ମେଟ୍ରୋ

ରସୁଲଗଡ଼ ଛକରେ ଯୁବକଙ୍କ ଦାଦାଗିରି: ବନ୍ଧୁକ ଦେଖାଇ ଡରାଇଲେ, କାବୁ କଲା ପୋଲିସ

ଭୁବନେଶ୍ୱର,୧୭।୮(ବ୍ୟୁରୋ): ମଞ୍ଚେଶ୍ୱର ଥାନା ରସୁଲଗଡ଼ ଛକରେ ଶନିବାର ଜଣେ ଯୁବକଙ୍କ ଦାଦାଗିରି ଦେଖିବାକୁ ମିଳିଛି। ଗାଡ଼ି ଓଭରଟେକ କରିବାକୁ ନେଇ ଦୁଇ ଚାଳକଙ୍କ ମଧ୍ୟରେ କିଛି ସମୟ ଧରି ଯୁକ୍ତିତର୍କ ହେବା ସହ ହାତାହାତି ପର୍ଯ୍ୟନ୍ତ କଥା ଯାଇଥିଲା। ଏଥିରେ...

ଚଳଚ୍ଚିତ୍ର ପୋଷ୍ଟରକୁ ନେଇ ବିବାଦରେ ପପୁ ପମ୍‌ପମ୍‌

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ଓଡ଼ିଆ ହାସ୍ୟ ଅଭିନେତା ପପୁ ପମ୍‌ପମ୍‌ ପୁଣି ଥରେ ବିବାଦକୁ ଟାଣିହୋଇ ଆସିଛନ୍ତି। ଏଥର ସେ ନିଜର ଆଗାମୀ ଚଳଚ୍ଚିତ୍ର ପୋଷ୍ଟରକୁ ନେଇ ବିବାଦରେ ପଡ଼ିଛନ୍ତି। ଗଣେଶ ପୂଜା ଅବସରରେ ମୁକ୍ତିଲାଭ କରିବାକୁ ଯାଉଥିବା ପପୁଙ୍କର ଆଗାମୀ...

ଚିଲିକା ପାଇଁ ୧୫୮ କୋଟି: ଉପକୃତ ହେବେ ୨ ଲକ୍ଷ ମତ୍ସ୍ୟଜୀବୀ

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ରାଜ୍ୟର ପ୍ରମୁଖ ୩ଟି ଆର୍ଦ୍ରଭୂମି ପାଇଁ ବିଭିନ୍ନ ଯୋଜନାକୁ ଅନୁମୋଦନ କରାଯାଇଛି। ରାଜ୍ୟ ଆର୍ଦ୍ରଭୂମି ପ୍ରାଧିକରଣ ବୈଠକରେ ବିଭିନ୍ନ ଯୋଜନାକୁ ଏହି ମଞ୍ଜୁରୀ ମିଳିଛି। ଏହି ଅବସରରେ ଚିଲିକା ହ୍ରଦର ସମନ୍ବିତ ପରିଚାଳନା ପାଇଁ ୧୫୮ କୋଟିର...

ରାଜ୍ୟ କ୍ୟାବିନେଟ: ଶ୍ରୀମନ୍ଦିର ସୁରକ୍ଷା ଓ ଚତୁଃପାର୍ଶ୍ୱ ଉନ୍ନୟନକୁ ଗୁରୁତ୍ୱ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ସଚିବାଳୟରେ ଶୁକ୍ରବାର ରାଜ୍ୟ କ୍ୟାବିନେଟ ବୈଠକରେ ପୁରୀ ଶ୍ରୀମନ୍ଦିରକୁ ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି ବୈଠକରେ ମନ୍ଦିର ସୁରକ୍ଷା ଓ ଚତୁଃପାର୍ଶ୍ୱ ଉନ୍ନୟନକୁ ଗୁରୁତ୍ୱ ଦିଆଯାଇଛି। ଜଷ୍ଟିସ ବିପି ଦାସ କମିଶନ ଦେଇଥିବା ପ୍ରସ୍ତାବ ଅନୁସାରେ ପଦକ୍ଷେପ...

ବଦଳିଲା ‘ମେଡିକାଲ ବଣ୍ଡ ପଲିସି ନିୟମ’: ପାଠପଢ଼ା ପରେ ଦୁଇ ବର୍ଷ ଓଡ଼ିଶାରେ କାମ କରିବାକୁ ବାଧ୍ୟ, ନହେଲେ ଦେବାକୁ ପଡ଼ିବ ମୋଟା ଟଙ୍କର ଅର୍ଥ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ରାଜ୍ୟ ସରକାର ମେଡିକାଲ ବଣ୍ଡ ପଲିସି ନିୟମକୁ ପରିବର୍ତ୍ତନ କରିଛନ୍ତି। ଏହି ନିୟମ ଚଳିତ ବର୍ଷଠାରୁ ଲାଗୁ ହେବ ବୋଲି ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି। ମନ୍ତ୍ରୀଙ୍କ ସୂଚନାନୁଯାୟୀ, ସରକାରୀ ମେଡିକାଲ କଲେଜରେ ଏମ୍‌ବିବିଏସ୍‌...

ବିଜେଡି ନେତାଙ୍କୁ ନିଯୁକ୍ତି: ଜାଣନ୍ତୁ କାହାକୁ ମିଳିଲା କେଉଁ ପଦବୀ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ବହୁ ବିଜେଡି ନେତାଙ୍କୁ ବିଭିନ୍ନ ପଦବୀରେ ନିଯୁକ୍ତ କରିଛନ୍ତି। କେଉଁ ବିଜେଡି ନେତାଙ୍କୁ କେଉଁ ପଦରେ ନିଯୁକ୍ତ କରାଯାଇଛି ଜାଣନ୍ତୁ- ଲେନିନ ମହାନ୍ତି- ସମ୍ପାଦକ, ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭ୍ୟୁ ସୁଜିତ...

ସ୍ବାଧୀନତା ଦିବସ ପାଳିଲା ଡିଏଭି ପୋଖରୀପୁଟ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ସ୍ଥାନୀୟ ଡିଏଭି ପୋଖରୀପୁଟରେ ଗୁରୁବାର ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ଅଧ୍ୟକ୍ଷ ଡ. ସୁଜାତା ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଉପସ୍ଥିତ ଛାତ୍ରଛାତ୍ରୀ ଓ ଅଭିଭାବକମାନେ ମିଳିତ ଭାବେ ଜାତୀୟ ସଙ୍ଗୀତ ଗାନ...

ବରିଷ୍ଠ ଆଇଏଏସ୍‌ ଅଫିସର ଗଗନ ଧଳଙ୍କ ଇସ୍ତଫା

ଭୁବନେଶ୍ୱର,୧୬।୮(ବ୍ୟୁରୋ): ବରିଷ୍ଠ ଆଇଏଏସ୍‌ ଅଫିସର ଗଗନ ଧଳ ଚାକିରିରୁ ଇସ୍ତଫା ଦେଇଛନ୍ତି। ୧୯୮୫ ବ୍ୟାଚ୍‌ର ଏହି ଅଫିସର ରାଜ୍ୟ ସରକାରଙ୍କୁ ଏ ନେଇ ଅବଗତ କରାଇଛନ୍ତି। ସେ କୃଷି ଉତ୍ପାଦନ କମିଶନର ଭାବେ କାର୍ଯ୍ୟ କରୁଥିଲେ। ୨୦୨୦ ଜାନୁଆରୀରେ ସେ...

ଟଳିଳା ବନ୍ୟା ସମ୍ଭାବନା: ସଚିବ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ରାଜ୍ୟରେ ବନ୍ୟା ସମ୍ଭାବନା ନାହିଁ। ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ ଜଳ ସମ୍ପଦ ସଚିବ ପ୍ରଦୀପ ଜେନା ଏହି ସୂଚନା ଦେଇଛନ୍ତି। ତାଙ୍କ ସୂଚନା ମୁତାବକ, ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ବର୍ଷା ପରିମାଣ କମ ରହିଛି।...

ଉଲ୍ଲେଖନୀୟ ସେବା ପାଇଁ ପୋଲିସ ପଦକ ପ୍ରଦାନ

ଭୁବନେଶ୍ୱର, ୧୫।୮(ବ୍ୟୁରୋ): ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପାଇଁ ପୋଲିସ, ଅଗ୍ନିଶମ ଓ କାରାଗାର ବିଭାଗର ଅଧିକାରୀ ଏବଂ କର୍ମଚାରୀଙ୍କୁ ୭୩ତମ ସ୍ବାଧୀନତା ଦିବସ ଅବସରରେ ପଦକ ପ୍ରଦାନ କରାଯାଇଛି। ଗୁରୁବାର ଭୁବନେଶ୍ୱର ଜୟଦେବ ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର...

ଉଦ୍‌ଘାଟିତ ହେଲା ଖାରବେଳ ଭବନ

ଭୁବନେଶ୍ୱର, ୧୫।୮(ବ୍ୟୁରୋ.): ଭୁବନେଶ୍ୱରରେ ଖାରବେଳ ଭବନ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଛନ୍ତି। ଖାରବେଳ ଭବନରେ କାର୍ଯ୍ୟ କରିବ ପ୍ରମୁଖ ୧୧ଟି ବିଭାଗର କାର୍ଯ୍ୟାଳୟ। ଏହାର ନିର୍ମାଣ ପାଇଁ ୧୨୮...

କ୍ରିଶନ କୁମାର ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ ଅଫିସ, ୧୫।୮: ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଭାବେ ରାଜ୍ୟ ସରକାର କ୍ରିଶନ କୁମାରଙ୍କୁ ନିଯୁକ୍ତି ଦେଇଛନ୍ତି। ଆସନ୍ତା ୧୯ ତାରିଖରୁ ସେ ଏହି ଅତିରିକ୍ତ ଦାୟିତ୍ୱ ପ୍ରତିପାଦନ କରିବେ। କିଛି ଦିନ ତଳେ କ୍ରିଶନ କୁମାରଙ୍କୁ ପୂର୍ତ୍ତ ବିଭାଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri