ମେଟ୍ରୋ

ଚାକିରି ଦେବା ନଁାରେ ଯୁବତୀଙ୍କୁ ବଳାତ୍କାର:ଅର୍ଥ ଲଗାଣକାରୀ ସଂସ୍ଥାର ଓଡ଼ିଶା ମୁଖ୍ୟ ଗିରଫ

କଟକ ରୋଡ,୪-୯(ଡି.ଏନ୍‌.ଏ.): ଜଣେ ଯୁବତୀଙ୍କୁ ଚାକିରି ଦେବା ନଁାରେ ହୋଟେଲରେ ବଳାତ୍କାର କରାଯାଇଛି। ପୀଡ଼ିତାଙ୍କ ଅଭିଯୋଗକ୍ରମେ ଲକ୍ଷ୍ମୀସାଗର ପୋଲିସ ଏକ ମାମଲା(ନଂ.୨୪୦/୧୯)ରୁଜୁ କରିବା ସହ ମଙ୍ଗଳବାର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲଣ କରିଛି। ସେ ହେଲେ ଉତ୍ତରପ୍ରଦେଶ ଭାପୁର...

ଫନୀ ମାଡ଼ରେ ଦୋହଲିଗଲା ବିଦ୍ୟୁତ୍‌ ଭିତ୍ତିଭୂମି; ଖାମଖିଆଲ ଓପିଟିସିଏଲ୍‌: ୧୫କୋଟି ବରବାଦ

ଭୁବନେଶ୍ୱର,୪-୯: ଗତ ମେ’ ୩ରେ ପୁରୀ ଉପକୂଳ ଛୁଇଁଥିବା ବାତ୍ୟା ‘ଫନୀ’ ପୁରୀ, ଖୋର୍ଦ୍ଧା ଓ କଟକ ଜିଲାରେ ବ୍ୟାପକ କ୍ଷତି କରିଥିଲା। ଏଥିରେ ଅଧିକ କ୍ଷତିଗ୍ରସ୍ତ ହୋଇଥିଲା ବିଦ୍ୟୁତ୍‌ ଭିତ୍ତିଭୂମି। ହଜାର ହଜାର ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗି ନଷ୍ଟ...

ରାଜଧାନୀରେ ନକଲି ତେଲ, ଘିଅ କାରଖାନା ଠାବ: ପୂଜକଙ୍କ ସମେତ ୪ ଅଟକ

କଟକ ରୋଡ୍‌,୩।୯(ଡି.ଏନ୍‌.ଏ.): କମିଶନରେଟ ପୋଲିସର ସ୍ପେଶାଲ ସ୍କ୍ବାର୍ଡ ଓ ଲକ୍ଷ୍ମୀସାଗର ଥାନା ପୋଲିସ ମଙ୍ଗଳବାର ଲକ୍ଷ୍ମୀସାଗର ଥାନା ଅଧୀନ ହାଉସିଂ ରୋଡ୍‌ ଷ୍ଟେଜ୍‌-୧ ଅଞ୍ଚଳରେ ଚଢ଼ାଉ କରି ବହୁ ପରିମାଣର ନକଲି ରାଶି ଓ ଜଡାତେଲ ସହ ପୂଜାରେ ବ୍ୟବହୃତ...

ଗଣେଶ ପୂଜା ପାଇଁ ଟ୍ରାଫିକ କଟକଣା କୋହଳ: ଜରିମାନା ବଦଳରେ ସଚେତନ କଲେ ପୋଲିସ

ଭୁବନେଶ୍ୱର,୩।୯(ବ୍ୟୁରୋ): ସାରା ଦେଶରେ ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ଉଲ୍ଲଂଘନକାରୀଙ୍କଠାରୁ ୧୦ଗୁଣା ପର୍ଯ୍ୟନ୍ତ ଜରିମାନା ଆଦାୟ ଆରମ୍ଭ ହୋଇଛି। ରବିବାର ପ୍ରଥମ ଦିନରେ ଯାଞ୍ଚ କଡାକଡି କରାଯିବାରୁ ନିୟମ ମାନୁ ନ ଥିବା ଲୋକେ ୨ଲକ୍ଷ...

ବରମୁଣ୍ଡାରୁ ପଳାଶୁଣୀ ନୋ ଓଭରଟେକିଂ ଜୋନ

ଭୁବନେଶ୍ୱର,୩।୯(ବ୍ୟୁରୋ): ବାଇକ ଓ କାର ଚାଳକଙ୍କ ପରେ କମିଶନରେଟ ପୋଲିସର ନଜର ଏବେ ବସ୍‌ ଉପରେ। ବସ୍‌ ପାଇଁ କଡାକଡି କଟକଣା ଲାଗୁ ହୋଇଛି। ବରମୁଣ୍ଡାରୁ ପଳାଶୁଣୀ ପର୍ଯ୍ୟନ୍ତ ଜାତୀୟ ରାଜପଥକୁ ନୋ ଓଭରଟେକିଂ ଜୋନ୍‌ କରାଯାଇଛି। ସୋମବାର ଅପରାହ୍ନରେ...

୪୦ତମ ପ୍ରତିଷ୍ଠା ଦିବସ ପାଳିବ ଓଟିଡିସି: ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିପାରୁନି ‘ପାନ୍ଥନିବାସ’

ଭୁବନେଶ୍ୱର,୩।୯(ବ୍ୟୁରୋ): ୨୦୨୦ ମସିହା ସୁଦ୍ଧା ଓଡିଶାକୁ ୨.୫ କୋଟି ପର୍ଯ୍ୟଟକଙ୍କୁ ଆଣିିବା ନିମନ୍ତେ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର। ଏଥିଲାଗି ଇକୋ ଟୁରିଜମ୍‌ଠାରୁ ଆରମ୍ଭକରି ପ୍ୟାଲେସ୍‌ ଟୁରିଜମ୍‌ ପର୍ଯ୍ୟନ୍ତ ବିଭିନ୍ନ କ୍ଷେତ୍ରରେ ପର୍ଯ୍ୟଟନକୁ ବ୍ୟାପକ କରାଯାଉଛି। ରାଜ୍ୟ ଓ ଦେଶ...

ରେଲଓ୍ବେ ପକ୍ଷରୁ ସ୍ବତନ୍ତ୍ର ତୀର୍ଥଯାତ୍ରା ପ୍ୟାକେଜ: ସବୁ ଶନିବାର ଭୁବନେଶ୍ୱରରୁ ତିରୁମାଲା

ଭୁବନେଶ୍ୱର, ୩।୯(ବ୍ୟୁରୋ): ଓ୍ବିକେଣ୍ଡକୁ ଧାର୍ମିକ ପରିବେଶରେ କାଟିବାକୁ ଚାହୁଁଥିବା ଲୋକମାନଙ୍କ ପାଇଁ ଆଇଆରସିଟିସି ଆଣିଛି ତିରୁମାଲା ସ୍ବତନ୍ତ୍ର ଦର୍ଶନ ପ୍ୟାକେଜ। ୩ ଦିନ ୪ ରାତି ବିଶିଷ୍ଟ ଏହି ଟୁର ପ୍ୟାକେଜରେ ତିରୁମାଲା ପର୍ବତ ସହ ଅନ୍ୟାନ୍ୟ ଦର୍ଶନୀୟ ସ୍ଥାନ...

ଜମି ଅଡ଼ୁଆ: ଆଗେଇପାରୁନି ମେଗା ତୈଳବୀଜ ବିହନ ହବ୍‌

ଭୁବନେଶ୍ୱର, ୩।।୯ (ବ୍ୟୁରୋ): ଡାଲିଜାତୀୟ ଫସଲ ଉତ୍ପାଦନ ବୃଦ୍ଧି ପାଇଁ ଓଡ଼ିଶାରେ ଏକ ମେଗା ତୈଳବୀଜ ବିହନ ହବ୍‌ ସ୍ଥାପନ କରିବାକୁ ରାଜ୍ୟ ସରକାର କେନ୍ଦ୍ର ନିକଟରେ ଦାବି କରିଆସୁଥିଲେ। ତେବେ ଏଥିପାଇଁ ଆବଶ୍ୟକ ଜମି ମିଳୁ ନ ଥିବାରୁ...

ବାରିଷ୍ଟର ରଣଜିତ୍‌ ମହାନ୍ତିଙ୍କ ଶ୍ରାଦ୍ଧୋତ୍ସବ ଓ ସ୍ମାରକୀ ବକ୍ତୃତା:ଆଇନ ଶିକ୍ଷାରେ ବିପ୍ଳବ ଆଣିଥିଲେ ରଣଜିତ୍‌ ମହାନ୍ତ

କଟକ ଅଫିସ,୩।୯: ଦେଶରେ ଆଇନ ଶିକ୍ଷାରେ ବିପ୍ଳବ ଆଣିଥିଲେ ବାରିଷ୍ଟର ରଣଜିତ୍‌ ମହାନ୍ତି। ତାଙ୍କ ପ୍ରଚେଷ୍ଟାରେ ବାଙ୍ଗାଲୋରରେ ପ୍ରଥମ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ହୋଇପାରିଥିଲା। ପାଞ୍ଚବର୍ଷିଆ ଆଇନ ପାଠ୍ୟକ୍ରମ ପ୍ରଚଳନ ରଣଜିତ୍‌ଙ୍କ ମାନସ ସନ୍ତାନ ବୋଲି ଆଇନ ମନ୍ତ୍ରୀ...

ବଜ୍ରପାତପ୍ରବଣ ରାଜ୍ୟ ଓଡ଼ିଶା: ୪ମାସରେ ୯ଲକ୍ଷ ଥର ବଜ୍ରପାତ

ଭୁବନେଶ୍ୱର, ୩।୯(ବ୍ୟୁରୋ): ଏକ ବଜ୍ରପାତ ପ୍ରବଣ ରାଜ୍ୟ ହୋଇ ମଧ୍ୟ ଓଡ଼ିଶା ଏହାର ମୁକାବିଲା କରିବାରେ ସଫଳ ସାବ୍ୟସ୍ତ ହୋଇଛି। ଆବଶ୍ୟକ ପଦକ୍ଷେପ ଏବଂ ଉଚିତ ସତର୍କତା ଗ୍ରହଣ କରାଯିବା ଫଳରେ ବଜ୍ରପାତ ଭଳି ଏକ ପ୍ରାକୃତିକ ବିପର୍ଯ୍ୟୟରୁ ଯଥାସମ୍ଭବ...

୨ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ: ୬ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର, ୩।୯(ବ୍ୟୁରୋ):ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ରବିବାର ରାତିରୁ ସୋମବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ସୁନ୍ଦରଗଡ଼ରେ...

ବିଶ୍ବ ନାରିକେଳ ଦିବସ ପାଳିତ: ଫନୀ କ୍ଷତିଗ୍ରସ୍ତ ନଡ଼ିଆଚାଷୀଙ୍କୁ କେନ୍ଦ୍ର ଦେବ ସହାୟତା

ଭୁବନେଶ୍ୱର, ୩।୯(ବ୍ୟୁରୋ): ବାତ୍ୟା ଫନୀରେ କ୍ଷତିଗ୍ରସ୍ତ ନଡ଼ିଆ ଚାଷୀଙ୍କୁ କେନ୍ଦ୍ର ସରକାର ସହାୟତା ପ୍ରଦାନ କରିବେ। ଏଥିପାଇଁ ବିସ୍ତୃତ ରିପୋର୍ଟ ପ୍ରଦାନ ଲାଗି ରାଜ୍ୟ ସରକାରଙ୍କୁ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର କହିଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri