ମେଟ୍ରୋ

ୟୁନିଟ୍‌-୧ ମାର୍କେଟରୁ ଯୁବକଙ୍କୁ ଅପହରଣ: ୧୫ ଦିନ ପରେ ବି ଅମରଙ୍କର ମିଳୁନି ପତ୍ତା

ଭୁବନେଶ୍ୱର,୧୫।୯(ବ୍ୟୁରୋ): କ୍ୟାପିଟାଲ ଥାନା ଅନ୍ତର୍ଗତ ୟୁନିଟ୍‌-୧ ମାର୍କେଟରୁ ଜଣେ ଯୁବକ ସନ୍ଦେହଜନକ ଭାବେ ନିଖୋଜ ହୋଇଯାଇଛନ୍ତି। ଯୁବକ ଜଣକ ପେଟ୍ରୋଲ ଟାଙ୍କି ନିକଟରେ ବାଇକ ପାର୍କିଂ କରି ମାର୍କେଟ ଭିତରକୁ ଯାଉଥିବା ଦୃଶ୍ୟ ସିସିଟିଭି ଫୁଟେଜରେ ରହିଛି। ହେଲେ ସେ...

ନନ୍ଦନକାନନରେ ଦୁଇ ହାତୀ ଅସୁସ୍ଥ

ବାରଙ୍ଗ, ୧୫।୯(ଡି.ଏନ୍‌.ଏ.): ନନ୍ଦନକାନନରେ ଥିବା ଦନ୍ତାହାତୀ ଚନ୍ଦନ ଶୁକ୍ରବାରଠାରୁ ଅସୁସ୍ଥ ହୋଇଥିବା ଜଣାପଡିଛି। ଚନ୍ଦନକୁ ଜ୍ୱର ହେଉଥିବାବେଳେ ଶନିବାର ଡାକ୍ତରମାନେ ଚିକିତ୍ସା ଆରମ୍ଭ କରିଛନ୍ତି। ଚନ୍ଦନ ୨୮ଜୁଲାଇ୨୦୧୦ରେ ଚନ୍ଦକାରୁ ମା’ବାପାଙ୍କୁ ହରାଇ ନନ୍ଦନକାନନକୁ ଆସିଥିବାବେଳେ ଏବେ ତାକୁ ୯ବର୍ଷ ହୋଇଛି।...

ଡିଏଲ୍‌ ଆବେଦନ ପାଇଁ ଆର୍‌ଟିଓରେ ବଢ଼ିଲା ସ୍ଲଟ୍‌: ଥିଲା ଦୈନିକ ୧୫୦, ହେଲା ୪୫୦

ଭୁବନେଶ୍ୱର,୧୫।୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ଲୋକଙ୍କ ଭିତରେ ଏକପ୍ରକାର ଛନକା ପଶିଥିଲା। ଡ୍ରାଇଭିଂ ଲାଇସେନ୍ସ ଓ ଗାଡ଼ିର ଆବଶ୍ୟକ କାଗଜପତ୍ର କରିବା ପାଇଁ ଆର୍‌ଟିଓ କାର୍ଯ୍ୟାଳୟରେ ଭିଡ଼ ଲଗାଇଥିଲେ। ମାତ୍ର ଆର୍‌ଟିଓରେ ଡ୍ରାଇଭିଂ ଲାଇସେନ୍ସ...

୧୪ ଜିଲାରେ କାର୍ଯ୍ୟକାରୀ ହେବ ପେସା ରୁଲ୍‌: ୨୦୬୮ ପଞ୍ଚାୟତ ହାତରୁ ଯିବ କ୍ଷମତା, ସବୁ ଆଦିବାସୀ ଗ୍ରାମରେ ଗଠନ ହେବ ପରିଷଦ

ଭୁବନେଶ୍ୱର,୧୫।୯(ବ୍ୟୁରୋ): ଆଦିବାସୀ ଗ୍ରାମକୁ ମିଳିବ କ୍ଷମତା। ସାମାଜିକ, ସାଂସ୍କୃତିକ, ଅର୍ଥନୈତିକ ବିକାଶ ଗ୍ରାମ ପରିଷଦ(କାଉନ୍‌ସିଲ) ହାତରେ ରହିବ। ସେମାନଙ୍କ ଜୀବନଜୀବିକା, ପରମ୍ପରା ଓ କୌଳିକ ବୃତ୍ତିରେ ସରକାର କିମ୍ବା ସ୍ଥାନୀୟ ପ୍ରଶାସନ ହସ୍ତକ୍ଷେପ କରିବେ ନାହିଁ। ରାଜ୍ୟରେ ଥିବା ୧୪ଟି...

ମଙ୍ଗୁ ମଠ ନ ଭାଙ୍ଗିବାକୁ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦରଙ୍କ ଅନୁରୋଧ

ଭୁବନେଶ୍ୱର(ବ୍ୟୁରୋ)/ଚଣ୍ଡିଗଡ଼, ୧୫।୯(ଆଇଏଏନ୍‌ଏସ୍‌): ଶିଖ୍‌ ଗୁରୁ ନାନକ ଦେବଙ୍କ ସହ ଜଡ଼ିତ ପୁରୀର ମଙ୍ଗୁ ମଠ ନ ଭାଙ୍ଗିବାକୁ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ଓଡ଼ିଶା ପ୍ରତିପକ୍ଷ ନବୀନ ପଟ୍ଟନାୟକଙ୍କୁ ଶନିବାର ଅନୁରୋଧ କରିଛନ୍ତି। ଅମରିନ୍ଦର ଏ ସଂକ୍ରାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ...

ଡାକ୍ତର ହେବ ତ ଏମିତି: ରାସ୍ତାରେ ଛଟପଟ ହେଉଥିବା ରୋଗୀଙ୍କୁ ନେଲେ ଡାକ୍ତରଖାନା, ଛୁଟୁଛି ପ୍ରଶଂସାର ସୁଅ

ଭୁବନେଶ୍ୱର,୧୪।୯(ବ୍ୟୁରୋ): ଡାକ୍ତର ଭଗବାନଙ୍କ ସମତୂଲ୍ୟ ବୋଲି କୁହାଯାଏ। ତେବେ ଅନେକ ସମୟରେ ଡାକ୍ତରଙ୍କ ଅବହେଳା କାରଣରୁ ରୋଗୀର ଜୀବନ ମଧ୍ୟ ଚାଲିଯାଏ। ହେଲେ ଏହାର ଏକ ବ୍ୟତିକ୍ରମ ରାଜଧାନୀ ଭୁବନେଶ୍ୱରରେ ଦେଖିବାକୁ ମିଳିଛି। ରାସ୍ତା ମଝିରେ ଜୀବନ ସହ ସଂଗ୍ରାମ...

ଏଣିକି ଭଲ କାମ କଲେ ଥାନାଧିକାରୀଙ୍କୁ ମିଳିବ ପଦୋନ୍ନତି, ଖିଲାପ କଲେ କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୯(ବ୍ୟୁରୋ): ଆସନ୍ତା ଗାନ୍ଧୀ ଜୟନ୍ତୀରୁ ଆରମ୍ଭ ହେବ ‘ମୋ ସରକାର କାର୍ଯ୍ୟକ୍ରମ’। ଏହି ପରିପ୍ରେକ୍ଷୀରେ ଶନିବାର ସ୍ଥାନୀୟ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ୬୩୫ଜଣ ଥାନାଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ବୈଠକରେ ୫-ଟିରେ ଭଲ...

ଛାଡ଼ପତ୍ର ମାମଲାରେ ମହିଳାଙ୍କୁ ମିଳିବ ପେନସନ୍‌: ମନ୍ତ୍ରୀ

ଭୁବନେଶ୍ୱର,୧୪।୯(ବ୍ୟୁରୋ): ଏଣିକି ଛାଡ଼ପତ୍ର ମାମଲା ଚାଲିଥିବା ବେଳେ ମହିଳାମାନଙ୍କୁ ପେନ୍‌ସନ ମିଳିବ। ଏନେଇ ପ୍ରକ୍ରିୟା ଚାଲିଥିବା ନେଇ ଶନିବାର ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ସୂଚନା ଦେଇଛନ୍ତି। ବାର୍ଷିକ ୪୦ହଜାରରୁ କମ୍‌ ଆୟ ଥିବା ମହିଳାମାନଙ୍କୁ ମଧୁବାବୁ...

ଜୁଏଲଙ୍କୁ ନୂଆ ଦାୟିତ୍ୱ: ହେଲେ ସଂସଦ ପ୍ରତିରକ୍ଷା କମିଟି ଅଧ୍ୟକ୍ଷ

ଭୁବନେଶ୍ୱର,୧୪।୯(ବ୍ୟୁରୋ): ସୁନ୍ଦରଗଡ଼ର ଭାଜପା ଏମ୍‌ପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କୁ ନୂତନ ଦାୟିତ୍ୱ ମିଳିଛି। ତାଙ୍କୁ ସଂସଦୀୟ ପ୍ରତିରକ୍ଷା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଦିଆଯାଇଥିବା ନେଇ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କମିଟିରେ ଓଡ଼ିଶାରୁ ସମ୍ବଲପୁର...

ଏଏସ୍‌ଆଇର ସୁରକ୍ଷିତ ବଳୟରେ ନିର୍ମାଣ କଟକଣା ବଢିଲା: ଫୋକସ୍‌ରେ ରାଜାରାଣୀ, ଲିଙ୍ଗରାଜ ମନ୍ଦିର

ପୁରୁଣା ଭୁବନେଶ୍ୱର, ୧୪ା୯ (ଡି.ଏନ.ଏ.): ମନ୍ଦିର ମାଳିନୀ ଏକାମ୍ରକ୍ଷେତ୍ର ସରକାରୀ ଉଦାସୀନତା ଓ ଜବରଦଖଲକାରୀଙ୍କ ଦୌରାମ୍ୟରୁ ନିଜକୁ ରକ୍ଷା କରିପାରିନାହିଁ। ଏହିକ୍ରମରେ ଶୁକ୍ରବାର ଶିଶୁପାଳଗଡ଼ ରାମପାଟ୍‌ ହୋଇଯିବ ନିଶ୍ଚିହ୍ନ ଶୀର୍ଷକ ଏକ ଖବର ଧରିତ୍ରୀରେ ପ୍ରକାଶ ପାଇବା ପରେ ବିଭିନ୍ନ...

ଭୁବନେଶ୍ୱରର ପ୍ରତି ଘରେ ଲାଗିବ ଡିଜିଟାଲ ଠିକଣା ବୋର୍ଡ

ଭୁବନେଶ୍ୱର, ୧୪ା୯(ବ୍ୟୁରୋ): ଭୁବନେଶ୍ୱରର ଘରେ ଘରେ ଲାଗିବ ଡିଜିଟାଲ ଠିକଣା ବୋର୍ଡ। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଦ୍ୱାରା ପ୍ରସ୍ତୁତ କରାଯାଇଥିବା ଏହି ଯୋଜନାଟି ମୁଖ୍ୟତଃ ହୋଲ୍ଡିଂ ଟ୍ୟାକ୍ସ ଖିଲାପକାରୀଙ୍କୁ ଚିହ୍ନଟ କରିବାକୁ କରାଯାଇଥିବାବେଳେ ଏଥିରେ ଭୁବନେଶ୍ୱରରେ ବସବାସ କରୁଥିବା...

ଗାନ୍ଧୀ ଜୟନ୍ତୀରୁ ‘ମୋ ସରକାର’ କାର୍ଯ୍ୟକ୍ରମର ଶୁଭାରମ୍ଭ

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଉଥିବା ‘ମୋ ସରକାର’ କାର୍ଯ୍ୟକ୍ରମକୁ ଓଡ଼ିଶା ପୋଲିସ ସଫଳ କରିବା ପାଇଁ ଜୋରଦାର ପ୍ରୟାସ ଚଳାଇଛି। ଏହି କାର୍ଯ୍ୟକ୍ରମକୁ ଆସନ୍ତା ଅକ୍ଟୋବର ୨ତାରିଖ ଗାନ୍ଧୀ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭାରମ୍ଭ କରିବେ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri