ମେଟ୍ରୋ

ସମାଜ ପରିବର୍ତ୍ତନରେ ପୋଲିସ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ଭୁବନେଶ୍ୱର-କଟକ ଟୁଇନସିଟି ପୋଲିସ କମିଶନର ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି ୧୯୯୦ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ଡ. ସୁଧାଂଶୁ ଷଡ଼ଙ୍ଗୀ। ଟୁଇନସିଟିରେ ଅପରାଧ ନିୟନ୍ତ୍ରଣ, ନିଶା କାରବାରରେ ରୋକ, ଟ୍ରାଫିକ୍‌ ସୁପରିଚାଳନା, ନିରପେକ୍ଷ ତଥ୍ୟଭିତ୍ତିକ ତଦନ୍ତ, ଜନସାଧାରଣଙ୍କୁ...

ଦାୟିତ୍ୱ ଗ୍ରହଣ କଲେ ପୋଲିସ କମିଶନର

ଭୁବନେଶ୍ୱର,୨୨ା୮(ବ୍ୟୁରୋ): କଟକ ଓ ଭୁବନେଶ୍ୱର ଦୈତ୍ୟନଗରୀର ନୂତନ ପୋଲିସ କମିଶନର ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି ଆଇପିଏସ୍‌ ଅଫିସର ଡ. ସୁଧାଂଶୁ ଷଡଙ୍ଗୀ। ଭୁବନେଶ୍ୱରସ୍ଥିତ କମିଶନରେଟ ପୋଲିସ ମୁଖ୍ୟାଳୟରେ ପୂର୍ବତନ ପୋଲିସ କମିଶନର ସତ୍ୟଜିତ ମହାନ୍ତି ବିଧିବଦ୍ଧଭାବେ ତାଙ୍କୁ...

ପୌରାଞ୍ଚଳରେ ପଲିଥିନ ନିଷେଧ: ଅକ୍ଟୋବର ୨ରୁ ସାରା ରାଜ୍ୟରେ ଲାଗୁ ହେବ

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ଆସନ୍ତା ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରୁ ସମସ୍ତ ପୌରାଞ୍ଚଳରେ ପଲିଥିନ ଉପରେ ଲାଗିବ କଟକଣା। ସବୁ ସହରକୁ ପଲିଥିନ ମୁକ୍ତ କରାଯିବ। ଏନେଇ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯାଇଛି। ଏହାକୁ ମୁଖ୍ୟମନ୍ତ୍ରୀଙ୍କ...

ବଜ୍ରପାତରେ ୬ ମୃତ, ୪ ଗୁରୁତର

ଭୁବନେଶ୍ୱର, ୨୧ା୮(ବ୍ୟୁରୋ): ରାଜ୍ୟରେ ବନ୍ୟା ସ୍ଥିତି ସମ୍ପୂର୍ଣ୍ଣ ଟଳି ନ ଥିବାବେଳେ ପୁଣି ଆରମ୍ଭ ହୋଇଛି ବର୍ଷା। ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଏପରିସ୍ଥଳେ ବଜ୍ରପାତ ଚିନ୍ତା ବଢ଼ାଇ ଦେଇଛି। ବୁଧବାର ଅପରାହ୍ନରେ ହୋଇଥିବା ବଜ୍ରପାତ...

୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୧।୮(ବ୍ୟୁରୋ): ପୂର୍ବ ଉତ୍ତରପ୍ରଦେଶରୁ ଓଡ଼ିଶା ଦେଇ ଉତ୍ତର ତାମିଲନାଡ଼ୁକୁ ଏକ ଟ୍ରପ ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଲାଙ୍ଗୀର, ସୋନପୁର, ବୌଦ୍ଧ, ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, କେନ୍ଦୁଝର, କଟକ, ଖୋର୍ଦ୍ଧା, ଯାଜପୁର...

ଭକ୍ତଙ୍କ ପାଇଁ ପଡିଲା ମ୍ୟାଟ୍‌

ପୁରୀ ଅଫିସ, ୨୧।୮: ଶ୍ରୀମନ୍ଦିରକୁ ଆସୁଥିବା ଭକ୍ତମାନେ ଯେଭଳି କୌଣସି ପ୍ରକାର ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ସେଥିପ୍ରତି ପ୍ରଶାସନ ଗୁରୁତ୍ୱ ଦେଇଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଶ୍ରଦ୍ଧାଳୁମାନେ ଶ୍ରୀକ୍ଷେତ୍ରରୁ ଫେରିବା ବେଳେ ଯେଭଳି ସୁଃଖଦ ଅନୁଭୂତି ସାଉଁଣ୍ଟି...

ଧାରା ୩୭୦ ଉଚ୍ଛେଦକୁ ଅପରାଜିତାଙ୍କ ପ୍ରଶଂସା: ଲୋକଙ୍କୁ ସେମାନଙ୍କ ଗଣତାନ୍ତ୍ରିକ ଅଧିକାର ମିଳିବ

ଭୁବନେଶ୍ୱର,୨୧।।୮(ବ୍ୟୁରୋ): ଧାରା ୩୭୦ ଉଚ୍ଛେଦ ଏକ ଐତିହାସିକ ନିଷ୍ପତ୍ତିି। ଏପରି ଏକ ବ୍ୟବସ୍ଥା ଯୋଗୁ ଜମ୍ମୁ-କଶ୍ମୀର ଓ ଲଦାଖର ଭଉଣୀ, ଭାଇମାନେ ସେମାନଙ୍କ ଅଧିକାରରୁ ବଞ୍ଚିତ ହୋଇଥିଲେ। ସେମାନଙ୍କ ବିକାଶରେ ଯେଉଁ ବାଧକ ଥିଲା ତାହା ବର୍ତ୍ତମାନ ଦୂର ହୋଇଛି।...

ଓଡ଼ିଶାକୁ ନିଜ ଗୋଡ଼ରେ ଠିଆ କରିବାକୁ ୩୩୩୮ କୋଟିର ସହାୟତା: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୧।୮(ବ୍ୟୁରୋ): ଚଳିତବର୍ଷ ବାତ୍ୟା ‘ଫନୀ’ ଦ୍ୱାରା ଗୁରୁତର ପ୍ରଭାବିତ ହୋଇଥିବା ଓଡ଼ିଶାର ପୁନରୁଦ୍ଧାର ଓ ଲୋକଙ୍କ ଜୀବନଜୀବିକା ପାଇଁ ୩୩୩୮.୨୨ କୋଟି ଟଙ୍କାର ଅତିରିକ୍ତ ଆର୍ଥିକ ସହାୟତା ମିଳିଛି। ଏହି ଅର୍ଥକୁ ମଞ୍ଜୁରୀ ଦେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ବାଉଁଶ ଉତ୍ପାଦନ, ପ୍ରକ୍ରିୟାକରଣକୁ ରାଜ୍ୟ ସରକାରଙ୍କ ଗୁରୁତ୍ୱ: ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ

ଭୁବନେଶ୍ୱର,୨୧।୮(ବ୍ୟୁରୋ): ରାଜ୍ୟରେ ବାଉଁଶଭିତ୍ତିକ ପ୍ରକଳ୍ପ କାର୍ଯ୍ୟକାରିତାକୁ ରାଜ୍ୟ ସରକାର ଗୁରୁତ୍ୱ ପ୍ରଦାନ କରିଛନ୍ତି। ଏନେଇ ମୁଖ୍ୟ ଶାସନ ସଚିବ ଅସିତ୍‌ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟରେ ବାଉଁଶ ସମ୍ପର୍କିତ କାର୍ଯ୍ୟକଳାପ ଏବଂ...

ଫିଲ୍ମ ପୋଷ୍ଟର ବିବାଦ: ଭାଇରାଲ ଅଡିଓକୁ ନେଇ ଧମକ ଦେଲେ ଦୂତୀ

ଭୁବନେଶ୍ୱର,୨୧।୮(ବ୍ୟୁରୋ): ଗଣେଶ ପୂଜାରେ ରିଲିଜ ହେବାକୁ ଥିବା ଓଡ଼ିଆ ଫିଲ୍ମ ‘ମିଷ୍ଟର କହ୍ନେୟା’ ପୋଷ୍ଟରକୁ ନେଇ ବିବାଦ ଥମି ନ ଥିବାବେଳେ ପୁଣି ଆଉ ଏକ ବିବାଦ ଆରମ୍ଭ ହୋଇଛି। ପୋଷ୍ଟରକୁ ବିରୋଧ କରୁଥିବା ଦୌଡରାଣୀ ଦୂତି ଚାନ୍ଦଙ୍କ ବିରୋଧରେ...

ମୁଖ୍ୟ ଶାସନ ସଚିବଙ୍କ ବକ୍ତବ୍ୟକୁ ଭାଜପାର ସମାଲୋଚନା: ‘ଆଗରୁ ଫାଇଲ୍‌ କାହିଁକି ଦୌଡୁ ନ ଥିଲା’

ଭୁବନେଶ୍ୱର,୨୧।୮(ବ୍ୟୁରୋ): ମୁଖ୍ୟ ଶାସନ ସଚିବ ଭାବେ ଅସିତ ତ୍ରିପାଠୀ ଗତ ସୋମବାର ଦାୟିତ୍ୱ ନେବାପରେ ରକେଟ ବେଗରେ ସମସ୍ତ ସରକାରୀ ଫାଇଲ ଦୌଡିବ, ଆଗକୁ ସରକାରୀ ଦପ୍ତରରେ କୌଣସି ଫାଇଲ ଅଟକିବନି ବୋଲି କହିଥିଲେ। ତାଙ୍କର ଏଭଳି ଉକ୍ତିକୁ ଭାଜପା...

ଗଠନ ହେଲା ଲଘୁ ଖଣିଜ ନିର୍ଦ୍ଦେଶାଳୟ

ଭୁବନେଶ୍ୱର,୨୧।୮(ବ୍ୟୁରୋ): ବେଆଇନ ଲଘୁ ଖଣିଜ କାରବାରକୁ ରୋକିବା ପାଇଁ ରାଜ୍ୟ ସରକାର ନୂଆ ନିର୍ଦ୍ଦେଶାଳୟ ଗଠନ କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅଧୀନରେ ଏହି ନିର୍ଦ୍ଦେଶାଳୟ କାର୍ଯ୍ୟ କରିବ। ବୈଜ୍ଞାନିକ ପଦ୍ଧତିରେ କେଉଁ କେଉଁ ଅଞ୍ଚଳରେ ଲଘୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri