋଡିହୋଇଛି। ବ୍ୟସ୍ତ ଜୀବନଶୈଳୀ ଭିତରେ ଲୋକେ ଖବରକାଗଜ ପଢ଼ିପାରୁନାହାନ୍ତି। ତେବେ ମୋ ବସ୍‌ ଯାତ୍ରାବେଳେ ଦୈନିକ ଲୋକଙ୍କୁ ମାଗଣା ଖବରକାଗଜ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri