ମେଟ୍ରୋ

ଶ୍ରୀମନ୍ଦିର ମେଘନାଦ ପାଚେରି ଚତୁଃପାର୍ଶ୍ୱରୁ ଉଚ୍ଛେଦ ଆରମ୍ଭ

ପୁରୀ ଅଫିସ,୧୯।୮ : ଶ୍ରୀମନ୍ଦିର ମେଘନାଦ ପାଚେରି ଚତୁଃପାର୍ଶ୍ୱରୁ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ସୋମବାର ସକାଳ ପ୍ରାୟ ସାଢ଼େ ୬ଟାରେ ପ୍ରଶାସନ ପକ୍ଷରୁ ପ୍ରଥମେ ଦକ୍ଷିଣ ପାର୍ଶ୍ୱରୁ ଉଚ୍ଛେଦ କରାଯାଇଛି। ଶୌଚାଳୟ, ସାମଗ୍ରୀ ଘର ଭଙ୍ଗା ଯାଇଛି। ମାତ୍ର...

ଖୋର୍ଦ୍ଧାରେ ପଥର ଚାଲାଣ ମାମଲା : ୬ଜଣଙ୍କୁ ଧରିବା ପାଇଁ ରାଜ୍ୟ ବାହାରକୁ ଗଲା ଏସ୍‌ଟିଏଫ୍‌

ଭୁବନେଶ୍ୱର,୧୯।୮(ବ୍ୟୁରୋ) : ଖୋର୍ଦ୍ଧା ପଥର ଚାଲାଣ ର଼୍ୟାକେଟରେ ସମ୍ପୃକ୍ତ ଥିବା ମୁଖ୍ୟ ୬ଜଣ ମାଫିଆଙ୍କୁ ଗିରଫ କରିବା ପାଇଁ ଏସ୍‌ଟିଏଫ୍‌ ଜାଲ ବିଛାଇଛି। ଏହି ୬ଜଣଙ୍କ ମଧ୍ୟରେ ରହିଛନ୍ତି ଜଣେ ଲେଡି ଡନ୍‌। ତାଙ୍କ ସମେତ ଅନ୍ୟ ୫ଜଣ ଗିରଫ...

ପାଟକୁରା ସଙ୍ଗଠନ ସଜାଡ଼ିବାକୁ ବୈଠକ

ଭୁବନେଶ୍ୱର,୧୯।୮(ବ୍ୟୁରୋ) : ପାଟକୁରା ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲଙ୍କ ବିଜୟ ପରେ ଦ୍ୱିତୀୟ ଥର ଲାଗି ଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ପ୍ରଥମେ ନିର୍ବାଚନ ପରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଥିଲା।...

୫ ରାଜ୍ୟରେ ଚାଲିଛି ଓଡ଼ିଆ ପାଠପଢ଼ା : ଅନ୍ୟ ରାଜ୍ୟର ଓଡ଼ିଆ ପିଲାଙ୍କ ପାଇଁ ହୋଇପାରୁନି ବ୍ୟବସ୍ଥା

ଭୁବନେଶ୍ୱର,୧୯।୮(ବ୍ୟୁରୋ) : ଓଡ଼ିଶାର ବହୁ ଲୋକ ଯାଇ ବାହାର ରାଜ୍ୟରେ ବସବାସ କରୁଛନ୍ତି। ଦେଶର ୨୮ଟି ରାଜ୍ୟ ମଧ୍ୟରୁ ମାତ୍ର ୫ଟି ରାଜ୍ୟରେ ରହୁଥିବା ଓଡ଼ିଆ ପରିବାରର ପିଲାମାନେ ନିଜ ମାତୃଭାଷାରେ ପାଠ ପଢିପାରୁଛନ୍ତି। ଅନ୍ୟ ରାଜ୍ୟଗୁଡିକରେ ସରକାର ଏଭଳି...

ମାଟ୍ରିମୋନିଆଲ୍‌ ସାଇଟ୍‌ରେ ଯୁବତୀଙ୍କ ସହ ବିବାହ ପ୍ରସ୍ତାବ : ଡାକ୍ତର ପରିଚୟ ଦେଇ ଯୁବକ ଗିରଫ

ଭୁବନେଶ୍ୱର,୧୯।୮(ବ୍ୟୁରୋ): ନିଜକୁ ଡାକ୍ତର ପରିଚୟ ଦେଇ ଜଣେ ବିବାହିତ ପୁରୁଷ ଅବିବାହିତା ଡାକ୍ତରାଣୀଙ୍କୁ ଠକେଇବାକୁ ଚେଷ୍ଟା କରୁଥିବା ଜଣାପଡ଼ିବା ପରେ ତାଙ୍କୁ କମିଶନରେଟ୍‌ ପୋଲିସ ରବିବାର ଗିରଫ କରିଛି। ଅଭିଯୁକ୍ତ ବିରଞ୍ଚତ୍ ନାରାୟଣ ନାଥ (୩୮)ଙ୍କ ଘର ଅନୁଗୋଳ ଜିଲା...

ଟଳିନି ରାଜ୍ୟରେ ବନ୍ୟା ସ୍ଥିତି: ବହୁ ଲୋକ ଜଳବନ୍ଦୀ, ଆଜି ପ୍ରବଳ ବର୍ଷା

ଭୁବନେଶ୍ୱର, ୧୯ା୮(ବ୍ୟୁରୋ): ରାଜ୍ୟରେ ବନ୍ୟା ସ୍ଥିତି ଟଳିଯାଇଛି ବୋଲି ସରକାର କହୁଛନ୍ତି। କିନ୍ତୁ ଏବେବି ରାଜ୍ୟର ତଳିଆ ଅଞ୍ଚଳରେ ପାଣି ମାଡ଼ିବାରେ ଲାଗିିଛି। ଲୋକେ ଜଳବନ୍ଦୀ ହୋଇ ରହିଛନ୍ତି। କଟକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ପୁରୀ ଜିଲାର କିଛି ସ୍ଥାନରେ ପାଣି...

ସୋସିଆଲ ମିଡିଆରେ ଭିଡିଓ ଛାଡ଼ି ମୁହଁ ଖୋଲିଲେ ପପୁ : ମୋ’ ଚିନ୍ତାଧାରାର ନୁହେଁ ଏହି ପୋଷ୍ଟର

ଭୁବନେଶ୍ୱର,୧୮।୮(ବ୍ୟୁରୋ) : ଚଳଚ୍ଚିତ୍ର ‘ମିଷ୍ଟର କହ୍ନେୟା’ର ପୋଷ୍ଟରକୁ ନେଇ ବିବାଦ ଘେରକୁ ଆସିଥିବା ଅଭିନେତା ପପୁ ପମ୍‌ପମ୍‌ ରବିବାର ମୁହଁ ଖୋଲିଛନ୍ତି। ଉକ୍ତ ପୋଷ୍ଟରଟି ମୋ’ ଚିନ୍ତାଧାରାର ନୁହେଁ, ମୁଁ ଭୁଲ କରିନାହିଁ। ବାହାରେ କିଏ ପୋଷ୍ଟର କରିଛନ୍ତି ଜାଣିନି।...

୨୪ ଘଣ୍ଟା ମଧ୍ୟରେ ଲଘୁଚାପ : ୫ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮।୮(ବ୍ୟୁରୋ): ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହାର ପ୍ରଭାବରେ...

ଭିଡିପି ଆସୋସିଏଟ ସର୍ଭେ: ଶୀର୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ; ୨ୟରେ ଯୋଗୀ, ଜଗନ ତୃତୀୟ

ଭୁବନେଶ୍ୱର,୧୮।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଦର୍ଶନକୁ ନେଇ ରାଜ୍ୟବାସୀ ସନ୍ତୁଷ୍ଟ ଅଛନ୍ତି। ସାରା ଦେଶର ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ପ୍ରଦର୍ଶନକୁ ଭିତ୍ତିକରି ପ୍ରସ୍ତୁତ ଏକ ରିପୋର୍ଟରେ ନବୀନ ଏକ ନମ୍ବର ସ୍ଥାନ ଅକ୍ତିଆର କରିଛନ୍ତି। ଭିଡିପି ଆସୋସିଏଟ ପକ୍ଷରୁ କରାଯାଇଥିବା...

ଚିଲିକାରେ ମାଲେସିଆ ଜାହାଜ ଅଟକିବା ଘଟଣା: ଦ୍ୱନ୍ଦ୍ୱ ସୃଷ୍ଟି କରୁଛି ଜଙ୍ଗଲ ବିଭାଗର ଭିନ୍ନ ମନ୍ତବ୍ୟ

ଭୁବନେଶ୍ୱର, ୧୮।୮(ବ୍ୟୁରୋ): ଯାନ୍ତ୍ରିକ ତ୍ରୁଟି ଯୋଗୁ ମାଲେସିଆର ପଣ୍ୟବାହୀ ଜାହାଜ ‘ଟଗ୍‌ ଜିନ୍‌ ହୱା ୩୨’ ପୁରୀ ଜିଲା କୃଷ୍ଣ ପ୍ରସାଦ ବ୍ଲକ୍‌ ଅନ୍ତର୍ଗତ ଚିଲିକା ମୁହାଣର ରାଜହଂସ ଓ ଖିରିସାହି ଗାଁ ନିକଟ ବଙ୍ଗୋପସାଗର ଉପକୂଳରେ ୧୧ଦିନ ହେବ...

ଜଷ୍ଟିସ ଡ. ଅରିଜିତ ପଶାୟତଙ୍କୁ ଭୂମିଗୌରବ ସମ୍ମାନ

କଟକ ଅଫିସ,୧୮।୮: କଟକ ବିଜୁ ପଟ୍ଟନାୟକ ଛକସ୍ଥିତ ସାରସ୍ବତ ପୀଠ ସାରଳା ଭବନଠାରେ ଶନିବାର ସାରଳା ସାହିତ୍ୟ ସଂସଦ ଓ ଚେଳିତୋଳ କଲଚରାଲ ଏକାଡେମୀର ମିଳିତ ଆନୁକୂଲ୍ୟରେ ସୁପ୍ରିମକୋର୍ଟର ପ୍ରାକ୍ତନ ବିଚାରପତି ଡ.ଅରିଜିତ ପଶାୟତଙ୍କ ୭୫ତମ ଜନ୍ମବାର୍ଷିକୀ ପାଳିତ ହୋଇଯାଇଛି।...

ବେଆଇନ ଗିରଫଦାରି ମାମଲା: କଟକ ଡିସିପିଙ୍କଠୁ ମାନବାଧିକାର ଆୟୁକ୍ତଙ୍କ ଜବାବ ତଲବ

କଟକ ଅଫିସ,୧୮।୮: ବେଆଇନ ଗିରଫଦାରି ମାମଲାରେ ରାଜ୍ୟ ମାନବାଧିକାର ଆୟୁକ୍ତ କଟକ ଡିସିପିଙ୍କୁ ଜବାବ ତଲବ କରିଛନ୍ତି। କଟକ ଡିପି ଲେନ ଅଞ୍ଚଳର ଅଙ୍କିତ ଅଗ୍ରଓ୍ବାଲ ଓ ହରିପୁର ଅଞ୍ଚଳର ଅନିଲ କୁମାର ସିମାନୀଙ୍କୁ କମିଶନରେଟ୍‌ ପୋଲିସ ବେଆଇନଭାବେ ଅଟକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri