ମେଟ୍ରୋ

୫ ଦଫା ଦାବି ପୂରଣ ନେଇ ରାଜ୍ୟପାଳଙ୍କୁ ଭେଟିଲା ଭାଜପା: ଓବିସି କମିଶନ ଲାଗୁ ନ ହେଲେ ଆନ୍ଦୋଳନ ଚେତାବନୀ

ଭୁବନେଶ୍ୱର, ୪ା୮(ବ୍ୟୁରୋ):ରାଜ୍ୟରେ ଓବିସି କମିଶନ ଗଠନ, ପଛୁଆବର୍ଗ ଛାତ୍ରୀଛାତ୍ରଙ୍କୁ ବୃତ୍ତି ପ୍ରଦାନ, ଉଭୟ ସରକାରୀ ଓ ବେସରକାରୀ ନିଯୁକ୍ତି କ୍ଷେତ୍ରରେ ୨୭ପ୍ରତିଶତ ସଂରକ୍ଷଣ ବୃଦ୍ଧି, ଓବିସି ଫାଇନାନ୍ସ କର୍ପୋରେଶନ ମାଧ୍ୟମରେ ଋଣ ପ୍ରଦାନ ଏବଂ ସାମାଜିକ, ଶିକ୍ଷାଗତ ପଛୁଆବର୍ଗଙ୍କୁ(ଏସ୍‌ଇବିସି)ଙ୍କୁ ଓବିସି...

ଶିଶୁ ଓ ମହିଳାଙ୍କ ସୁରକ୍ଷାକୁ ନେଇ ଜାତୀୟ କର୍ମଶାଳା: ‘ପରୀ ପାଇଁ କଥାଟିଏ’ ସମାଜରେ ନୂଆ ଜାଗରଣ ସୃଷ୍ଟି କରିଛି

ଭୁବନେଶ୍ୱର, ୪ା୮(ବ୍ୟୁରୋ): ‘ପରୀ ପାଇଁ କଥାଟିଏ’ କାର୍ଯ୍ୟକ୍ରମ ସମାଜରେ ନୂଆ ଜାଗରଣ ସୃଷ୍ଟି କରିଛି। ନାବାଳିକାଙ୍କୁ ଉଦ୍ଧାର କରାଯାଇ ଠିକଣା ସ୍ଥାନରେ ପହଁଞ୍ଚାଇ ପାରିଛି ପୋଲିସ। ଏହି ଅଭିଯାନରେ ରାଜ୍ୟ ପୋଲିସ ଏକ ଗୁରୁଦାୟିତ୍ୱ ବହନ କରିଛି। ପୋଲିସ ନାଗରିକଙ୍କୁ...

ଗାନ୍ଧୀ ମାର୍ଗରେ ହୋଇ ନ ପାରେ ରାଜ୍ୟସ୍ତରୀୟ ପରେଡ୍‌: ୩ ସ୍ଥାନ ବୁଲି ଦେଖିଲେ ଡିଜିପି, ସିପି

ଭୁବନେଶ୍ୱର, ୪ା୮(ବ୍ୟୁରୋ): ରାଜ୍ୟରେ ୭୨ତମ ସ୍ବାଧୀନତା ଦିବସ ପାଳନ ପାଇଁ ଚାଲିଛି ପ୍ରସ୍ତୁତି। ସବୁଥର ପରି ଏଥର ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପତାକା ଉତ୍ତୋଳନ କରିବେ। କିନ୍ତୁ କେତେକ କାରଣ ପାଇଁ ଚଳିତବର୍ଷ ଗାନ୍ଧୀମାର୍ଗରେ ରାଜ୍ୟସ୍ତରୀୟ ପରେଡ କରା...

ଦଳିତ ମହିଳାଙ୍କୁ ପୋଲିସ ଏସ୍‌ଆଇଙ୍କ ଅସଦାଚରଣ

ଭୁବନେଶ୍ୱର, ୪ା୮(ବ୍ୟୁରୋ): ସାଧାରଣ ଲୋକଙ୍କୁ ଉତ୍ତମ ବ୍ୟବହାର ଦେଖାଇବା ପାଇଁ ପୋଲିସ ଡିଜିଙ୍କଠାରୁ ଆରମ୍ଭ କରି ସିପି ପର୍ଯ୍ୟନ୍ତ ପୋଲିସ ଅଫିସରମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। କେତେଜଣ ପୋଲିସ ଅଫିସର ଏହି ନିର୍ଦ୍ଦେଶକୁ ମାନୁ ନ ଥିବା ଜଣାପଡିଛି। ଥାନାକୁ କେହି...

୫ ଜିଲାରେ ପ୍ରବଳ ବର୍ଷା:୪୮ ଘଣ୍ଟାରେ ଲଘୁଚାପ

ଭୁବନେଶ୍ୱର,୪।୮(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ଏବଂ ନୂଆପଡା ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲା ପାଇଁ ପାଣିପାଗ ବିଭାଗ ଅରେଞ୍ଜ ଓ୍ବାର୍ନିଂ ସତର୍କ ସୂଚନା...

ବନ୍ଧୁ ବିନା ଜୀବନ ରଙ୍ଗହୀନ

ଭୁବନେଶ୍ୱର, ୪ା୮(ବ୍ୟୁରୋ)/ କଟକ ଅଫିସ: ‘ବନ୍ଧୁ’ – ତୁମ ଖୁସିରେ ଯିଏ ଖୁସି ହୁଏ। ତୁମକୁ ସବୁ ବେଳେ ଆଗକୁ ବଢିବାରେ ପ୍ରେରଣା ଦିଏ। ଯିଏ ସବୁ ସମୟ, ସବୁ ପରିସ୍ଥିତିରେ ପାଖେ ପାଖେ ରହିଥାଏ ସେ ହିଁ ପ୍ରକୃତ...

ଶେଷ ହେଲା ବିଧାନସଭା ଅଧିବେଶନ: ୫ ଦିନ ଆଗରୁ ସରିଲା

ଭୁବନେଶ୍ୱର,୪।୮(ବ୍ୟୁରୋ): ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ଶନିବାର ଶେଷ ହୋଇଛି। ନିର୍ଦ୍ଧାରିତ ସମୟର ୫ ଦିନ ପୂର୍ବରୁ ଅଧିବେଶନକୁ ବନ୍ଦ କରି ଦିଆଯାଇଛି। ଏହି ଅଧିବେଶନ ଦୁଇଟି ପର୍ଯ୍ୟାୟରେ ଅଗଷ୍ଟ ୮ ତାରିଖ ଯାଏ ଚାଲିବାର ଥିଲା। ଏହାର ପ୍ରଥମ...

ରହସ୍ୟ ଘେରରେ କୁନ୍ଦୁଲି ପୀଡ଼ିତାଙ୍କ ଆତ୍ମହତ୍ୟା

ଭୁବନେଶ୍ୱର,୪।୮(ବ୍ୟୁରୋ): କୁନ୍ଦୁଲି ପୀଡିତାଙ୍କ ଆତ୍ମହତ୍ୟା ରହସ୍ୟ ଘେରକୁ ଚାଲିଯାଇଛି। ପୀଡିତା କେଉଁ ପରିସ୍ଥିତିରେ ଆତ୍ମହତ୍ୟା କଲେ ତାହା ଉପରୁ ପରଦା ହଟାଇବା ପାଇଁ ଆହୁରି ତଦନ୍ତର ଆବଶ୍ୟକତା ରହିଛି। ଏହି ଘଟଣାର ତଦନ୍ତ କରୁଥିବା କମିଶନ ରାଜ୍ୟ ସରକାରଙ୍କୁ ଏଭଳି...

ଭୁବନେଶ୍ୱରରେ ବିଶ୍ୱର ପ୍ରଥମ ବୈଦିକ ସ୍ମୃତି ଗବେଷଣାଗାର : ଅନ୍ତର୍ନିହିତ ଶକ୍ତିର ବିକାଶରେ ଦେଶର ବିକାଶ

ଭୁବନେଶ୍ୱର, ୩।୮(ବ୍ୟୁରୋ): ମଣିଷ ଭିତରେ ଥିବା ଅନ୍ତର୍ନିହିତ ଶକ୍ତିର ବିକାଶ ଓ ବିନିଯୋଗ ହୋଇପାରିଲେ ଦେଶର ବିକାଶ ହୋଇପାରିବ। ବର୍ତ୍ତମାନର ଶିକ୍ଷା ପଦ୍ଧତି, ସୃଜନ ଶକ୍ତି ଓ କଳ୍ପନା ଶକ୍ତି ବିକାଶର ସହାୟକ ହୋଇପାରୁନାହିଁ। ତେଣୁ ସବୁବେଳେ ସମସ୍ତେ ଚାପଗ୍ରସ୍ତ...

‘ମେଟଲ୍‌ ମିଟ୍‌-୨୦୧୯’; ଘୋଷଣା ହେଲା ସିନିୟର ଟପ୍‌-୮, ଏଥର ୩ ନୂଆ ଟିମ୍‌କୁ ମିଳିଲା ଫିନାଲେ ଟିକେଟ୍‌

ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟସ୍ତରୀୟ କୁଇଜିଂ ଇଭେଣ୍ଟ ‘ମେଟଲ୍‌ ମିଟ୍‌-୨୦୧୯’ର ସିନିୟର ବିଭାଗର ପ୍ରିଲିମ୍ସ ରାଉଣ୍ଡ ଶନିବାର ଶେଷ ହୋଇଛି। ଏହି ବିଭାଗରେ ଶ୍ରେଷ୍ଠ ୮ ଟିମ୍‌ ଫିନାଲେ ଟିକେଟ୍‌ ପାଇଛନ୍ତି । ପ୍ରିଲିମ୍ସରେ ନିଜର ଶ୍ରେଷ୍ଠ ପ୍ରଦର୍ଶନ କରି ଗ୍ରାଣ୍ଡ୍‌ ଫିନାଲେରେ...

ବଦଳିପାରେ ପରେଡ୍‌ ସ୍ଥାନ

ଭୁବନେଶ୍ୱର, ୩।୮(ବ୍ୟୁରୋ): ଆସନ୍ତା ସ୍ବାଧନତା ଦିବସ ଅବସରରେ ରାଜ୍ୟସ୍ତରୀୟ ପରେଡ୍‌ ସ୍ଥାନ ବଦଳିପାରେ। ବିକଳ୍ପଭାବେ ପୋଲିସ ଡିଜି ରାଜେନ୍ଦ୍ର ପ୍ରସାଦ ଶର୍ମା ପ୍ରଦର୍ଶନୀ ପଡ଼ିଆ, ଜନତା ମଇନାନ ଓ କଳିଙ୍ଗ ଷ୍ଟାଡିୟମ ପରିଦର୍ଶନ କରୁଛନ୍ତି। ଏହି ସମୟରେ ଡିଜିଙ୍କ ସହ...

ମେଡିକାଲ ପାଇଁ ସ୍ପଟ୍‌ ଆଡମିଶନ

ଭୁବନେଶ୍ୱର,୩।୮(ବ୍ୟୁରୋ): ଖାଲିଥିବା ମେଡିକାଲ ଓ ଡେଣ୍ଟାଲ କଲେଜ ପାଇଁ ସ୍ପଟ୍‌ ଆଡମିଶନ ହେବ। ରବିବାରଠାରୁ ୩ ଦିନ ଧରି ଏହି ସ୍ପଟ୍‌ ଆଡମିଶନ ଚାଲିବ। ବର୍ତ୍ତମାନ ୮ଟି ମେଡିକାଲ କଲେଜ ଓ ୨ଟି ଡେଣ୍ଟାଲ କଲେଜରେ ୧୮୦ ସିଟ୍‌ ଖାଲି...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri