ମେଟ୍ରୋ

ଉଦ୍‌ଘାଟିତ ହେଲା ଖାରବେଳ ଭବନ

ଭୁବନେଶ୍ୱର, ୧୫।୮(ବ୍ୟୁରୋ.): ଭୁବନେଶ୍ୱରରେ ଖାରବେଳ ଭବନ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଛନ୍ତି। ଖାରବେଳ ଭବନରେ କାର୍ଯ୍ୟ କରିବ ପ୍ରମୁଖ ୧୧ଟି ବିଭାଗର କାର୍ଯ୍ୟାଳୟ। ଏହାର ନିର୍ମାଣ ପାଇଁ ୧୨୮...

କ୍ରିଶନ କୁମାର ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ ଅଫିସ, ୧୫।୮: ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଭାବେ ରାଜ୍ୟ ସରକାର କ୍ରିଶନ କୁମାରଙ୍କୁ ନିଯୁକ୍ତି ଦେଇଛନ୍ତି। ଆସନ୍ତା ୧୯ ତାରିଖରୁ ସେ ଏହି ଅତିରିକ୍ତ ଦାୟିତ୍ୱ ପ୍ରତିପାଦନ କରିବେ। କିଛି ଦିନ ତଳେ କ୍ରିଶନ କୁମାରଙ୍କୁ ପୂର୍ତ୍ତ ବିଭାଗ...

ମହଙ୍ଗା ପଡ଼ିଲା ଏସ୍‌ଟିଏଫ୍‌ ନୋଟିସ୍‌ : ମେରିଟୋରିୟସ ପଦକ ହରାଇଲେ ଆଇଆଇସି

ଖୋର୍ଦ୍ଧା ଅଫିସ,୧୫।୮: ସ୍ବାଧୀନତା ଦିବସ ଅବସରରେ ଭୁବନେଶ୍ୱର ସୂଚନା ଭବନଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩୯ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ପୋଲିସ ପଦକ ଦେବାକୁ ଥିତ୍ବାବେଳେ ୩୮ଜଣଙ୍କୁ ପ୍ରଧାନ କରାଯାଇଥିବା ଜଣାପଡ଼ିଛି। ବାଦ୍‌...

ରେଭେନ୍ସା ବିଶ୍ୱବିଦ୍ୟାଳୟରେ ସ୍ବାଧୀନତା ଦିବସ : ୫୦ ମିଟର ତ୍ରିରଙ୍ଗା ଧରି ପରିକ୍ରମା କଲେ ଛାତ୍ରୀଛାତ୍ର

କଟକ ଅଫିସ, ୧୫।୮: ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଗୁରୁବାର ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ଦ୍ୱାରା ୫୦ ମିଟରର ଏକ ବିଶାଳ ତ୍ରିରଙ୍ଗାକୁ ବିଶ୍ୱବିଦ୍ୟାଳୟ ପରିସରରେ ପରିକ୍ରମା କରିବା ସହ ବାଇକ ରାଲି କରାଯାଇଥିଲା।...

ଅସିତ୍‌ ତ୍ରିପାଠୀ ହେଲେ ରାଜ୍ୟ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର, ୧୫।୮(ବ୍ୟୁରୋ): ରାଜ୍ୟ ନିର୍ବାଚନ କମିଶନର ଭାବେ ଆଦିତ୍ୟ ପ୍ରସାଦ ପାଢୀଙ୍କୁ ନୂଆ ଦାୟିତ୍ୱ ମିଳିବା ପରେ ଅସିତ୍‌ ତ୍ରିପାଠୀ ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ୧୯୮୬ ବ୍ୟାଚର ଆଇଏଏସ ଅଫିସର ଅସିତ ତ୍ରିପାଠୀ...

ଆରମ୍ଭ ହେବ ‘ମୋ ସରକାର’ କାର୍ଯ୍ୟକ୍ରମ: ସିଧାସଳଖ ଲୋକଙ୍କୁ ଫୋନ୍‌ କରି ସମସ୍ୟା ବୁଝିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୫।୮(ବ୍ୟୁରୋ): ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ମହାସମାରୋହ ପାଳନ କରାଯାଇଛି। ଚଳିତବର୍ଷ ପ୍ରଥମ ଥର ପାଇଁ ମହାତ୍ମା ଗାନ୍ଧି ମାର୍ଗ ପରିବର୍ତ୍ତେ ପ୍ରଦର୍ଶନୀ ପଡିଆରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ଉତ୍ସବର ଆୟୋଜନ କରାଯାଇଛି। ଏଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିବାଦନ...

ପ୍ରଦର୍ଶନୀ ପଡିଆରେ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୫।୮(ବ୍ୟୁରୋ): ପ୍ରଦର୍ଶନୀ ପଡିଆରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ସେ ସ୍ବାଧୀନତା ସଂଗ୍ରାମୀଙ୍କ ସ୍ମୃତିଚାରଣ କରି ଦେଶ ପାଇଁ ସେମାନଙ୍କ ତ୍ୟାଗ, ବଳିଦାନକୁ...

ସ୍ମରଣୀୟ ୭୩

୭୩ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଦେଶ ହାସଲ କରିଥିବା ୭୩ଟି ଉଲ୍ଲେଖନୀୟ ଘଟଣା ସମ୍ପର୍କରେ…. ସ୍ବାଧୀନତା ପ୍ରାପ୍ତିର ଏକ ବର୍ଷ ପରେ ଅର୍ଥାତ ୧୯୪୮ରେ ଭାରତୀୟ ପୁରୁଷ ହକି ଟିମ୍‌ ଲଣ୍ଡନ ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ବିଜୟୀ। ୧୯୫୦...

ରାଜ୍ୟର ୩୯ ଜଣଙ୍କୁ ମିଳିବ ପୋଲିସ ପଦକ

ଭୁବନେଶ୍ୱର,୧୫ା୮(ବ୍ୟୁରୋ):ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ବୁଧବାର ରାଜ୍ୟ ପୋଲିସ ପଦକ ଘୋଷଣା ହୋଇଛି। ଉଲ୍ଲେଖନୀୟ ସେବା ପାଇଁ ଓଡ଼ିଶାର ୩୯ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ସ୍ବାଧୀନତା ଦିବସରେ ଏହି ସମ୍ମାନଜନକ ପଦକ ମିିଳିବ। ସେମାନଙ୍କ ମଧ୍ୟରୁ ୨୬ଜଣଙ୍କୁ ପୋଲିସ...

ଗୋଟିଏ ଦେଶ, ଗୋଟିଏ ପତାକା

ଭୁବନେଶ୍ୱର, ୧୫ା୮(ବ୍ୟୁରୋ):ସ୍ବାଧୀନତା ଦିବସର ଦିନକ ପୂର୍ବରୁ ବୁଧବାର ଗାନ୍ଧୀ ମାର୍ଗରେ ବନ୍ଦେ ମାତରମ ଅନୁଷ୍ଠାନ ପକ୍ଷରୁ ଦେଶାତ୍ମବୋଧକ ଭିତ୍ତିକ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗୋଟିଏ ଦେଶ ଗୋଟିଏ ପତାକା ବିଷୟକୁ ନେଇ ଅନୁଷ୍ଠାନ ପକ୍ଷରୁ ଏକ ପଥପ୍ରାନ୍ତ...

ଆଜି ୭୩ତମ ସ୍ବାଧୀନତା ଦିବସ:କଡ଼ା ସୁରକ୍ଷାରେ ରାଜଧାନୀ

ଭୁବନେଶ୍ୱର, ୧୫ା୮(ବ୍ୟୁରୋ):୭୩ତମ ସ୍ବାଧୀନତା ଦିବସ ପାଳନ ପାଇଁ ସାରା ରାଜ୍ୟ ପ୍ରସ୍ତୁତ ରହିଥିବାବେଳେ ଭୁବନେଶ୍ୱରର ୟୁନିଟ୍‌-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ପତାକା ଉତ୍ତୋଳନ ଓ ରାଷ୍ଟ୍ରୀୟ ସାଲ୍ୟୁଟ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥିଭାବେ ଯୋଗଦେଇ...

ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ବିଏମ୍‌ସିର ବେଖାତିର,ବେଆଇନ ଦର୍ଶାଇ ଭାଙ୍ଗିଲେ ଓମ୍‌ଫେଡ୍‌ ଦୋକାନ

ଭୁବନେଶ୍ୱର,୧୫ା୮(ବ୍ୟୁରୋ):ରାଜଧାନୀରେ ବିଏମ୍‌ସିର ଏକ ମନମାନି ଘଟଣା ସ୍ଥାନୀୟ ସିଏମ୍‌ପିଡିଆଇ କଲୋନୀରେ ଦେଖିବାକୁ ମିଳିଛି। ପିସି ନ ଦେବାରୁ ବିଏମ୍‌ସି ଅଧିକାରୀମାନେ ରମେଶ ଚନ୍ଦ୍ର ବାରିକଙ୍କ ଏକ ଓମ୍‌ଫେଡ ଦୋକାନକୁ ମିଳିତ ଉଚ୍ଛେଦକାରୀ ଦଳ ଦ୍ୱାରା ଭାଙ୍ଗି ଦେଇଛନ୍ତି। ଫଳରେ ପରିବାର...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri