ମେଟ୍ରୋ

ବାଲ୍ୟ ବିବାହକୁ ବିରୋଧ କରି ଆତ୍ମନିର୍ଭରଶୀଳ ହେଲେ ୨ ଝିଅ

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ବାଲ୍ୟବିବାହ ଏକ ଘୃଣ୍ୟ ସାମାଜିକ ପ୍ରଥା। ଏହି କୁପ୍ରଥା ବିରୋଧରେ ଆଇନ ପ୍ରଣୟନ ହୋଇଥିଲେ ବି ଗଁା ଗହଳିରେ ଅନେକ ଝିଅ ବାଲ୍ୟ ବିବାହର ଶିକାର ହେଉଛନ୍ତି। ମୟୂରଭଞ୍ଜର ଦୁଇ ଝିଅ ବାଲ୍ୟ ବିବାହକୁ ବିରୋଧ କରି ଏବେ...

ଅଗଷ୍ଟ ୨ରେ ଭୁବନେଶ୍ୱରରେ ‘ଇଣ୍ଡିଆନ ଆଇଡଲ’ ଅଡିଶନ

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଲୋକପ୍ରିୟ ଟେଲିଭିଜନ ସିଙ୍ଗିଙ୍ଗ୍‌ ରିୟଲିଟି ଶୋ’ ‘ଇଣ୍ଡିଆନ୍‌ ଆଇଡଲ୍‌’ ଏଥର ସିଜନ୍‌ ୧୧ସହ ପୁଣିଥରେ ଫେରିବାକୁ ଯାଉଛି। ସୋନି ଏଣ୍ଟରଟେନ୍‌ମେଣ୍ଟ ଟେଲିଭିଜନ ଦ୍ୱାରା ପ୍ରସାରିତ ଏହି ରିୟଲିଟି ଶୋ’ ପାଇଁ ଭୁବନେଶ୍ୱର ଅଡିଶନ ଅଗଷ୍ଟ ୨ରେ ଏମ୍ସ ନିକଟ...

ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ବିରୋଧରେ ସାଂଘାତିକ ଅଭିଯୋଗ: ପାଚେରି ଗଢ଼ି ପ୍ରାକୃତିକ ସମ୍ପତ୍ତି ଜବରଦଖଲ

କଟକ ଅଫିସ, ୩୧ା୭: ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ବିରୋଧରେ ଉଠିଛି ସାଂଘାତିକ ଅଭିଯୋଗ। ନରାଜଠାରେ ଏହି ବିଶ୍ୱବିଦ୍ୟାଳୟର ଦ୍ୱିତୀୟ କ୍ୟାମ୍ପସରେ ବେଆଇନ ଭାବେ ପାଚେରୀ ନିର୍ମାଣ କରାଯାଇଛି। କଟକ ଉନ୍ନୟନ କର୍ତ୍ତୃପକ୍ଷ (ସିଡିିଏ)ଙ୍କ ନିୟମ ଓ ହାଇକୋର୍ଟଙ୍କ ଆଦେଶକୁ ଉଲ୍ଲଂଘନ କରାଯାଇ...

ନନ୍ଦନକାନନ ପାଇଁ ଅଡ଼ୁଆ ସାଜିଛି ବାଉଁଶ ଗଛ

ବାରଙ୍ଗ,୩୧।୭(ଡି.ଏନ୍‌.ଏ.): ବାତ୍ୟା ପ୍ରକୋପରେ ଅର୍ଦ୍ଧାଧିକ ନଷ୍ଟ ହୋଇଥିବା ନନ୍ଦନକାନନ ଚତୁଃପାର୍ଶ୍ୱକୁ ଧୀରେ ଧୀରେ ସଜଡା ଯାଉଥିବାବେଳେ ଏବେ ଅଡୁଆ ସାଜିଛି ବାଉଁଶ ଗଛ। ଏହି ବାଉଁଶ ପତ୍ର ହଁି ଜୀବଜନ୍ତୁମାନଙ୍କ ପାଇଁ ବିପଦର କାରଣ ପାଲଟିଛି। ନନ୍ଦନକାନନରେ ଏତେ ପରିମାଣର...

ଫନୀରେ କ୍ଷତିଗ୍ରସ୍ତ ବିଦ୍ୟାଳୟର ମରାମତି: କେନ୍ଦ୍ରକୁ ୯୬ କୋଟି ଟଙ୍କା ସହାୟତା ମାଗିଲା ରାଜ୍ୟ

ଭୁବନେଶ୍ୱର, ୩୧ା୭(ବ୍ୟୁରୋ):  ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମଙ୍ଗଳବାର ନୂଆଦିଲ୍ଲୀସ୍ଥିତ ଶାସ୍ତ୍ରୀ ଭବନଠାରେ କେନ୍ଦ୍ର ମାନବ ସମ୍ବଳ ମନ୍ତ୍ରୀ ରମେଶ ପୋଖରିଆଲ୍‌ଙ୍କ ସହ ମାଧ୍ୟମିକ ଶିକ୍ଷା ସମ୍ବନ୍ଧ ନେଇ ବ୍ୟାପକ ଆଲୋଚନା କରିଛନ୍ତି। ବାତ୍ୟା ଫନୀରେ...

ନଦୀଜଳ ପ୍ରଦୂଷଣ ରୋକିବାକୁ ପ୍ରୟାସ: ୨୬ ସହରରେ ହେବ ସେପ୍‌ଟେଜ୍‌ ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ

ଭୁବନେଶ୍ୱର, ୩୧ା୭(ବ୍ୟୁରୋ): ରାଜ୍ୟର ସହରାଞ୍ଚଳରୁ ନିର୍ଗତ ବର୍ଜ୍ୟବସ୍ତୁ ଓ ବର୍ଜ୍ୟଜଳକୁ ବିଶୋଧନ କରା ନ ଯାଇ ସିଧାସଳଖ ନଦୀକୁ ଛଡ଼ାଯାଉଥିବା ଯୋଗୁ ନଦୀଜଳ ପ୍ରଦୂଷିତ ହେଉଛି। ତେଣୁ ସହରାଞ୍ଚଳ ବର୍ଜ୍ୟବସ୍ତୁ ଓ ବର୍ଜ୍ୟଜଳର ବିଶୋଧନ ଏବଂ ପରିଚାଳନା ପାଇଁ କି...

ଶକ୍ତି ବିଭାଗ ଖର୍ଚ୍ଚଦାବି ଆଲୋଚନା : ରାଜଧାନୀରେ ଅପଚୟ, ଦୁର୍ଗମ ଅଞ୍ଚଳରେ ମିଳୁନି

ଭୁବନେଶ୍ୱର,୩୧।୭(ବ୍ୟୁରୋ) ରାଜ୍ୟର ବହୁ ପାହାଡ଼ିଆ ଅଞ୍ଚଳରେ ବିଦ୍ୟୁତ ଏ ପର୍ଯ୍ୟନ୍ତ ପହଞ୍ଚି ପାରିନାହିଁ। ହେଲେ ରାଜଧାନୀର ସଚିବାଳୟରେ ଶକ୍ତି ଅପଚୟ ହେଉଥିବା ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝି କହିଛନ୍ତି। ବିଧାନସଭାର ମଙ୍ଗଳବାର ଦ୍ୱିତୀୟାର୍ଦ୍ଧରେ ହୋଇଥିବା ଶକ୍ତି ବିଭାଗ...

ଚଳିତ ବର୍ଷ ୩୮ ଜେଏମ୍‌ଏଫ୍‌ସି କୋର୍ଟ ଖୋଲିବ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟରେ ଆଉ ୬୦ଟି ସ୍ଥାନରେ କୋର୍ଟ ଖୋଲିବ। ତେବେ ଚଳିତବର୍ଷ ୩୮ଟି ସ୍ଥାନରେ ଜେଏମ୍‌ଏଫ୍‌ସି କୋର୍ଟ ଖୋଲିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ମଙ୍ଗଳବାର ପ୍ରଶ୍ନୋତ୍ତର ବେଳେ ଆଇନ ମନ୍ତ୍ରୀ ପ୍ରତାପ ଜେନା ଏହି ସୂଚନା ଦେଇଛନ୍ତି। ବିଜେଡି ସଭ୍ୟ...

ଆଉ ନୂଆ ୧୭ ଏନ୍‌ଏସି ଗଠନ ହେବ

ଭୁବନେଶ୍ୱର, ୩୧।୭(ବ୍ୟୁରୋ): ରାଜ୍ୟରେ ଆଉ ୧୭ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି) ଗଠନ ହେବ। କେବଳ ଜନସଂଖ୍ୟା ନୁହେଁ, ସେଠାକାର ଭୌଗୋଳିକ ପରିସ୍ଥିତି, ରାଜସ୍ବ ଆୟ ଓ ଅନ୍ୟାନ୍ୟ ଦିଗକୁ ଦେଖି ନୂତନ ଏନ୍‌ଏସି ଗଠନକୁ ଅନୁମତି ଦିଆଯାଇଥାଏ। ମଙ୍ଗଳବାର...

ନାଥୁରାମଙ୍କୁ ନେଇ ପୁଣି କଂଗ୍ରେସ-ଭାଜପା ମୁହାଁମୁହିଁ

ଭୁବନେଶ୍ୱର, ୩୧।୭(ବ୍ୟୁରୋ): ସୋମବାର ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀକୁ ନେଇ ଉଭୟ କଂଗ୍ରେସ ଏବଂ ଭାଜପା ମୁହାଁମୁହିଁ ହୋଇଥିଲେ। କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡ୍‌ସେଙ୍କ ପ୍ରସଙ୍ଗ ଉଠାଇ ପରୋକ୍ଷରେ ଭାଜପା...

ଫନୀ ପ୍ରଭାବିତ ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ପ୍ରଥମ ପର୍ଯ୍ୟାୟରେ ୩.୮୯ ଲକ୍ଷ ଘର ଅନୁମୋଦନ

ଭୁବନେଶ୍ୱର, ୩୧ା୭(ବ୍ୟୁରୋ): ବାତ୍ୟା ଫନୀ ପ୍ରଭାବରେ ଭାଙ୍ଗିଯାଇଥିବା ଲୋକଙ୍କୁ ଘର ଯୋଗାଇଦେବାକୁ ସରକାର ଘୋଷଣା କରିଥିଲେ। ସେହି ଅନୁଯାୟୀ ରାଜ୍ୟ ସରକାର ପ୍ରଥମ ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୩.୮୯ଲକ୍ଷ ଘର ଦେବାକୁ ଅନୁମୋଦନ ପ୍ରଦାନ କରିଛନ୍ତି। ପ୍ରାୟ ୪୦ଲକ୍ଷ...

ସଂସ୍କୃତି ମନ୍ତ୍ରଣାଳୟ ଫେଲୋଶିପ୍‌ରେ ୨ ନୂଆ ଭାଷା ସାମିଲ: ସାନ୍ତାଳୀ ଭାଷାରେ ମିଳିବ ଫେଲୋଶିପ୍‌

ଭୁବନେଶ୍ୱର,୩୧ା୭(ବ୍ୟୁରୋ):କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ଏଣିକି ସାନ୍ତାଳୀ ଓ ନେପାଳୀ ଭାଷାରେ ଫେଲୋଶିପ୍‌ ତଥା ସ୍କଲାରଶିପ୍‌ ପ୍ରଦାନ କରିବ। ମଙ୍ଗଳବାର କେନ୍ଦ୍ର ସଂସ୍କୃତି ରାଷ୍ଟ୍ରମନ୍ତ୍ରୀ ପ୍ରହଲାଦ ସିଂ ପଟେଲ ଏନେଇ ଘୋଷଣା କରିଛନ୍ତି। ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ପ୍ରଦାନ କରାଯାଉଥିବା ଫେଲୋଶିପ୍‌...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri