ମେଟ୍ରୋ

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଆସିଲା ୭୧ ଲକ୍ଷର ବାତ୍ୟା ସହାୟତା

ଭୁବନେଶ୍ୱର,୩୧ା୧୦:(ସୁନିତ୍‌ ମିଶ୍ର): ବାତ୍ୟା ‘ଦାନା’ କ୍ଷତିଗ୍ରସ୍ତଙ୍କ ସହାୟତା ଓ ପରବର୍ତ୍ତୀ ପୁନରୁଦ୍ଧାର କାର୍ଯ୍ୟ ପାଇଁ ବୁଧବାର ଲୋକସେବା ଭବନଠାରେ ବିଭିନ୍ନ ସଂସ୍ଥା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ରାଶି ପ୍ରଦାନ କରିଛନ୍ତି। ବାତ୍ୟା ବିପନ୍ନଙ୍କ ସହାୟତା ପାଇଁ ସେମାନଙ୍କ...

ଅନ୍ତ୍ୟୋଦୟ କାର୍ଡରେ ଜାଲିଆତି

ଭୁବନେଶ୍ୱର,୩୧ା୧୦(ଅନିଲ ଦାସ): ଅନ୍ତ୍ୟୋଦୟ ଅନ୍ନ ଯୋଜନା (ଏଏଓ୍ବାଇ)ରେ ଜାଲିଆତି ହେଉଛି। ବହୁ ଅଯୋଗ୍ୟ ବ୍ୟକ୍ତି ମାସକୁ ୩୫ କିଲୋ ଚାଉଳ ନେଉଛନ୍ତି। ରାଜ୍ୟରେ ପ୍ରାୟ ୧ ଲକ୍ଷ ହିତାଧିକାରୀ ଏଭଳି କାର୍ଡ ହାତେଇ ମାଗଣାରେ ଚାଉଳ ନେଉଛନ୍ତି। ଆର୍ଥିକ ଅବସ୍ଥା...

ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ କମିବ

ଭୁବନେଶ୍ୱର,୩୧ା୧୦(ଅନୁରାଧା ମହାରଣା): ଏବେ ବି ଦିନରେ ପ୍ରବଳ ଖରା ଓ ଗରମ ଅନୁଭୂତ ହେଉଛି। ହେଲେ ରାତିରେ କୁହୁଡ଼ି ପଡ଼ିବା ସହ ଥଣ୍ଡା ଲାଗୁଛି। ଧୀରେ ଧୀରେ ରାଜ୍ୟରେ ତାପମାତ୍ରା କମିବା ସହ ଶୀତ ପଡ଼ିବ। ଗୁରୁବାରଠାରୁ ଉତ୍ତର ଭାରତ...

ଯାତ୍ରାରେ ବନ୍ଦ ହେବ ଅଶ୍ଳୀଳ ନୃତ୍ୟ

ଭୁବନେଶ୍ୱର,୩୧ା୧୦(ସୁନିତ୍‌ ମିଶ୍ର): ଯାତ୍ରାରେ ଆଉ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ହେଇପାରିବନାହିଁ। ଖୋଲା ମଞ୍ଚ ଯାତ୍ରାରେ ନାଟକକୁ ନେଇ ଦର୍ଶକଙ୍କ ଭିତରେ କ୍ରେଜ୍‌ ବଢୁଛି। ହେଲେ ନାଟକରେ ଆଇଟମ୍‌ ଡ୍ୟାନ୍ସକୁ ନେଇ ଅନେକ ସମୟରେ ବିବାଦ ଦେଖାଦେଉଥିବାରୁ ଏହାକୁ ନେଇ ବିଭିନ୍ନ...

ସରକାର ଲଗାଇଲେ କଟକଣା: ଏତିକି ବର୍ଷରୁ କମ୍ ପିଲା ଫୁଟାଇ ପାରିବେନି ବାଣ

ଭୁବନେଶ୍ୱର,୩୦।୧୦: ଦୀପାବଳି ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। କେତେ ସମୟରୁ କେତେ ସମୟ ପର୍ଯ୍ୟନ୍ତ ଏବଂ କେଉଁ ବୟସର ଛୋଟ ପିଲାମାନେ ବାଣ ଫୁଟାଇ ପାରିବେ ସେନେଇ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ନିର୍ଦ୍ଦେଶାବଳୀ...

ନଭେମ୍ବର ୨୬ରୁ ବିଧାନସଭା ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର,୩୦।୧୦: ନଭେମ୍ବର ୨୬ରୁ ଆରମ୍ଭ ହେବ ବିଧାନସଭା ଶୀତକାଳୀନ ଅଧିବେଶନ। ନଭେମ୍ବର ୨୬ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ଯାଏଁ ଚାଲିବ। ବୁଧବାର ଏନେଇ ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟରେ ନୂଆ ସରକାର ଆସିବା ପରେ ପ୍ରଥମ...

୩ୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କାକୁ ନେଇ ବଡ଼ ଘୋଷଣା, ଏମାନଙ୍କୁ ମିଳିବ ଟଙ୍କା

ଭୁବନେଶ୍ୱର,୩୦।୧୦: ୩ୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କାକୁ ନେଇ ଆସିଲା ବଡ଼ ଖବର। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ‘ସୁଭଦ୍ରା’ର ପ୍ରଥମ କିସ୍ତିର ୩ୟ ପର୍ଯ୍ୟାୟ ଟଙ୍କା ଖୁବଶୀଘ୍ର ମିଳିବ। ଏହି ପର୍ଯ୍ୟାୟରେ ବାକିଥିବା ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା...

ନଭେମ୍ବର ପହିଲାରୁ ନୂଆ ରାସନ କାର୍ଡ, ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା, ଏମାନଙ୍କ କଟିଲା ନାଁ…

ଭୁବନେଶ୍ୱର,୩୦।୧୦: ନଭେମ୍ବରରୁ ନୂଆ ରାସନ କାର୍ଡ ପାଇବେ ହିତାଧିକାରୀ। ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଯଦି ଆପଣ ମଧ୍ୟ ରାସନ କାର୍ଡ ଧାରକ ତେବେ ଆପଣଙ୍କ ପାଇଁ ସାମ୍ନାକୁ ଆସିଛି ବଡ଼ ଖବର।...

ଏହିଦିନ ପାଳୁଛନ୍ତି କି ଦୀପାବଳି, ଲାଗିବ ଦୋଷ!

ଭୁବନେଶ୍ୱର,୩୦।୧୦: ପୂର୍ବରୁ ଅନେକ ପର୍ବପର୍ବାଣୀ ଦୁଇ ଦିନ ପଡ଼ିଥିବାବେଳେ ଏବେ ଦୀପାବଳିକୁ ନେଇ ପୁଣି ଦ୍ବନ୍ଦ୍ବ ଦେଖାଦେଇଛି। ବିଭିନ୍ନ ପାଞ୍ଜିରେ ଏନେଇ ଭିନ୍ନ ଭିନ୍ନ ଦିନ ଧାର୍ଯ୍ୟ ହୋଇଛି। କେବଳ ସାଧାରଣ ଲୋକେ ନୁହନ୍ତି, ଚଳିତ ବର୍ଷ ପାଞ୍ଜିକୁ ନେଇ...

ଅନୁଭୂତ ହେବ ଶୀତ, ପଡ଼ିବ କୁହୁଡ଼ି

ଭୁବନେଶ୍ୱର,୩୦ା୧୦(ଅନୁରାଧା ମହାରଣା): କେନ୍ଦ୍ରୀୟ ଭାରତରେ ବୁଧବାର ସୁଦ୍ଧା ଏକ ଗୁରୁଚାପ ବଳୟ ସକ୍ରିୟ ହୋଇପାରେ। ଏହା ପରଠାରୁ ରାଜ୍ୟ ବାୟୁମଣ୍ଡଳରେ ଗତ କିଛିଦିନ ହେଲା ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଦୁର୍ବଳ ହେବ। ଏଥିସହ ନଭେମ୍ବର ଆରମ୍ଭରୁ ରାଜ୍ୟରେ ଶୀତ ବଢ଼ିପାରେ।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri