ମେଟ୍ରୋ

ନାବାଳିକା ଛାତ୍ରୀ ବଳାତ୍କାର ଘଟଣା: ଛାତ୍ରୀନିବାସରେ ନୁହେଁ ପଡ଼ୋଶୀଙ୍କ ଦ୍ୱାରା ଛାତ୍ରୀ ଗର୍ଭବତୀ ହୋଇଥିବା କହିଲେ ମନ୍ତ୍ରୀ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟରେ ଅନୁସୂଚିତ ଜାତି ଏବଂ ଜନଜାତି ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ହେଉଥିବା ସରକାରୀ ଛାତ୍ରୀନିବାସରେ ରହୁଥିବା ଆଦିବାସୀ ଛାତ୍ରୀମାନେ ସୁରକ୍ଷିତ ନାହାନ୍ତି। ବିଭିନ୍ନ ସମୟରେ ନାବାଳିକା ଛାତ୍ରୀଙ୍କୁ ବଳାତ୍କାର କରାଯାଉଛି। ଖୋଦ ଭୁବନେଶ୍ୱରର ଏକ ଛାତ୍ରୀନିବାସରେ ନାବାଳିକାଙ୍କୁ...

ଆଇକନିକ୍‌ ଡେଷ୍ଟିନେଶନରୁ ଓଡ଼ିଶା ଗାଏବ: ବିଧାନସଭାରେ ଉଦ୍‌ବେଗ

ଭୁବନେଶ୍ୱର, ୧୨।୭(ବ୍ୟୁରୋ): କେନ୍ଦ୍ର ସରକାର ସମଗ୍ର ଦେଶରେ ୧୭ଟି ପର୍ଯ୍ୟଟନ ସ୍ଥଳକୁ ଆଇକନିକ୍‌ ଡେଷ୍ଟିନେଶନ ମାନ୍ୟତା ଦେଇଛନ୍ତି। ମାତ୍ର ଦୁର୍ଭାଗ୍ୟର ବିଷୟ ଯେ, ବିଶ୍ୱପ୍ରସିଦ୍ଧ ପୁରୀ ଓ କୋଣାର୍କକୁ ଏଥିରେ ସ୍ଥାନ ଦିଆଯାଇ ନାହିଁ। ଏହାଛଡ଼ା ରାଜ୍ୟର କୌଣସି ସ୍ଥାନକୁ...

ପଶ୍ଚିମ ଓଡ଼ିଶାରେ ଧାନର ଅଭାବୀ ବିକ୍ରି ନେଇ ବିଧାନସଭାରେ ଉଦ୍‌ବେଗ: ପଦକ୍ଷେପ ନେବାକୁ ବାଚସ୍ପତିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୧୨।୭(ବ୍ୟୁରୋ): ଧାନ ଅମଳ ହୋଇ ବାହାରେ ପଡ଼ି ପଡ଼ି ଗଜା ହେଲାଣି। ଧାନ ରଖିବା ପାଇଁ ମଣ୍ଡିର କୌଣସି ବ୍ୟବସ୍ଥା ନାହିଁ। ଚାଷୀଙ୍କଠାରୁ ସରକାର ଧାନ କିଣୁ ନ ଥିବାରୁ ଅବସ୍ଥା ସାଂଘାତିକ ହେଲାଣି। ବଲାଙ୍ଗୀର, ବରଗଡ଼, କଳାହାଣ୍ଡି,...

ଅଫିସରଙ୍କ ବେଖାତିରକୁ ନେଇ ପ୍ରଶ୍ନ: ବିଧାନସଭାରେ ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କଲେ ମୋହନ

ଭୁବନେଶ୍ୱର, ୧୨।୭(ବ୍ୟୁରୋ): ଅଫିସର ଆମକୁ ଖାତିର କରୁ ନାହାନ୍ତି। ବସିବା ପାଇଁ ଚେୟାର ଖଣ୍ଡେ ଦେଉନାହାନ୍ତି। ଆମେ କିଛି ପଚାରିଲେ ସେମାନେ ସିଟ୍‌ରୁ ଉଠୁନାହାନ୍ତି। ମୁଁ ତିନିଥର ବିଧାୟକ ହେଲିଣି। ଭୁବନେଶ୍ୱରର ଅତିଥି ଭବନରେ ରହିବା ପାଇଁ ଗୃହ ବିଭାଗ...

ବିଧାୟକ ବିଷ୍ଣୁ ଦାସ ଅସୁସ୍ଥ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ବରିଷ୍ଠ ବିଜେଡି ନେତା ତଥା ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଦାସ ଅସୁସ୍ଥ। ସେ ନିମୋନିଆରେ ପୀଡ଼ିତ ଥିବା ଜଣାପଡ଼ିଛି। ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେ ଗତ ୪ ଦିନ ଧରି ଡାକ୍ତରଖାନାରେ ରହିଛନ୍ତି।...

ବାହୁଡ଼ୁଛନ୍ତି ମହାପ୍ରଭୁ: ବଡ ଠାକୁରଙ୍କ ରଥଟଣା ଆରମ୍ଭ

ପୁରୀ ଅଫିସ, ୧୨।୭: ରଥାରୂଢ଼ ଓ ଛେରାପହଁରା ନୀତି ଶେଷ ହେବା ପରେ ରଥଟଣା ଆରମ୍ଭ ହୋଇଛି। ପୂର୍ବାହ୍ନ ୧.୧୫ରେ ସର୍ବପ୍ରଥମେ ବଡ ଠାକୁର ବଳଭଦ୍ରଙ୍କ ରଥଟଣା କାର୍ଯ୍ୟ ଆରମ୍ଭ ହୋଇଛି। ପୂର୍ବରୁ ଅପରାହ୍ନ ୪ଟାରେ ରଥଟଣା ଲାଗି ନୀତି...

ସରିଲା ଛେରାପହଁରା: ଚାରମାଳ ଫିଟା ଆରମ୍ଭ

ପୁରୀ ଅଫିସ, ୧୨।୭: ଶୁକ୍ରବାର ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା। ପହଣ୍ଡି ଶେଷ ହେବାପରେ ରଥାରୂଢ଼ ହୋଇଛନ୍ତି ଚତୁର୍ଦ୍ଧାବିଗ୍ରହ। ଏହାପରେ ଛେରାପହଁରା କାର୍ଯ୍ୟ ଅନୁଷ୍ଠିତ ହୋଇଛି। ଗଜପତି ମହାରାଜ ଦିବ୍ୟସିଂହ ଦେବ ପ୍ରଥମେ ତାଳଧ୍ୱଜ ପରେ ନନ୍ଦିଘୋଷ ରଥରେ ଛେରାପହଁରା କରିବା ପରେ...

ମା ବସ୍‌ ଧକ୍କାରେ ବୃଦ୍ଧ ଗୁରୁତର, କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର, ୧୨।୭(ବ୍ୟୁରୋ): ଭୁବନେଶ୍ୱର ୟୁନିଟ-୪ ରେଡ୍‌କ୍ରସ ଭବନ ନିକଟରେ ଶୁକ୍ରବାର ପୂର୍ବାହ୍ନରେ ‘ମୋ ବସ୍‌’ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ସେ ହେଲେ ଏଜିର ପୂର୍ବତନ କର୍ମଚାରୀ ବାବାଜୀ ସେଠୀ(୭୦)। ପ୍ରକାଶ ଯେ, ବାବାଜୀ ସ୍କୁଟି ଯୋଗେ ୪...

ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା: ରଥାରୂଢ଼ ହେଲେ ଚତୁର୍ଦ୍ଧା ମୂର୍ତ୍ତି

ପୁରୀ ଅଫିସ, ୧୨।୭: ଶୁକ୍ରବାର ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା। ଚତୁର୍ଦ୍ଧା ମୂର୍ତ୍ତି ରଥରେ ବସି ଶ୍ରୀମନ୍ଦିର ଅଭିମୁଖେ ଯାତ୍ରା କରିବେ। ପ୍ରଥମେ ସୁଦର୍ଶନ ପୂର୍ବାହ୍ନ ୯.୧୫ରେ ପହଣ୍ଡିରେ ଆସି ୯.୩୦ରେ ରଥାରୂଢ଼ ହୋଇଥିଲେ। ପରେ ବଡ଼ଠାକୁର ବଳଭଦ୍ରଙ୍କର ୯.୨୦ରେ ପହଣ୍ଡି...

ମେଡିକାଲ ନାମଲେଖା : ପ୍ରଥମ ପର୍ଯ୍ୟାୟରେ ୯୭୦ ସିଟ୍‌ ପୂରଣ

ଭୁବନେଶ୍ୱର,୧୨ା୭(ବ୍ୟୁରୋ) : ରାଜ୍ୟରେ ଥିବା ୭ଟି ସରକାରୀ ଓ ଗୋଟିଏ ଘରୋଇ ମେଡିକାଲ କଲେଜର ଏମ୍‌ବିବିଏସ୍‌ ଓ ବିଡିଏସ୍‌ ପାଠ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟ ପ୍ରୋଭିଜନାଲ ନାମଲେଖା ବୁଧବାର ଶେଷ ହୋଇଛି। ନାମଲେଖା ପ୍ରକ୍ରିୟାରେ ଏମ୍‌ବିବିଏସ୍‌ରେ ମୋଟ ୯୩୩ ସିଟ୍‌ ପୂରଣ...

୮୭୧ ବର୍ଷ ଧରି ପୂଜା ପାଉଛନ୍ତି ମହାପ୍ରଭୁ

୧୧୪୮ ମସିହା ପୂର୍ବରୁ ମହାପ୍ରଭୁ ଉପାସିତ ହେଉଥିଲେ ଶାସଙ୍ଗ ଗ୍ରାମରେ। ବାଲେଶ୍ୱର ସହରଠାରୁ ୪ କୋଶ ଦୂରରେ ଇଟା ନିର୍ମିତ ମନ୍ଦିରରେ ପୂଜା ଆରମ୍ଭ କରିଥିଲେ ସ୍ଥାନୀୟ ଜମିଦାର। ମନ୍ଦିରର ଦୁଇପଟେ ଦୁଇଟି ବ୍ରାହ୍ମଣ ଶାସନ ଦାନ କରିଥିଲେ। ବଳଭଦ୍ରପୁର...

ଏଥର ଗୋଟିଏ ଦିନରେ ବାହୁଡ଼ା, ହରିଶୟନ ଏକାଦଶୀ : ଶୁକ୍ରବାରଠାରୁ ୪ ମାସ ଶୋଇବେ ଠାକୁର

ପୁରୀ ଅଫିସ,୧୨।୭ : ପ୍ରାୟ ପ୍ରତିବର୍ଷ ବାହୁଡ଼ା ଦଶମୀ ପରଦିନ ହରିଶୟନ ଏକାଦଶୀ ପଡ଼ିଥାଏ। ହରିଶୟନ ଏକାଦଶୀଠାରୁ ଠାକୁର ଶୟନ କରିଥାନ୍ତି। ତେବେ ଏଥର ତିଥି କ୍ଷୟ ଯୋଗୁ ବାହୁଡ଼ା ଏବଂ ଏକାଦଶୀ ଗୋଟିଏ ଦିନରେ ଅର୍ଥାତ୍‌ ଶୁକ୍ରବାର ପଡ଼ିିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri