ମେଟ୍ରୋ

ରାଜ୍ୟରେ ମରୁଡ଼ି ଆଶଙ୍କା

ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଗାଏବ ହୋଇଯାଇଛି। ଗତ ୨ ସପ୍ତାହ ହେବ ନିଅଣ୍ଟିଆ ବର୍ଷା ପରିସ୍ଥିତି ସୃଷ୍ଟି ହୋଇଛି। ଧାନବିଲ ଫାଟି ଆଁ କଲାଣି। ଆସନ୍ତା ସପ୍ତାହକ ମଧ୍ୟରେ ବର୍ଷା ନ ହେଲେ ରାଜ୍ୟରେ ଭୟଙ୍କର...

ଏମ୍‌ସିଆଇ ସ୍ଥାନରେ ଜାତୀୟ ମେଡିକାଲ କମିଶନ

ଭୁବନେଶ୍ୱର,୧୮ା୭(ବ୍ୟୁରୋ): କେନ୍ଦ୍ର କ୍ୟାବିନେଟ୍‌ରେ ଜାତୀୟ ମେଡିକାଲ କମିଶନ ବିଲ୍‌ ୨୦୧୯କୁ ବୁଧବାର ଅନୁମୋଦନ ମିଳିଛି। ଏଣିକି ମେଡିକାଲ କାଉନସିଲ ଅଫ୍‌ ଇଣ୍ଡିଆ (ଏମସିଆଇ) ସ୍ଥାନରେ ଜାତୀୟ ମେଡିକାଲ କମିଶନ କାର୍ଯ୍ୟ କରିବ। ସେହିଭଳି ଏହି ବିଲ୍‌ ବର୍ତ୍ତମାନ ପ୍ରଚଳିତ ଇଣ୍ଡିଆନ୍‌...

୧୨ ବର୍ଷରେ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି ୧୪୧୭

ଭୁବନେଶ୍ୱର, ୧୮ା୭: ରାଜଧାନୀ ଭୁବନେଶ୍ୱରରେ ହତ୍ୟା, ବଳାତ୍କାର, ଲୁଟ୍‌, ଠକେଇ, ଜମି ହଡପ, ଅପହରଣ ଭଳି ବଡ଼ ବଡ଼ ଅପରାଧ ପ୍ରାୟ ପ୍ରତିଦିନ ଘଟୁଛି। ଏ ସବୁ ଅପରାଧର ତଦନ୍ତ, ପ୍ରମାଣ ଯୋଗାଡ଼ କରିବାରେ କମିଶନରେଟ୍‌ ପୋଲିସକୁ ଦୀର୍ଘ ସମୟ...

ପୁରୀ ଷ୍ଟେଶନ ଅନୁଧ୍ୟାନ କଲେ ପିଏସ୍‌ସି ଟିମ୍‌: ଫୁଡ୍‌ ପ୍ଲାଜାକୁ ୧୦ ହଜାର, ଠିକାଦାରଙ୍କୁ ୨୫ହଜାର ଜରିମାନା

ପୁରୀ ଅଫିସ, ୧୭ା୭: ଭାରତୀୟ ରେଳ ମନ୍ତ୍ରଣାଳୟର ପାସେଞ୍ଜର ସର୍ଭିସ କମିଟି(ପିଏସ୍‌ସି) ୫ଦିନ ଓଡ଼ିଶା ଗସ୍ତରେ ଆସିଛନ୍ତି। ବୁଧବାର ପୂର୍ବାହ୍ନରେ ଏହି ଟିମ୍‌ ଭୁବନେଶ୍ୱର, ଖୋର୍ଦ୍ଧାରୋଡ଼ ଏବଂ ଅପରାହ୍ନରେ ପୁରୀ ଷ୍ଟେଶନ ଅନୁଧ୍ୟାନ କରିଛନ୍ତି। କମିଟି ଚେୟାରମ୍ୟାନ ରମେଶ କୁମାର...

ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ହେବ ନୋ ପାର୍କିଂ, ନୋ ଭେଣ୍ଡିଂ ଜୋନ୍‌: ହଟିଲେ ଉଠାଦୋକାନୀ, ୱାନ୍‌ୱେ ଟ୍ରାଫିକ ବ୍ୟବସ୍ଥା ଲାଗୁ

ପୁରୀ ଅଫିସ, ୧୭ା୭:ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ଶ୍ରଦ୍ଧାଳୁଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଓ ସୁବିଧାଜନକ ଯାତାୟାତ ଲାଗି ଜିଲା ପ୍ରଶାସନ ଶ୍ରୀମନ୍ଦିର ଚତୁଃପାର୍ଶ୍ୱକୁ ନୋ ପାର୍କିଂ ଏବଂ ନୋ ଭେଣ୍ଡିଂ ଜୋନ କରିବାକୁ...

ରାଜ୍ୟ ରକ୍ତ ସଞ୍ଚାଳନ ପରିଷଦ ପରିଚାଳନା କମିଟି ବୈଠକ: ୨୮ କୋଟି ୭୫ ଲକ୍ଷ ଟଙ୍କାର ବଜେଟ ଅନୁମୋଦିତ

ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ରାଜ୍ୟ ରକ୍ତ ସଞ୍ଚାଳନ ପରିଷଦ ୩୧ତମ ପରିଚାଳନା କମିଟି ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କମିଶନର ତଥା ଶାସନ ସଚିବ ଡା. ପ୍ରମୋଦ କୁମାର ମେହେର୍ଦ୍ଦାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି...

ଲକ୍ଷ୍ୟଭ୍ରଷ୍ଟ ବିରୋଧୀ: ମନ୍ତ୍ରୀ, ବିଧାୟକଙ୍କ ଅନୁପସ୍ଥିତିକୁ ନେଇ ବିଧାନସଭାରେ ହଙ୍ଗାମା

ଭୁବନେଶ୍ୱର,୧୭।୭(ବ୍ୟୁରୋ): ୧୬ଶ ବିଧାନସଭାରେ ବିରୋଧୀ ଲକ୍ଷ୍ୟଭ୍ରଷ୍ଟ ହୋଇଛନ୍ତି। ଲୋକମାନଙ୍କ ସମସ୍ୟାକୁ ଉତ୍ଥାପନ କରିବା ବଦଳରେ ଉଭୟ ଭାଜପା ଓ କଂଗ୍ରେସ ପରସ୍ପର ଗୋହି ଖୋଳାଖୋଳି ହେଉଛନ୍ତି। ଚଳିତ ବିଧାନସଭାରେ ଭାଜପାକୁ ମୁଖ୍ୟ ବିରୋଧୀ ଦଳ ମାନ୍ୟତା ମିଳିଛି। କଂଗ୍ରେସ ତୃତୀୟ...

ଧାନକୁ ଛାଡ଼ି ସବୁ ଆମଦାନୀ ପଡୋଶୀ ରାଜ୍ୟରୁ; ଆଳୁ ମିଶନ ଫେଲ: ପଶ୍ଚିମବଙ୍ଗ ଭରସା

ଭୁବନେଶ୍ୱର, ୧୭।୭(ବ୍ୟୁରୋ): ରାଜ୍ୟରେ କୃଷକମାନଙ୍କ ଆୟ ୨ଗୁଣା ହୋଇଛି। କୃଷି ଉତ୍ପାଦନ ବଢ଼ିଯାଇଛି। ୫ଥର ରାଜ୍ୟକୁ କୃଷିକର୍ମଣ ପୁରସ୍କାର ମିଳିଲାଣି। ଧାନ ଚାଷରେ ବଡ଼ ବଡ଼ ରାଜ୍ୟକୁ ଓଡ଼ିଶା ପଛରେ ପକାଇ ଦେଇଛି। ବିଧାନସଭାଠାରୁ ଆରମ୍ଭକରି ନିର୍ବାଚନ ପ୍ରଚାରରେ ମଧ୍ୟ...

୧୫ ଗ୍ରାମ୍‌ ବ୍ରାଉନସୁଗାର ଜବତ : ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ଖୋର୍ଦ୍ଧା ଅଫିସ,୧୭।୭: ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ଭାଲିଆବାଡିରେ ଅବକାରୀ ସ୍କ୍ବାଡ ପକ୍ଷରୁ ବୁଧବାର ଚଢ଼ାଉ କରାଯାଇ ୧୫ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ଏଥିରେ ଜଣଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ସେ ହେଲେ ନିରାକାରପୁର ଷ୍ଟେଶନବଜାରର...

ସବୁ ସ୍କୁଲ ପାଠାଗାରକୁ ପୁସ୍ତକ ଯୋଗାଇଦେବାକୁ ଚଳିତବର୍ଷ ଖର୍ଚ୍ଚ ହେବ ୪୫.୬୨ କୋଟି

ଭୁବନେଶ୍ୱର, ୧୭।୭(ବ୍ୟୁରୋ): ରାଜ୍ୟରେ ଚଳିତ ବର୍ଷ ସବୁ ସ୍କୁଲ ପାଠାଗାରକୁ ପୁସ୍ତକ ଯୋଗାଇ ଦିଆଯିବ। ସେଥିପାଇଁ ରାଜ୍ୟ ସରକାର ୪୫ କୋଟି ୬୨ ଲକ୍ଷ ୯୫ ହଜାର ଟଙ୍କାର ବ୍ୟୟବରାଦ କରିଛନ୍ତି। ପ୍ରୋଜେକ୍ଟ ଆପ୍ରୁଭାଲ ବୋର୍ଡ(ପିଏବି) ଅନୁମୋଦନ ପରେ ପୁସ୍ତକ...

ବର୍ଷା ଅଭାବରୁ ରାଜ୍ୟରେ ମରୁଡ଼ି ଆଶଙ୍କା: ୨୪ ଘଣ୍ଟା ମଧ୍ୟରେ ବର୍ଷା ବଢ଼ିବା ନେଇ ପୂର୍ବାନୁମାନ

ଭୁବନେଶ୍ୱର, ୧୭।୭(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଗାଏବ ହୋଇଯାଇଛି। ଗତ ୨ ସପ୍ତାହ ହେବ ବର୍ଷା ନିଅଣ୍ଟିଆ ପରିସ୍ଥିତି ସୃଷ୍ଟି ହୋଇଛି। ଜୁଲାଇ ଶେଷହେବାକୁ ବସିଥିବା ବେଳେ ରାଜ୍ୟରେ ସ୍ବାଭାବିକ ବର୍ଷା ହେଉନାହିଁ। ଧାନବିଲ ଫାଟି ଆଁ...

ପଦ୍ମଶ୍ରୀ ପ୍ରକାଶ ରାଓ ଅସୁସ୍ଥ: ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ, ମାଗଣାରେ ଆବଶ୍ୟକ ଚିକିତ୍ସା ଯୋଗାଇଦେବାକୁ ନିର୍ଦ୍ଦେଶ

କଟକ ଅଫିସ,୧୭।୭: ବିଶିଷ୍ଟ ସମାଜସେବୀ ତଥା ପଦ୍ମଶ୍ରୀ ଡି. ପ୍ରକାଶ ରାଓ ଅସୁସ୍ଥ। ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ଼ ମେଡିକାଲର ମେଡିସିନ ଆଇସିୟୁରେ ରଖାଯାଇ ଚିକିତ୍ସା କରାଯାଉଛି। ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଓଙ୍କ ଆଶୁ ଆରୋଗ୍ୟ କାମନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri