ମେଟ୍ରୋ

୪ ବର୍ଷ ପରେ ଜେଲରୁ ମୁକୁଳିଲେ ସାରଥି

କଟକ ଅଫିସ, ୨୫।୭: ସାରଥି ଓରଫ୍‌ ସନ୍ତୋଷ ରାଉଳ ଗୁରୁବାର ଜେଲରୁ ମୁକୁଳିଛନ୍ତି। ସମସ୍ତ ୩ଟି ଯାକ ମାମଲାର ଜାମିନ୍‌ ପାଇବା ପରେ କଟକ ଚୌଦ୍ୱାର ଜେଲରୁ ସେ ବାହାରିଛନ୍ତି। ଗୁରୁବାର ସନ୍ଧ୍ୟାରେ କେନ୍ଦ୍ରାପଡ଼ା ଏସ୍‌ଡିଜେଏମ୍‌ କୋର୍ଟରୁ ରିଲିଜ୍‌ ଅର୍ଡର...

ବର୍ଷାରେ ଦବିଲା ରାସ୍ତା, ଇନ୍ଦ୍ରଦ୍ୟୁମ୍ନରେ ପଶିଲା ମଇଳା ପାଣି

ପୁରୀ ଅଫିସ, ୨୫ା୭: ବିପର୍ଯ୍ୟସ୍ତ ହୋଇପଡ଼ିିଛି ଶ୍ରୀକ୍ଷେତ୍ରର ଏକାଧିକ ଐତିହ୍ୟ ପୁଷ୍କରିଣୀ। ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଗୋଟିଏ ପରେ ଗୋଟିଏ ପୁଷ୍କରିଣୀର ସ୍ଥିତି ସଙ୍ଗିନ ହେବାରେ ଲାଗିଛି। ସବୁଠୁ ପରିତାପର ବିଷୟ ହେଉଛି ଶ୍ରୀକ୍ଷେତ୍ରର ପଞ୍ଚତୀର୍ଥ ମଧ୍ୟରୁ ଅନ୍ୟତମ ଇନ୍ଦ୍ରଦ୍ୟୁମ୍ନ...

ଆଜି ଜେଲରୁ ବାହାରି ପାରନ୍ତି ସାରଥି

କଟକ ଅଫିସ, ୨୫।୭: ସାରଥି ଓରଫ୍‌ ସନ୍ତୋଷ ରାଉଳ ଗୁରୁବାର ଜେଲରୁ ମୁକୁଳି ପାରନ୍ତି। କେନ୍ଦ୍ରାପଡ଼ା ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ବେଲ୍‌ ବଣ୍ଡ ଦାଖଲ ହୋଇଛି। ସେଠାରୁ ରିପୋର୍ଟ ଆସିବା ପରେ ସାରଥି ଜେଲରୁ ମୁକୁଳିବାର ସମ୍ଭାବନା ରହିଛି। ପୂର୍ବରୁ କେନ୍ଦ୍ରାପଡ଼ା...

ପ୍ରକାଶ ପାଇଲା ସ୍ବତନ୍ତ୍ର ଓଜେଇଇ ରେଜଲ୍ଟ

ଭୁବନେଶ୍ୱର, ୨୫।୭(ବ୍ୟୁରୋ): ଗୁରୁବାର ସ୍ବତନ୍ତ୍ର ଓଜେଇଇ ରେଜଲ୍ଟ ପ୍ରକାଶ ପାଇଛି। ୧୪୬୨୭ ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୧୪୬୨୨ ଜଣଙ୍କୁ ର଼୍ୟାଙ୍କ ମିଳିଛି। ବି.ଟେକରେ ରବୀନ୍ଦ୍ର ବେହେରା ଟପ୍ପର ହୋଇଥିବା ବେଳେ ଏମ୍‌ବିଏରେ ଚନ୍ଦନ ପାତ୍ର ଟପ୍ପର ହୋଇଛନ୍ତି। ସେହିପରି ଏମ୍‌ସିଏରେ...

ନଦୀର ଅଧାପାଣି ସମୁଦ୍ରକୁ ବୋହିଯାଉଛି: ହାତ ଟେକି ଦେଇଛନ୍ତି ସରକାର, ଜଳ ସଂରକ୍ଷଣକୁ ନେଇ ବିଧାନସଭାରେ ଉଦ୍‌ବେଗ

ଭୁବନେଶ୍ୱର,୨୫।୭(ବ୍ୟୁରୋ): ରାଜ୍ୟର ବିଭିନ୍ନ ନଦୀରୁ ଜଳ ସିଧାସଳଖ ସମୁଦ୍ରକୁ ବୋହିଯାଉଛି। ଏହାକୁ ରାଜ୍ୟ ସରକାର ସଂରକ୍ଷଣ କରିପାରୁନାହାନ୍ତି। ମହାନଦୀ ଉପରେ ଛତିଶଗଡ଼ ବ୍ୟାରେଜ ନିର୍ମାଣ କରି ପାଣି ଅଟକାଇବାକୁ ନେଇ ରାଜ୍ୟରେ ଶାସକ ଦଳ ତୁମ୍ବିତୋଫାନ କରୁଛି। ମାତ୍ର ରାଜ୍ୟର...

ନୂତନ ଆର୍‌ଡିସି କାର୍ଯ୍ୟାଳୟ ଖୋଲିବାକୁ ନେଇ ମନ୍ତ୍ରୀଙ୍କୁ ଘେରିଲେ ବିରୋଧୀ, ଏ ବିଷୟରେ ଅନୁଧ୍ୟାନ କରିବାକୁ ରାଜସ୍ବମନ୍ତ୍ରୀଙ୍କୁ ବାଚସ୍ପତିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୫।୭(ବ୍ୟୁରୋ): ୧୩ଟି ଜିଲା ଥିଲା, ସେଥିପାଇଁ ୩ଟି ରାଜସ୍ବ ଡିଭିଜନ କମିଶନର(ଆର୍‌ଡିସି) ଖୋଲାଯାଇଥିଲା। ୧୩ରୁ ୩୦ ଜିଲା ହେଲା ମାତ୍ର କୌଣସି ନୂଆ ଆର୍‌ଡିସି କାର୍ଯ୍ୟାଳୟ ଖୋଲିଲା ନାହିଁ। ଲୋକମାନେ ପ୍ରଶାସନିକ ସେବାରୁ ବଞ୍ଚିତ ହେଉଛନ୍ତି। ବିଶେଷକରି ଆଦିବାସୀ ଅଧ୍ୟୁଷିତ...

ରାଜ୍ୟରେ ମରୁଡ଼ିର ପଦଧ୍ୱନି; ବିଧାନସଭାରେ ଉଦ୍‌ବେଗ

ଭୁବନେଶ୍ୱର, ୨୫।୭(ବ୍ୟୁରୋ): ରାଜ୍ୟରେ ବର୍ଷା ନାହିଁ। ମରୁଡ଼ି ଦ୍ୱାରଦେଶରେ ପହଞ୍ଚିଲାଣି। ତଥାପି ସରକାର ଚେତୁ ନାହାନ୍ତି। ଚାଷୀ ଏ ପର୍ଯ୍ୟନ୍ତ ତଳି ରୋଇ ପାରିନାହାନ୍ତି। ମାଟି ଫାଟି ଆଁ କଲାଣି। ବର୍ଷା ହେଲେ ବି ଆଉ ଚାଷ ହେବା ସମ୍ଭବ...

ଲଘୁଚାପ: ୨ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର,୨୫।୭(ବ୍ୟୁରୋ): ରାଜ୍ୟରେ ଗତ ଦୁଇ ସପ୍ତାହ ହେବ ବର୍ଷା ଉଭାନ ହୋଇଯାଇଛି। କାଁ ଭାଁ କେଉଁଠି ଅସରାଏ କିମ୍ବା ଦି’ ଅସରା ବର୍ଷା ହେଉଛି। ତେବେ ଆସନ୍ତା ଦୁଇ ଦିନ ମଧ୍ୟରେ ପାଗରେ ପରିବର୍ତ୍ତନ ହେବ। ଉତ୍ତର-ପଶ୍ଚିମ, ପଶ୍ଚିମ କେନ୍ଦ୍ରୀୟ...

ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପ୍ରତିବାଦରେ ଜିଲା କଂଗ୍ରେସର ବିକ୍ଷୋଭ

ଭୁବନେଶ୍ୱର, ୨୫।୭(ବ୍ୟୁରୋ): ରାଜ୍ୟରେ ଶିଶୁ, ନାବାଳିକା, ନାରୀ ନିର୍ଯାତନା, ବଳାତ୍କାର ଓ ଗଣବଳାତ୍କାର, ଅପହରଣ, ନିଖୋଜ ଓ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି କ୍ରମାଗତ ଭାବେ ବୃଦ୍ଧି ପାଉଛି। ସରକାର ଏହା ଉପରେ ରୋକ ଲଗାଇବାରେ ବିଫଳ ହୋଇଛନ୍ତି। ଏହାର ପ୍ରତିବାଦରେ...

ବାରଙ୍ଗର ୪ ସରକାରୀ ଅଫିସକୁ ନାହିଁ ରାସ୍ତା

ନରାଜ,୨୫।୭(ଡି.ଏନ୍‌.ଏ.): ବାରଙ୍ଗ ବ୍ଲକ ଅନ୍ତର୍ଗତ ନରଣପୁରର ଇଟାଖାଲ ଭିତରେ ରହିଛି ରାଜ୍ୟ ସରକାରଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ଚାରୋଟି କାର୍ଯ୍ୟାଳୟ। ସେଗୁଡ଼ିିକ ହେଲା ଅଗ୍ନିଶମ କେନ୍ଦ୍ର, କୃଷି ପ୍ରଯୁକ୍ତି ପରିଚାଳନା ଅନୁଷ୍ଠାନ, ଉଦ୍ୟାନ କୃଷି କାର୍ଯ୍ୟାଳୟ ଓ ଉପନିବନ୍ଧକଙ୍କ କାର୍ଯ୍ୟାଳୟ। ଏହି...

ଡଙ୍ଗା ଯୋଗାଣରେ ଦୁର୍ନୀତି ଅଭିଯୋଗକୁ ବିିତିଲା ୩ ବର୍ଷ: ପୁନଃ ତଦନ୍ତ ଲାଗି ରାଜ୍ୟପାଳଙ୍କୁ ପତ୍ର

ଗୋପ,୨୫।୭(ଡି.ଏନ୍‌.ଏ.): ଗୋପରେ ୨୦୧୧ମସିହା ବନ୍ୟା ସମୟରେ ଗୋପ ବ୍ଲକ୍‌ରେ ଡଙ୍ଗା ଯୋଗାଣ ନାଁରେ ୧୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗକୁ ତିନି ବର୍ଷ ପୂରିଥିଲେ ସୁଦ୍ଧା ଏପର୍ଯ୍ୟନ୍ତ କାର୍ଯ୍ୟାନୁଷ୍ଠାନ ହୋଇପାରି ନାହିଁ। ତେବେ ଏହାର ପୁନଃ ତଦନ୍ତ...

୧୬ ନଂ. ଜାତୀୟ ରାଜପଥରେ ସ୍କୁଟି ପଛକୁ ପିଟିଲା କାର୍‌: ଶିକ୍ଷୟିତ୍ରୀ, ଅବସରପ୍ରାପ୍ତ ଶିକ୍ଷକଙ୍କ ମୃତ୍ୟୁ

ଯଁ।ଳା/ଜଟଣୀ,୨୫।୭(ଡି.ଏନ.ଏ.): ୧୬ ନଂ. ଜାତୀୟ ରାଜପଥର ଯଁ।ଳା ଫାଣ୍ଡି ଅନ୍ତର୍ଗତ ମହୁରା ଛକ ନିକଟରେ ବୁଧବାର ଅପରାହ୍ନ ସାଢ଼େ ୨ଟାରେ ସ୍କୁଟି ପଛକୁ କାର ଧକ୍କା ଦେବାରୁ ୨ ଜଣଙ୍କ ମୃତ୍ୟୁ ଘଟିଛି। ମତକଙ୍କ ମଧ୍ୟରୁ ଜଣେ ଶିକ୍ଷୟିତ୍ରୀ ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri