ମେଟ୍ରୋ

ସବ୍ୟସାଚୀ ମିଶ୍ରଙ୍କୁ ଧମକ

ଭୁବନେଶ୍ୱର, ୬।୮(ବ୍ୟୁରୋ): ଓଡ଼ିଆ ସିନେ ଅଭିନେତା ସବ୍ୟସାଚୀ ମିଶ୍ରଙ୍କୁ ଧମକ ମିଳିଛି। ସୋସିଆଲ ମିଡିଆରେ ଏକ ପୋଷ୍ଟକୁ ନେଇ ତାଙ୍କୁ ଏହି ଧମକ ମିଳିଥିବା ସେ ମଙ୍ଗଳବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ତେବେ ଜମ୍ମୁ-କାଶ୍ମୀରରେ ୩୭୦ ଧାରା ଉଚ୍ଛେଦକୁ ନେଇ...

ରେଳଧାରଣାରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଟକ ରୋଡ଼, ୬।୮(ଡି.ଏନ୍‌.ଏ.): ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଅଧୀନ ହଠାତ କଲୋନୀ ନିକଟ ରେଳଧାରଣାରୁ ମଙ୍ଗଳବାର ଭୁବନେଶ୍ୱର ଜିଆର୍‌ପି ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକଙ୍କ ପରିଚୟ ଜଣାପଡ଼ି ନ ଥିବା ବେଳେ ତାଙ୍କ ବୟସ ପ୍ରାୟ ୩୦...

ଆର୍‌. ପି. ଶର୍ମା ଲୋକାୟୁକ୍ତ ସଦସ୍ୟ

ଭୁବନେଶ୍ୱର,୬।୮(ବ୍ୟୁରୋ): ପୋଲିସ ଡିଜି ରାଜେନ୍ଦ୍ର ପ୍ରସାଦ ଶର୍ମା ଲୋକାୟୁକ୍ତ ସଦସ୍ୟ ହେବେ। ଏଥିପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଲୋକାୟୁକ୍ତ ସଦସ୍ୟ ପାଇଁ ଚୟନ କମିଟି ପକ୍ଷରୁ ଶର୍ମାଙ୍କ ନାମ ସୁପାରିଶ କରାଯାଇଥିଲା। ତେବେ ଚୟନ କମିଟିର ସୁପାରିଶକୁ ରାଜ୍ୟପାଳ ପ୍ରଫେସର...

ରାଜଧାନୀରେ ସିରିଜ୍‌ ଏନ୍‌କାଉଣ୍ଟର ଘଟଣା: ଲୁଟ୍‌ କାର୍‌ରେ ରାତି କାଟୁଥିଲେ ଗ୍ୟାଙ୍ଗ୍‌ ସଦସ୍ୟ

ଭୁବନେଶ୍ୱର,୬।୮(ବ୍ୟୁରୋ): କମିଶନରେଟ ପୋଲିସ ରାଜଧାନୀରେ ଗୋଟିଏ ଗ୍ୟାଙ୍ଗ୍‌ର ୫ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର କରିବା ପରେ ସେମାନଙ୍କ ସମ୍ପର୍କରେ ବହୁ ଗୁମର ଧୀରେ ଧୀରେ ପଦାକୁ ଆସିବାରେ ଲାଗିଛି। ପୋଲିସର ପଞ୍ଚମ ଗୁଳିରେ ଆହତ ରବି ରାଓ ଗ୍ୟାଙ୍ଗ୍‌ର ମାଷ୍ଟରମାଇଣ୍ଡ ଥିବାବେଳେ...

ଶ୍ରୀଲିଙ୍ଗରାଜଙ୍କ ଜମିରେ ରହିତାଦେଶ ପ୍ରସଙ୍ଗ:ଶୁକ୍ରବାରକୁ ଘୁଞ୍ଚିଲା ଶୁଣାଣି

ପୁରୁଣା ଭୁବନେଶ୍ୱର, ୬। ୮ (ଡି.ଏନ୍‌.ଏ.): ମହାପ୍ରଭୁ ଶ୍ରୀଲଙ୍ଗରାଜଙ୍କ ନୂଆଗାଁ ମୌଜା ଗଙ୍ଗୁଆ ବ୍ରିଜ୍‌ ନିକଟରେ ରହିଥିବା ଏ୨.୬୩୦ ଡିସିମିଲ ପରିମିତ ଜାଗାରେ ବେଆଇନ ଗୃହ ନିର୍ମାଣ ଚାଲିଥିଲା। ମନ୍ଦିର ପ୍ରଶାସନ ପକ୍ଷରୁ ସିଆରପିସି ଧାରା ୧୪୪ ଅନୁଯାୟୀ ଏହାକୁ...

ସିଂହଦ୍ୱାରରେ ଦୀପଦାନ, ମିଠା ବଣ୍ଟା

ପୁରୀ ଅଫିସ, ୬।୮: ଦୀର୍ଘବର୍ଷ ଧରି ଅନୁଚ୍ଛେଦ ୩୭୦କୁ ନେଇ ଯେଉଁ କଳ୍ପନାଜଳ୍ପନା ଲାଗି ରହିଥିଲା ସେଥିରେ ପୂର୍ଣ୍ଣଚ୍ଛେଦ ପଡ଼ିିଛି। ଜମ୍ମୁ-କଶ୍ମୀରରୁ ଉଚ୍ଛେଦ ହୋଇଛି ଏହି ଅନୁଚ୍ଛେଦ। ଏହାକୁ ନେଇ ଦେଶବ୍ୟାପୀ ଖୁସିର ଲହରି ଖେଳିଯାଇଥିବା ବେଳେ ସିଂହଦ୍ୱାର ସମ୍ମୁଖରେ...

ବାବା ବେଶରେ ଲୁଟେରା

ଭୁବନେଶ୍ୱର,୬।୮(ବ୍ୟୁରୋ): ଲୁଟେରାଙ୍କୁ ସାବାଡ୍‌ କରିବାକୁ କମିଶନରେଟ ପୋଲିସ ଏନ୍‌କାଉଣ୍ଟର ପରେ ଏନ୍‌କାଉଣ୍ଟର କରୁଥିବାବେଳେ ସୋମବାର ରାଜଧାନୀରେ ଘଟିଛି ଅଭିନବ ଲୁଟ୍‌। ଲୁଟେରାମାନେ ବାବା ବେଶରେ ଆସି ଜଣେ ନୋଟାରିଙ୍କଠାରୁ ୩୪ହଜାର ଟଙ୍କା ଓ ସୁନାମୁଦି ଆଦି ଲୁଟି ନେଇଛନ୍ତି। ଲୁଟ୍‌ର...

ଇଂରେଜ ଅମଳର କୂଟନୀତି ଉପରେ ଶକ୍ତ ପ୍ରହାର

ପୁରୀ ଅଫିସ, ୬ା୮: ଦୀର୍ଘବର୍ଷ ଧରି ଅନୁଚ୍ଛେଦ ୩୭୦କୁ ନେଇ ଯେଉଁ କଳ୍ପନାଜଳ୍ପନା ଲାଗି ରହିଥିଲା ସେଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଜମ୍ମୁ-କଶ୍ମୀରରୁ ଉଚ୍ଛେଦ ହୋଇଛି ଅନୁଚ୍ଛେଦ ୩୭୦। ଏହାକୁ ନେଇ ଦେଶବ୍ୟାପୀ ଖୁସିର ଲହରି ଖେଳି ଯାଇଥିବାବେଳେ ଏ ପ୍ରସଙ୍ଗରେ...

ଜନଜାତି ବହୁଳ ୪୦ ବ୍ଲକ୍‌ରେ ପ୍ରତିଷ୍ଠା ହେବ କୃଷି ଉତ୍ପାଦନ କ୍ଲଷ୍ଟର

ଭୁବନେଶ୍ୱର, ୬।୮(ବ୍ୟୁରୋ): ରାଜ୍ୟରେ କୃଷକଙ୍କୁ କୃଷି କାର୍ଯ୍ୟ ନିମନ୍ତେ ଜ୍ଞାନକୌଶଳ ଓ ବଜାର ସୁବିଧା ଯୋଗାଇଦେବା ପାଇଁ ‘ଭାରତ ରୁରାଲ ଲାଇଭ୍‌ଲିହୁଡ୍‌ ଫାଉଣ୍ଡେଶନ’ ଓ ‘ପ୍ରଦାନ’ ସହଯୋଗରେ କୃଷି ଉତ୍ପାଦନ କ୍ଲଷ୍ଟର ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି। ଏହି ପ୍ରକଳ୍ପରେ ଢିପ...

ତିନି ଦିନ ଯାଏ ବର୍ଷା

ଭୁବନେଶ୍ୱର, ୬।୮(ବ୍ୟୁରୋ): ଆସନ୍ତା ୬ରୁ ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲାରେ ବର୍ଷା ଲାଗି ରହିବ। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆଶଙ୍କା କରିଛି। ୬...

ଉଚ୍ଛେଦ ହେବ ସ୍ୟାଟ୍‌

ଭୁବନେଶ୍ୱର୬।୮(ବ୍ୟୁରୋ): କେନ୍ଦ୍ର ସରକାର ଖୁବ୍‌ଶୀଘ୍ର ଓଡ଼ିଶା ପ୍ରଶାସନିକ ନ୍ୟାୟାଧିକରଣ(ସ୍ୟାଟ୍‌)କୁ ଉଚ୍ଛେଦ କରିବାକୁ ଯାଉଛନ୍ତି। ରାଜ୍ୟ ସରକାର ଏନେଇ ହାଇକୋର୍ଟଙ୍କ ସହ ପୂର୍ବରୁ ବିଚାରବିମର୍ଶ କରିସାରିଥିଲେ। ଏଥିସହିତ ବିତ୍ତୀୟ ସହମତି ମଧ୍ୟ ପ୍ରକାଶ ପାଇଥିଲା। ସମସ୍ତ ପ୍ରକ୍ରିୟା ଶେଷ ହେବା ପରେ...

ପୋଲାଭରମ୍‌: ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିବ ଗୃହ କମିଟି

ଭୁବନେଶ୍ୱର,୬।୮(ବ୍ୟୁରୋ): ପୋଲାଭରମ୍‌ ପ୍ରସଙ୍ଗରେ ରାଜ୍ୟର ସ୍ବାର୍ଥ ରକ୍ଷା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୃଷ୍ଟି ଆକର୍ଷଣ କରାଯିବ। ଏ ନେଇ ଓଡ଼ିଶା ବିଧାନସଭା ପକ୍ଷରୁ ଏକ ୧୬ ଜଣିଆ ଗୃହ କମିଟି ଗଠନ କରାଯାଇଥିଲା। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଏହି...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri