ମେଟ୍ରୋ

ସ୍ବାମୀଙ୍କୁ ଲୋକ ସଭା, ସ୍ତ୍ରୀଙ୍କୁ ବିଧାନସଭା ଟିକେଟ୍‌ ଦେଲା ବିଜେଡି

ଭୁବନେଶ୍ୱର,୨୨।୪: ବିଜେଡି ସୋମବାର ଆଉ ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ୪ ଜଣ ବିଧାୟକଙ୍କ ଟିକେଟ କଟିଥିବାବେଳେ ଦୁଇ ଜଣ ବିଧାୟକଙ୍କ ସ୍ତ୍ରୀଙ୍କୁ ଟିକେଟ ଦେଇଛି ଦଳ। ସବୁଠୁ ଏଥର ରୋଚକ ସ୍ଥିତି ମୟୁରଭଞ୍ଜରେ ଦେଖିବାକୁ...

୨ ବିଧାୟକଙ୍କ ସ୍ତ୍ରୀଙ୍କୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ ପାଇଛି। ବିଜେଡି ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ୬ ପ୍ରାର୍ଥୀଙ୍କ ମଧ୍ୟରେ ୨ ବିଧାୟକଙ୍କ ସ୍ତ୍ରୀ ରହିଛନ୍ତି। ସେମାନେ ହେଲେ ବାଙ୍ଗିରିପୋଷିରେ ସୁଦାମ ମାର୍ଣ୍ଡିଙ୍କ...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା ୬ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୫ ନୂଆ ମୁହଁ ଦେଖିବାକୁ ମିଳିଛି। କାକଟପୁରରୁ ତୁଷାରକାନ୍ତି...

ରାଜ୍ୟ ଭାଜପାର ସଂକଳ୍ପପତ୍ର ଜାରି: ମୋଦି ଗ୍ୟାରେଣ୍ଟିକୁ ଘରେ ଘରେ ପହଞ୍ଚାଇବା ଲକ୍ଷ୍ୟ

ଭୁବନେଶ୍ୱର,୨୨।୪: ରାଜ୍ୟ ଭାଜପା ପକ୍ଷରୁ ସୋମବାର ସଂକଳ୍ପପତ୍ର ଜାରି କରାଯାଇଛି। ଭାଜପା କାର୍ଯ୍ୟାଳୟରେ ମୋଦି ଗ୍ୟାରେଣ୍ଟି ସଂକଳ୍ପପତ୍ର ଲୋକାର୍ପିତ ହୋଇଛି। ଏହାକୁ ଲୋକାର୍ପଣ କରିଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ। ଏହି ମୋଦି ଗ୍ୟାରେଣ୍ଟି ଓଡ଼ିଆ ସଂକଳ୍ପପତ୍ରକୁ ଘରେ...

ଓଡ଼ିଶାରେ ଇଣ୍ଡିଆ ମେଣ୍ଟରେ ଫାଟ

ଭୁବନେଶ୍ୱର,୨୨ା୪(ସୁନୀତ ମିଶ୍ର):କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାରକୁ ଗାଦିଚ୍ୟୁତ କରିବା ପାଇଁ ୨୮ଟି ବିରୋଧୀ ଦଳକୁ ନେଇ ଗଠିତ ‘ଇଣ୍ଡିଆ’ ମେଣ୍ଟ ଧୀରେ ଧୀରେ ପ୍ରଭାବଶୂନ୍ୟ ହେଉଥିବା ଦେଖିବାକୁ ମିଳୁଛି। କେରଳ, ଜମ୍ମୁ-କଶ୍ମୀର ଏବଂ ପଶ୍ଚିମବଙ୍ଗ ପରେ ଓଡ଼ିଶାରେ ଏହି...

ବାରିପଦା ଦେଶର ଦ୍ୱିତୀୟ ଉତ୍ତପ୍ତ ସହର

ଭୁବନେଶ୍ୱର, ୨୨।୪(ଅସମାପିକା ସାହୁ)”ପ୍ରବଳ ଗରମ ସହ ଗୁଳୁଗୁଳି ଜାରି ରହିଥିବାବେଳେ ରବିବାର ଦ୍ୱିତୀୟ ଦିନ ପାଇଁ ବାରିପଦା ରାଜ୍ୟର ପ୍ରଥମ ଓ ଦେଶର ଦ୍ୱିତୀୟ ଉତ୍ତପ୍ତ ସହର ପାଲଟିଥିଲା। ଏଠାରେ ସର୍ବୋଚ୍ଚ ଦିନ ତାପମାତ୍ରା ୪୪.୬ ଡିଗ୍ରୀ ସେଲସିୟସ ରହିଥିଲା।...

ଜଳୁଛି ଓଡ଼ିଶା: ୪୩ ଉପରେ ୯ସହର ତାପମାତ୍ରା

ଭୁବନେଶ୍ୱର, ୨୧।୪(ଅସମାପିକା ସାହୁ)- ରାଜ୍ୟରେ ବାରିପଦା ପୁଣି ରବିବାର ଉତ୍ତପ୍ତ ସହର ପାଲଟିଛି। ସର୍ବୋଚ୍ଚ ଦିନ ତାପମାତ୍ରା ୪୪.୬ଡିଗ୍ରୀ ସେଲସିୟସ ସହିତ ବାରିପଦା ଉତ୍ତପ୍ତ ସହର ରହିଥିଲା। ୩୦ସହରରେ ତାପମାତ୍ରା ୪୦ଡିଗ୍ରୀ କିମ୍ବା ଅଧିକ ରେକର୍ଡ କରାଯାଇଥିବା ବେଳେ ୯ସହରରେ...

ୟୁଜିସି-ଏନ୍‌ଇଟି ପରୀକ୍ଷା ପାଇଁ ଆବେଦନ ଆରମ୍ଭ: ଜାଣନ୍ତୁ କେମିତି କରିବେ ଆବେଦନ

ଭୁବନେଶ୍ୱର, ୨୧।୪(ଅସମାପିକା ସାହୁ)- ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ଦ୍ୱାରା ପରିଚାଳିତ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି)-ଏନ୍‌ଇଟି ପରୀକ୍ଷା ପାଇଁ ଆବେଦନ ରବିବାର ଠାରୁ ଆରମ୍ଭ ହୋଇଛି। ମେ’ ୧୦ତାରିଖ ପର୍ଯ୍ୟନ୍ତ ଆଶାୟୀମାନେ ଆବେଦନ କରିପାରିବେ। ପରୀକ୍ଷା ଫି’ ୧୨ ତାରିଖ ମଧ୍ୟରେ...

ବଢ଼ିଲା ଆଧାର କାର୍ଡ ଅପଡେଟ୍‌ ସମୟସୀମା: ଜାଣନ୍ତୁ କେମିତି କରିପାରିବେ ଅପଡେଟ୍‌

ଭୁବନେଶ୍ୱର,୨୧।୪(ଅନୁରାଧା ମହାରଣା)- ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ଭାବେ ବିବେଚନା କରାଯାଉଥିବା ଆଧାରକାର୍ଡର ଅପଡେଟ୍‌ ପାଇଁ ସମୟସୀମା ବୃଦ୍ଧି କରାଯାଇଛି। ଏନେଇ ଭାରତୀୟ ସ୍ବତନ୍ତ୍ର ପରିଚୟ ପ୍ରାଧିକରଣ (ୟୁଆଇଡିଏଆଇ)ର ପକ୍ଷରୁ ସୂଚନା ପ୍ରକାଶ ପାଇଛି। ଯେଉଁ ନାଗରିକଙ୍କ ଆଧାରକୁ ୧୦ ବର୍ଷ...

ଏହି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା:ଜାଣନ୍ତୁ କାହାକୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨୧।୪: ଆସନ୍ତା ନିର୍ବାଚନକୁ ନେଇ ଏବେ ରାଜ୍ୟରେ ରାଜନୀତି ସରଗରମ ରହିଛି। ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ନେଇ ନାମାଙ୍କନ ପ୍ରକ୍ରିୟ ମଧ୍ୟ ଆରମ୍ଭ ହୋଇଯାଇଛି। ଏସବୁ ଭିତରେ ଭାଜପା ପକ୍ଷରୁ ରବିବାର ଜୟପୁର ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା...

‘ଆମେ ଅନ୍ୟ ଦଳ ପାଇଁ କାମ କରୁଥିଲୁ, ହେଲେ ନବୀନଙ୍କୁ ଭଲ ପାଉଥିଲୁ’

ଭୁବନେଶ୍ବର ୨୧।୪: ଭୁବନେଶ୍ବର (ଉତ୍ତର) ନିର୍ବାଚନ ମଣ୍ଡଳୀର ବିଭିନ୍ନ ଓ୍ବାର୍ଡର ଭାଜପା ନେତା ଓ କର୍ମୀ ବିଜେଡିରେ ସାମିଲ ହୋଇଛନ୍ତି। ଶଙ୍ଖ ଭବନରେ ରବିବାର ଅନୁଷ୍ଠିତ ମିଶ୍ରଣ ପର୍ବରେ ବିଧାୟକ ସୁକାନ୍ତ ରାଉତଙ୍କ ଉପସ୍ଥିତିରେ ଭାଜପା ନେତା ଓ କର୍ମୀ...

ନବୀନ ନିବାସରେ ବର୍ଷା

ଭୁବନେଶ୍ୱର,୨୧।୪: ନବୀନ ନିବାସରେ ପହଞ୍ଚିିଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ଟିକେଟ ମିଳିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇବା ପାଇଁ ରବିବାର ବର୍ଷା ପହଞ୍ଚିଥିବା କୁହାଯାଉଛି। ତେବେ ବଡଚଣାରୁ ବର୍ଷାଙ୍କୁ ପ୍ରାର୍ଥୀ କରିଛି ଦଳ । ବରିଷ୍ଠ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri