ମେଟ୍ରୋ

ଆବଶ୍ୟକ ଅନୁଯାୟୀ ପୂରଣ ହେଉନି ଅଣ୍ଡା ଉତ୍ପାଦନ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ବିଶ୍ୱରେ ଚାଇନା ସର୍ବାଧିକ ଅଣ୍ଡା ଉତ୍ପାଦନ କରୁଥିବାବେଳେ ଭାରତ ତୃତୀୟ ସ୍ଥାନରେ ରହିଛି। ତେବେ ଅଣ୍ଡା ଉତ୍ପାଦନରେ ଆମ ରାଜ୍ୟ ଦେଶରେ ୧୧ତମ ସ୍ଥାନରେ ରହିଛି। ରାଜ୍ୟରେ ଦୈନିକ ଅଣ୍ଡା ଉତ୍ପାଦନ ୨୦୧୪-୧୫ ମସିହାରେ ୫୨ ଲକ୍ଷରୁ ବୃଦ୍ଧି...

କିଶୋରାବସ୍ଥାରେ ବଢୁଛି ଆତ୍ମହତ୍ୟା

ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ଦିନକୁ ଦିନ ବଢ଼ିବାରେ ଲାଗିଛି ଆତ୍ମହତ୍ୟା ଘଟଣା। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନର ତଥ୍ୟାନୁଯାୟୀ ସାରା ବିଶ୍ୱରେ ପ୍ରତି ୪୦ ସେକେଣ୍ଡରେ ଜଣେ ବ୍ୟକ୍ତି ଆମତ୍ହତ୍ୟା ଉଦ୍ୟମ କରୁଛନ୍ତି। ତେବେ ସବୁଠାରୁ ଦୁର୍ଭାଗ୍ୟଜନକ ବିଷୟ ହେଲା, ଆମତ୍ହତ୍ୟା ଉଦ୍ୟମ...

ଓଡ଼ିଶାକୁ ୩ କାୟାକଳ୍ପ ପୁରସ୍କାର

ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ଓଡ଼ିଶାକୁ ୩ଟି କାୟାକଳ୍ପ ପୁରସ୍କାର ମିଳିଛି। ଜିଲା ମୁଖ୍ୟ ଚିକିତ୍ସାଳୟ ବର୍ଗରେ ରାୟଗଡ଼ା ପ୍ରଥମ ଓ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ଦ୍ୱିତୀୟ ପୁରସ୍କାର ଲାଭ କରିଛି। ସେହିପରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ବର୍ଗରେ ସୁବର୍ଣ୍ଣପୁର ଜିଲାର ଡୁଙ୍ଗୁରିପାଲି ଗୋଷ୍ଠୀ...

ପୋତି ଦିଆଯାଉଛି ନଦୀ ଅବବାହିକା: ସଙ୍କୁଚିତ ହେଉଛି ଗଙ୍ଗୁଆ, ଝରିଆ ନଦୀ

ପୁରୁଣା ଭୁବନେଶ୍ୱର/ଜଟଣୀ, ୧୨।୧୦ (ଡି.ଏନ.ଏ.): ରାଜଧାନୀରେ ଜନସଂଖ୍ୟା ବଢୁଛି। ସେହି ଅନୁପାତରେ ଆବଶ୍ୟକ ସଂଖ୍ୟକ ଗୃହ ନିର୍ମାଣ ହେଉଛି। ବିଲଡରମାନେ ଗୃହ ପାଇଁ ସରକାରୀ କର୍ମଚାରୀଙ୍କୁ ହାତ କରି ବିଭିନ୍ନ ପ୍ରାକୃତିକ ଜଳଉତ୍ସ ଓ ନଦୀ ଅବବାହିକା ପୋତି ଦେଉଥିବାରୁ...

ରାଜ୍ୟସ୍ତରୀୟ ଜୟପ୍ରକାଶ ନାରାୟଣ ଜୟନ୍ତୀ ଓ ଶହୀଦ ବାଜି ରାଉତଙ୍କ ଶ୍ରାଦ୍ଧ ଦିବସ: ଯୁବ ସମାଜ ପାଇଁ ସଂଗ୍ରାମୀଙ୍କ ଇତିହାସ ହିଁ ଆଦର୍ଶ

ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ଲୋକନାୟକ ଜୟପ୍ରକାଶ ନାରାୟଣ ଓ ଶହୀଦ ବାଜି ରାଉତଙ୍କ ସଂଗ୍ରାମୀ ଇତିହାସ ଛାତ୍ର ଓ ଯୁବସମାଜ ପାଇଁ ଆଦର୍ଶ। ଇଂରେଜ ସୈନିକଙ୍କ ଗୁଳିଗୋଳାକୁ ଭୟ ନ କରି ସ୍ବାଭିମାନ ପାଇଁ ପେଟପାଟଣାକୁ ଭୁଲିଯାଇ ପ୍ରଜାମଣ୍ଡଳର ସୈନିକ ଭାବେ...

‘ରଙ୍ଗବତୀ’ରେ ‘ଡାଲ୍‌ଖାଇ’

ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶୀ ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଶୁକ୍ରବାର ଭଞ୍ଜକଳାମଣ୍ଡପରେ ପଶ୍ଚିମ ଓଡ଼ିଶା ଲୋକନୃତ୍ୟ ଓ ସଙ୍ଗୀତ ଉତ୍ସବ ‘ରଙ୍ଗବତୀ’ ଉଦ୍‌ଘାଟିତ ହୋଇଯାଇଛି। ୨ଦିନ ଧରି ଚାଲିବାକୁ ଥିବା...

ସ୍ପା ଆଗରେ ସ୍ବାମୀଙ୍କୁ ପିଟିଲେ ସ୍ତ୍ରୀ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ପ୍ରତିଦିନ ସ୍ବାମୀ ଲୁଚିକରି ସ୍ପାକୁ ମସାଜ ପାଇଁ ଯାଆନ୍ତି। ହେଲେ ଘରେ କେହି ଜାଣିପାରନ୍ତି ନାହିଁ। ଶେଷରେ ଶୁକ୍ରବାର ସ୍ତ୍ରୀଙ୍କ ହାତରେ ଧରା ପଡ଼ିଗଲେ ସ୍ବାମୀ। ଏହାପରେ ସ୍ତ୍ରୀ ସ୍ପା ସେଣ୍ଟର ଆଗରେ ସ୍ବାମୀଙ୍କୁ ନିସ୍ତୁକ ପିଟିବା ସହ...

ପରିଷଦ ଦିଅ, ରାଜ୍ୟ ସଭା ନିଅ

ଭୁବନେଶ୍ୱର,୧୨।୧୦: ଓଡ଼ିଶାରେ ବିଧାନ ପରିଷଦ ଗଠନ କରିବା ସକାଶେ ଶାସକ ବିଜେଡି ସବୁ ପ୍ରକାର ପ୍ରସ୍ତୁତି ଶେଷ କରିସାରିଛି। ଏ ସମ୍ପର୍କିତ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ ମିଳିସାରିଥିବା ବେଳେ ଗତବର୍ଷ ସେପ୍ଟେମ୍ବର ୬ ତାରିଖରେ ଏ ନେଇ ଏକ ସଂକଳ୍ପ...

ନିଲାମ ବନ୍ଦ ପରେ ଲଗାମ ଢିଲା: ବଢୁଛି ବଉଳମାଳ ପଥର ଚୋରା ଚାଲାଣ

ଖୋର୍ଦ୍ଧା ଅଫିସ,୧୨।୧୦: ଖୋର୍ଦ୍ଧା ତହସିଲର ନରଣଗଡ଼ ଅଞ୍ଚଳରେ ଥିବା ବଉଳମାଳ ପଥର ଖଣିର ନିଲାମ ପ୍ରାୟ ୬ ବର୍ଷ ଧରି ବନ୍ଦ ରହିଛି। ହେଲେ ବେଆଇନ ଖଣି ଖନନକୁ ରୋକା ଯାଇପାରୁନି। କିଛିଦିନ ତଳେ ନୟାଗଡ ଜିଲାର ରଣପୁର ଥାନାର...

ଚିଠି ଲେଖିଲେ ପରିବହନ କମିଶନର: ସ୍କୁଲ, କଲେଜ, ବ୍ଲକ ଅଫିସରେ ଖୋଲିବ ଲର୍ଣ୍ଣିଂ ଲାଇସେନ୍ସ କ୍ୟାମ୍ପ

ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ସରକାରୀ ଛୁଟି ଦିନରେ ଜନସାଧାରଣଙ୍କୁ ମିଳିପାରିବ ଲର୍ଣ୍ଣିଂ ଲାଇସେନ୍ସ। ଏଥିସହ ଡ୍ରାଇଭିଂ ଲାଇସେନ୍ସ ତୁରନ୍ତ ମିଳିବା ନେଇ ଅଧିକ ସ୍ଥାନରେ ସ୍ଲଟ୍‌ ଖୋଲିବା ଲାଗି ସମସ୍ତ ଜିଲା ପରିବହନ ଅଧିକାରୀଙ୍କୁ ପରିବହନ କମିଶନର ଚିଠି ଲେଖିଛନ୍ତି। ସ୍କୁଲ, କଲେଜ...

ବିଜେପୁରରେ ବିଜେଡି କରିବ ବାଜିମାତ, ୩୫ହଜାର ଭୋଟରେ ଜିତିବୁ: ପ୍ରମିଳା

ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ଆସନ୍ତା ୨୧ରେ ବିଜେପୁର ଉପନିର୍ବାଚନ। ଏହାକୁ ନେଇ ସରଗରମ ହେବାରେ ଲାଗିଛି ରାଜ୍ୟ ରାଜନୀତି। ପୂର୍ବଥର ଭଳି ଚଳିତ ଥର ବିଜେଡି ଏବଂ ଭାଜପା ମଧ୍ୟରେ କଡ଼ା ମୁକାବିଲା ଦେଖିବାକୁ ମିଳିବ ବୋଲି କୁହାଯାଉଛି। ଏବେ ପ୍ରଚାର ମଇଦାନକୁ...

ଅସ୍ଥାୟୀ ବିସର୍ଜନ ପୋଖରୀରେ କୁଢ଼ କୁଢ଼ ପଲିଥିନ: ପ୍ଲାଷ୍ଟିକ ବର୍ଜନ ପାଣିର ଗାର

ପୁରୁଣା ଭୁବନେଶ୍ୱର,୧୧।୧୦(ଡି.ଏନ.ଏ.) : ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀ ଅବସରରେ ଆରମ୍ଭ ହୋଇଥିବା ପ୍ଲାଷ୍ଟିକ୍‌ ଓ ପଲିଥିନ ବର୍ଜନକୁ ସମର୍ଥନ କରି ଚଳିତବର୍ଷ ବିଭିନ୍ନ ପୂଜା କମିଟି କର୍ମକର୍ତ୍ତା ସମର୍ଥନ ଜଣାଇଥିଲେ। ପାର୍ବଣ ଅବସରରେ ପୂଜା ମଣ୍ଡପ କର୍ମକର୍ତ୍ତାମାନେ ପ୍ଲାଷ୍ଟିକ୍‌...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri