ମେଟ୍ରୋ

ଚୋରା ପଥରଖଣି ବ୍ୟବସାୟ: ଅଭିଯୁକ୍ତ ଗିରଫ

ଖୋର୍ଦ୍ଧା ଅଫିସ/ ଭୁବନେଶ୍ୱର, ୩।୮(ବ୍ୟୁରୋ): ଖୋର୍ଦ୍ଧା ଅଞ୍ଚଳରେ ଆତଙ୍କ ଖେଳାଇଥିବା ଚୋରା ପଥର ଖଣିର ଅନ୍ୟତମ ମାଷ୍ଟରମାଇଣ୍ଡ୍‌ ପ୍ରଦୀପ ବେହେରା ଓରଫ କାଳୁ(୨୬) ଶୁକ୍ରବାର ଧରାପଡ଼ିଛନ୍ତି। କ୍ରାଇବ୍ରାଞ୍ଚ ଏସ୍‌ଟିଏଫ୍‌ ଟିମ୍‌ ସ୍ଥାନୀୟ ଜଙ୍ଗଲରେ ଚଢ଼ାଉ କରି ଏକ ଘରୁ ତାଙ୍କୁ...

‘ଆମ ମାଟିର କଳା-୨୦୧୯’ ମହୋତ୍ସବ ପାଳିତ: କଳାକାର ସଂସ୍କୃତିର ଶ୍ରେଷ୍ଠ ବିନ୍ଧାଣି

ଭୁବନେଶ୍ୱର,୩।୮(ବ୍ୟୁରୋ): କଳାର ପ୍ରଚାରପ୍ରସାର ସହିତ କଳାକାରକୁ ଉପଯୁକ୍ତ ସମ୍ମାନ ମିଳିବା ଆବଶ୍ୟକ। କଳାକାର ହେଉଛନ୍ତି ସଂସ୍କୃତିର ଶ୍ରେଷ୍ଠ ବିନ୍ଧାଣୀ ବୋଲି ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଶୁକ୍ରବାର ପ୍ରକାଶ କରିଛନ୍ତି। ଶୁକ୍ରବାର ସ୍ଥାନୀୟ ସୁଚନା ଭବନରେ ଆୟୋଜିତ ‘ଆମ ମାଟିର...

ଲକ୍ଷ୍ୟରୁ ଦୂରେଇଛି ଜୀବନ୍ତଖାଦ୍ୟ ପ୍ରଜନନ କେନ୍ଦ୍ର

ବାରଙ୍ଗ,୩।୮(ଡି.ଏନ୍‌.ଏ.): ନନ୍ଦନକାନନର ଶେଷଭାଗ ୧ନଂ ଫାଟକ ପାଖରେ ରହିଛି ଜୀବନ୍ତଖାଦ୍ୟ ପ୍ରଜନନ କେନ୍ଦ୍ର। ଏହି କେନ୍ଦ୍ର ଉପରେ ନନ୍ଦନକାନନର ପ୍ରାୟ ୨୦ରୁ ଊର୍ଦ୍ଧ୍ୱ ପ୍ରଜାତିର ପ୍ରାଣୀ ନିର୍ଭରଶୀଳ। କେନ୍ଦ୍ରରେ ପ୍ରଜନନ କରାଯାଇ ଆବଶ୍ୟକ ଦେଖି ଜୀବନ୍ତଖାଦ୍ୟ ସବୁ ବିଭିନ୍ନ ପ୍ରାଣୀଙ୍କୁ...

ଘୋଷଣାକୁ ବିତିଲା ୮ବର୍ଷ: ନିରାଶ୍ରୟଙ୍କୁ ଆଶ୍ରୟ ଦେଇପାରୁନି ବିଏମ୍‌ସି

କଟକ ରୋଡ,୩।୮(ଡି.ଏନ୍‌.ଏ.): ରାସ୍ତା କଡ଼ରେ ବାସହରା, ଅସହାୟ ବ୍ୟକ୍ତି ଶୋଇବେ ନାହିଁ। ରାତ୍ରି ଆଶ୍ରୟସ୍ଥଳି ସହରରେ ନିର୍ମାଣ ହେବ। ଆଶ୍ରୟସ୍ଥଳିରେ ରହୁଥିବା ଲୋକଙ୍କୁ ମାଗଣା ଖାଦ୍ୟ, କମଳ, ମଶାରି ସହ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା ହେବ। ୨୦୧୧ ରେ ଏଭଳି...

ବିଜିୟୁର ନବାଗତ ବିଏଜେଏମ୍‌ସି ଏବଂ ଏମ୍‌ଏଜେଏମ୍‌ସି ଛାତ୍ରୀଛାତ୍ରଙ୍କୁ ସ୍ବାଗତ: ଡିଜିଟାଲ ଗଣମାଧ୍ୟମ ସାମ୍ବାଦିକତାର ଭବିଷ୍ୟତ

ଭୁବନେଶ୍ୱର,୩।୮(ବ୍ୟୁରୋ): ବିର୍ଲା ଗ୍ଲୋବାଲ ୟୁନିଭରସିଟିର ବିର୍ଲା ସ୍କୁଲ ଅଫ କମ୍ୟୁନିକେଶନ ପକ୍ଷରୁ ନବାଗତ ସପ୍ତମ ବ୍ୟାଚ୍‌ର ଏମ୍‌ଏଜେଏମ୍‌ସି ଏବଂ ତୃତୀୟ ବ୍ୟାଚ୍‌ର ବିଏଜେଏମ୍‌ସି(ଅନର୍ସ) ଛାତ୍ରୀଛାତ୍ରମାନଙ୍କର ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ଶିକ୍ଷାନୁଷ୍ଠାନର ଗୋଠପାଟଣା କ୍ୟାମ୍ପସରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ହିଷ୍ଟ୍ରି ଟିଭି...

୪ରୁ ୭ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩।୮(ବ୍ୟୁରୋ): ଉତ୍ତର ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ବିଶେଷକରି ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ...

ବାତ୍ୟାକୁ ପୂରିଲା ୩ ମାସ: ପୁରୀ ଜିଲାରେ ଅସଜଡ଼ା ଶିକ୍ଷା ଭିତ୍ତିଭୂମି

ପୁରୀ ଅଫିସ, ୩।୮: ୨୦୧୯ ମେ ୩ ତାରିଖ। ଉପକୂଳବର୍ତ୍ତୀ ପୁରୀ ଜିଲା ପାଇଁ ଅଭିଶପ୍ତ ଦିନଟିଏ। ଏହିଦିନ ପୁରୀକୁ ଛାରଖାର କରିଦେଇଥିଲା ବାତ୍ୟା ଫନୀ। ଶନିବାର ବାତ୍ୟାକୁ ୩ମାସ ପୂରୁଛି। ବିଭିନ୍ନ କ୍ଷେତ୍ରରେ ଯଦିଓ ସ୍ବାଭାବିକ ଅବସ୍ଥା ଫେରିଛି...

ସମ୍ପରେ ଫସି ଠିକାଦାରଙ୍କ ସମେତ ୩ ମୃତ

ଭୁବନେଶ୍ୱର, ୩ା୮(ବ୍ୟୁରୋ): ଏକ ନିର୍ମାଣାଧୀନ ଘରର ପାଣି ସମ୍ପ୍‌ରେ ଫସି ଜଣେ ଶ୍ରମିକ ଠିକାଦାର ଓ ୨ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ପୁରୀ ବାଇପାସ୍‌ ରୋଡ୍‌ ପାର୍ଶ୍ୱ ପଳାଶୁଣୀ ଓ ପାଣ୍ଡରା ଛକ ମଧ୍ୟବର୍ତ୍ତୀ ଅଞ୍ଚଳରେ...

ପ୍ରତି ରବିବାର ସଫା ହେବ ମହାପୁରୁଷଙ୍କ ପ୍ରତିମୂର୍ତ୍ତି

ଭୁବନେଶ୍ୱର,୩।୮(ବ୍ୟୁରୋ): ସହରର ବିଭିନ୍ନ ଛକରେ ଥିବା ମହାପୁରୁଷମାନଙ୍କ ପ୍ରତିମୂର୍ତ୍ତି ଆଉ ଅପରିଷ୍କାର ହୋଇ ପଡ଼ି ରହିବନି। ଏଣିକି ପ୍ରତି ରବିବାର ମହାପୁରୁଷଙ୍କ ମୂର୍ତ୍ତି ସଫା କରିବା ଲାଗି ଗଠନ କରାଯାଇଛି ‘ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ’। ବରିଷ୍ଠ ସାମ୍ବାଦିକ ତଥା...

କୁନ୍ଦୁଲି ଗଣବଳାତ୍କାର, ଆତ୍ମହତ୍ୟା ମାମଲା: ୪ ସପ୍ତାହରେ ତଦନ୍ତ ଶେଷ କର

କଟକ ଅଫିସ, ୩ା୮: ବହୁଚର୍ଚ୍ଚିତ କୁନ୍ଦୁଲି ଗଣବଳାତ୍କାର ଓ ଆତ୍ମହତ୍ୟା ମାମଲାର ତଦନ୍ତ ୪ ସପ୍ତାହ ମଧ୍ୟରେ ଶେଷ କରିବାକୁ ଶୁକ୍ରବାର ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ତଦନ୍ତରେ ସନ୍ତୁଷ୍ଟ ନ ହେଲେ ସ୍ପେଶାଲ ଇନଭେଷ୍ଟିଗେଶନ ଟିମ୍‌...

ନାବାଳକଙ୍କ ଗୋଡ଼ରେ ବେଡ଼ି ପକାଇ ନିର୍ଯାତନା

ଭୁବନେଶ୍ୱର,୩।୮(ବ୍ୟୁରୋ): ଭୁବନେଶ୍ୱର ରେଳଷ୍ଟେଶନରେ ଜଣେ ନାବାଳକଙ୍କୁ ଗୋଡ଼ରେ ଲୁହା ବେଡ଼ି ପଡ଼ିଥିବା ଅବସ୍ଥାରେ ଦେଖିବାକୁ ମିଳିଥିଲା। ଚାଇଲ୍ଡ ଲାଇନ ସଦସ୍ୟମାନେ ତାଙ୍କୁ ଗୁରୁବାର ଉଦ୍ଧାର କରିଥିଲେ। ତାଙ୍କ ବୟସ ୧୬ ବର୍ଷ ହୋଇଥିବାବେଳେ ସେ ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳର...

ମୃତ୍ୟୁର ଆଁ ମେଲିଥିଲା: ରହସ୍ୟମୟ ପାଣି ସମ୍ପ

ଭୁବନେଶ୍ୱର, ୩।୮ (ବ୍ୟୁରୋ): ସତେ ଯେମିତି ମୃତ୍ୟୁର ଆଁ ମେଲି ରହିଥିଲା ସେହି ନିର୍ମାଣାଧୀନ ଘରର ପାଣି ସମ୍ପ୍‌। ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ପୁରୀ ବାଇପାସ୍‌ ରୋଡ୍‌ ପାର୍ଶ୍ୱ ପଳାଶୁଣୀ ଓ ପାଣ୍ଡରା ଛକ ମଧ୍ୟବର୍ତ୍ତୀ ଅଞ୍ଚଳରେ ଥିବା ଏହି...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri