ମେଟ୍ରୋ

କଠିନ ବର୍ଜ୍ୟବସ୍ତୁ ପରିଚାଳନାରେ ବିଏମ୍‌ସି ବିଫଳ : ସହରରୁ ନୀଳ, ସବୁଜ ଡଷ୍ଟବିନ୍‌ ଉଭାନ

ଭୁବନେଶ୍ୱର,୧୯ା୭(ବ୍ୟୁରୋ) : କଠିନ ବର୍ଜ୍ୟବସ୍ତୁ ପରିଚାଳନାରେ ବିଏମ୍‌ସିକୁ ବିଭିନ୍ନ ସମୟରେ ନାନା ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଛି। ଫଳସ୍ବରୂପ ସ୍ବଚ୍ଛ ଭାରତ ମିଶନ ପକ୍ଷରୁ ହେଉଥିବା ସ୍ବଚ୍ଛ ସର୍ଭେକ୍ଷଣରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ବହୁତ ପଛରେ ରହିଛି। ସ୍ମାର୍ଟସିଟି...

ଲିଙ୍କ୍‌ ଫେଲ୍‌ ଯୋଗୁ ବ୍ୟାଙ୍କ ସେବା ଅଚଳ: ଗ୍ରାହକ ଅସନ୍ତୋଷ

କଣାସ, ୧୮।୭(ସ୍ବ.ପ୍ର.)-ଗ୍ରାମାଞ୍ଚଳର ଲୋକମାନଙ୍କୁ ସହଜରେ ବ୍ୟାଙ୍କସେବା ଯୋଗାଇଦେବା ପାଇଁ ଗ୍ରାମାଞ୍ଚଳରେ ଅଧିକରୁ ଅଧିକ ଶାଖା ଖୋଲିବା ଉପରେ ଗୁରୁତ୍ୱ ଦିଆଯାଉଛି। ମାତ୍ର ଅନେକ ସମୟରେ ବ୍ୟାଙ୍କ ଗୁଡ଼ିକ ଲୋକମାନଙ୍କୁ ଉତ୍ତମ ସେବା ଯୋଗାଇବାରେ ବିଫଳ ହେଉଥିବା ଦେଖିବାକୁ ମିଳୁଛି। ପୁରୀ...

ବିଦ୍ୟୁତ୍‌ କର୍ମଚାରୀଙ୍କର ନିଘା ନାହିଁ: ଦିନ ଦିନ ଧରି ଅନ୍ଧାରରେ କଣାସ ଅଞ୍ଚଳ

କଣାସ, ୧୮।୭(ସ୍ବ.ପ୍ର.)-ଫନୀ ପରେ ଦୁଇମାସ ଧରି କଣାସ ଅଞ୍ଚଳ ଅନ୍ଧାରେ ରହିବାପରେ କେତେକ ଅଞ୍ଚଳକୁ ବିଦ୍ୟୁତ୍‌ ସଂଯୋଗ ଦିଆଯାଇଥିଲା। ମାତ୍ର ସାମାନ୍ୟ ପବନ ହୋଇ ଗଛରୁ ପତ୍ର ହଲିଲେ ସଙ୍ଗେ ସଙ୍ଗେ ବିଦ୍ୟୁତ୍‌ କାଟ୍‌ କରାଯାଉଥିବାରୁ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ...

ପାଟକୁରାରେ ଖବରଦାତାଙ୍କୁ ଦୁର୍ବ୍ୟବହାର ଘଟଣା : ବିଧାନସଭାରେ ହଟ୍ଟଗୋଳ; କେନ୍ଦ୍ରାପଡ଼ା ଏସ୍‌ପିଙ୍କ ନିଲମ୍ବନ ଦାବି

ଭୁବନେଶ୍ୱର,୧୮।୭(ବ୍ୟୁରୋ) : ଖବରଦାତାଙ୍କୁ ଦୁର୍ବ୍ୟବହାର କରିଥିବା କେନ୍ଦ୍ରାପଡ଼ା ଏସ୍‌ପିଙ୍କୁ ହଟାଯାଉ, ନଚେତ୍‌ ଗୃହ ଚଳାଇ ଦେବୁ ନାହିଁ। ଏହି ପ୍ରସଙ୍ଗକୁ ନେଇ ବିରୋଧୀ ଦଳ ବିଧାନସଭାରେ ହଙ୍ଗାମା କରିଥିଲେ। ପ୍ରସଙ୍ଗ ଗୋଟିଏ ହେଲେ ମଧ୍ୟ ଭାଜପା ଏବଂ କଂଗ୍ରେସ ଭିନ୍ନ...

ଗଣ୍ଡଗୋଳ ପାଇଁ ଲୋୟର ସୁକ୍‌ତେଲ ୧୯ ବର୍ଷ ପରେ ଅଧା ରହିଛି: ବଲାଙ୍ଗୀରରେ ଚଳିତବର୍ଷ ୧୫ଶହ ଗଭୀର ନଳକୂପ ଖୋଳାଯିବ

ଭୁବନେଶ୍ୱର, ୧୮।୭(ବ୍ୟୁରୋ): ବଲାଙ୍ଗୀର ଜିଲାକୁ ଜଳସେଚନ ସୁବିଧା ମିଳୁ ନାହିଁ। ରାଜ୍ୟ ସରକାର ସବୁ ବ୍ଲକକୁ ୩୫ ପ୍ରତିଶତ ଜଳସେଚନ ସୁବିଧା ଯୋଗାଇ ଦେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ । ହେଲେ ବଲାଙ୍ଗୀର ଜିଲାର ଅନେକ ବ୍ଲକରେ ୧ ପ୍ରତିଶତ...

ଶୀତଳଭଣ୍ଡାର, ଆଳୁମିଶନ ବନ୍ଦ ଆରୋପ ମହାରଥୀଙ୍କୁ ବାଧିଛି

ଭୁବନେଶ୍ୱର,୧୮।୭(ବ୍ୟୁରୋ) : କାଲିଠୁ ମୁଁ ଖାଇନି। ଆପଣ ମନ୍ତ୍ରୀ ହୋଇଥିଲେ କ’ଣ ଏକଥା ସହିପାରିଥାନ୍ତେ! ମୋର ସବୁ ସମ୍ମାନ ଆପଣଙ୍କ ପାଖରେ। ବୁଧବାର ମୋହନ ମାଝିଙ୍କ ପ୍ରଶ୍ନୋତ୍ତର ବେଳେ ଅର୍ଥମନ୍ତ୍ରୀ ଯେଉଁ ମନ୍ତବ୍ୟ ଦେଲେ, ତାହା ମୋତେ ବହୁତ ବାଧିଛି।...

ଏବେବି କ୍ଷତିପୂରଣ ପାଇନାହାନ୍ତି ହୀରାକୁଦ ବିସ୍ଥାପିତ

ଭୁବନେଶ୍ୱର, ୧୮।୭(ବ୍ୟୁରୋ): ହୀରାକୁଦ ବନ୍ଧ ନିର୍ମାଣ ହେବାର ୭୦ ବର୍ଷ ପରେ ମଧ୍ୟ ବିସ୍ଥାପିତଙ୍କୁ ଏଯାଏ କ୍ଷତିପୂରଣ ମିଳିନାହିଁ। ସେମାନେ ରହୁଥିବା ପଡ଼ା ଗ୍ରାମକୁ ଏ ପର୍ଯ୍ୟନ୍ତ ରାଜସ୍ବ ଗ୍ରାମର ମାନ୍ୟତା ମିଳିନାହିଁ। ଏଥିଯୋଗୁ ସେହି ଲୋକମାନେ କୌଣସି ସୁବିଧା...

ପ୍ରାକୃତିକ ବିପର୍ଯ୍ୟୟ ସୂଚନା ଦେବ ‘ସତର୍କ’ ଆପ୍‌: ବ୍ଲକ, ପଞ୍ଚାୟତରେ ଲାଗିବ ପାଣିପାଗ ଓ ବୃଷ୍ଟିମାପକ ଯନ୍ତ୍ର

ଭୁବନେଶ୍ୱର, ୧୮।୭(ବ୍ୟୁରୋ): ରାଜ୍ୟରେ ପ୍ରାକୃତିକ ବିପର୍ଯ୍ୟୟ ଚିର ସହଚର ହୋଇ ରହିଛି। କେତେବେଳେ ବନ୍ୟା ତ କେତେବେଳେ ବାତ୍ୟା, ମରୁଡ଼ି, ବଜ୍ରପାତ, ଅଂଶୁଘାତ ଭଳି ବିପତ୍ତି ରାଜ୍ୟବାସୀଙ୍କୁ ଅସ୍ତବ୍ୟସ୍ତ କରୁଛି। ପ୍ରାକ୍‌ ସୂଚନା ଅଭାବରୁ ଅନେକ ଧନ ଜୀବନ ନଷ୍ଟ...

ଯୁକ୍ତ ୩ ନାମଲେଖା: ପ୍ରଥମ କଟ୍‌ ଅଫ୍‌ ମାର୍କ ପ୍ରକାଶିତ

ଭୁବନେଶ୍ୱର, ୧୮।୭(ବ୍ୟୁରୋ): ଯୁକ୍ତ ୩ ପ୍ରଥମ ବର୍ଷରେ ନାମଲେଖା ପାଇଁ ଗୁରୁବାର ପ୍ରଥମ ପର୍ଯ୍ୟାୟ କଟ୍‌ ମାର୍କ ପ୍ରକାଶ ପାଇଛି। ପ୍ରଥମ ପର୍ଯ୍ୟାୟରେ ୨ ଲକ୍ଷ ୧୦ ହଜାର ୪୪୬ ଛାତ୍ରଛାତ୍ରୀ ଆବେଦନ କରିଥିଲେ। ସେଥିମଧ୍ୟରୁ ପ୍ରଥମ କଟଅଫ୍‌ ମାର୍କରେ...

ଛୋଟାଙ୍କୁ ୩ ଦିନ ରିମାଣ୍ଡରେ ନେବ ଏସ୍‌ଟିଏଫ୍‌

ଖୋର୍ଦ୍ଧା ଅଫିସ,୧୮।୭: ଖୋର୍ଦ୍ଧା ଜିଲାର ନିଶା ସୌଦାଗର ସୁଧାଂଶୁ ପରିଡ଼ା ଓରଫ ଛୋଟାଙ୍କୁ ଗୁରୁବାର, ଶୁକ୍ରବାର ଓ ଶନିବାର ୩ ଦିନ ପାଇଁ କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌ ରିମାଣ୍ଡରେ ନେବ। ଏନେଇ ଖୋର୍ଦ୍ଧା ଏସ୍‌ଡିଜେଏମ୍‌ ଶ୍ରଦ୍ଧାଞ୍ଜଳି ରାୟଙ୍କ କୋର୍ଟରେ ଏସ୍‌ଟିଏଫ୍‌ ୭...

ଧନୀଙ୍କ ପସନ୍ଦ ଦୁବାଇ

ଭୁବନେଶ୍ୱର,୧୮ା୭(ବ୍ୟୁରୋ):ସଂଯୁକ୍ତ ଆରବ ଏମିରେଟ୍ସ(ୟୁଏଇ)ର ପ୍ରମୁଖ ସହର ଦୁବାଇର ଦୃଢ଼ ଆର୍ଥିକ ବ୍ୟବସ୍ଥା, ଉଚ୍ଚତମ ଅଟ୍ଟାଳିକା, ଉନ୍ନତମାନର ଅନ୍ତଃରାଷ୍ଟ୍ରୀୟ ବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ, ବ୍ୟବସାୟ ପ୍ରତିଷ୍ଠାନ, ସୌନ୍ଦର୍ଯ୍ୟଭରା ସମୁଦ୍ରକୂଳ, ବିକଶିତ ରାଷ୍ଟ୍ର ସହ ସମକକ୍ଷ ସାମାଜିକ ବିଧିବ୍ୟବସ୍ଥା ଗତ କିଛି ବର୍ଷ...

‘ଅଞ୍ଚଳଭିତ୍ତିକ ପାରମ୍ପରିକ କୃଷିକୁ ଅଣଦେଖା ନେଇ ଗୃହରେ ଉଦ୍‌ବେଗ’

ଭୁବନେଶ୍ୱର,୧୮ା୭(ବ୍ୟୁରୋ): ରାଜ୍ୟରେ ୬୦ ପ୍ରତିଶତ ଲୋକ କୃଷି ଉପରେ ନିର୍ଭରଶୀଳ। ହେଲେ ସରକାର କୃଷି ଏବଂ କୃଷକଙ୍କୁ ନେଇ ରହିଥିବା ପ୍ରକୃତ ସମସ୍ୟା ହୃଦୟଙ୍ଗମ କରିବାରେ ଅସମର୍ଥ ବୋଲି ଖର୍ଚ୍ଚଦାବି ଆଲୋଚନା ବେଳେ ଏକାଧିକ ବିରୋଧୀ ସଦସ୍ୟ ମତ ରଖିଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri