ମେଟ୍ରୋ

ଆଜିଠୁ ପ୍ରଣାମ ମହାନଦୀ କାର୍ଯ୍ୟକ୍ରମ

କଟକ ଅଫିସ, ୨୧।୭: ମହାନଦୀ ବଞ୍ଚାଅ ଆନ୍ଦୋଳନ ପକ୍ଷରୁ ମହାନଦୀର ନିର୍ମଳ ଓ ନିରନ୍ତର ପ୍ରବାହ ପାଇଁ ରବିବାର ପ୍ରଣାମ ମହାନଦୀ କାର୍ଯ୍ୟକ୍ରମ ଆରମ୍ଭ ହେବ। ସମୁଦ୍ର ବୁଡାଳି ସବିର ବକ୍ସ ଓ ତାଙ୍କ ସାଥୀମାନଙ୍କ ଦ୍ୱାରା ଯୋବ୍ରା ଘାଟରେ...

କମଳା, ଦୈତାରି, ଡି. ପ୍ରକାଶଙ୍କୁ ରୁଚି ଦେଶଜ୍ୟୋତି ସମ୍ମାନ

କଟକ ଅଫିସ,୨୧।୭: କଟକ ଶହୀଦଭବନଠାରେ ୨୩ତମ ରୁଚି ପ୍ରତିଭା ସମ୍ମାନ ସମାରୋହ ଶନିବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ରୁଚି ପ୍ରତିଭା ପାଉଣ୍ଡେଶନ ପକ୍ଷରୁ ଅନୁଷ୍ଠିତ ଏହି ସମାରୋହକୁ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡଙ୍ଗୀ ଉଦ୍‌ଘାଟନ କରି କହିଲେ, ପଥରକୁ ଯଦି...

ପ୍ରିୟଙ୍କାଙ୍କୁ ଅଟକ ପ୍ରତିବାଦରେ ବିକ୍ଷୋଭ: ୟୁପି ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

କଟକ ଅଫିସ,୨୧।୭: କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ଉତ୍ତର ପ୍ରଦେଶ (ୟୁପି) ପୋଲିସ ଅଟକ ରଖିବା ପ୍ରତିବାଦରେ କଟକ ଜିଲା କଂଗ୍ରେସ କମିଟି ପକ୍ଷରୁ ଶନିବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଜମି ବିବାଦକୁ...

ଅକ୍ସିଜେନ ଯୋଗାଇବାରେ ଅସୁବିଧା ହେଉଥିବା ଜଣାଇଲା ସଂସ୍ଥା: ଏସ୍‌ସିବିରେ ଉପୁଜିପାରେ ଗୋରଖପୁର ମେଡିକାଲ ସ୍ଥିତି

କଟକ ଅଫିସ,୨୧।୭: ଏସ୍‌ସିବି ମେଡିକାଲରେ ଉପୁଜିପାରେ ଗୋରଖପୁର ମେଡିକାଲ ଭଳି ସ୍ଥିତି। କାରଣ ମେଡିକାଲକୁ ଅକ୍ସିଜେନ ଯୋଗାଉଥିବା ସଂସ୍ଥା ୪ମାସର ଟଙ୍କା ପାଇନାହିଁ। ବିଲ୍‌ ପାଇ ନ ଥିବାରୁ ଅକ୍ସିଜେନ ଯୋଗାଇବାରେ ଅସୁବିଧା ଉପୁଜୁଥିବା ଯୋଗାଣକାରୀ ସଂସ୍ଥା ପକ୍ଷରୁ ମେଡିକାଲକୁ...

ଟଙ୍କା ଭର୍ତ୍ତି ପର୍ସ ପାଇ ଫେରାଇଲେ ମହିଳା କନଷ୍ଟେବଳ ଲକ୍ଷ୍ମୀପ୍ରିୟା

ଭୁବନେଶ୍ୱର,୨୧।୭(ବ୍ୟୁରୋ): ଭୁବନେଶ୍ୱର ରେଳ ଷ୍ଟେଶନରେ ଶନିବାର ଏକ ପ୍ରଶଂସନୀୟ ଘଟଣା ଦେଖିବାକୁ ମିଳିଛି। ଟଙ୍କା ଭର୍ତ୍ତି ପର୍ସ ପାଇ ଜଣେ ଆରପିଏଫ କନ୍‌ଷ୍ଟେବଳ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଫେରାଇଛନ୍ତି। ପର୍ସ ହଜାଇଥିବା ବ୍ୟକ୍ତି ଜଣକ ହେଉଛନ୍ତି ରାୟଗଡା ଜିଲା ଟିକିରିର ଅଶୋକ...

ମଦ ବ୍ୟବସାୟୀଙ୍କୁ ସାବାଡ଼ ପାଇଁ ଶପଥ: ଠେଙ୍ଗା, ଟର୍ଚ୍ଚ ଧରି ବାହାରିଲେ ମହିଳା

ବେଗୁନିଆ, ୨୧।୭(ଡି.ଏନ.ଏ.):  ମଦ ପିଇ ଘରର ପୁରୁଷ ବ୍ୟକ୍ତିମାନେ ଘରକୁ ଆସି ଶାନ୍ତିଶୃଙ୍ଖଳା ଭଙ୍ଗ କରିବା ସହ ମହିଳାଙ୍କୁ ମାଡ ମାରୁଛନ୍ତି। ଏଥିଯୋଗୁ ଅଧିକାଂଶ ଘରେ ମଦ ପାଇଁ ଝଗଡା ଲାଗୁଛି। ମଦ ପିଇ ଯୁବଗୋଷ୍ଠୀ ପଥଭ୍ରଷ୍ଟ ହୋଇ ରାସ୍ତା...

ରୋଗ ଶଯ୍ୟାରେ ବାପା: ପଢ଼ା ଛାଡି ୨ ଶିଶୁ ଚଳାଉଛନ୍ତି ପରିବାର

ଖୋର୍ଦ୍ଧା ଅଫିସ,୨୧।୭: ରୋଜଗାରରେ ବାଧକ ସାଜିଲା ରୋଗ। କାମ ନ କରି ଫେରି ଆସିଲେ ଘରକୁ। ୬ମାସ ଧରି ରୋଗଶଯ୍ୟାରେ ପଡି ଅଭିଶପ୍ତ ଜୀବନଯାପନ କରୁଛନ୍ତି ଖୋର୍ଦ୍ଧା ଜିଲା ବାଣପୁର ବ୍ଳକ ଗୋଡିଝର ଗଁାର ପଦ୍ମ ଚରଣ ପ୍ରଧାନ(୩୫)। ରୋଗ...

ଲୟୋଲା ସିନର୍ଜି-୨୦୧୯ରେ ଛାତ୍ରୀଛାତ୍ରଙ୍କ ପ୍ରତିଭା ପ୍ରଦର୍ଶନ: ଭୟଭୀତ କଲା ‘ହଣ୍ଟେଡ୍‌ ହାଉସ୍‌’

ଭୁବନେଶ୍ୱର,୨୧।୭(ବ୍ୟୁରୋ): ଘର ପୂରା କିଟ୍‌ କିଟ୍‌ ଅନ୍ଧାର ଥିଲା। କଟା ମୁଣ୍ଡ ସହିତ ସଂରକ୍ଷିତ ଶବ ସେହି ଘରେ ଥିଲା। ଆଉ ଠାଏ ଠାଏ ରକ୍ତ ଛିଟା ପଡ଼ିଥିଲା। କିଏ ପାଟି କରି ଚିଲାଉଥିଲା ତ’ ଆଉ କିଏ କାହା...

ପରିଚୟ ଫାଉଣ୍ଡେଶନ ପକ୍ଷରୁ ‘ଶ୍ରୀ ଆୱାର୍ଡସ୍‌’ର ୪ର୍ଥ ସଂସ୍କରଣ: ୧୨ ପ୍ରତିଭାଙ୍କୁ ‘ଶ୍ରୀ ଆଓ୍ବାର୍ଡ’

ଭୁବନେଶ୍ୱର,୨୧।୭(ବ୍ୟୁରୋ): ପରିଚୟ ଫାଉଣ୍ଡେଶନ ପକ୍ଷରୁ ଆୟୋଜିତ ‘ଶ୍ରୀ ଆୱାର୍ଡସ୍‌’ର ଚତୁର୍ଥ ସଂସ୍କରଣ ଶନିବାର ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ ହୋଇଯାଇଛି। ମୁଖ୍ୟଅତିଥିଭାବେ ରାଜ୍ୟ ସଭା ସଦସ୍ୟ ତଥା ପଦ୍ମବିଭୂଷଣ ଡ. ସୋନାଲ ମାନସିଂହ, ସମ୍ମାନିତ ଅତିଥିଭାବେ ଏମ୍‌ପି ଡ. ଅଚ୍ୟୁତ...

୨ଜଣଙ୍କୁ ଅଟକ ପରେ କୋର୍ଟ ଚାଲାଣରେ ବିଳମ୍ବ: ଏସ୍‌ଟିଏଫ୍‌, ଖୋର୍ଦ୍ଧା ଏସ୍‌ପିଙ୍କ ସମେତ ୫ ଜଣଙ୍କ ନାଁରେ ସର୍ଚ୍ଚ ୱାରେଣ୍ଟ

ଖୋର୍ଦ୍ଧା ଅଫିସ,୨୧।୭: ଖୋର୍ଦ୍ଧା ଜବଦସ୍ତପାଟଣାର ୨ ଜଣଙ୍କୁ ଅଟକ ପରେ କୋର୍ଟ ଚାଲାଣରେ ବିଳମ୍ବ, ମହିଳାଙ୍କୁ ମାଡ ମାରିବା ପରି ଅଭିଯୋଗ ଏସଟିଏଫ୍‌ ଓ ପୋଲିସ ନଁାରେ ରହିଛି। ଏହି ଘଟଣାରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ର ଏସ୍‌ପି ପିି.ଆର. ରାହୁଲ, ଇନ୍ସପେକ୍ଟର...

ମହାନଦୀରୁ ୭୦ କିଲୋର ମାଛ ଉଦ୍ଧାର

ବାଙ୍କୀ,୨୧।୭(ସ୍ବ.ପ୍ର.): ବାଙ୍କୀ ଏନ୍‌ଏସି ନିକଟବର୍ତ୍ତୀ ଚକାପଦାଠାରେ ଶନିବାର ମହାନଦୀରୁ ମାଛ ଧରାଳିମାନେ ଏକ ବିରାଟକାୟ ମାଛକୁ ଜାଲଦ୍ୱାରା ଧରିଥିଲେ। ସେହି ମାଛଟିକୁ ବାଙ୍କୀ ମାଛମାର୍କେଟକୁ ଅଣାଯାଇଥିଲା। ମାଛଟିକୁ ଦେଖିବାକୁ ପ୍ରବଳ ଜନସମାଗମ ହୋଇଥିଲା। ମାଛଟିର ଓଜନ ପ୍ରାୟ ୭୦କେ.ଜିରୁ ଊର୍ଦ୍ଧ୍ୱ...

ମାଷ୍ଟରକ୍ୟାଣ୍ଟିନ ଛକରେ ଆତଙ୍କ: ଅଟୋରୁ ମିଳିଲା ୪ ବୋମା ଓ ବନ୍ଧୁକ, ଜଣେ ଗିରଫ

ଭୁବନେଶ୍ୱର, ୨୧।୭ (ବ୍ୟୁରୋ): ଚାଲିଛି ବିଧାନସଭା ଅଧିବେଶନ। ମାଷ୍ଟରକ୍ୟାଣ୍ଟିନ ଛକରୁ ପିଏମ୍‌ଜି ଛକ ଯାଏ ପୋଲିସ ଛାଉଣୀ। ଏପରିକି ପିଏମ୍‌ଜିରେ ପ୍ରତିଦିନ ଏକାଧିକ ସଂଗଠନ ବିଭିନ୍ନ ଦାବି ନେଇ ଧାରଣାରେ ବସିଛନ୍ତି। ସେମାନଙ୍କୁ ମଧ୍ୟ ପୋଲିସ ଜଗିଛନ୍ତି। ଏତେ ସୁରକ୍ଷା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri