ମେଟ୍ରୋ

ବ୍ୟାଗ୍‌ ଓଜନ ଯାଞ୍ଚ କଲେ ସ୍ବତନ୍ତ୍ର ସ୍କ୍ବାଡ୍‌

ଭୁବନେଶ୍ୱର,୧୨।୯(ବ୍ୟୁରୋ): ରାଜଧାନୀର ବିଭିନ୍ନ ସ୍କୁଲରେ ବୁଧବାର ସ୍ବତନ୍ତ୍ର ସ୍କ୍ବାଡ୍‌ ପକ୍ଷରୁ ଅଚାନକ ପରିଦର୍ଶନ ହୋଇଥିଲା। ସ୍କୁଲ ବ୍ୟାଗ୍‌ ଓଜନ ତଦାରଖ ପାଇଁ ଖୋର୍ଦ୍ଧା ଜିଲାପାଳଙ୍କ ନେତୃତ୍ୱରେ ଗଠିତ ହୋଇଥିବା ଏହି ସ୍କ୍ବାଡ୍‌ ସ୍କୁଲ ଯାଇ ପିଲାମାନଙ୍କ ବ୍ୟାଗ୍‌ ଯାଞ୍ଚ କରିଥିଲେ।...

‘ମୋ ସରକାର’ ପାଇଁ କମିଶନରେଟ ପୋଲିସର ପ୍ରସ୍ତୁତି: ଏତଲାକାରୀଙ୍କଠାରୁ ରିପୋର୍ଟ ନେଲେ କମିଶନର

ଭୁବନେଶ୍ୱର,୧୨।୯(ବ୍ୟୁରୋ): ରାଜ୍ୟ ସରକାର ଅକ୍ଟୋବର ୨ରୁ ‘ମୋ ସରକାର’ କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ଯାଉଛନ୍ତି। ଏହି କାର୍ଯ୍ୟକ୍ରମରେ ସବୁ ଜିଲାରେ ରହିଥିବା ଥାନା ଓ ମେଡିକାଲକୁ ଆସୁଥିବା ଜନସାଧାରଣଙ୍କ ସହ ଫୋନ ଜରିଆରେ ମୁଖ୍ୟମନ୍ତ୍ରୀ କଥାହୋଇ ସମସ୍ୟା ସମ୍ପର୍କରେ ଅବଗତ...

କୋମାରେ ପ୍ରି-ପେଡ୍‌, ପିଙ୍କ୍‌ ଅଟୋ ସେବା

ଭୁବନେଶ୍ୱର, ୧୨।୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଆସିବା ପରେ ଏବେ ଲୋକଙ୍କ ପ୍ରଥମ ପସନ୍ଦ ପାଲିଟିଛି ପବ୍ଲିକ୍‌ ଟ୍ରାନ୍ସପୋର୍ଟ ବା ସାଧାରଣ ପରିବହନ ବ୍ୟବସ୍ଥା। ନିଜ ଗାଡ଼ି ଧରି ଯିବା ଅପେକ୍ଷା ଲୋକେ ବସ୍‌ କିମ୍ବା ଅଟୋ ଭଳି...

ଗାନ୍ଧୀ ଜୟନ୍ତୀରୁ ପ୍ଲାଷ୍ଟିକ ମୁକ୍ତ ହେବ ରେଳପଥ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ପୂର୍ବତଟ ରେଳପଥକୁ ଏକକ ବ୍ୟବହୃତ ପ୍ଲାଷ୍ଟିକ ମୁକ୍ତ କରିବାକୁ ବୁଧବାର ମହାପ୍ରବନ୍ଧକ ବିଦ୍ୟା ଭୂଷଣ ରେଳସଦନରେ ସମସ୍ତ କର୍ମଚାରୀମାନଙ୍କୁ ଶପଥ ଗ୍ରହଣ କରାଇଛନ୍ତି। ପୂର୍ବରୁ ରେଳ ମନ୍ତ୍ରାଳୟ ପକ୍ଷରୁ ଟ୍ରେନ, ଷ୍ଟେଶନ ଓ କାର୍ଯ୍ୟାଳୟ ପରିସରରେ ଏକକ ବ୍ୟବହୃତ...

ଗୁରୁଙ୍କ ଗୁରୁ ଥିଲେ କେଳୁଚରଣ

ଭୁବନେଶ୍ୱର ୧୨।୯(ବ୍ୟୁରୋ): ଗୁରୁ କେଳୁଚରଣ ମହାପାତ୍ର କେବଳ ଓଡ଼ିଶାର ନୁହେଁ, ଭାରତର ସାଂସ୍କୃତିକ ପରିମଣ୍ଡଳର ଜଣେ ପ୍ରଭାବବନ୍ତ ବ୍ୟକ୍ତିତ୍ୱ ଥିଲେ। ସେ ଗୁରୁ ନଥିଲେ, ସେ ଥିଲେ ଗୁରୁମାନଙ୍କ ଗୁରୁ। ଗୁରୁଜୀ ନିଜର ଯେତିକି ଶିଷ୍ୟ ସୃଷ୍ଟି କରିଯାଇଛନ୍ତି ଆଜି...

ଡିକି ଭାଙ୍ଗି ୧ ଲକ୍ଷ ଟଙ୍କା ଲୁଟ୍‌ ଅଭିଯୋଗ

ଧର୍ମଶାଳା,୧୨।୯(ଡି.ଏନ୍‌.ଏ.): ଧର୍ମଶାଳା ଥାନା ଅନ୍ତର୍ଗତ ବଡ଼ମଙ୍ଗଳପୁର (ନାଉପାଳ) ଗ୍ରାମର ଜଣେ ବ୍ୟବସାୟୀ ବୁଧବାର ଲୁଟ୍‌ର ଶିକାର ହୋଇଛନ୍ତି। ଦୁର୍ବୃତ୍ତମାନେ ତାଙ୍କ ଗାଡି ଡିକି ଭାଙ୍ଗି ଏକ ଲକ୍ଷ ଟଙ୍କା ଲୁଟ୍‌ କରି ନେଇଥିବା ସେ ଥାନାରେ ଅଭିଯୋଗ କରିଛନ୍ତି। ଏ...

ଖଙ୍ଗୁରୀ ସେବାଶ୍ରମ ବନ୍ଦ ହେବା ଆଶଙ୍କା: ୫ ଶ୍ରେଣୀରେ ପଢୁଛନ୍ତି ୧୧ ଛାତ୍ରୀଛାତ୍ର

ନୂଆଗାଁ,୧୨ା୯ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ମାଳିସାହି ପଞ୍ଚାୟତରେ ଥିବା ଖଙ୍ଗୁରୀ ସେବାଶ୍ରମ ବନ୍ଦ ହେବା ଆଶଙ୍କା ଉପୁଜିଛି। ୫ ଶ୍ରେଣୀରେ ବର୍ତ୍ତମାନ ଏଠାରେ ପଢୁଛନ୍ତି ମାତ୍ର ୧୧ ଛାତ୍ରୀଛାତ୍ର। ହଷ୍ଟେଲ ସୁବିଧା ନ ଥିବାରୁ ଏଠାରୁ ଅଭିଭାବକମାନେ...

ରାଜଧାନୀରେ ଗାଡ଼ି ପଲ୍ୟୁଶନ ସାର୍ଟିଫିକେଟ କେଳେଙ୍କାରୀ: ଧୂଆଁ ବାହାରିଲେ ବି ମେଶିନକୁ ଭୂଆଁ

ଭୁବନେଶ୍ୱର, ୧୦ା୯(ବ୍ୟୁରୋ): ବାଇକ୍‌ରୁ ବାହରୁଥିଲା ଧୂଆଁ, ହେଲେ ଚାଳକଙ୍କ ହାତରେ ଥିଲା ପଲ୍ୟୁଶନ ସାର୍ଟିଫିକେଟ। ଅସଲି ନା ନକଲି ପରଖୁ ପରଖୁ କଥା ପହଞ୍ଚତ୍ଥିଲା ରାଜଧାନୀରେ ତିଆରି ହେଉଥିବା ଜାଲ୍‌ ସାର୍ଟିଫିକେଟ ପାଖରେ। ଖୋଳତାଡ଼ ପରେ ନଜରକୁ ଆସିଲା ପ୍ରକୃତ...

ବସ୍ତାନି ବୋଝ ଯାଞ୍ଚ: ରାଜଧାନୀର ୨ ସ୍କୁଲରେ ପହଞ୍ଚିଲେ ସ୍ବତନ୍ତ୍ର ସ୍କ୍ବାଡ୍‌

ଭୁବନେଶ୍ୱର, ୧୧।୯(ବ୍ୟୁରୋ): ସ୍କୁଲ ପିଲାଙ୍କ ବ୍ୟାଗ ବୋଝ ନେଇ ଆରମ୍ଭ ହୋଇଛି ତତ୍ପରତା। ଏ ନେଇ ବୁଧବାର ରାଜଧାନୀରେ ଏକ ସ୍ବତନ୍ତ୍ର ସ୍କ୍ବାଡ୍‌ ପହଞ୍ଚି ସ୍କୁଲ ପିଲାଙ୍କ ବ୍ୟାଗ ଓଜନ ପରଖୁଥିବା ଜଣାପଡ଼ିଛି। ବ୍ୟାଗ ଓଜନ କମ୍‌ କରିବା ଦିଗରେ...

ଓଡ଼ିଆ ଆଇଏଏସ୍‌ ଅଫିସର ପି.କେ. ମିଶ୍ର ହେଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ

ଭୁବନେଶ୍ୱର, ୧୧।୯(ବ୍ୟୁରୋ): ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବେ ବୁଧବାର ଦାୟିତ୍ୱ ନେଇଛନ୍ତି ଓଡ଼ିଆ ଆଇଏଏସ୍‌ ଅଫିସର ପ୍ରମୋଦ କୁମାର ମିଶ୍ର। ନୃପେନ୍ଦ୍ର ମିଶ୍ରଙ୍କ ଅବସର ପରେ  ପି.କେ. ମିଶ୍ର ଏହି ଦାୟିତ୍ୱ ନେଇଛନ୍ତି। ସମ୍ବଲପୁର ବାସିନ୍ଦା ପ୍ରମୋଦ ହେଉଛନ୍ତି ୧୯୭୨...

ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ୧୨ଟି ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୧।୯(ବ୍ୟୁରୋ): ରାଜ୍ୟର କିଛି ଜିଲାରେ ପ୍ରବଳ ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏନେଇ ୧୨ଟି ଜିଲାକୁ ଦିନ ୧୦ଟା ୪୫ ଯାଏ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଅନୁଗୋଳ,...

କମିଟି ସଦସ୍ୟ-ପୋଲିସର ବୈଠକ:ଏଥର ବାଜିବନି ଡିଜେ, ଅଶ୍ଳୀଳ ଗୀତ

ଭୁବନେଶ୍ୱର,୧୧-୯(ବ୍ୟୁରୋ):ଦୁର୍ଗାପୂଜାରେ ଏଥର ବାଜିବନି ଛାତି ଥରାଇଦେଉଥିବା ଡିଜେ ସାଉଣ୍ଡ୍‌। ଡିଜେରେ ପ୍ରତିଯୋଗିତା ବି ଚାଲିବନି। କେବଳ ୪ଟି ଲେଖାଏ ମାଇକ୍‌ ଓ ବକ୍ସ ଲଗାଇବାକୁ ପୂଜା କମିଟିଗୁଡିକୁ ନିର୍ଦ୍ଦେଶ ଦେଇଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ମଙ୍ଗଳବାର କମିଶନରେଟ ପୋଲିସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri