ମେଟ୍ରୋ

ଦୁର୍ନୀତିରେ ଉବୁଟୁବୁ ଖଦି ବୋର୍ଡ: ଖାଇଗଲେ ମହୁଚାଷୀଙ୍କ ଟଙ୍କା

ଭୁବନେଶ୍ୱର, ୨୧।୭(ବ୍ୟୁରୋ): ରାଜ୍ୟ ସରକାରଙ୍କ ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ ଦୁର୍ନୀତିରେ ଉବୁଟୁବୁ। ମହୁଚାଷୀଙ୍କୁ ତାଲିମ ଦେବା, ମହୁବାକ୍ସ କିଣିବାନେଇ କୋଟି କୋଟି ଟଙ୍କା ହଡ଼ପ ହୋଇଛି। ଏହି ମହାଦୁର୍ନୀତିକୁ ଜାଣିଶୁଣି ଚାପି ଦିଆଯାଇଛି। କେନ୍ଦ୍ର ଓ ରାଜ୍ୟ ସରକାର...

କ୍ଷିତିଭୂଷଣ ଦାସ ହେଲେ ଇଗ୍ନୋର ପ୍ରୋ-ଭାଇସ ଚାନ୍‌ସେଲର

ଭୁବନେଶ୍ୱର, ୨୧।୭(ବ୍ୟୁରୋ): କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ଶନିବାର ପ୍ରଫେସର କ୍ଷିତିଭୂଷଣ ଦାସଙ୍କୁ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ) ନୂଆଦିଲ୍ଲୀର ପ୍ରୋ-ଭାଇସ ଚାନ୍‌ସେଲର ଭାବେ ନିଯୁକ୍ତି ଦିଆଯାଇଛି। ପ୍ରଫେସର ଦାସ ବର୍ତ୍ତମାନ ଇଣ୍ଡିଆନ୍‌ କାଉନସିଲ...

ରାଜ୍ୟର ପ୍ରଥମ ବିଦେଶ ଡାକଘର ଉଦ୍‌ଘାଟିତ: ଏଣିକି ବିଦେଶରେ ଶୀଘ୍ର ପହଞ୍ଚିବ ଚିଠି, ପାର୍ସଲ

ଭୁବନେଶ୍ୱର, ୨୧।୭ (ବ୍ୟୁରୋ): ଓଡ଼ିଶାରୁ ବିଦେଶକୁ ପଠାଯାଉଥିବା ଚିଠି ଓ ପାର୍ସଲ କୋଲକାତାସ୍ଥିତ ଫରେନ ପୋଷ୍ଟ ଅଫିସ୍‌ର କଷ୍ଟମ ବିଭାଗରେ ଯାଞ୍ଚ ହୁଏ। ଏହାଦ୍ୱାରା ଚିଠି ପହଞ୍ଚତ୍ବାରେ ବହୁତ ବିଳମ୍ବ ହୁଏ। ହେଲେ ଏବେ ଆଉ ବିଳମ୍ବ ହେବ ନାହିଁ।...

ପ୍ରତ୍ୟେକ ଘରୁ ବର୍ଜ୍ୟବସ୍ତୁ ସଂଗ୍ରହ କରିବ ପୌରସଂସ୍ଥା : ପରିବା ଚୋପାରୁ ତିଆରି ହେବ କମ୍ପୋଷ୍ଟ ଖତ

ପୁରୀ ଅଫିସ,୨୦ା୭: ଆଜିକାଲି ବିଭିନ୍ନ ସହରରୁ ପ୍ରତ୍ୟେହ କୁଢ କୁଢ ଅଳିଆ ଆବର୍ଜନା ବାହାରୁଛି। ଏମିତି କି ବିଭିନ୍ନ ସ୍ଥାନରେ ଆବର୍ଜନାର ପାହାଡ଼ ମଧ୍ୟ ଦୃଷ୍ଟିଗୋଚର ହେଉଛି। କୌଣସି ସହରକୁ ଗଲେ ଆଗନ୍ତୁକମାନଙ୍କ ସ୍ବାଗତ ଆବର୍ଜାନର ସ୍ତୁପ ଜରିଆରେ କରାଯିବା...

ପଟ୍ଟନାୟକିଆ ଟ୍ରିପଲ ମର୍ଡର ଘଟଣା ଫେରାର ଅଭିଯୁକ୍ତଙ୍କ ପତ୍ତା ପାଉନି ପୋଲିସ

ପୁରୀ ଅଫିସ,୨୦ା୭: ପୁରୁୀ-ଭୁବନେଶ୍ୱର ଜାତୀୟ ରାଜପଥ ସତ୍ୟବାଦୀ ଥାନା ପଟ୍ଟନାୟକିଆ ଛକରେ ଗତ ୧୪ତାରିଖରେ ଘଟିଥିଲା ଟ୍ରିପଲ ମର୍ଡର। ଦୁର୍ବୃତ୍ତମାନେ ସଦାନନ୍ଦପୁର ଗ୍ରାମର ଦୁଇ ଭାଇ ପୂର୍ଣ୍ଣ, କୃଷ୍ଣ ଓ ଦାଦା ପୁଅ ଭାଇ ପଞ୍ଚୁଆଙ୍କୁ ଗୋଡାଇ ହାଣି ହତ୍ୟା...

ଦୁର୍ନୀତିକୁ ନେଇ ବିଧାନସଭାରେ ବିରୋଧୀଙ୍କ ହଙ୍ଗାମା

ଭୁବନେଶ୍ୱର, ୨୦।୭(ସ୍ବ.ପ୍ର.): ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡରେ ବ୍ୟାପକ ଦୁର୍ନୀତି ହୋଇଛି। ମହୁଚାଷୀଙ୍କୁ ତାଲିମ ଦେବା, ମହୁବାକ୍ସ କିଣିବାନେଇ କୋଟି କୋଟି ଟଙ୍କା ହଡ଼ପ କରାଯାଇଛି। ଏହି ମହା ଦୁର୍ନୀତିକୁ ଜାଣିଶୁଣି ଚାପି ଦିଆଯାଇଛି। କେନ୍ଦ୍ର ଓ ରାଜ୍ୟ ସରକାର...

ସରକାରଙ୍କୁ ମରୁଡ଼ି ଚିନ୍ତା: ୨୦୬ ବ୍ଲକରେ ସ୍ଥିତି ସଙ୍ଗିନ,ମରୁଡ଼ି ମୁକାବିଲା ଲାଗି ବିଭାଗ ପ୍ରସ୍ତୁତ କଲା ବର୍ଷା ଆପତ୍‌କାଳୀନ ଯୋଜନା

ଭୁବନେଶ୍ୱର,୨୦।୭(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଗାଏବ ହୋଇଯାଇଛି। ରାଜ୍ୟର ଅନେକ ଜିଲାରେ ମରୁଡ଼ି ପରିସ୍ଥିତି ସୃଷ୍ଟି ହୋଇଛି। ବଲାଙ୍ଗୀର ସମେତ ପାଞ୍ଚଟି ଜିଲାରେ ଭୟଙ୍କର ମରୁଡ଼ି ପରିସ୍ଥିତି ହୋଇଥିବା ଶୁକ୍ରବାର ବିଧାନସଭାରେ କଂଗ୍ରେସ ସଦସ୍ୟମାନେ ଗଭୀର ଉଦ୍‌ବେଗ ପ୍ରକାଶ...

କଳିଙ୍ଗ ହସ୍ପିଟାଲରେ ବିଧାୟକ ମୋହନ ଚରଣ ମାଝିଙ୍କୁ ଦୁର୍ବ୍ୟବହାର ଘଟଣା: ରାଜ୍ୟ ଚିକିତ୍ସା ପାଣ୍ଠି ତାଲିକାରୁ ବାଦ୍‌ ପଡ଼ିଲା କଳିଙ୍ଗ ହସ୍ପିଟାଲ

ଭୁବନେଶ୍ୱର,୨୦।୭(ବ୍ୟୁରୋ): ରାଜ୍ୟ ସରକାର ରାଜଧାନୀରେ ଥିବା ଘରୋଇ ହସ୍ପିଟାଲ ପ୍ରତି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ବିରୋଧୀ ଦଳ ମୁଖ୍ୟ ସଚେତକ ତଥା କେନ୍ଦୁଝର ସଦର ବିଧାୟକ ମୋହନ ଚରଣ ମାଝିଙ୍କୁ କଳିଙ୍ଗ ହସ୍ପିଟାଲ କର୍ତ୍ତୃପକ୍ଷ ଦୁର୍ବ୍ୟବହାର କରିଥିଲେ। ଏହି...

ବିଧାନସଭାରେ ନୂଆ ମନ୍ତ୍ରୀ ହଟହଟା: ସଭ୍ୟମାନଙ୍କ ପ୍ରଶ୍ନର ଉତ୍ତର ଦେବାକୁ ସକ୍ଷମ ହେଉନାହାନ୍ତି

ଭୁବନେଶ୍ୱର,୨୦।୭(ବ୍ୟୁରୋ): ବିଜେଡି ସରକାରର ପଞ୍ଚମ ପାଳିରେ ପ୍ରଥମ ଥର ନିର୍ବାଚିତ ହୋଇଥିବା ବିଧାୟକଙ୍କୁ ମନ୍ତ୍ରୀ ପଦବୀ ମିଳିଛି। ତେବେ ନୂଆ କରି ବିଧାନସଭାକୁ ନିର୍ବାଚିତ ହୋଇଥିବା ଓ ମନ୍ତ୍ରୀ ପଦବୀ ପାଇଥିବା ସଦସ୍ୟଙ୍କୁ ହଟହଟା ହେବାକୁ ପଡ଼ିଛି। ଉକ୍ତ ମନ୍ତ୍ରୀମାନେ...

ଚଳିତ ବର୍ଷ ରାଜ୍ୟରେ ସ୍ଥାପନ ହେବ ୧ ହଜାର ଗୋବର ଗ୍ୟାସ୍‌ ପ୍ଲାଣ୍ଟ

ଭୁବନେଶ୍ୱର,୨୦।୭(ବ୍ୟୁରୋ): ରାଜ୍ୟରେ ୧୯୮୪ରୁ ୨୦୧୯ ମଧ୍ୟରେ ୨ ଲକ୍ଷ ୪୪ହଜାର ୫୫୩ ଗୋବର ଗ୍ୟାସ୍‌ ପ୍ଲାଣ୍ଟ ସ୍ଥାପନ ହୋଇଛି। ଚଳିତ ବର୍ଷ ଆହୁରି ୧ ହଜାର ଗୋବର ଗ୍ୟାସ ପ୍ଲାଣ୍ଟ ନିର୍ମାଣ ହେବ। ବିଜୁଳି ଖର୍ଚ୍ଚ କମାଇବା ଲାଗି ୧୧...

ଦୁଇଭାଗ ହେବ ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲା

ଭୁବନେଶ୍ୱର, ୨୦ା୭(ବ୍ୟୁରୋ): ୨୦୦୮ରେ କମିଶନରେଟ ପୋଲିସ ପ୍ରତିଷ୍ଠା ହେବା ସମୟରେ ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲାରେ ଜନସଂଖ୍ୟା ଥିଲା ୧୦ଲକ୍ଷ। ବର୍ତ୍ତମାନ ଏହା ୧୬ ଲକ୍ଷ ଟପିଗଲାଣି। ଜନସଂଖ୍ୟା ସହ ବଢ଼ିଚାଲିଛି ଅପରାଧ। ପ୍ରତିବର୍ଷ ମାମଲା ସଂଖ୍ୟା ମଧ୍ୟ ବଢୁଛି।...

ବର୍ଷା, ଚାଷୀ ଆତ୍ମହତ୍ୟା ନେଇ ଗୃହରେ ଉଦ୍‌ବେଗ

ଭୁବନେଶ୍ୱର,୨୦ା୭(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଧୋକା ଦେଇଛି। ରାଜ୍ୟରେ ନିଅଣ୍ଟିଆ ବର୍ଷା। ଜୁନ ପହିଲାରୁ ଜୁଲାଇ ୧୯ ତାରିଖ ମଧ୍ୟରେ ରାଜ୍ୟରେ ୨୬ ପ୍ରତିଶତ ବର୍ଷା କମ୍‌ ହୋଇଛି। ଶ୍ରାବଣ ମାସରେ ଧାନ ବିଲ ଫାଟି ଆଁ କରିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri