ମେଟ୍ରୋ

ଶ୍ରବଣ ଶକ୍ତି ଫେରିପାଇଲେ ୨ ଝିଅ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ସାରା ଜୀବନ ପାଇଁ ବଧିର ହୋଇଯିବା ଆଶଙ୍କାରେ ଥିବା କୋରାପୁଟର ଦୁଇଜଣ କୁନି ଝିଅ ନିଜର ଶ୍ରବଣ ଶକ୍ତି ଫେରିପାଇଛନ୍ତି। ରାଜ୍ୟ ସରକାରଙ୍କ ସହାୟତାରେ ଉଭୟଙ୍କ କାନରେ ବ୍ୟୟବହୁଳ ଅତ୍ୟାଧୁନିକ ଅସ୍ତ୍ରୋପଚାର କରାଯିବା ପରେ ଏହା ସମ୍ଭବ ହୋଇପାରିଛି।...

ଘରୋଇ ହସ୍ପିଟାଲରେ ଉତ୍ତେଜନା, ଭଙ୍ଗାରୁଜା ୩ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ଖଣ୍ଡଗିରି ଥାନା ଯଦୁପୁର ଅଞ୍ଚଳରେ ଥିବା ଏକ ଘରୋଇ ହସ୍ପିଟାଲରେ ଭଙ୍ଗାରୁଜା କରିବା ଘଟଣାରେ ଖଣ୍ଡଗିରି ପୋଲିସ ୩ଜଣ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ ସୟିଦ ଫଶରୁକ୍‌ ଅଲ୍ଲୀ(୨୫),ଏସ୍‌.କେ ସର୍ବିର(୨୩) ଓ ସୟିଦ ସଫିକ୍‌ ଅଲ୍ଲୀ(୨୬)। ସେମାନଙ୍କ...

ନୀତି ଆୟୋଗ ର଼୍ୟାଙ୍କିଙ୍ଗ ଉପରେ ଗୁରୁତ୍ୱ ପାଇଁ ପ୍ରସ୍ତାବ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ସ୍ବାସ୍ଥ୍ୟ, ଶିକ୍ଷା ଓ ଅନ୍ୟାନ୍ୟ ସାମାଜିକ କ୍ଷେତ୍ରରେ ବିକାଶକୁ ନେଇ ରାଜ୍ୟଗୁଡିକର ର଼୍ୟାଙ୍କିଙ୍ଗ ପ୍ରସ୍ତୁତ କରାଯାଉଛି। ଯେଉଁ ବିଷୟବସ୍ତୁକୁ ଆଧାର କରି ର଼୍ୟାଙ୍କିଙ୍ଗ ପ୍ରସ୍ତୁତ କରାଯାଉଛି, ସେଗୁଡିକର ବିଭିନ୍ନ ଦିଗକୁ ଅନୁଧ୍ୟାନ କରିବା ପାଇଁ ରାଜ୍ୟ ସରକାର ନୀତି...

ଟ୍ରେନ୍‌କୁ ପଥରମାଡ଼: ଦୁଇବର୍ଷରେ ୨୮ଥର

ଭୁବନେଶ୍ୱର,୧୦।୯(ବ୍ୟୁରୋ): ଟ୍ରେନ୍‌ ଉପରକୁ ବିଭିନ୍ନ ସମୟରେ ପଥର ମାଡ଼ ହେଉଛି। ଏଥିଯୋଗୁ ଟ୍ରେନ୍‌ କ୍ଷତିଗ୍ରସ୍ତ ହେଉଥିବାବେଳେ ଯାତ୍ରୀ ଆହତ ହେଉଛନ୍ତି। ଗତ ଦୁଇବର୍ଷ ମଧ୍ୟରେ ପୂର୍ବତଟ ରେଳପଥରେ ଟ୍ରେନ୍‌ ଉପରକୁ ପ୍ରାୟ ୨୮ଥର ପଥର ମାଡ଼ ହୋଇଥିବା ଜଣାପଡିଛି। ଅଧିକାଂଶ...

ଚାଷୀ ପଞ୍ଜୀକରଣ ଦେଖିବେ ୧୬ ଅଧିକାରୀ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ଧାନ ପଞ୍ଜୀକରଣ କିଭଳି ଚାଲିଛି, ଚାଷୀମାନେ ହଇରାଣ ହରକତ ହେଉଛନ୍ତି କି, ପଞ୍ଜୀକରଣ ତାଲିକାର ଅଗ୍ରଗତି, ତ୍ରୁଟି ଆଦି କାର୍ଯ୍ୟର ତଦାରଖ କରିବାକୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଏବଂ ସମବାୟ ବିଭାଗର ୧୬ ଜଣ...

କେନ୍ଦ୍ର ଦ୍ୱିତୀୟ ପାଳି ସରକାରର ୧୦୦ଦିନ ପୂରଣ: ଓଡ଼ିଶା ଆସି ରିପୋର୍ଟ କାର୍ଡ ଦେଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର,୧୦।୯(ବ୍ୟୁରୋ): କେନ୍ଦ୍ରରେ ଭାଜପାର ଦ୍ୱିତୀୟ ପାଳି ସରକାରର ୧୦୦ ଦିନ ପୂରଣ ହୋଇଛି। ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପତ୍ର ସୂଚନା କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ଜାହାଜ ଚଳାଚଳ (ସ୍ବାଧୀନ ଦାୟିତ୍ୱ) ରାଷ୍ଟ୍ରମନ୍ତ୍ରୀ ମନସୁଖ ମାଣ୍ଡଭିୟା ୧୦୦...

ଫୁଲୁଛି ନଦୀଜଳ

ଭୁବନେଶ୍ୱର, ୧୦।୯(ବ୍ୟୁରୋ): ରାଜ୍ୟର ପ୍ରମୁଖ ନଦୀରେ ବନ୍ୟାଜଳ ଫୁଲିବାରେ ଲାଗିଛି । କେତେକ ନଦୀରେ ବନ୍ୟାଜଳ ବିପଦସଙ୍କେତ ନିକଟରେ ପ୍ରବାହିତ ହେଉଥିବା ବେଳେ ଆଉ କେତେକ ସ୍ଥାନରେ ବନ୍ୟାପାଣି ବଢ଼ି ଚାଲିଛି। ଦିନେ ଦୁଇଦିନରେ ବର୍ଷା ପରିମାଣ ବୃଦ୍ଧି ହେଲେ...

ଭାରତ-ୟୁଏଇ ମିଶି ଅନେକ ମାଇଲଖୁଣ୍ଟ ପୂରଣ କରିଛନ୍ତି: ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୦।୯ (ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ୟୁଏଇ ରାଷ୍ଟ୍ରପତି ଏଚ୍‌ଇ ଶିଖ୍‌ ଖଲିଫା ବିନ୍‌ ଜାୟଦ୍‌ ଅଲ୍‌ ନାହ୍ୟାନଙ୍କ ନେତୃତ୍ୱରେ ତୈଳ ଓ ଗ୍ୟାସ୍‌ କ୍ଷେତ୍ରରେ ଭାରତ ଏବଂ ୟୁଏଇ ମିଶି ଅନେକ ଐତିହାସିକ ମାଇଲଖୁଣ୍ଟକୁ ପୂରଣ...

ନୂଆ ମୋଟରଯାନ ଆଇନ ଲାଗୁ ପ୍ରସଙ୍ଗ: ୩ମାସ କୋହଳ ହେଲା ନିୟମ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ରାଜ୍ୟରେ ଗତ ୧ତାରିଖରୁ ନୂଆ ମୋଟର ଯାନ ଆଇନକୁ କଡ଼ାକଡ଼ି ପାଳନ କରାଯିବାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ତେବେ ଏହି ଅସନ୍ତୋଷକୁ ପ୍ରସମିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆ ମୋଟର ଯାନ...

ବଦଳି ପରେ ତଦନ୍ତ ଚେପା

ଭୁବନେଶ୍ୱର,୧୦।୯: ଥାନାକୁ ଯାଉଥିବା ଅଭିଯୋଗକୁ କେଉଁ ଅଫିସର ବୁଝିବେ ତାହା ସ୍ଥିର କରିଥାନ୍ତି ଆଇଆଇସି। ଏପରିକି ଚୋରି ଓ ଦୁର୍ଘଟଣା ଭଳି ଛୋଟଛୋଟ ମାମଲା ଏଏସ୍‌ଆଇଙ୍କୁ ଦିଆଯାଉଥିବା ବେଳେ ବଳାତ୍କାର ଓ ଅନ୍ୟ ମାମଲାଗୁଡିକର ତଦନ୍ତ ଭାର ଏସ୍‌ଆଇ ନେଇଥାନ୍ତି।...

ଟ୍ରାଫିକ୍‌ ନିୟମ ୩ ମାସ କୋହଳ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯।୯(ବ୍ୟୁରୋ): ସେପ୍ଟେମ୍ବର ୧ରୁ ଦେଶବ୍ୟାପୀ ଲାଗୁ ହୋଇଛି ନୂଆ ମୋଟର ଯାନ ଆଇନ। ନୂଆ ଆଇନ କାର୍ଯ୍ୟକାରୀ ହେବା ପରେ ଚାରିଆଡ଼େ ଚାଲିଛି ଧରପଗଡ଼। ଆଇନ ଭାଙ୍ଗିଲେ ଆଦାୟ ହେଉଛି ୧୦ ଗୁଣ ଅଧିକ ଜରିମାନା। ସଂଶୋଧିତ ମୋଟର...

ରାଜଧାନୀରେ ରୋଡ୍‌ ରୋମିଓଙ୍କୁ ଛେଚିଲେ ଯୁବତୀ

ଭୁବନେଶ୍ୱର, ୯।୯(ବ୍ୟୁରୋ): ରାଜଧାନୀର ରସୁଲଗଡ଼ ଜିଜିପି କଲୋନୀରେ ଜଣେ ଯୁବତୀ ୨ଜଣ ରୋଡ ରୋମିଓଙ୍କୁ ମାଡ଼ ମାରିଛନ୍ତି। ଏହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ମିଳିଥିବା ସୂଚନାନୁଯାୟୀ, ସୋମବାର ପୂର୍ବାହ୍ନରେ ଜିଜିପି କଲୋନୀ ଅଞ୍ଚଳର ଜନୈକା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri