ମେଟ୍ରୋ

ଫନୀକୁ ବିତିଲା ୨ମାସ, ସଳଖିପାରୁନି ସୂଚନାଫଳକ

ନରାଜ,୧୯।୭(ଡି.ଏନ୍‌.ଏ.)- ବାରଙ୍ଗ ଅଞ୍ଚଳରେ ବିଭିନ୍ନ ଅଞ୍ଚଳକୁ ରାସ୍ତା ଜଣାଇବା ପାଇଁ ଥିବା ସୂଚନାଫଳକଗୁଡିକ ଭାଙ୍ଗିଯାଇଥିବା ବାତ୍ୟା ଫନୀରେ ଭାଙ୍ଗି ଯାଇଥିଲା। ଫନୀ ଯିବାର ଦୁଇମାସରୁ ଊର୍ଦ୍ଧ୍ୱଦିନ ହୋଇଯାଇଥିଲେ ବି ଭଙ୍ଗା ସୂଚନାଫଳକଗୁଡିକ ଏପର୍ଯ୍ୟନ୍ତ ଠିକ କରାଯାଇନାହିଁ। ତ୍ରିଶୁଳିଆ ଛକରୁ ବାଙ୍କୀ...

ପ୍ରଶାସନର ନଜର ପଡ଼ିଲାନି; ଆବର୍ଜନା ସଫେଇ କଲେ କିନ୍ନର

ପୁରୀ ଅଫିସ, ୧୯। ୭:ବାତ୍ୟା ଫନୀକୁ ଇତିମଧ୍ୟରେ ଅଢେଇ ମାସ ବିତିଲାଣି। ହେଲେ ପୁରୀ ସହର ଉପକଣ୍ଠ କେତେକ ଗଁାରେ ଏବେ ବି ବାତ୍ୟାର ଚିହ୍ନ ସ୍ପଷ୍ଟ ବାରି ହୋଇପଡୁଛି। ବହୁ ଗଛରୁ ଡାଳ ଭାଙ୍ଗିଥିଲେ ମଧ୍ୟ ତାହାକୁ କଟାଯାଇନାହିଁ।...

କନ୍ଦରପୁର ଲେଭଲକ୍ରସିଂ ଓଭରବ୍ରିଜ୍‌ ନିର୍ମାଣ ବିଳମ୍ବ

କଟକସଦର, ୧୯।୭(ଡି.ଏନ୍‌.ଏ.)-କଟକ-ପାରାଦ୍ୱୀପ ରେଳପଥରେ ପ୍ରତି ୧୦ମିନିଟ୍‌ ଅନ୍ତରାଳରେ ମାଲ ଓ ଯାତ୍ରୀବାହୀ ଗାଡ଼ି ଚଳାଚଳ କରୁଛି। ସେଥିପାଇଁ କଟକ-ଏରସମାନୂଆଗଁା ଏନ୍‌ଏଚ୍‌ ଜାତୀୟ ରାଜପଥ ନଂ ୫୫ରେ ଯାନବାହନ ଚଳାଚଳରେ ବାଧା ସୃଷ୍ଟି ହୋଇଛି। କନ୍ଦରପୁର ନିକଟରେ ଏନ୍‌ଏଚଟି କେଉଁସ୍ଥାନରେ ରେଳପଥକୁ...

ଘରୋଇ ହସ୍ପିଟାଲରେ ରୋଗୀ ହନ୍ତସନ୍ତ: କୋର୍ଟ, ସରକାରଙ୍କ ନିର୍ଦ୍ଦେଶ ମାନୁନାହାନ୍ତି ହସ୍ପିଟାଲ

ଭୁବନେଶ୍ୱର,୧୯।୭(ବ୍ୟୁରୋ): ଘରୋଇ ହସ୍ପିଟାଲରେ ରୋଗୀମାନଙ୍କୁ ନିର୍ଯାତନା ଦିଆଯାଉଛି, ଏପରି କି ମୃତ୍ୟୁ ପରେ ମଧ୍ୟ ମୃତଦେହ ଛଡ଼ାଯାଉନାହିଁ। ଟଙ୍କା ଡିପୋଜିଟ୍‌ ନ କଲେ ଦୀର୍ଘ ସମୟ ଧରି ମୃତଦେହ ଅଟକ ରଖାଯାଉଛି। ସରକାରଙ୍କଠାରୁ ଜମି ନେଇ ହସ୍ପିଟାଲ କରୁଥିବା ଘରୋଇ...

ଭାଜପାର ‘ସଦସ୍ୟତା ଅଭିଯାନ’, ସାମିଲ ହେବେ ୧୦ ଲକ୍ଷ ଯୁବକ

ଭୁବନେଶ୍ୱର,୧୯।୭(ବ୍ୟୁରୋ): ଭାଜପା ପକ୍ଷରୁ ସଂଗଠନ ପର୍ବ ‘ସଦସ୍ୟତା ଅଭିଯାନ’ ଆରମ୍ଭ କରାଯାଇଛି। ଏଥିରେ ଦେଶ ତଥା ରାଜ୍ୟର ଯୁବପୀଢ଼ୀଙ୍କୁ ସାମିଲ କରାଯିବ। ନୂଆ ଭାରତ ତଥା ନୂଆ ଓଡ଼ିଶା ଲକ୍ଷ୍ୟ ରଖିଥିବା ୧୦ ଲକ୍ଷ ଯୁବକଙ୍କୁ ଜୁଲାଇ ୨୬ରୁ ଅଗଷ୍ଟ...

ଶିଳ୍ପ ପାଇଁ ଜମି ନେଇ ସ୍କୁଲ, କଲେଜ ହୋଇଛି , ଏହାର ଯାଞ୍ଚ କରାଯାଉ: ସୁରେଶ ରାଉତରାୟ

ଭୁବନେଶ୍ୱର, ୧୯।୭(ବ୍ୟୁରୋ): ଖୋର୍ଦ୍ଧା ଜିଲାରେ ରାଜ୍ୟସ୍ତରୀୟ ସିଙ୍ଗିଲ ଓ୍ବିଣ୍ଡୋ କମିଟି କର୍ତ୍ତୃପକ୍ଷଙ୍କ ଅନୁମୋଦିତ ଦ୍ୱାରା ୯ଟି ବୃହତ୍‌ ଶିଳ୍ପ ସ୍ଥାପିତ ହୋଇଛି। ସେଗୁଡିକ ହେଲା ହିନ୍ଦୁସ୍ଥାନ ଅର୍ବାନ୍‌ ଇନ୍‌ଫ୍ରାଷ୍ଟ୍ରକ୍‌ଚର, ବ୍ରିଟାନିଆ ଇଣ୍ଡଷ୍ଟ୍ରିଜ୍‌, ଏସ୍‌ଏମ୍‌ଏସ୍‌ ଇଣ୍ଡିଆ, ଇନ୍‌ଣ୍ଡୋ ମେଶିଫ୍‌ ଫୁଡ୍‌ସ୍‌, ଅନ୍‌ମୋଲ...

କ୍ରୀଡ଼ାକୁ ପ୍ରୋତ୍ସାହନ: ଖୁବ୍‌ଶୀଘ୍ର ଆସିବ ନୂଆ କ୍ରୀଡ଼ା ନୀତି

ଭୁବନେଶ୍ୱର, ୧୯।୭(ବ୍ୟୁରୋ): ରାଜ୍ୟରେ ଖୁବ୍‌ଶୀଘ୍ର ନୂତନ କ୍ରୀଡ଼ା ନୀତି (ସ୍ପୋର୍ଟସ୍‌ ପଲିସି) ଆସିବ। ଏଥିପାଇଁ ଚିଠା ନୀତି ପ୍ରସ୍ତୁତି ଚାଲିଛି। କ୍ରୀଡ଼ା ଓ କ୍ରୀଡ଼ା ବ୍ୟକ୍ତିଙ୍କୁ ପ୍ରୋତ୍ସାହନ ଦେବା ସକାଶେ ଏଭଳି ପ୍ରଥମ ଥର ପାଇଁ ଏକ ସ୍ପୋର୍ଟସ୍‌ ପଲିସି...

ରାଜ୍ୟରେ କ୍ଷୁଦ୍ର ଜଳ ବିଦ୍ୟୁତ୍‌ ପ୍ରକଳ୍ପ ପାଇଁ ୮୭ ସ୍ଥାନ ଚିହ୍ନଟ: ଉତ୍ପାଦନ ହେବ ୩୪୦ ମେଗାଓ୍ବାଟ୍‌

ଭୁବନେଶ୍ୱର, ୧୯।୭(ବ୍ୟୁରୋ): ରାଜ୍ୟରେ ୧ରୁ ୨୫ ମେଗାଓ୍ବାଟ୍‌ କ୍ଷୁଦ୍ର ଜଳ ବିଦ୍ୟୁତ୍‌ ପ୍ରକଳ୍ପ ପାଇଁ ୮୭ଟି ସ୍ଥାନ ଚିହ୍ନଟ କରାଯାଇଛି। ଏହିସବୁ ପ୍ରକଳ୍ପ କେନ୍ଦ୍ରାପଡ଼ା, ରାୟଗଡ଼ା, ଫୁଲବାଣୀ, କୋରାପୁଟ, ଦେଓଗଡ଼, ଜଗତ୍‌ସିଂହପୁର, ସମ୍ବଲପୁର, ଅନୁଗୋଳ, ବରଗଡ଼, କେନ୍ଦୁଝର, କଳାହାଣ୍ଡି, ନୂଆପଡ଼ା,...

ପାଟକୁରାବାସୀଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଟୁଇଟ୍‌: ଆପଣଙ୍କ ପସନ୍ଦର ପ୍ରାର୍ଥୀଙ୍କୁ ଚୟନ କରିଛି; ଅଞ୍ଚଳର ବିକାଶ ପାଇଁ ଶଙ୍ଖ ଚିହ୍ନରେ ଭୋଟ ଦିଅନ୍ତୁ

ଭୁବନେଶ୍ୱର,୧୯।୭(ବ୍ୟୁରୋ): ଶନିବାର ପାଟକୁରା ବିଧାନସଭା ନିର୍ବାଚନ। ଏହାର ୪୮ ଘଣ୍ଟା ପୂର୍ବରୁ ଅର୍ଥାତ ଗୁରୁବାର ସନ୍ଧ୍ୟାରେ ପ୍ରଚାର କାର୍ଯ୍ୟ ଶେଷ ହୋଇଛି। ଗୋଟିଏ ପଟେ ଉକ୍ତ ଆସନକୁ ଭାଜପା ସ୍ବାଭିମାନ ଭାବେ ନେଇଥିବା ବେଳେ ବିଜେଡି ପାଇଁ ଏହା ସମ୍ମାନର...

ସିଇଓଙ୍କୁ ଭାଜପାର ଫେରାଦ: ଡେରାବିଶ ବ୍ଲକରେ ହେଉଛି ମଦ କାରବାର; ଏବେ ବି ପାଟକୁରାରେ ବୁଲୁଛନ୍ତି ବିଜେଡି ବିଧାୟକ

ଭୁବନେଶ୍ୱର,୧୯।୭(ବ୍ୟୁରୋ): ଶନିବାର ପାଟକୁରାରେ ନିର୍ବାଚନ ହେବାକୁ ଯାଉଛି। କିନ୍ତୁ ବାରମ୍ବାର ଅଭିଯୋଗ କରିବା ସତ୍ତ୍ୱେ ବିଜେଡିର ବିଧାୟକ ତଥା ନେତାମାନେ ଭୋଟରଙ୍କୁ ପ୍ରଭାବିତ କରିବାକୁ ଚେଷ୍ଟା କରୁଛନ୍ତି। ପ୍ରଚାର ଅବଧି ଶେଷ ହୋଇଥିବା ବେଳେ ଏବେ ବି ବିଜେଡିର ନେତାମାନେ...

ଶନିବାର ପାଟକୁରା ନିର୍ବାଚନ: ଭାଜପା ବୁଥ୍‌ ଦଖଲ କରିବା ଆଶଙ୍କାରେ ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡି

ଭୁବନେଶ୍ୱର,୧୯।୭(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲା ପାଟକୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ଶନିବାର ଭୋଟ ଗ୍ରହଣ କରାଯିବ। ଏଥିନିମନ୍ତେ ଗୁରୁବାର ସନ୍ଧ୍ୟାରୁ ପ୍ରଚାର ଶେଷ ହୋଇଛି। ସାରା ରାଜ୍ୟର ନଜର ଏବେ ଉକ୍ତ ଆସନ ଉପରେ ଥିବା ବେଳେ ବିଜେଡି ଏହାକୁ ହାତେଇବାକୁ ପୂରା...

ମିସେସ୍‌ ଇଣ୍ଡିଆ ପାଇଁ ଭୁବନେଶ୍ୱର ଚୟନ ପ୍ରକ୍ରିୟା ୨୧ରେ

ଭୁବନେଶ୍ୱର,୧୯।୭(ବ୍ୟୁରୋ) : ମିସେସ୍‌ ଇଣ୍ଡିଆ ୨୦୧୯ ପ୍ରତିଯୋଗିତା ପାଇଁ ଭୁବନେଶ୍ୱରରେ ଅଡିସନ ବା ଚୟନ ପ୍ରକ୍ରିୟା ସ୍ଥାନୀୟ ହୋଟେଲ ହିନ୍ଦୁସ୍ତାନ ଇଣ୍ଟରନ୍ୟାଶନାଲ (ଏଚ୍‌ଏଚ୍‌ଆଇ) ଠାରେ ଆସନ୍ତା ଜୁଲାଇ ୨୧ରେ ଅପରାହ୍ନ ୧୨.୩୦ରୁ ୪ଟା ମଧ୍ୟରେ ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri