ମେଟ୍ରୋ

ନିଅଣ୍ଟିଆ ବର୍ଷା: ଚିନ୍ତାରେ ଚାଷୀ

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ରାଜ୍ୟରେ ବର୍ଷା ସ୍ଥିତି ବେଳକୁ ବେଳ ସଙ୍ଗିନ ହେବାରେ ଲାଗିଛି। କେଉଁଠି ଅସରାଏ ବର୍ଷା ହେଉଛି ତ କେଉଁଠି ଟାଇଁ ଟାଇଁ ଖରା। ଯେତିକି ବର୍ଷିବା କଥା ତାହା ହେଉ ନାହିଁ। ରାଜ୍ୟର ହାତଗଣତି କେତୋଟି ଜିଲାକୁ ବାଦ୍‌...

ବସ୍‌ରେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଘଟଣା: ଅଭିଯୁକ୍ତ ହେଲ୍‌ପର ଗିରଫ

ପୁରୀ ଅଫିସ, ୯ା୭ : ମହାପ୍ରଭୁଙ୍କ ରଥଯାତ୍ରା ଅବସରରେ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ହୋଇପଡ଼ିଥିବାବେଳେ ଘଟିଛି ଲଜ୍ଜାଜନକ ଘଟଣା। ସୋମବାର ରାତିରେ ପୁରୀ ବସ୍‌ଷ୍ଟାଣ୍ଡ ପରିସରସ୍ଥ ଏକ ବସ୍‌ ଭିତରେ ଜଣେ ଆଦିବାସୀ ନାବାଳିକାଙ୍କୁ ବସ୍‌ ହେଲ୍‌ପର ବଳାତ୍କାର କରିଛନ୍ତି। ଏହି...

ରାଜ୍ୟରେ ୪୦୭୩ ବି.ଟେକ୍‌ ସିଟ୍‌ ହ୍ରାସ

ଭୁବନେଶ୍ୱର, ୯ା୭(ବ୍ୟୁରୋ)- ପ୍ରତିବର୍ଷ ରାଜ୍ୟରେ ବିଭିନ୍ନ ଇଞ୍ଜିନିୟରିଂ କଲେଜରେ ବି.ଟେକ୍‌ ସିଟ୍‌ ଖାଲି ପଡ଼ୁଛି। କେବଳ ଘରୋଇ ନୁହେଁ, ସରକାରୀ କଲେଜରେ ମଧ୍ୟ ସିଟ୍‌ ପୂରଣ ହୋଇପାରୁ ନାହିଁ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମଙ୍ଗଳବାର ୪୦୭୩ଟି ବି.ଟେକ୍‌...

‘କସ୍‌ମୋପଲିଟାନ୍‌’ କଭର୍‌ଷ୍ଟୋରୀରେ ଦୂତି

ଭୁବନେଶ୍ୱର,୯ା୭(ବ୍ୟୁରୋ)- ଅନ୍ତର୍ଜାତୀୟସ୍ତରରେ ଖ୍ୟାତିଅର୍ଜନ କରିଥିବା ଓଡ଼ିଆ କ୍ରୀଡାବିତ୍‌ ଦୂତି ଚାନ୍ଦ ବିଶ୍ୱର ସର୍ବାଧିକ ପ୍ରସାରିତ ଫ୍ୟାଶନ ମାଗାଜିନ୍‌ ‘କସ୍‌ମୋପଲିଟାନ୍‌’ର କଭର୍‌ ଷ୍ଟୋରୀରେ ସ୍ଥାନ ପାଇବାର ଗୌରବ ଅର୍ଜନ କରିଛନ୍ତି। ବିଶ୍ୱରେ ସର୍ବାଧିକ ବିକ୍ରି ହେଉଥିବା ଏହି ଫ୍ୟାଶନ ଓ ଏଣ୍ଟରଟେନ୍‌ମେଣ୍ଟ...

ଆହୁରି ସପ୍ତାହେ ବର୍ଷା ନାହିଁ, ନିଅଣ୍ଟିଆ ବର୍ଷାକୁ ନେଇ ଚିନ୍ତାରେ ଚାଷୀ

ଭୁବନେଶ୍ୱର,୮ା୭(ବ୍ୟୁରୋ)-ରାଜ୍ୟରେ ବର୍ଷା ସ୍ଥିତି ବେଳକୁ ବେଳ ସଙ୍ଗୀନ ହେବାରେ ଲାଗିଛି । କେଉଁଠି ଅସରାଏ ଦି ଅସରା ବର୍ଷା ହେଉଛି ତ ଅନ୍ୟ କେଉଁଠି ଟାଁଏ ଟାଏଁ ଖରା। ଯେତିକି ବର୍ଷିବା କଥା ତାହା ହେଉ ନାହିଁ। ରାଜ୍ୟର ହାତ...

ସାଧବ ବୋହୂ ସହ ସେଲ୍‌ଫି

କାକଟପୁର, ୯।୭(ଡି.ଏନ୍‌.ଏ.): ବର୍ଷା ଦିନ ଆରମ୍ଭ ହେଲେ ସବୁଜ ଘାସ ଗାଲିଚା ଉପରେ ସାଧବ ବୋହୁ ଦେଖାଯିବା ସ୍ବାଭାବିକ କଥା। ମାତ୍ର ପରିବେଶ ପରିବର୍ତ୍ତନ ଯୋଗୁ ଏହା କ୍ୱଚିତ ଦେଖିବାକୁ ମିଳୁଛି। ତେବେ କାକଟପୁର ମଙ୍ଗଳା କଲେଜ ପରିସରରେ ଥିବା...

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଫନୀ ମୁକାବିଲା ଡକ୍ୟୁମେଣ୍ଟାରୀ ଉନ୍ମୋଚିତ

ଭୁବନେଶ୍ୱର, ୯।୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ବାତ୍ୟା ‘ଫନୀ’ ମୁକାବିଲା ଡକ୍ୟୁମଣ୍ଟାରୀ ଉନ୍ମୋଚିତ ହୋଇଯାଇଛି। ମଙ୍ଗଳବାର ସଚିବାଳୟରେ ଅନୁଷ୍ଠିତ ଉତ୍ସବରେ ପୋଲିସ ବିଭାଗ ଦ୍ୱାରା ପ୍ରସ୍ତୁତ ପ୍ରାମାଣିକ ଚିତ୍ର ‘ଭୟଙ୍କର ବାତ୍ୟା ଫନୀ ୨୦୧୯- ମୁକାବିଲାରେ ଓଡ଼ିଶା ପୋଲିସର...

ଜେଟିପିଙ୍କୁ ସେବାୟତଙ୍କ ମାଡ଼ ଘଟଣା: ରଥ ଦକ୍ଷିଣମୋଡ଼ରେ ବିଳମ୍ବ

ପୁରୀ ଅଫିସ,୯ା୭: ହେରାପଞ୍ଚମୀରେ ଶ୍ରୀଦେବୀ(ଲକ୍ଷ୍ମୀ ଠାକୁରାଣୀ) ମହାପ୍ରଭୁଙ୍କୁ ଫେରାଇ ନେବାକୁ ଆସିଥିଲେ। ହେଲେ ଅଭିମାନକରି ଚାଲିଯିବା ପରେ ଶ୍ରୀମନ୍ଦିରକୁ ଫେରିବା ଲାଗି ପ୍ରସ୍ତୁତି ଆରମ୍ଭ କରିଛନ୍ତି ମହାପ୍ରଭୁ। ଆସନ୍ତା ୧୨ ତାରିଖରେ ବାହୁଡା ଯାତ୍ରା। ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ଚତୁର୍ଦ୍ଧାବିଗ୍ରହ।...

ଶ୍ରୀକ୍ଷେତ୍ରରେ ଲଜ୍ଜା: ବସ୍‌ ଭିତରେ ନାବାଳିକାଙ୍କୁ ବଳାତ୍କାର, ହେଲପର ଅଟକ

ପୁରୀ ଅଫିସ, ୯।୭: ଚାଲିଛି ମହାପ୍ରଭୁଙ୍କ ଗୁଣ୍ଡିଚା ଯାତ୍ରା। ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେଉଛି। ଭକ୍ତଙ୍କ ସୁରକ୍ଷା ଦୃଷ୍ଟିରୁ ୨୪ ଘଣ୍ଟିଆ ପୋଲିସ ଡ୍ୟୁଟି କରୁଛନ୍ତି। ଏହା ସତ୍ତ୍ୱେ ସୋମବାର ବିଳମ୍ବିତ ରାତିରେ ଘଟିଛି ଏକ ଲଜ୍ଜାକର ଘଟଣା।...

କୋର୍ଟରେ ଆତ୍ମସମର୍ପଣ କଲେ ବ୍ରାଉନ୍‌ସୁଗାର ବ୍ୟବସାୟୀ, ନିରାଶ ହୋଇ ଫେରିଲେ ଏସ୍‌ଟିଏଫ୍‌ ଟିମ୍‌

ଖୋର୍ଦ୍ଧା ଅଫିସ, ୯।୭: ଖୋର୍ଦ୍ଧା ଜିଲାର ଜଣେ ବ୍ରାଉନ୍‌ସୁଗାର ବ୍ୟବସାୟୀ ଶୁଭ୍ରାଂଶୁ ପରିଡ଼ା ଓରଫ ଛୋଟା(୪୫) ମଙ୍ଗଳବାର ମଧ୍ୟାହ୍ନରେ ଖୋର୍ଦ୍ଧା କୋର୍ଟରେ ଆତ୍ମସମର୍ପଣ କରିବାକୁ ଯାଇଥିଲେ। ଏହି ସମୟରେ କ୍ରାଇମ୍‌ବ୍ରାଞ୍ଚର ଏକ ୫ ଜଣିଆ ଟିମ୍‌ ଶୁଭ୍ରାଂଶୁଙ୍କୁ ଗିରଫ କରିବାକୁ...

କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ବିରୋଧରେ ମାମଲା

କଟକ ଅଫିସ, ୯।୭: ବାଲେଶ୍ୱର ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ବିରୋଧରେ ହାଇକୋର୍ଟରେ ମାମଲା ରୁଜୁ ହୋଇଛି। ନିର୍ବାଚନମଣ୍ଡଳୀର ସହିରୁଲ ହକ୍‌ ନାମକ ଜଣେ ଭୋଟର ଏହି ମାମଲା ରୁଜୁ କରିଛନ୍ତି। ଆବେଦନକାରୀ ହକ୍‌ ପିଟିଶନରେ ଦର୍ଶାଇଛନ୍ତି,...

ଧରାପଡ଼ିଲେ ଫେରାର ପ୍ରେମୀଯୁଗଳ, ପ୍ରେମିକ ଗିରଫ

ବାରଙ୍ଗ,୯।୭(ଡି.ଏନ୍‌.ଏ): ନନ୍ଦନକାନନ ଥାନା ପୋଲିସ ଗତ ୨୦ତାରିଖଠାରୁ ଫେରାର ଥିବା ଏକ ପ୍ରେମୀଯୁଗଳଙ୍କୁ ରବିବାର ବିଶାଖାପାଟଣାରୁ ଧରଛି। ଧରାପଡିବା ପରେ ପ୍ରେମିକଙ୍କୁ ପୋଲିସ ଗିରଫ କରିଥିବାବେଳେ ନାବାଳିକା ପ୍ରେମିକାଙ୍କୁ ପରିବାରକୁ ହସ୍ତାନ୍ତର କରିଛି। ଗିରଫ ଜଣକ ହେଲେ ଖୋର୍ଦ୍ଧା ଅଞ୍ଚଳର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri