ମେଟ୍ରୋ

ମିଶର, ଗ୍ରୀସ୍‌ ସହ ରହିଛି ପୁରୀର ସାମଞ୍ଜସ୍ୟ

ଭୁବନେଶ୍ୱର,୨୭ା୭(ବ୍ୟୁରୋ): ପ୍ରାଚୀନ ଇଜିପ୍ଟ, ବେବିଲୋନ୍‌ ଓ ମିଶର ସଂସ୍କୃତି ସହ ଶ୍ରୀଜଗନ୍ନାଥ ସଂସ୍କୃତିର ଅନେକ ସାମଞ୍ଜସ୍ୟ ରହିଛି। ପଣ୍ଡିତ ନୀଳକଣ୍ଠ ଦାସ ଏକଦା କହିଥିଲେ ଶ୍ରୀଜଗନ୍ନାଥ ଦର୍ଶନତତ୍ତ୍ବ ଖ୍ରୀ.ପୂ ୪୦୦୦ ବର୍ଷ ପୂର୍ବର ବେବିଲୋନ୍‌ ସଭ୍ୟତାରେ ଦେଖାଯାଏ। ପ୍ରାଚୀନ ମିଶର...

ନୂଆ ରୂପରେ ‘ଓଡ଼ିଶା ପର୍ଯ୍ୟଟନ’

ଭୁବନେଶ୍ୱର,୨୭ା୭(ବ୍ୟୁରୋ): ଦୀର୍ଘଦିନର ପ୍ରତୀକ୍ଷା ପରେ ନୂଆ ରୂପ ପାଇଛି ରାଜ୍ୟ ପର୍ଯ୍ୟଟନ ବିଭାଗ ଓ୍ବେବ୍‌ସାଇଟ୍‌। ଓଡ଼ିଶା ପର୍ଯ୍ୟଟନର ଏହି ନୂଆ ଓ୍ବେବ୍‌ସାଇଟ୍‌ www.odishatourism.gov.inକୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସ୍ବତନ୍ତ୍ର ଉତ୍ସବରେ ଲୋକାର୍ପଣ କରିଛନ୍ତି। ପ୍ରଥମଥର ପାଇଁ ଏକ...

ଆନନ୍ଦ ବଜାର ଶୃଙ୍ଖଳା ଭେଳିକି: ଖୋଲିଲାନି ଅଭିଯୋଗ ପ୍ରକୋଷ୍ଠ

ପୁରୀ ଅଫିସ,୨୬ା୭: ଶ୍ରୀମନ୍ଦିରରେ ଶୃଙ୍ଖଳା ଓ ସ୍ବଚ୍ଛତା ଆଣିବା ଲାଗି ଏକାଧିକ ନିଷ୍ପତ୍ତି ହେଉଛିି। ହେଲେ ଏହି ନିଷ୍ପତ୍ତି ମଧ୍ୟରୁ ଅନେକ ବାସ୍ତବତାର ରୂପ ନେଇପାରୁନିି। ଆନନ୍ଦ ବଜାରରେ ଅଭିଯୋଗ ପ୍ରକୋଷ୍ଠ ଖୋଲିବା ଲାଗି ମନ୍ଦିର ପ୍ରଶାସନ ଏକ ଗୁରୁତ୍ୱପୂର୍ଣ୍ଣ...

ଆରମ୍ଭ ହେଲା ରଥ ଭଙ୍ଗା

ପୁରୀ ଅଫିସ, ୨୬ା୭: ସିଂହଦ୍ୱାର ସମ୍ମୁଖରେ ଥିବା ତିନିରଥ ମଧ୍ୟରୁ ଶୁକ୍ରବାର ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଭଙ୍ଗା ଆରମ୍ଭ ହୋଇଛିି। ଭୋଇ ସର୍ଦ୍ଦାର ରବି ଭୋଇଙ୍କ ନେତୃତ୍ୱରେ ଏହା ଭଙ୍ଗା ଯାଉଛି। ଏହି କାମରେ ୧୦ ଜଣ ଭୋଇ...

କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି: ୧୭ ଆଦର୍ଶ ପର୍ଯ୍ୟଟନସ୍ଥଳୀ ତାଲିକାରେ ଜଗନ୍ନାଥ ମନ୍ଦିର, ସୂର୍ଯ୍ୟ ମନ୍ଦିରକୁ ସାମିଲ କରାଯାଉ

ଭୁବନେଶ୍ୱର, ୨୬।୭(ବ୍ୟୁରୋ): ଦେଶର ୧୭ଟି ଆଦର୍ଶ ପର୍ଯ୍ୟଟନସ୍ଥଳୀ ତାଲିକାରେ ପୁରୀ ଜଗନ୍ନାଥ ମନ୍ଦିର ଓ କୋଣାର୍କ ସୂର୍ଯ୍ୟ ମନ୍ଦିରକୁ ସାମିଲ କରାଯାଉ। ଏ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲଙ୍କୁ...

କଳାହାଣ୍ଡିରେ ନିର୍ମାଣ ହେବ ଏମ୍‌ଏସ୍‌ଏମ୍‌ଇ ପାର୍କ

ଭୁବନେଶ୍ୱର,୨୬।୭(ବ୍ୟୁରୋ): ସୂକ୍ଷ୍ମ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଏଇ)କୁ ପ୍ରୋତ୍ସାହନ ଦେବା ଲାଗି ରାଜ୍ୟ ସରକାର କଳାହାଣ୍ଡିରେ ଏମ୍‌ଏସ୍‌ଏମ୍‌ଏଇ ପାର୍କ ନିର୍ମାଣ କରିବେ। ଏଥିପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ଶେଷ ହୋଇଛି। ୧୧୬.୭୨ ଏକର ସରକାରୀ ଜମି ଓ ୩୦.୩୬ ଏକର ବେସରକାରୀ...

ଚଳିତ ବର୍ଷ ସ୍ପୋଟର୍‌ସ କମ୍ପ୍ଲେକ୍ସ ନିର୍ମାଣ ଯୋଜନା ନାହିଁ:ମନ୍ତ୍ରୀ

ଭୁବନେଶ୍ୱର,୨୬।୭(ବ୍ୟୁରୋ): ୨୦୧୯-୨୦ ଆର୍ଥିକ ବର୍ଷରେ କୌଣସି ଜିଲାରେ ସ୍ପୋଟର୍‌ସ କମ୍ପ୍ଲେକ୍ସ ହେବ ନାହିଁ। ବର୍ତ୍ତମାନ ରାଜ୍ୟରେ ୪ଟି ସାଟେଲାଇଟ୍‌ ଷ୍ଟାଡିୟମ(ଇଣ୍ଟିଗ୍ରେଟେଡ୍‌ ସ୍ପୋଟର୍‌ସ କମ୍ପ୍ଲେକ୍ସ) ନିର୍ମାଣ କାର୍ଯ୍ୟ ଚାଲୁ ରହିଛି। ନୂଆପଡ଼ା ଜିଲାରେ ଜିଲାସ୍ତରୀୟ ସ୍ପୋଟର୍‌ସ କମ୍ପ୍ଲେକ୍ସ କରିବା ପାଇଁ ଜିଲାପାଳଙ୍କଠାରୁ...

ରାଜନଗର ବ୍ଲକର ସବୁ ଗ୍ରାମକୁ ବିଦ୍ୟୁତ୍‌ ମିଳୁଛି, ୨୦୨୦ରେ ଶେଷ ହେବ କୁନ୍ଦୁପୁର ଗ୍ରୀଡ୍‌ କାର୍ଯ୍ୟ: ମନ୍ତ୍ରୀ

ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାଜ୍ୟରେ ଚଳିତ ବର୍ଷ ୫ଲକ୍ଷ ଉପଭୋକ୍ତାଙ୍କୁ ବିଦ୍ୟୁତ୍‌ ଯୋଗାଇ ଦିଆଯାଇଛି। ବିଦ୍ୟୁତ୍‌ ଯୋଗାଣ ପାଇଁ ଅର୍ଥର କୌଣସି ଅଭାବ ନାହିଁ। କେବଳ ଫନୀ ଯୋଗୁ ଟିକିଏ ଅସୁବିଧା ହୋଇଥିଲା। ବିଦ୍ୟୁତ୍‌ ଭିତ୍ତିଭୂମି କାର୍ଯ୍ୟ ମଧ୍ୟ ଦ୍ରୁତ ଗତିରେ ଚାଲିଛି...

୩ ବର୍ଷରେ ଓଏସ୍‌ଏଫ୍‌ଡିସି ଏସ୍‌ସି,ଏସ୍‌ଟି ଯୁବତୀଯୁବକଙ୍କୁ ୨୧୪୧.୪୬ ଲକ୍ଷ ଟଙ୍କା ସବ୍‌ସିଡି ଦେଇଛି

ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାଜ୍ୟର ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ତଥା ଅନ୍ୟ ଜିଲାରେ ବାସ କରୁଥିବା ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଯୁବତୀଯୁବକ ଏବଂ ସ୍ବୟଂସହାୟକ ଗୋଷ୍ଠୀମାନଙ୍କୁ ଆତ୍ମନିଯୁକ୍ତି ପାଇଁ ବିଭିନ୍ନ ଯୋଜନାରେ ବ୍ୟାଙ୍କରୁ ସବ୍‌ସିଡିରେ ଋଣ ଯୋଗାଇ ଦିଆଯାଉଛି। ଏହି ଋଣ ଓଡ଼ିଶା...

ମାଉଜର ଦେଖାଇ ଡାକ୍ତରଙ୍କ ଘରୁ ସୁନାଗହଣା, ୩ ଲକ୍ଷ ଟଙ୍କା, କାର ଲୁଟ୍‌

ଖୋର୍ଦ୍ଧା ଅଫିସ,୨୬।୭: ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ଲକ୍ଷ୍ମୀଧରପୁର ଗ୍ରାମରେ ଏକ ବଡ଼ ଧରଣର ଲୁଟ୍‌ ହୋଇଛି । ଦୁର୍ବୃତ୍ତମାନେ ମାଉଜର ଦେଖାଇ ସୁନାଗହଣା, ନଗଦ ୩ ଲକ୍ଷ ଟଙ୍କା ସହ ଗୋଟିଏ ମାରୁତି କାରକୁ ମଧ୍ୟ ଲୁଟି...

ଏମାର ମଠ ପାଚେରି ଭୁଶୁଡ଼ିଲା

ପୁରୀ ଅଫିସ,୨୬।୭: ପୁଣି ଭୁଶୁଡ଼ିଲା ଏମାର ମଠ ପାଚେରି। ପୁରୀର ଅନ୍ୟତମ ଏହି ପୁରୁଣା ମଠର ପାଚେରି ଗୁରୁବାର ହୋଇଥିବା ବର୍ଷାରେ ପ୍ରାୟ ୪ଫୁଟ ଭୁଶୁଡ଼ିି ପଡ଼ିିଛି। ସିଂହଦ୍ୱାର ସମ୍ମୁଖ ଦୋଳମଣ୍ଡପ ସାହି ପ୍ରବେଶ ପଥରୁ ଅଳ୍ପ କିଛି ବାଟ...

ପ୍ରାଣୀ ମିତ୍ର, କୃଷି ମିତ୍ର ପଦବୀ ପରୀକ୍ଷାର ବାହାରୁନି ଫଳାଫଳ

ଗୋପ, ୨୬।୭(ଡି.ଏନ୍‌.ଏ.) : ଓଡ଼ିଶା ଜୀବିକା ମିଶନ ଜରିଆରେ ଗୋପ ବ୍ଲକର ୩୧ଟି ପଞ୍ଚାୟତ ପାଇଁ ପ୍ରାଣୀ ମିତ୍ର ଓ କୃଷି ମିତ୍ର ପଦବୀ ଲାଗି ବିଜ୍ଞପ୍ତି ପ୍ରକାଶ ପାଇଥିଲା। ମାତ୍ର ଏଥିପାଇଁ ଆରମ୍ଭରୁ ଅନିୟମିତତା ହୋଇଥିବା ଦେଖାଦେଇଛି। ଗୋପ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri