ମେଟ୍ରୋ

ରିକଭରି ଏଜେନ୍ସି ପରିଚାଳନା ନିର୍ଦ୍ଦେଶକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଟକ ରୋଡ,୧୩ା୯(ଡି.ଏନ୍‌.ଏ.): ବଡ଼ଗଡ଼ ଥାନା ପୋଲିସ ଗୁରୁବାର ଏକ ଘରୋଇଅର୍ଥ ଲଗାଣକାରୀ ସଂସ୍ଥାର କାର୍ଯ୍ୟାଳୟ ପରିସରରୁ ପରିଚାଳନା ନିର୍ଦ୍ଦେଶକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି। ସେ ହେଲେ ଢେଙ୍କାନାଳ ଜିଲା ଗଁଦିଆ ଥାନା ଅଧୀନ ନିହଲ ପ୍ରସାଦ ଅଞ୍ଚଳର ଶକ୍ତିମୟ...

ବାଲେଶ୍ୱର ସ୍ବାସ୍ଥ୍ୟବିକାଶ ସମିତିର ପ୍ରଥମ ବୈଠକ : ‘ଏଫ୍‌ଏମ୍‌ ମେଡିକାଲ କଲେଜ ସମସ୍ୟାର ସମାଧାନ ହେବ’

କଟକ ଅଫିସ,୧୩ା୯: ବାଲେଶ୍ୱରରେ ସ୍ବାସ୍ଥ୍ୟସେବାକୁ ନେଇ ପ୍ରଥମ ସ୍ବାସ୍ଥ୍ୟ ବିକାଶ ସମିତି ସାଧାରଣ ବୈଠକ ଗୁରୁବାର କଟକସ୍ଥିତ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ(ଆରଡିସି)ଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଆରଡିସି ଅନିଲ କୁମାର ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ...

ଭୁବନେଶ୍ୱର ଆପୋଲୋ ହସ୍ପିଟାଲ ଲାଇସେନ୍ସ ରଦ୍ଦ ମାମଲା : ପକ୍ଷ ଶୁଣିବାକୁ ଏନ୍‌ଏଚ୍‌ଆର୍‌ସିଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୧୩ା୯: ଭୁବନେଶ୍ୱର ଆପୋଲୋ ହସ୍ପିଟାଲ ଲାଇସେନ୍ସ ରଦ୍ଦ ପାଇଁ ଜାତୀୟ ମାନବାଧିକାର କମିଶନ(ଏନ୍‌ଏଚ୍‌ଆର୍‌ସି)ଙ୍କ ନିର୍ଦ୍ଦେଶ ଉପରେ ଗୁରୁବାର ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି। ଏନ୍‌ଏଚ୍‌ଆର୍‌ସିଙ୍କ ଏହି ନିର୍ଦ୍ଦେଶକୁ ବର୍ତ୍ତମାନ କାର୍ଯ୍ୟକାରୀ ନ କରିବାକୁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ...

ଓରେରାକୁ ଚକମା ଦେଉଛନ୍ତି ଅସାଧୁ ବିଲ୍‌ଡର

ଭୁବନେଶ୍ୱର,୧୩-୯(ବ୍ୟୁରୋ):ଘର କିମ୍ବା ଜମି କିଣୁଥିବା ବ୍ୟକ୍ତି ଅନେକ ସମୟରେ ଅସାଧୁ ପ୍ରମୋଟର ଓ ରିୟଲ ଇଷ୍ଟେଟ ମାଲିକଙ୍କର ଶୋଷଣର ଶିକାର ହେଉଥିଲେ। ଗ୍ରାହକମାନଙ୍କୁ ସେମାନଙ୍କଠାରୁ ସୁରକ୍ଷା ଦେବା ପାଇଁ କେନ୍ଦ୍ର ସରକାର ରିୟଲ ଇଷ୍ଟେଟ୍‌ (ରେଗୁଲେଶନ ଆଣ୍ଡ ଡେଭଲପମେଣ୍ଟ) ଆଇନ-୨୦୧୬...

ଗାନ୍ଧୀ ଜୟନ୍ତୀ: ସ୍କୁଲଗୁଡ଼ିକରେ କରାଯିବ ଅହିଂସା ସମ୍ପର୍କିତ ପ୍ରତିଯୋଗିତା

ଭୁବନେଶ୍ୱର,୧୨।୯(ବ୍ୟୁରୋ): ଆସନ୍ତା ଅକ୍ଟୋବର ୨ ତାରିଖରେ ଗାନ୍ଧିଜୀଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ କରାଯିବ। ରାଜ୍ୟ ସରକାର ଏଥିପାଇଁ ବିଦ୍ୟାଳୟସ୍ତରରେ ପିଲାଙ୍କୁ ଜାତିର ପିତାଙ୍କ ସମ୍ପର୍କରେ ଶିକ୍ଷା ଦେବାକୁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରିଛନ୍ତି। ଏହି କ୍ରମରେ ସ୍କୁଲରେ ଅହିଂସା ସମ୍ପର୍କିତ...

ଝାରସୁଗୁଡ଼ା ଡାକ୍ତରଖାନାରେ ମୃତବ୍ୟକ୍ତିଙ୍କୁ ସାଲାଇନ୍‌, ଇଞ୍ଜେକ୍‌ଶନ ଲଗାଇବା ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ଝାରସୁଗୁଡ଼ା ଜିଲା ମୁଖ୍ୟ ଡାକ୍ତରଖାନାରେ ରୋଗୀଙ୍କ ମୃତ୍ୟୁ ହେବା ପରେ ଜଣେ ନର୍ସ ମୃତଦେହରେ ସାଲାଇନ୍‌ ଲଗାଇବା ସହ ଇଞ୍ଜେକ୍‌ଶନ ଦେବାର ଭିଡିଓ ଭାଇରାଲ ହୋଇଥିଲା। ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଗୁରୁବାର ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ...

ବନ୍ୟାସ୍ଥିତି ନିୟନ୍ତ୍ରଣାଧୀନ: ମନ୍ତ୍ରୀ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ରାଜ୍ୟରେ ଲଗାଣ ବର୍ଷା କାରଣରୁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ତେବେ ବନ୍ୟାସ୍ଥିତି ନିୟନ୍ତ୍ରଣରେ ଥିବା ଗୁରୁବାର ବିପର୍ଯ୍ୟୟ ଓ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି କହିଛନ୍ତି। ସେ କହିଛନ୍ତି, କୋରାପୁଟ, ମାଲକାନଗିରି, ବଲାଙ୍ଗୀର, ବୌଦ୍ଧ ଓ...

ଦିଲ୍ଲୀରୁ ଫେରିବା ପରେ ନିରଞ୍ଜନଙ୍କୁ ରାଜ୍ୟରେ ପୂରାଇ ଦିଆଯିବ ନାହିଁ: ଇତୀଶ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟ କଂଗ୍ରେସରେ ଦଳୀୟ କନ୍ଦଳ ଥମିବାର ନାଁ ନେଉନାହିଁ। ଗତ ସାଧାରଣ ନିର୍ବାଚନରେ ଦଳ ଶୋଚନୀୟ ପରାସ୍ତ ହୋଇ ବିରୋଧୀ ଦଳ ଆଖ୍ୟା ପାଇବାରୁ ବଞ୍ଚିତ ହୋଇଛି। ଏଭଳିସ୍ଥଳେ ଦଳର ନେତାମାନେ ପରସ୍ପରକୁ ଟାର୍ଗେଟ କରିବା ସହ ଜଣେ...

ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି: ଆପୋଲୋ ହସ୍ପିଟାଲକୁ ୪ ସପ୍ତାହ ମହଲତ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ସ୍ଥାନୀୟ ଆପୋଲୋ ହସ୍ପିଟାଲକୁ ହାଇକୋର୍ଟ ପକ୍ଷରୁ ସାମୟିକ ଆଶ୍ୱସ୍ତି ମିଳିଛି। ଏହାର ଲାଇସେନ୍ସ ରଦ୍ଦ ନିମନ୍ତେ ଏନ୍‌ଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ ଉପରେ ହାଇକୋର୍ଟ ରହିତାଦେଶ ଦେଇଛନ୍ତି। ଏପରିକି ୪ ସପ୍ତାହ ପର୍ଯ୍ୟନ୍ତ ଏହାକୁ କାର୍ଯ୍ୟକାରୀ ନ କରିବାକୁ କୋର୍ଟ ନିର୍ଦ୍ଦେଶ...

ବଳାତ୍କାର, ହତ୍ୟା ମାମଲାରେ ଦୋଷୀଙ୍କୁ ଫାଶୀ: ତତ୍କାଳୀନ ଆଇଆଇସି, ସରକାରୀ ଓକିଲ ସମ୍ବର୍ଦ୍ଧିତ

କଟକ ଅଫିସ, ୧୨।୯: ଏରସମା ଥାନା ଅଞ୍ଚଳର ନାବାଳିକା ବଳାତ୍କାର ଓ ହତ୍ୟା ଅଭିଯୋଗରେ ଗିରଫ ହୋଇଥିବା ଅଭିଯୁକ୍ତ କାଳିଆ ଓରଫ ଲବ ମାନାଙ୍କୁ ଜଗତ୍‌ସିଂହପୁର ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ ଅଦାଲତ ମଙ୍ଗଳବାର ଫାଶୀ...

ଗଣମାଧ୍ୟମ, ଲୋକସମ୍ପର୍କ ଉପଦେଷ୍ଟା ମାନସ ମଙ୍ଗରାଜଙ୍କ ଦାୟିତ୍ୱ ଗ୍ରହଣ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ମାନସ ରଞ୍ଜନ ମଙ୍ଗରାଜ ବୁଧବାର ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଓ ଲୋକସମ୍ପର୍କ ଉପଦେଷ୍ଟା ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ସପ୍ତାହରେ ମାନସଙ୍କୁ ଏହି ପଦରେ ନିଯୁକ୍ତି ଦେଇଥିଲେ। ଦାୟିତ୍ୱ ନେବା ସହ ମାନସ...

ରାସ୍ତା ନିର୍ମାଣରେ ବ୍ୟବହାର ହେବ ପ୍ଲାଷ୍ଟିକ ବର୍ଜ୍ୟ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ସ୍ବଚ୍ଛ ପରିବେଶ ବିକାଶ ପାଇଁ ରାଜ୍ୟରେ ସୃଷ୍ଟି ହେଉଥିବା ପ୍ଲାଷ୍ଟିକ ବର୍ଜ୍ୟର ଉପଯୁକ୍ତ ପରିଚାଳନା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଗୁରୁତ୍ୱାରୋପ କରାଯାଇଛି। ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକସେବା ଭବନଠାରେ ଆୟୋଜିତ ବୈଠକରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri