ମେଟ୍ରୋ

ପିଏସ୍‌ସି ପକ୍ଷରୁ ବିଭିନ୍ନ ରେଳଷ୍ଟେଶନ ପରିଦର୍ଶନ: ଅନୁଧ୍ୟାନ କଲେ ଯାତ୍ରୀଙ୍କ ସେବା

ଜଟଣୀ, ୧୮ା୭(ଡି.ଏନ.ଏ.):ରେଲୱେ ବୋର୍ଡର ପାସେଞ୍ଜର ସର୍ଭିସ କମିଟି(ପିଏସ୍‌ସି) ବୁଧବାର ଖୋର୍ଦ୍ଧାରୋଡ଼, ପୁରୀ, ଭୁବନେଶ୍ୱର ରେଳଷ୍ଟେଶନ ପରିଦର୍ଶନ କରିଥିଲେ। ପରିଦର୍ଶନ ସମୟରେ ଯାତ୍ରୀଙ୍କ ସହିତ କଥାବାର୍ତ୍ତା ହୋଇ ବିଭିନ୍ନ ସମସ୍ୟା ଉପରେ ବୁଝିଥିଲେ। ଏଥିସହ ଖାଦ୍ୟ ଷ୍ଟଲ, ଭୋଜନ ବ୍ୟବସ୍ଥା, ପାନୀୟ...

ବ୍ରାଉନସୁଗାର ବ୍ୟବସାୟ ବନ୍ଦ ପାଇଁ ଦାବି: ରାତିରେ ଆଦର୍ଶ ଥାନା ଘେରିଲେ ମହିଳା

ଖୋର୍ଦ୍ଧା ଅଫିସ, ୧୮ା୭: ବ୍ରାଉନସୁଗାର କାରବାର ବନ୍ଦ ଓ ଜୀବନ ପ୍ରତି ବିପଦ ଥିବାରୁ ସୁରକ୍ଷା ଯୋଗାଇବା ଦାବିରେ ଖୋର୍ଦ୍ଧା ଆଦର୍ଶ ଥାନାକୁ ସହରର ୬ ନଂ. ୱାର୍ଡ ସ୍ବପ୍ନେଶ୍ୱରସାହିର ମହିଳାମାନେ ବୁଧବାର ସନ୍ଧ୍ୟାରେ ଘେରାଉ କରିଥିଲେ। ବ୍ରାଉନସୁଗାର କାରବାର...

ବର୍ଷାଦିନିଆ ରୋଗକୁ ରୋକିବେ ପ୍ରଗତି ସାଥୀ

ଭୁବନେଶ୍ୱର, ୧୮ା୭(ବ୍ୟୁରୋ): ବର୍ଷାଦିନରେ ଜଳ ବାହିତ ରୋଗ ତଥା ପରିମଳ ଜନିତ ରୋଗରୁ ରାଜଧାନୀକୁ ରକ୍ଷା କରିବା ଲାଗି ‘ସୋସିଆଲି ସ୍ମାର୍ଟ ଭୁବନେଶ୍ୱର’ ଯୋଜନାରେ ‘ପ୍ରଗତି ସାଥୀ’ ନାମରେ ୬୦ ଜଣ ସ୍ବାସ୍ଥ୍ୟକର୍ମୀଙ୍କୁ ବିଶେଷ ଟ୍ରେନିଂ ଦିଆଯାଇଛି। ଏମାନେ ସହର...

ଗଛରେ ପିଟି ହୋଇ ବାଇକ୍‌ ଚାଳକଙ୍କ ମୃତ୍ୟୁ: ଆମ୍ବୁଲାନ୍ସ ପହଞ୍ଚିବାରେ ବିଳମ୍ବ, ରାସ୍ତାରୋକୋ

ନିମାପଡ଼ା,୧୮ା୭(ଡି.ଏନ୍‌.ଏ.): ଚଅଁରପଦା ପଞ୍ଚାୟତ ଅଫିସ ଛକ ନିକଟରେ ବୁଧବାର ଏକ ବାଇକ୍‌ ଗଛରେ ପିଟି ହେବା ଫଳରେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ମୃତ ବାଇକ୍‌ ଚାଳକ ହେଲେ ବାଲିପାଟଣା ଥାନା ଅନ୍ତର୍ଗତ...

ପଟ୍ଟନାୟିକିଆ ଛକ ଟ୍ରିପଲ ମର୍ଡର ଘଟଣା: ଜେଲ୍‌ ଗଲେ ୬ ଅଭିଯୁକ୍ତ

ସାକ୍ଷୀଗୋପାଳ,୧୮ା୭(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ଅଧୀନ ପଟ୍ଟନାୟିକିଆ ଛକ ଟ୍ରିପଲ ମର୍ଡର ଘଟଣାରେ ଗିରଫ ୬ ଅଭିଯୁକ୍ତଙ୍କୁ ପୋଲିସ ବୁଧବାର ଏସ୍‌ଡିଜେଏମ କୋର୍ଟରେ ହାଜର କରିଥିଲା। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ପୁରୀ ଜେଲକୁ ପଠାଇ ଦିଆଯାଇଛି। ଏହି...

ନିଶା କାରବାର ଲିଙ୍କରେ ୨ ମହିଳା ଏଜେଣ୍ଟ: ଏସ୍‌ଟିଏଫ୍‌ ଲିଷ୍ଟରେ ସଞ୍ଜୁ, ପାକୁ ଓ କାକା

ଖୋର୍ଦ୍ଧା ଅଫିସ,୧୮ା୭: କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଟାର୍ଗେଟରେ ଏବେ ନିଶା ମାଫିଆ। ବ୍ରାଉନ୍‌ସୁଗାର କାରବାରର ମାଷ୍ଟରମାଇଣ୍ଡ୍‌ ତଥା ଖୋର୍ଦ୍ଧା ପଥରଖଣି ଉପତ୍ୟକାରେ ରାଜ୍‌ କରୁଥିବା ସୁଧାଂଶୁ ପରିଡ଼ା ଓରଫ ଛୋଟା ଆତ୍ମସମର୍ପଣ କରି ଏବେ ଜେଲ୍‌ରେ ଅଛନ୍ତି। ତାଙ୍କର ୩ ସହଯୋଗୀଙ୍କୁ...

ନବୀନ ନିବାସ ସମ୍ମୁଖରେ ଦିବ୍ୟାଙ୍ଗ ଛାତ୍ରଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର, ୧୮ା୭(ବ୍ୟୁରୋ): ନ୍ୟାୟ ପାଇଁ ସବୁଠି ନିରାଶ ହେବା ପରେ ଶେଷରେ ଜଣେ ଦିବ୍ୟାଙ୍ଗ ଛାତ୍ର ବୁଧବାର ନବୀନ ନିବାସ ସମ୍ମୁଖରେ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ମାତ୍ର ସେଠାରେ ଉପସ୍ଥିତ ପୋଲିସ ଫୋର୍ସ ତାଙ୍କୁ କାବୁ କରିନେଇଥିଲେ। ତାଙ୍କୁ ପଚରାଉଚରା...

୧୫ ଗ୍ରାମ ବ୍ରାଉନସୁଗାର ଜବତ

ଖୋର୍ଦ୍ଧା ଅଫିସ,୧୮ା୭: ଖୋର୍ଦ୍ଧା ଅବକାରୀ ସ୍କ୍ବାଡ୍‌ ପକ୍ଷରୁ ଖୋର୍ଦ୍ଧା ଆଦର୍ଶ ଥାନାର ଭାଲିଆବାଡିରେ ବୁଧବାର ପୂର୍ବାହ୍ନରେ ଅବକାରୀ ବିଭାଗ ଚଢ଼ାଉ କରି ୧୫ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଏହାର ମୂଲ୍ୟ ଦେଢ଼ ଲକ୍ଷ ଟଙ୍କା ହେବ ବୋଲି ଅବକାରୀ...

‘ଓଡ଼ିଶା ଟୁରିଜମ୍‌’କୁ ଆବଶ୍ୟକ ସେଲିବ୍ରିଟି ବ୍ରାଣ୍ଡ୍‌ ଆମ୍ବାସାଡର

ଭୁବନେଶ୍ୱର,୧୮ା୭(ବ୍ୟୁରୋ): ‘ଖୁସ୍‌ବୁ ଗୁଜରାଟ କି’ କ୍ୟାମ୍ପେନ୍‌ ହେଉ କି ‘ଅସମ୍‌ ଆସାମ୍‌’ କ୍ୟାମ୍ପେନ୍‌। ଅମିତାଭ ବଚ୍ଚନ ଓ ପ୍ରିୟଙ୍କା ଚୋପ୍ରାଙ୍କ ଭଳି ସେଲିବ୍ରିଟି କ୍ୟାମ୍ପେନର୍‌ ଉଭୟ ଗୁଜରାଟ ଓ ଆସାମ ପର୍ଯ୍ୟଟନକୁ ବେଶ୍‌ କିଛିପାଦ ଆଗକୁ ନେବାରେ ପ୍ରମୁଖ ଭୂମିକା...

ବିଡିଓଙ୍କୁ ଅର୍ଥଦଣ୍ଡ ନିର୍ଦ୍ଦେଶ

କଟକ ଅଫିସ,୧୮ା୭: କେନ୍ଦ୍ରାପଡ଼ା ଜିଲା ମହାକାଳପଡା ଅଞ୍ଚଳର ସହଦେବ ସେଠୀ ନାମକ ଜଣେ ବ୍ୟକ୍ତି ନିଜର ଚାଳଘର ଛପର କରିପାରି ନ ଥିଲେ। ଏହାପରେ ସେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନିଜକୁ ଅନ୍ତର୍ଭୁକ୍ତ କରିବା ପାଇଁ ମହାକାଳପଡ଼ା ବ୍ଲକରେ ଦରଖାସ୍ତ...

ଜାଇକା କାମ ବେଳେ ଘର ଭାଙ୍ଗିଲା

କଟକ ଅଫିସ,୧୮ା୭: ଜାଇକାକୁ ନେଇ ପୁଣି ଥରେ ବିବାଦ ଦେଖାଦେଇଛି। ଜାଇକା କାର୍ଯ୍ୟ ଚାଲିଥିବା ବେଳେ ଗୋଟିଏ ଘର ଓ ପାଚେରି ଭାଙ୍ଗି ଯାଇଥିବା କଟକ କଲ୍ୟାଣନଗର ଦୁଲାଦେବୀ ରୋଡ ଅଞ୍ଚଳର ନିରଞ୍ଜନ ପ୍ରଧାନ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ,...

କଟକ ସହରରେ ହୃଦୟ ବିଦାରକ ଦୃଶ୍ୟ: ମୃତ ଶିଶୁକୁ ଧରି ଗୋଟିଏ ଦିନ ବୁଲିଲେ ମା’

କଟକ ଅଫିସ, ୧୮ା୭: କଥାରେ ଅଛି ମା’ କୋଳରୁ ଛୁଆକୁ ବାଘ ବି ଝାମ୍ପିନେବା ସହଜ ନୁହେଁ। ତା’ର ଏକ ପ୍ରମାଣ ବୁଧବାର କଟକ ସହରରେ ଦେଖିବାକୁ ମିଳିଛି। ମାନସିକ ବିକାରଗ୍ରସ୍ତ ଜଣେ ମା’ କୋଳରେ ୩ ବର୍ଷର ମୃତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri