ମେଟ୍ରୋ

ଜେଲ ଗଲେ ଆଶୀର୍ବାଦ ବେହେରା

ଭୁବନେଶ୍ୱର,୧୯।୯(ବ୍ୟୁରୋ): ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ (ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କୁ ଶେଷରେ ଜେଲ୍‌ ଯିବାକୁ ପଡ଼ିଛି। ଭୁବନେଶ୍ୱର ସିବିଆଇ କୋର୍ଟ ତାଙ୍କ ଜାମିନ ଆବେଦନ ଖାରଜ କରିଦେବାରୁ ଗୁରୁବାର ସେ ଜେଲ ଯାଇଛନ୍ତି। ଅର୍ଥତତ୍ତ୍ୱ (ଏଟି) ଚିଟ୍‌ଫଣ୍ଡ ମାମଲାରେ...

ସାଙ୍ଗଠନିକ ସ୍ଥିତି ସୁଧାରିବାକୁ ଅଣ୍ଟା ଭିଡିଲା ରାଜ୍ୟ କଂଗ୍ରେସ, ପୁନଃଗଠନ ହେବ ପିସିସି

ଭୁବନେଶ୍ୱର,୧୯।୯(ବ୍ୟୁରୋ): ପୁନଃଗଠନ ହେବ ପ୍ରଦେଶ କଂଗ୍ରେସ କମିଟି(ପିସିସି)। ରାଜ୍ୟରେ ଦଳର ସାଙ୍ଗଠନିକ ସ୍ଥିତି ସୁଦୃଢ଼ କରିବାକୁ ଏଆଇସିସି ନିର୍ଦ୍ଦେଶ ଦେବା ପରେ ଅଣ୍ଟା ଭିଡିଛି କଂଗ୍ରେସ। ତେବେ ଗତ ନିର୍ବାଚନରେ ଦଳ ପାଇଁ କାମ କରିଥିବା ନେତାମାନଙ୍କୁ ନେଇ ଛୋଟ...

‘କାଳିଆ’ କେବଳ ସରକାରୀ ଟଙ୍କାରେ ନିର୍ବାଚନ ଲଢ଼ିବାର ଚଞ୍ଚକତା: ପୃଥ୍ବୀରାଜ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ଛିଡ଼ୁନି କାଳିଆ କେଁ। ‘କାଳିଆ ଯୋଜନା’ରେ ଅଯୋଗ୍ୟ ହିତାଧିକାରୀଙ୍କ ସଂଖ୍ୟା ପ୍ରକାଶ ପାଇବା ପରେ ରାଜ୍ୟ ରାଜନୀତି ଜୋର ଧରିଛି। ଗୋଟିଏ ପଟେ ବିଜେଡି ତାଲିକାରେ ୩ ଲକ୍ଷ ୪୧ହଜାର ଅଯୋଗ୍ୟ ହିତାଧିକାରୀ ଥିବା କହୁଥିବା ବେଳେ ଏବେ...

ଓସା ନିର୍ବାଚନ : ଗୃହ ପ୍ରମୁଖ ସଚିବଙ୍କୁ କର୍ମଚାରୀଙ୍କ ଦାବିପତ୍ର

ଭୁବନେଶ୍ୱର, ୧୯।୯(ବ୍ୟୁରୋ)- ଓଡ଼ିଶା ସଚିବାଳୟ ସେବା ସଂଘ(ଓସା)ର ନିର୍ବାଚନ ବିଳମ୍ବ ନେଇ କର୍ମଚାରୀ ମହଲରେ ଆଲୋଡନ ସୃଷ୍ଟି ହୋଇଛି। ଦୁଇ ବର୍ଷ ପୂର୍ବେ ନିର୍ବାଚିତ ପ୍ରତିନିଧିଙ୍କ କାର୍ଯ୍ୟକାଳ ସରିଯାଇଛି। ହେଲେ ପରବର୍ତ୍ତୀ ନିର୍ବାଚନ ନେଇ କୌଣସି ପ୍ରକ୍ରିୟା ଏଯାଏ ଦେଖିବାକୁ...

ରାଜଧାନୀରେ କୁକୁର ବନ୍ଧ୍ୟାକରଣ ଆରମ୍ଭ

ଭୁବନେଶ୍ୱର, ୧୯।୯(ବ୍ୟୁରୋ): ଭୁବନେଶ୍ୱରରେ ବୁଲା କୁକୁରଙ୍କ ଉତ୍ପାତ ବଢ଼ି ଚାଲିଛି। ଏଥିଯୋଗୁ ଦୁର୍ଘଟଣା ଘଟୁଥିବାବେଳେ ବହୁ ଲୋକ କୁକୁର କାମୁଡ଼ାର ଶିକାର ହେଉଛନ୍ତି। ସେମାନଙ୍କ ବଂଶବୃଦ୍ଧି ଉପରେ ରୋକ୍‌ ଲଗାଇବା ସହ ସହରବାସୀଙ୍କୁ ଏଭଳି ବିପଦରୁ ରକ୍ଷାକରିବା ପାଇଁ ବିଏମ୍‌ସି...

ଗଣଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବାଲିଅନ୍ତା ବିଇଓ ଅଫିସ୍‌ ଗସ୍ତ: ଅନୁପସ୍ଥିତ କର୍ମଚାରୀଙ୍କ ଦିନକ ଦରମା ବନ୍ଦ

ଭୁବନେଶ୍ୱର(ବ୍ୟୁରୋ)/ବାଳକାଟୀ(ଡି.ଏନ.ଏ),୧୯।୯: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବୁଧବାର ବାଲିଅନ୍ତା ବ୍ଲକ୍‌ ଶିକ୍ଷା ଅଧିକାରୀ (ବିଇଓ)ଙ୍କ ବାଳକାଟୀସ୍ଥିତ କାର୍ଯ୍ୟାଳୟକୁ ଅଚାନକ ପରିଦର୍ଶନ କରିଥିଲେ। ଏହି ଗସ୍ତବେଳେ ୧୦ଟା ୧୫ରୁ ୧୦ଟା ୪୦ ସୁଦ୍ଧା କାର୍ଯ୍ୟାଳୟରେ ଅପେକ୍ଷା କରିଥିଲେ।...

ବିଏମ୍‌ସିର ପଲିଥିନ ବ୍ୟାନ୍‌ ବାଟବଣା

ଭୁବନେଶ୍ୱର, ୧୯।୯(ବ୍ୟୁରୋ): ଗତବର୍ଷ ଅକ୍ଟୋବର ୨ରୁ ରାଜ୍ୟରେ ପ୍ଲାଷ୍ଟିକ୍‌ ଓ ପଲିଥିନ ବ୍ୟବହାର ବନ୍ଦ କରାଯାଇଛି। ରାଜଧାନୀକୁ ସ୍ବଚ୍ଛ ଓ ସୁନ୍ଦର ସହରରେ ପରିଣତ କରିବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ମଧ୍ୟ ଏହି ନିୟମକୁ କଡ଼ାକଡ଼ି ଲାଗୁ...

ବ୍ରାଉନ୍‌ସୁଗାର ଡିଲର ସେକ୍‌ ରାଜାଙ୍କ ଘର ଉପରେ ଚଢ଼ାଉ: ସିସି କ୍ୟାମେରା ଜଗୁଥିଲା କଳାବେପାର

ଭୁବନେଶ୍ୱର, ୧୯।୯(ବ୍ୟୁରୋ)/ ବାଲେଶ୍ୱର ଅଫିସ: ବ୍ରାଉନ୍‌ସୁଗାର ଡିଲର ସେକ୍‌ ରାଜା କ୍ରାଇମବ୍ରାଞ୍ଚ ସ୍ପେଶାଲ ଟାସ୍କଫୋର୍ସ (ଏସ୍‌ଟିଏଫ୍‌) ହାତରେ ଧରାପଡିବା ପରେ ଅନେକ ଗୁମର ଫିଟିବାରେ ଲାଗିଛି। ଓଡ଼ିଶା ସମେତ ପଶ୍ଚିମବଙ୍ଗ, ରାଜସ୍ଥାନ, ନେପାଳ, ବାଂଲାଦେଶ, ଗୋଆରେ ରାଜାଙ୍କର ନେଟ୍‌ଓ୍ବର୍କ ରହିଛି।...

ଶୋଭାପାଇବ ପ୍ୟାରିସ୍‌ର ଡିଜ୍‌ନିଲ୍ୟାଣ୍ଡ ପାର୍କ

କଟକ ରୋଡ,୧୯।୯(ଡି.ଏନ୍‌.ଏ.): ଚଳିତବର୍ଷ ଝାରପଡ଼ା ଦୁର୍ଗାପୂଜା ସମିତି ନବମ ବର୍ଷରେ ପହଞ୍ଚିଛି। ପୂର୍ବରୁ ବିଭିନ୍ନ ସମୟରେ ଆକର୍ଷଣୀୟ ତୋରଣ ନିର୍ମାଣ କରି ଚର୍ଚ୍ଚାକୁ ଆସିଥିବା ପୂଜା ସମିତି ଚଳିତଥର ପ୍ୟାରିସ୍‌ର ଡିଜ୍‌ନିଲ୍ୟାଣ୍ଡ ପାର୍କ ନିର୍ମାଣ କରିବାକୁ ଯାଉଛି। ଏହା ମୁଖ୍ୟ...

ପୂର୍ବତଟ ରେଳପଥରେ ଆରମ୍ଭ ହେଲା ‘ଇ-କାର୍ଯ୍ୟାଳୟ’

ଭୁବନେଶ୍ୱର,୧୯।୯(ବ୍ୟୁରୋ): ପୂର୍ବତଟ ରେଳପଥରେ ବୁଧବାର ‘ଇ-କାର୍ଯ୍ୟାଳୟ’ ପ୍ରଣାଳୀ ଉଦ୍‌ଘାଟନ ହୋଇଛି। ଏହି ପ୍ରଣାଳୀକୁ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ବିଦ୍ୟାଭୂଷଣ ଉଦ୍‌ଘାଟନ କରିଥିବାବେଳେ କାଗଜ ବିହୀନ ସବୁଜ ରେଳପଥ, କାର୍ଯ୍ୟଶୈଳୀରେ ସ୍ବଚ୍ଛତା ଆଣିବା ସକାଶେ ରେଳପଥ ପକ୍ଷରୁ ‘ଏନଆଇସି (ନ୍ୟାଶନାଲ ଇନଫରମେଟିକ୍ସ...

ସ୍ବେଚ୍ଛାସେବୀଙ୍କ ବନୀକରଣ ସଚେତନତାର ପ୍ରଶଂସା: ସିଡ୍‌ବଲ୍‌ରେ ‘ଧରିତ୍ରୀ’ ଲେଖି ସଜାଇଲେ

ପୁରୁଣା ଭୁବନେଶ୍ୱର,୧୯।୯ (ଡି.ଏନ.ଏ.): ବନୀକରଣ ପାଇଁ ଦୈନିକ ଖବରକାଗଜ ‘ଧରିତ୍ରୀ’ ସଚେତନତା ଓ ଉତ୍ସାହ ସୃଷ୍ଟି କରୁଥିବା ଦର୍ଶାଇ ନିଆରା ଢଙ୍ଗରେ ସମ୍ମାନ ଜଣାଇଛନ୍ତି ବହୁ ସ୍ବେଚ୍ଛାସେବୀ। ବନୀକରଣ କାର୍ଯ୍ୟରେ ନିୟୋଜିତ ଏହି ସ୍ବେଚ୍ଛସେବୀମାନେ ସିଡ୍‌ବଲ୍‌ ବା ବିହନ ପିଣ୍ଡୁଳାରେ...

ଆରମ୍ଭ ହେବ ‘ଜେଲ୍‌ ରେଡିଓ’: ଜେଲ ଅନ୍ତେବାସୀ ହେବେ ରେଡିଓ ଜକି

ଭୁବନେଶ୍ୱର,୧୯।୯(ବ୍ୟୁରୋ): ଅନ୍ୟ ରାଜ୍ୟ ପରି ଓଡିଶାର ବିଭିନ୍ନ ଜେଲ୍‌ରେ ରହୁଥିବା ଅନ୍ତେବାସୀମାନେ ରେଡିଓ ଜକି (ଆର୍‌ଜେ) ହୋଇ ଶୁଣାଇବେ ନିଜ ମନର କଥା। ଲୋକେ ଶୁଣିବେ ସେମାନଙ୍କ ଜୀବନର କାହାଣୀ। ଏଥିପାଇଁ ଆରମ୍ଭ ହେବ ‘ଜେଲ୍‌ ରେଡିଓ’। ପ୍ରାଥମିକ ପର୍ଯ୍ୟାୟରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri