ମେଟ୍ରୋ

କୁଖ୍ୟାତ ନିଶା ମାଫିଆ ସୁଧାଂଶୁଙ୍କ ଦ୍ୱାରିକାନଗର ବେଆଇନ ଘର ଉଚ୍ଛେଦ

ଖୋର୍ଦ୍ଧା ଅଫିସ, ୨୨।୭(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲାର କୁଖ୍ୟାତ ନିଶା ମାଫିଆ ସୁଧାଂଶୁ ପରିଡ଼ା ଓରଫ ଛୋଟାଙ୍କ ଗୁରୁଜଙ୍ଗ ଜବରଦସ୍ତପୁର ଦ୍ୱାରିକାନଗରରେ ଥିବା ବେଆଇନ ଘରକୁ ପ୍ରଶାସନ ପକ୍ଷରୁ ସୋମବାର ଦ୍ୱିତୀୟ ପର୍ଯ୍ୟାୟରେ ଉଚ୍ଛେଦ କରାଯାଉଛି। ଏଠାରେ ଛୋଟାଙ୍କର ୨୪ ବଖରାଘର...

୨୪ରୁ ବଢ଼ିବ ବର୍ଷା

ଭୁବନେଶ୍ୱର, ୨୨।୭(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଉକ୍ତ ଅଞ୍ଚଳଗୁଡ଼ିକ ହେଲା ବରଗଡ଼, ସମ୍ବଲପୁର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼ ଓ କନ୍ଧମାଳ। ଏଥିସହିତ ୨୪ ତାରିଖରୁ ବର୍ଷାର...

କମରପଦା-କିଶୋରନଗର ଆର୍‌ଡି ରାସ୍ତା ଦବିଲା

କଟକସଦର,୨୨।୭(ଡି.ଏନ୍‌.ଏ.): କଟକ ଗ୍ରାମ୍ୟ ଉନ୍ନୟନ ଡିଭିଜନ ଅନ୍ତର୍ଗତ କମରପଦା-କିଶୋରନଗର ଆର୍‌ଡି ରାସ୍ତାର କିଛି ଅଂଶ ସୋମବାର ସକାଳେ ଦବିଯାଇଛି। ବାଙ୍କାବଜାର ନିକଟରେ ୧୫ ଫୁଟ ଲମ୍ବ ପିଚୁ ରାସ୍ତା ଦବିଯିବାରୁ ଯାତାୟାତ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି। ଏହି ରାସ୍ତା ଦେଇ...

ଚାଓମିନ୍‌ ଫ୍ୟାକ୍ଟ୍ରିରେ ଶିଶୁ ଶ୍ରମିକଙ୍କୁ ନିର୍ଯାତନା : କାମ ନ କରିବାରୁ ମାଡ଼ ଦେଲେ ହେଡ୍‌ ମିସ୍ତ୍ରି

ଭୁବନେଶ୍ୱର,୨୨ା୭(ବ୍ୟୁରୋ) : ଏୟାରଫିଲ୍ଡ ଥାନା ସୁନ୍ଦରପଦା, ବୋତଣ୍ଡା, ଆଦିତ୍ୟନଗରରେ ଥିବା ଏକ ଚାଉମିନ୍‌ ଫ୍ୟାକ୍ଟ୍ରିରେ ଜଣେ ୧୨ ବର୍ଷର ନାବାଳକଙ୍କୁ ନିର୍ଯାତନା ଦିଆଯାଉଥିଲା। ଏପରିକି ସେ କାମ ନ କରିବାରୁ ତାଙ୍କୁ ଫ୍ୟାକ୍ଟ୍ରିରେ କାମ କରୁଥିବା ଜଣେ ହେଡ୍‌ମିସ୍ତ୍ରୀ ନିର୍ଘାତ...

୩ ମାସରେ ୫୦୨ ଝିଅ ନିଖୋଜ : ଭୁବନେଶ୍ୱର, କଟକ ସ୍ଥିତି ଉଦ୍‌ବେଗଜନକ

ଭୁବନେଶ୍ୱର, ୨୨ା୭(ବ୍ୟୁରୋ) : ରାଜ୍ୟରେ ବଢୁଛି ନିଖୋଜ ଝିଅଙ୍କ ସଂଖ୍ୟା। ଚଳିତ ବର୍ଷ ଜାନୁୟାରୀରୁ ମାର୍ଚ୍ଚ ମାସ ମଧ୍ୟରେ ୫୦୨ଜଣ ଝିଅ ନିଖୋଜ ହୋଇଛନ୍ତି। ସେଥିମଧ୍ୟରୁ ୭୯ ଜଣଙ୍କ ସନ୍ଧାନ ମିଳିଛି। ଏନେଇ ମଧ୍ୟ ୪୫୫ଟି ମାମଲା ରୁଜୁ ହୋଇଛି।...

ଖର୍ଚ୍ଚ ହୋଇପାରୁନାହିଁ ବିଜୁ କେବିକେ ଅର୍ଥ : ବିଧାୟକ ପାଣ୍ଠିରୁ ଖର୍ଚ୍ଚ ହୋଇଛି ମାତ୍ର ୬୫ ପ୍ରତିଶତ

ଭୁବନେଶ୍ୱର,୨୨ା୭(ବ୍ୟୁରୋ) : ରାଜ୍ୟର ପଛୁଆ ଜିଲାଗୁଡ଼ିକର ବିକାଶ ପାଇଁ ଅନେକ ଯୋଜନା ହୋଇଛି। ଏଥିପାଇଁ ପ୍ରତି ଆର୍ଥିକ ବର୍ଷରେ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ଭାବେ ଅନୁଦାନ ବ୍ୟବସ୍ଥା ମଧ୍ୟ ରହୁଛି। ହେଲେ ଆଶ୍ଚର୍ଯ୍ୟର ବିଷୟ, କୌଣସି ବର୍ଷରେ ଅନୁଦାନ...

ଗତ ୫ ବର୍ଷରେ ଖଣି ରାଜସ୍ବ ଆଦାୟ : ଧାର୍ଯ୍ୟ ଲକ୍ଷ୍ୟ ପୂରଣ ହୋଇପାରିଲା ନାହିଁ

ଭୁବନେଶ୍ୱର,୨୨ା୭(ବ୍ୟୁରୋ) : ୨୦୧୮-୧୯ ଆର୍ଥିକ ବର୍ଷରେ ଖଣି ରାଜସ୍ବ ଆଦାୟ ବାବଦକୁ ଧାର୍ଯ୍ୟ ଲକ୍ଷ୍ୟ ବୃଦ୍ଧି ପାଇଛି। ସରକାର ୨୦୧୮-୧୯ ବର୍ଷରେ ୭୧୦୦ କୋଟି ଟଙ୍କାର ଖଣି ରାଜସ୍ବ ଆଦାୟ ଲାଗି ଲକ୍ଷ୍ୟ ରଖିଥିବା ବେଳେ ଏହା ବୃଦ୍ଧି ପାଇ...

ଏଚ୍‌ଆଇଭି ସଂକ୍ରମିତ ନାବାଳିକାଙ୍କୁ ଯୌନ ନିର୍ଯାତନା ଘଟଣା

କଟକ ଅଫିସ, ୨୨ା୭ : କଳାହାଣ୍ଡି ଜିଲା ଭବାନୀପାଟଣା ଅଞ୍ଚଳରେ ଥିବା ଏକ ଆଶ୍ରମରେ ଜଣେ ଏଚ୍‌ଆଇଭି ସଂକ୍ରମିତ ନାବାଳିକାଙ୍କୁ ଯୌନ ନିର୍ଯାତନା ଦିଆଯାଇଥିବା ନେଇ ଗତ ଶନିବାର ତାଙ୍କ ମା’ ଅଭିଯୋଗ କରିଥିଲେ। ତେବେ ଏ ନେଇ ପୋଲିସ...

ଡକାୟତି ଯୋଜନା: ଗିରଫ ହେଲେ ୭ ଅଭିଯୁକ୍ତ

ବାରଙ୍ଗ,୨୨ା୭(ଡି.ଏନ୍‌.ଏ.) : ବାରଙ୍ଗ ଥାନା ଅଞ୍ଚଳରେ ଶନିବାର ରାତିରେ ଡକାୟତି ପାଇଁ ଯୋଜନା ଚାଲିଥିବାବେଳେ ପୋଲିସ ହାବୁଡରେ ୭ଜଣ ଧରାପଡିଛି। ରବିବାର ସେମାନଙ୍କ ବିରୋଧରେ ୧୧୮/୧୯ନଂରେ ଏକ ମାମଲା ରୁଜୁକରି କୋର୍ଟଚାଲାଣ କରିଛି। ଅଭିଯୁକ୍ତମାନେ ହେେଲେ ଏହି ଥାନା ଅଧୀନ...

କାକଟପୁର ମଙ୍ଗଳାମନ୍ଦିରରେ ଫାଟ : ଦେବୋତ୍ତର ବିଭାଗର ଅଣଦେଖା

କାକଟପୁର, ୨୨ା୭(ଡି.ଏନ୍‌.ଏ.) : ପୁରୀ ଜିଲା କାକଟପୁରସ୍ଥିତ ମା’ମଙ୍ଗଳାଙ୍କ ମନ୍ଦିରରେ ଫାଟ। ପ୍ରାୟ ପଞ୍ଚଦଶ ଶତାବ୍ଦୀର ଏହି ମନ୍ଦିର ମରାମତି ଓ ରକ୍ଷଣାବେକ୍ଷଣ ଅଭାବରୁ ଭୁଷୁଡ଼ିବା ଆଶଙ୍କା ସୃଷ୍ଟି ହୋଇଛି। ମନ୍ଦିର ଦକ୍ଷିଣ ଦ୍ୱାର ଉପରେ ପଥର ଭାଙ୍ଗି ବିପଜ୍ଜନକ...

୨ ଅପରାଧ ଘଟଣାରେ ୭ ଗିରଫ : ବ୍ରାଉନ୍‌ସୁଗାର, ବିପୁଳ ଟଙ୍କା, ମାରଣାସ୍ତ୍ର ଜବତ

ଜଟଣୀ,୨୨ା୭(ଡି.ଏନ.ଏ.) : ପୃଥକ୍‌ ଦୁଇ ଅପରାଧ ଘଟଣା ଚୋରା ବ୍ରାଉନ୍‌ସୁଗାର କାରବାର ଓ ଡକାୟତି ଯୋଜନା କରୁଥିବା ସମୟରେ ଜଟଣୀ ଥାନା ପୋଲିସ ଚଢାଉ କରି ୭ ଜଣଙ୍କୁ ରବିବାର ଗିରଫ କରିଛି। ବ୍ରାଉନ୍‌ସୁଗାର ଚୋରାରେ ବିକ୍ରୟ କରୁଥିବା ଖବରପାଇ...

‘ଅସ୍ତାରୁଣର ସୁରଭି’ ଲୋକାର୍ପିତ

ଭୁବନେଶ୍ୱର,୨୨ା୭(ବ୍ୟୁରୋ) : କଳିଙ୍ଗ ଲିଟେରାରୀ ଫେଷ୍ଟିଭାଲ୍‌ର ତୃତୀୟ ଦିବସରେ ଲେଖିକା ସୌମ୍ୟା ସାରସ୍ବତା ପଣ୍ଡାଙ୍କର ଉପନ୍ୟାସ ‘ଅସ୍ତାରୁଣର ସୁରଭି’ ଲୋକାର୍ପିତ ହୋଇଛି। କାର୍ଯ୍ୟକ୍ରମରେ ଗମ୍ଭୀର ବନାମ ଲୋକପ୍ରିୟ ସାହିତ୍ୟ ଓ ପାଠକୀୟ ଆଦୃତି ତଥା ଉଦୀୟମାନ ଓଡ଼ିଆ ଲେଖକମାନଙ୍କ ଦୃଷ୍ଟିକୋଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri