ମେଟ୍ରୋ

ଓକିଲଙ୍କ ଆନ୍ଦୋଳନ ପ୍ରତ୍ୟାହୃତ: ଆଜିଠାରୁ ସ୍ବାଭାବିକ ହେବ ଭୁବନେଶ୍ୱର କୋର୍ଟ

ଭୁୁବନେଶ୍ୱର, ୬ା୭(ବ୍ୟୁରୋ): ଓକିଲଙ୍କୁ ଆକ୍ରମଣ ଘଟଣା ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଭୁବନେଶ୍ୱର ବାର ଆସୋସିଏଶନ ପକ୍ଷରୁ ଗତ ୨୦ ତାରିଖରୁ କାର୍ଯ୍ୟ ବନ୍ଦ ଚାଲିଥିଲା। ଏଥିଯୋଗୁ କୋର୍ଟ କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିଲା ଓ ସାଧାରଣ ଲୋକେ ନାହିଁ ନ...

‘ଗାନ୍ଧୀ ସର୍କିଟ’କୁ ଭୁଲିଗଲେ ସରକାର

ଭୁବନେଶ୍ୱର,୬ା୭(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ଓଡିଶା ଗସ୍ତକୁ ଉଜ୍ଜୀବିତ କରି ରଖିବା ପାଇଁ ରାଜ୍ୟ ପର୍ଯ୍ୟଟନ ଓ ସଂସ୍କୃତି ବିଭାଗ ପକ୍ଷରୁ ଗାନ୍ଧୀ ସର୍କିଟ୍‌ର ପରିକଳ୍ପନା କରାଯାଇଥିଲା। ମୃତ୍ୟୁ ପୂର୍ବରୁ ଗାନ୍ଧିଜୀ ଓଡିଶାର ଯେଉଁସବୁ ସ୍ଥାନକୁ ଆସିଥିଲେ ତାହାକୁ ଏକାଠି କରି...

ବର୍ଷା ଜନିତ ସମସ୍ୟାର ମୁକାବିଲା ପାଇଁ ବିଏମ୍‌ସିର ତତ୍ପରତା: ସମ୍ବେଦନଶୀଳ ଅଞ୍ଚଳ ତଦାରଖ କଲେ ଅଧିକାରୀ

ଭୁବନେଶ୍ୱର, ୫।୭(ବ୍ୟୁରୋ)- ମୌସୁମୀ ବର୍ଷା ଜାରି ରହିଥିବାବେଳେ ରାଜଧାନୀବାସୀ ଯେପରି ଜଳ ନିଷ୍କାସନ ଜନିତ ସମସ୍ୟାର ସମ୍ମୁଖୀନ ନ ହେବେ ସେଥିପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ତତ୍ପର ହୋଇପଡ଼ିଛି। ବିଶେଷକରି ଆରମ୍ଭରୁ ଭୁବନେଶ୍ୱର ଦେଇ ଯାଇଥିବା ଜାତୀୟ ରାଜପଥ...

ପରିଶ୍ରମୀ ହେଲେ ସଫଳତା ମିଳିପାରିବ

ଭୁବନେଶ୍ୱର, ୫ା୭(ବ୍ୟୁରୋ)- ବକ୍ସି ଜଗବନ୍ଧୁ ଇଂଲିଶ ମିଡିୟମ (ବିଜେଇଏମ୍‌) ସ୍କୁଲ୍‌ ପକ୍ଷରୁ ଚଳିତ ବର୍ଷ ଦଶମ ଏବଂ ଦ୍ୱାଦଶ ପରୀକ୍ଷାରେ ସଫଳତା ଅର୍ଜନ କରିଥିବା ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଶୁକ୍ରବାର ଭଞ୍ଜକଳାମ ମଣ୍ଡପରେ ଅନୁଷ୍ଠିତ ସମ୍ବର୍ଦ୍ଧନା ଉତ୍ସବରେ ଆଇ.ସି.ଏ.ଆର୍‌ର ବୈଜ୍ଞାନିକ...

ନାଡ୍‌ର ଜାତୀୟ ସମୀକ୍ଷା ବୈଠକ; କମ୍‌ ଖର୍ଚ୍ଚରେ ସହଜରେ ପିଲା ପାଇପାରିବେ ସାର୍ଟିଫିକେଟ

ଭୁବନେଶ୍ୱର, ୫।୭(ବ୍ୟୁରୋ)- କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ନ୍ୟାଶନାଲ ଏକାଡେମିକ ଡିପୋଜିଟୋରୀ (ନାଡ୍‌) କାର୍ଯ୍ୟକ୍ରମର ଜାତୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକ ନିରଞ୍ଜନ ସାହୁ ସମ୍ମାନିତ ଅତିଥି...

ଆନ୍ତଃରାଜ୍ୟ କାର ଲୁଟେରା ଗ୍ୟାଙ୍ଗର ଆଉ ୪ ଗିରଫ: ୬ କାର, ୬ ମୋବାଇଲ ଜବତ

କଟକ ଅଫିସ,୫।୭- ବମ୍ଫକୁଦ କାର ଲୁଟ୍‌ ଘଟଣାର ତଦନ୍ତ କରି କଟକ ସଦର ପୋଲିସ ଆନ୍ତଃରାଜ୍ୟ କାର ଲୁଟେରା ଗ୍ୟାଙ୍ଗ୍‌ର ଆଉ ୪ ଜଣ ସଦସ୍ୟଙ୍କୁ ଶୁକ୍ରବାର ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ପଶ୍ଚିମବଙ୍ଗ ହାଉଡା ଜିଲାର...

ରଥଚକ ତଳେ ପଡି ବାଳକଙ୍କ ମୃତ୍ୟୁ ଘଟଣା: ସରକାରଙ୍କଠାରୁ ୫, ଦେବୋତ୍ତର ବିଭାଗ ପକ୍ଷରୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରତିଶ୍ରୁତି ମିଳିବା ପରେ ହଟିଲା ରାସ୍ତାରୋକୋ

ଖୋର୍ଦ୍ଧା ଅଫିସ,୫।୭: ଖୋର୍ଦ୍ଧା ଜିଲା ବାଣପୁର ସହରାଞ୍ଚଳର ପଲଟନ ପଡିଆସ୍ଥିତ ବଡହନ୍ତୁଆଡର ଚରଣ ଚକାଦେବଙ୍କ ରଥ ଚକା ତଳେ ପଡି ଅକ୍ଷୟ ପାତ୍ରଙ୍କ ପୁଅ ସୁନୀଲ (୭)ଙ୍କ ଗୁରୁବାର ମୃତ୍ୟୁ ଘଟିଥିଲା। ଏ ନେଇ ଶୁକ୍ରବାର ରଥ କମିଟି ଓ...

ଛାତରୁ ପଡ଼ି ରୋଷେୟା ମୃତ: ପୋଲିସର ତଦନ୍ତ ଆରମ୍ଭ

କଟକ ରୋଡ଼, ୫।୭(ଡି.ଏନ୍‌.ଏ.): ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ରହୁଥିବା ଜଣେ ରୋଷେୟାଙ୍କର ଗୁରୁବାର ବିଳମ୍ବିତ ରାତିରେ ଛାତରୁ ପଡ଼ିଯିବାରୁ ମୃତ୍ୟୁ ଘଟିଛି। ସେ ହେଲେ କଟକ ଜିଲା ନରସିଂହପୁର ଅଞ୍ଚଳର ସଞ୍ଜୟ ନାୟକ(୨୩)। ପ୍ରକାଶ ଯେ, ନରସିଂହ ବମିଖାଲ ଅଞ୍ଚଳର...

ଅପହରଣ ପରେ ଯୁବକଙ୍କୁ ଟାୟାର ଜାଳି ହତ୍ୟା: ପୋଲିସର ତଦନ୍ତ ଆରମ୍ଭ

ଖୋର୍ଦ୍ଧା ଅଫିସ/ନିରାକାରପୁର,୫।୭(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବଡ଼ପୋଖରିଆ ଓ ଉଗ୍ରତାରା ଛକ ନିକଟସ୍ଥ ଏକ ଜଙ୍ଗଲରୁ ଶୁକ୍ରବାର ସକାଳେ ହାଡ଼କଙ୍କାଳ ଜବତ ହୋଇଛି। ଏହା ନୟାଗଡ଼ ଜିଲା ଶରଣକୁଳ ଥାନା ଅନ୍ତର୍ଗତ କଲ୍ୟାଣପୁର ଗଁାର ରବି ପ୍ରଧାନ(୨୦)ଙ୍କର ବୋଲି ଜଣାପଡ଼ିଛି। ଘଟଣାସ୍ଥଳରେ...

ମୌସୁମୀ ଦୁର୍ବଳ, ୯ ଯାଏ କାଁ ଭାଁ ବର୍ଷା

ଭୁବନେଶ୍ୱର,୫।୭(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରଭାବହୀନ ରହିଛି। ଆକାଶ ମେଘାଚ୍ଛନ୍ନ ରହୁଥିଲେ ମଧ୍ୟ କାଁ ଭାଁ ବର୍ଷା ହେଉଛି। ଆସନ୍ତା ୯ ତାରିଖ ଯାଏ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନାହିଁ। ଲଘୁଚାପର କିଛି ଆକାର ଦିଶୁ...

ଲୋକ ସଭାରେ ବିଭିନ୍ନ ପ୍ରସଙ୍ଗ ଉପସ୍ଥାପନ କଲେ ଓଡ଼ିଆ ଏମ୍‌ପି

ଭୁବନେଶ୍ୱର,୫।୭(ବ୍ୟୁରୋ) : ଲୋକ ସଭାରେ ଗୁରୁବାର ଏକାଧିକ ଓଡ଼ିଆ ଏମ୍‌ପି ବିଭିନ୍ନ ପ୍ରସଙ୍ଗ ଉପସ୍ଥାପନ କରିଛନ୍ତି। ବିଜେଡି ଟିକେଟ୍‌ରେ ଆସ୍କାରୁ ବିଜୟୀ ହୋଇଥିବା ପ୍ରମିଳା ବିଶୋଇ ପ୍ରଥମଥର ପାଇଁ ନିମ୍ନସଦନରେ କହିଥିବା ଦେଖିବାକୁ ମିଳିଥିଲା। ସ୍ବଳ୍ପ ସମୟ ମଧ୍ୟରେ ସେ...

ଇସ୍କନ ରଥଯାତ୍ରା : ଲକ୍ଷାଧିକ ଭକ୍ତଙ୍କ ଗହଣରେ ଗୁଣ୍ଡିଚା ମନ୍ଦିରରେ ପହଞ୍ଚିଲା ରଥ

ଭୁବନେଶ୍ୱର,୫।୭(ବ୍ୟୁରୋ): ଭୁବନେଶ୍ୱରର ପ୍ରସିଦ୍ଧ ଇସ୍କନ ମନ୍ଦିର ରଥଯାତ୍ରା ଏଥର ଆନନ୍ଦ ଉଲ୍ଲାସର ସହ ଶେଷ ହୋଇଛି। ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଗହଣରେ ମହାପ୍ରଭୁ ଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିଥିଲେ।  ପୂର୍ବ ନିର୍ଦ୍ଧାରିତ ସମୟ ଅପରାହ୍ନ ୩ଟାରୁ ରଥଟଣା ହୋଇ ସିଆର୍‌ପିଏଫ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri