ମେଟ୍ରୋ

୧୭ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ, ଜଣେ ଗିରଫ

ଜଟଣୀ, ୨୩।୭(ଡି.ଏନ୍‌.ଏ.): ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ଖୋର୍ଦ୍ଧା ଜିଲା ଜଟଣୀ କୁଦିଆରି ଦଳିତ ସାହିରୁ ମଙ୍ଗଳବାର ୧୭ ଗ୍ରାମ୍‌ ବ୍ରାଉନ୍‌ସୁଗାର ସହ ନଗଦ ୬ ହଜାର ୪ଶହ ଟଙ୍କା ଜବତ ହୋଇଛି। ଏହି କାରବାରରେ ସମ୍ପୃକ୍ତ ପ୍ରଶାନ୍ତ...

ବିଭିନ୍ନ ଦାବିନେଇ ଭାରତ ଗ୍ୟାସ ଡିପୋ ସମ୍ମୁଖରେ ଶ୍ରମିକଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଖୋର୍ଦ୍ଧା ଅଫିସ,୨୩।୭: ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ଥିବା ଭାରତ ଗ୍ୟାସ ଡିପୋ ସମ୍ମୁଖରେ ମଙ୍ଗଳବାର ଠିକା ଶ୍ରମିକଙ୍କ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯାଇଛି । ୧୭ ଜଣ ଛଟେଇ ଶ୍ରମିକଙ୍କୁ ପୁନଃ ନିଯୁକ୍ତି, ଠିକା ଶ୍ରମିକ ନିୟମ ଅନୁସାରେ ସମାନ କାମକୁ...

ଖୋର୍ଦ୍ଧା ତହସିଲ ଅଞ୍ଚଳର ବେଆଇନ ପଥରଖଣି, କ୍ରଶର ଉପରେ କ୍ରାଇମବ୍ରାଞ୍ଚ ପକ୍ଷରୁ ଚଢ଼ାଉ

ଖୋର୍ଦ୍ଧା ଅଫିସ,୨୩।୭: ଖୋର୍ଦ୍ଧା ତହସିଲ ଅଞ୍ଚଳର ବିଭିନ୍ନ ବେଆଇନ ପଥର ଖଣି ଓ କ୍ରଶର ଉପରେ କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌ ପକ୍ଷରୁ ମଙ୍ଗଳବାର ଚଢ଼ାଉ ଜାରିରହିଛି। ଏକକାଳୀନ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ର ୩ଟି ଟିମ୍‌ ଚଢ଼ାଉ ଜାରି ରଖିଥିବାବେଳେ ଶ୍ରମିକମାନେ କାର୍ଯ୍ୟବନ୍ଦକରି ଖଣି...

ରାସ୍ତାକଡ଼ରୁ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

କଟକ ଅଫିସ, ୨୩।୭: କଟକ ରାଣୀହାଟ ପୋଲ ନିକଟ ତାଳଦଣ୍ଡା କେନାଲ ରାସ୍ତା କଡ଼ରୁ ମଙ୍ଗଳବାର ସକାଳେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ତାଙ୍କ ପରିଚୟ ମିଳିପାରି ନାହିଁ। ତେବେ ସୋମବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ତାଙ୍କୁ...

ଶ୍ରାବଣ ମାସ ପ୍ରଥମ ସୋମବାର ଶ୍ରୀଲିଙ୍ଗରାଜଙ୍କ ପୀଠରେ ୩ ହଜାର କାଉଡ଼ିଆ

ପୁରୁଣା ଭୁବନେଶ୍ୱର,୨୩। ୭(ଡି.ଏନ.ଏ.): ଶ୍ରାବଣ ମାସର ପ୍ରଥମ ସୋମବାରରେ ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କୁ ପ୍ରାୟ ୩ ହଜାର ୪୦ ଜଣ କାଉଡ଼ିଆ ଜଳଲାଗି କରିଥିବା ପ୍ରଶାସନ ସୂତ୍ରରୁ ପ୍ରକାଶ। ଶ୍ରାବଣ ୪ ପାଳି ପାଇଁ ପ୍ରସ୍ତୁତ ହୋଇଥିବା ସ୍ବତନ୍ତ୍ର ନୀତି ନିର୍ଘଣ୍ଟ...

ପ୍ରଶାସନ ପକ୍ଷରୁ ୨ୟ ପର୍ଯ୍ୟାୟ ଉଚ୍ଛେଦ ମାଟିରେ ମିଶିଲା ଛୋଟାଙ୍କ ଆଉ ୨୪ ବଖରା

ଖୋର୍ଦ୍ଧା ଅଫିସ,୨୨। ୭ ବ୍ରାଉନସୁଗାର ଓ ପଥର ବ୍ୟବସାୟୀ ସୁଧାଂଶୁ ପରିଡା ଓରଫ ଛୋଟା ଏସଟିଏଫ ରିମାଣ୍ଡ ଅବଧି ସରିଲା ପରେ ଏବେ ଖୋର୍ଦ୍ଧା ସବ୍‌ଜେଲରେ ଅଛନ୍ତି। ଏଭଳିସ୍ଥଳେ ପ୍ରଥମ ପର୍ଯ୍ୟାୟରେ ଛୋଟାଙ୍କ ୧୪ ବଖରା ଉଚ୍ଛେଦ ହୋଇଥିବାବେଳେ ୨ୟ...

ସିଦ୍ଧ ମହାବୀର ମନ୍ଦିର ହୁଣ୍ଡିରୁ ଲକ୍ଷାଧିକ ଟଙ୍କା ଚୋରି

ପୁରୀ ଅଫିସ, ୨୩।୭ : ପୁରୀ ଜିଲାର ପ୍ରସିଦ୍ଧ ସିଦ୍ଧ ମହାବୀର ମନ୍ଦିର ହୁଣ୍ଡିରୁ ସୋମବାର ବିଳମ୍ବିତ ରାତିରେ ଲକ୍ଷାଧିକ ଟଙ୍କା ଚୋରି ହୋଇଛି। ଏ ନେଇ ମନ୍ଦିର କର୍ତ୍ତୃପକ୍ଷ ପକ୍ଷରୁ ମଙ୍ଗଳବାର ତାଳବଣିଆ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ...

ଶିକ୍ଷାର ଉନ୍ନତି ପାଇଁ ଭାରତକୁ ସହଯୋଗ କରିବ ଚାଇନା

ଭୁବନେଶ୍ୱର, ୨୩।୭(ବ୍ୟୁରୋ): ଚାଇନାର କନସୁଲ୍‌ ଜେନେରାଲ୍‌ ଝା ଲିଉ ଓ ତାଙ୍କର ପତ୍ନୀ ଝେଙ୍ଗ ହୁଇକୁନ୍‌ ସୋମବାର ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ ପରିଦର୍ଶନ କରିଛନ୍ତି। ସାଇ ଇଣ୍ଟରନ୍ୟାଶନାଲ୍‌ର ଫାଉଣ୍ଡର ଡ. ବିଜୟ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଝା...

ଶିକ୍ଷା ସବୁ ସମସ୍ୟାର ସମାଧାନ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଶିକ୍ଷା ସମସ୍ତ ସମସ୍ୟାର ସମାଧାନ କରିପାରେ। ଉପଯୁକ୍ତ ଶିକ୍ଷା ପାଇପାରିଲେ ଜୀବନରେ ଶାନ୍ତି ଓ ସଫଳତା ମିଳେ। ଶିକ୍ଷା ସମସ୍ତଙ୍କର ଅଧିକାର ବୋଲି କହିଛନ୍ତି ଭାରତରେ ଅବସ୍ଥାପିତ ସୁଇଜରଲାଣ୍ଡ ରାଷ୍ଟ୍ରଦୂତ ଏବଂ ମିଶନ୍‌ ମୁଖ୍ୟ ଡ. ଆନେଡ୍ରେସ୍‌ ବମ୍‌।...

ଲୋକଙ୍କ ଅକ୍ତିଆରରେ ‘ମୋ ସାଇକେଲ’

ଭୁବନେଶ୍ୱର, ୨୩।୭(ବ୍ୟୁରୋ): ଭୁବନେଶ୍ୱରରେ ହକି ବିଶ୍ୱକପ୍‌ ଆରମ୍ଭ ହେବା ପୂର୍ବରୁ କ୍ୟାପିଟାଲ ରିଜିୟନ୍‌ ଅର୍ବାନ ଟ୍ରାନ୍ସପୋର୍ଟ ପକ୍ଷରୁ ମୋ ସାଇକେଲ ଓ ମୋ ବସ୍‌କୁ ଉଦ୍‌ଘାଟନ କରାଯାଇଥିଲା। ସହରବାସୀଙ୍କୁ ସୁସ୍ଥ ରଖିବା ସହ ବାହାରୁ ଆସିଥିବା ବିଦେଶୀ ପର୍ଯ୍ୟଟକଙ୍କ ସ୍ବାଧୀନତାର...

ଅଗଷ୍ଟରେ ଆସିବେ ଆନ୍ନାକୋଣ୍ଡା, ନାଇହର୍ନ କୁମ୍ଭୀର, ଜିରାଫ

ନରାଜ,୨୩।୭(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସନ୍ତା ଅଗଷ୍ଟ ଶେଷ ସୁଦ୍ଧା ଅନେକ ନୂଆ ଅତିଥି ଆସିବେ। ସେଥିରୁ ଚେନ୍ନାଇର କ୍ରୋକୋଡାଇଲ ବ୍ୟାଙ୍କସ ଟ୍ରଷ୍ଟ ଚେନ୍ନାଇରୁ ଏକ ହଳ ସବୁଜ ଓ ଏକ ହଳ ହଳଦୀ ରଙ୍ଗର ଆନ୍ନାକୋଣ୍ଡା ଅଣାଯିବ। ଗତ...

ଜଗମୋହନ ମରାମତି ମାମଲା: ଆମିକସ୍‌ କ୍ୟୁରୀଙ୍କ ପକ୍ଷରୁ କ୍ଷୟକ୍ଷତି ରିପୋର୍ଟ ଦାଖଲ

କଟକ ଅଫିସ,୨୩।୭: ବାତ୍ୟା ଫନୀରେ ଶ୍ରୀମନ୍ଦିରରେ ହୋଇଥିବା ବିଭିନ୍ନ କ୍ଷୟକ୍ଷତିକୁ ନେଇ ସୋମବାର ଆମିକସ୍‌ କ୍ୟୁରୀ ଏନ୍‌. କେ. ମହାନ୍ତିଙ୍କ ପକ୍ଷରୁ ହାଇକୋର୍ଟରେ ଏକ ବିସ୍ତୃତ ରିପୋର୍ଟ ଦାଖଲ ହୋଇଛି। ମନ୍ଦିରର କେଉଁଠି କ୍ଷତିଘଟିଛି ଏବଂ ଏହାର ମରାମତି କେତେଦୂର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri