ମେଟ୍ରୋ

କ’ଣ ହେବ ‘କାଳିଆ’ ଯୋଜନାର ଭବିଷ୍ୟତ: ସ୍ପଷ୍ଟ କଲେ କୃଷି ମନ୍ତ୍ରୀ

ଭୁବନେଶ୍ୱର,୧୮।୬: ବିଜେଡି ସରକାର ଅମଳରେ ଆରମ୍ଭ କରାଯାଇଥିବା ‘କାଳିଆ’ ଯୋଜନାର ଭବିଷ୍ୟତକୁ ନେଇ ଚାଷୀ ଦ୍ୱନ୍ଦ୍ୱରେ ପଡ଼ିଛନ୍ତି। ସରକାର ବଦଳିବା ପରେ ଏହି ଯୋଜନାରେ ବର୍ଷକୁ ମିଳୁଥିବା ୨ଟି କିସ୍ତି (ଖରିଫ ଓ ରବି ଫସଲ ପୂର୍ବରୁ) ବାବଦ ୪...

ନବୀନଙ୍କୁ ଭେଟିଲେ ମେୟର, ଏମ୍‌ପି ପ୍ରାର୍ଥୀ

ଭୁବନେଶ୍ୱର, ୧୮।୬ (ବନ୍ଦନା ସେଠୀ):ମେୟର ସୁଲୋଚନା ଦାସଙ୍କ ନେତୃତ୍ୱରେ ସୋମବାର ଭୁବନେଶ୍ୱର ଉତ୍ତର ନିର୍ବାଚନମଣ୍ଡଳୀର ସମସ୍ତ ବିଜେଡି କର୍ପୋରେଟର, ମଧ୍ୟ ଓ ଏକାମ୍ର ନିର୍ବାଚନମଣ୍ଡଳୀର ୪ଜଣ କର୍ପୋରେଟର, ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ ରାଉତରାୟ ନବୀନ ନିବାସ ଯାଇ ବିଜେଡି...

ବଜେଟ୍‌କୁ ନେଇ ଏମିତି କହିଲେ ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮ା୬(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଅର୍ଥ ବିଭାଗ ନିଜ ପାଖରେ ରଖିଛନ୍ତି। ଆସନ୍ତା ବିଧାନସଭାରେ ନିଜେ ଅର୍ଥ ବଜେଟ ଉପସ୍ଥାପନ କରିବା ସମ୍ଭାବନା ରହିଛି। ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଲୋକାଭିମୁଖୀ ବଜେଟ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ଉନ୍ନୟନ...

ବିଜେଡି ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର,୧୮ା୬(ଅନୁରାଧା ମହାରଣା):ଭୁବନେଶ୍ୱର ଲୋକ ସଭା ଆସନରୁ ୫ଥର ବିଜୟ ଲାଭ କରିଥିବା ବିଜେଡିର ପୂର୍ବତନ ଏମ୍‌ପି ପ୍ରସନ୍ନ ପାଟ୍ଟଶାଣୀ ସୋମବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗ ଦେଇଛନ୍ତି। ସେ କହିଛନ୍ତି, ଯେଉଁ ବିଜେଡି ପାଇଁ ସେ ଦୀର୍ଘବର୍ଷ ଧରି...

ଆଜି ବିଜେଡିର ପ୍ରଥମ ସଂସଦୀୟ ଦଳ ବୈଠକ: ନବୀନ ପ୍ରଥମଥର ପାଇଁ ହୋଇପାରନ୍ତି ବିରୋଧୀ ଦଳ ନେତା

ଭୁବନେଶ୍ୱର, ୧୮ା୬(ପି.ଟି.):ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ହୋଇପାରନ୍ତି। ବୁଧବାର ହେବାକୁ ଥିବା ପ୍ରଥମ ସଂସଦୀୟ ଦଳ ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇପାରେ ବୋଲି ଆଲୋଚନା ହେଉଛି। ତାହା ଯଦି...

ସରିଲା ଯୁକ୍ତ୩ ଆବେଦନ: ୨୫ରେ ପ୍ରଥମ ମେଧା ତାଲିକା

ଭୁବନେଶ୍ୱର, ୧୮।୬(ଅସମାପିକା ସାହୁ):୨୦୨୪-୨୫ ଶିକ୍ଷାବର୍ଷରେ ଯୁକ୍ତ୩ ନାମଲେଖା ନିମନ୍ତେ ସୋମବାର ଆବେଦନ ପ୍ରକ୍ରିୟା ଶେଷ ହୋଇଛି। ୨ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ନାମଲେଖା ପାଇଁ ଆବେଦନ କରିଛନ୍ତି। ସୋମବାର ରାତି ୮ଟା ସୁଦ୍ଧା ୨,୨୯,୮୨୦ ଜଣ ଆବେଦନ କରିଥିବାବେଳେ ୨,୨୭,୮୪୯ ଜଣ...

୨୦ରେ ବାଚସ୍ପତି ନିର୍ବାଚନ, ୧୯ରେ ନାମାଙ୍କନ ଦାଖଲ

ଭୁବନେଶ୍ୱର, ୧୮।୬:ଆସନ୍ତା ୨୦ ତାରିଖରେ ରାଜ୍ୟରେ ନୂଆ ବାଚସ୍ପତି ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଏଥିଲାଗି ୧୯ ତାରିଖରେ ପ୍ରାର୍ଥୀମାନେ ନିଜର ନାମାଙ୍କନ ପତ୍ର ଦାଖଲ କରିବେ। ୨୦ରେ ବାଚସ୍ପତି ପଦ ଲାଗି ଭୋଟିଂ ହେବାକୁ ଥିବାବେଳେ କେତେଜଣ ଏଥିଲାଗି...

ଆଜିଠାରୁ ବିଧାନସଭାର ସ୍ବତନ୍ତ୍ର ଅଧିବେଶନ: ନବନିର୍ବାଚିତ ବିଧାୟକ ନେବେ ଶପଥ

ଭୁବନେଶ୍ୱର, ୧୮।୬(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନରେ ବିଜୟୀ ହୋଇଥିବା ବିଧାୟକମାନେ ମଙ୍ଗଳବାର ଏବଂ ବୁଧବାର ଶପଥ ଗ୍ରହଣ କରିବେ। କାମଚଳା ବାଚସ୍ପତି ଭାବେ ଦାୟିତ୍ୱ ନେଇଥିବା ରଣେନ୍ଦ୍ର ପ୍ରତାପ ସ୍ବାଇଁ ସମସ୍ତ ନିର୍ବାଚିତ ସଦସ୍ୟଙ୍କ ଶପଥ ପାଠ କରାଇବେ। ନିୟମାନୁଯାୟୀ, ପ୍ରଥମେ...

ନୂଆ ସରକାରଙ୍କ ବଡ଼ ଘୋଷଣା:ନିର୍ମାଣ ହେବ ଓଡ଼ିଆ ଅସ୍ମିତା ଭବନ

ଭୁବନେଶ୍ୱର, ୧୮।୬ (ବନ୍ଦନା ସେଠୀ):ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ସୋମବାର ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ଲୋକସେବା ଭବନସ୍ଥିତ ବିଭାଗର ସମ୍ମିଳନୀ କକ୍ଷରେ ଏନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବିଭାଗୀୟ...

ଭାଜପାର ରିମୋଟ କଣ୍ଟ୍ରୋଲ ହେଉଛନ୍ତି ଏହି ବ୍ୟକ୍ତି, ପ୍ରଶାନ୍ତ ଜଗଦ୍ଦେବଙ୍କ ଖୁଲାସା

ଭୁବନେଶ୍ୱର, ୧୮।୬(ସୁନିତ୍‌ ମିଶ୍ର):ରାଜ୍ୟରେ ସରକାର ବହୁତ ସକ୍ରିୟ ଅଛି। ଆମେ ମନ୍ତ୍ରୀ, ବିଧାୟକ ଯାହା ହେଲେ ମଧ୍ୟ ଆମ ରିମୋର୍ଟ ହେଉଛନ୍ତି ମୋଦି। ସେଠାରୁ ରିମୋର୍ଟ କଣ୍ଟ୍ରୋଲ ଚାଲିଛି। ମୋଦି ଯାହା କହିଥିଲେ ସେଇଆ ହିଁ ହେବ। ସେ କହିଥିଲେ...

ଆଜି ୟୁଜିସି-ଏନ୍‌ଇଟି:୮୩ ବିଷୟରେ ହେବ ପରୀକ୍ଷା

ଭୁବନେଶ୍ୱର,୧୮ା୬(ଅସମାପିକା ସାହୁ):ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ଦ୍ୱାରା ପରିଚାଳିତ ୟୁଜିସି-ଏନ୍‌ଇଟି ମଙ୍ଗଳବାର ଅନୁଷ୍ଠିତ ହେବ। ୮୩ଟି ବିଷୟରେ ପରୀକ୍ଷା ହେବ। ପ୍ରଥମ ସିଫ୍ଟରେ ୪୨ଟି ବିଷୟରେ ପରୀକ୍ଷା ହେବାକୁ ଥିବା ବେଳେ ଦ୍ୱିତୀୟ ସିଫ୍ଟରେ ୪୧ଟି ବିଷୟରେ ପରୀକ୍ଷା ଦେବେ ଛାତ୍ରୀଛାତ୍ର।...

ଚାଷୀଙ୍କୁ ‘କାଳିଆ’ ଟଙ୍କା ମିଳିବ ନା ନାହିଁ: ବଢୁଛି ଦ୍ୱନ୍ଦ୍ୱ

ଭୁବନେଶ୍ୱର,୧୮ା୬ (ଅନିଲ ଦାସ):ରାଜ୍ୟରେ ଭାଜପା ସରକାରଙ୍କ ପକ୍ଷରୁ ମଙ୍ଗଳବାର ଚାଷୀଙ୍କୁ ପିଏମ୍‌-କିଷାନ କିସ୍ତି ଟଙ୍କା ଦେବା ପାଇଁ ଉତ୍ସବ ପାଳନ କରୁଥିବାବେଳେ ବିଜେଡି ସରକାର ଅମଳରେ ଆରମ୍ଭ କରାଯାଇଥିବା ‘କାଳିଆ’ ଯୋଜନାର ଭବିଷ୍ୟତକୁ ନେଇ ଚାଷୀ ଦ୍ୱନ୍ଦ୍ୱରେ ପଡ଼ିଛନ୍ତି। ସରକାର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri