ମେଟ୍ରୋ

ବିଧାନସଭାରେ ଓକିଲଙ୍କ ଆନ୍ଦୋଳନ ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କ ବିବୃତି ଦାବିକଲେ ନରସିଂହ

ଭୁବନେଶ୍ୱର, ୧।୭(ବ୍ୟୁରୋ): ସୋମବାର ବିଧାନସଭାରେ କଂଗ୍ରେସ ବିଧାୟକ ନରସିଂହ ମିଶ୍ର ଓକିଲଙ୍କ ଆନ୍ଦୋଳନ ପ୍ରସଙ୍ଗରେ ବିବୃତି ଦାବି କରିଛନ୍ତି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତୁରନ୍ତ ବିବୃତି ଦିଅନ୍ତୁ ବୋଲି ମିଶ୍ର କହିଛନ୍ତି। ଓକିଲ ଆନ୍ଦୋଳନକୁ ନେଇ ଗୃହରେ...

୨ରେ ନବଯୌବନ ଦର୍ଶନ : ଭିତରକାଠରୁ ସାହାଣମେଲା, ପରିମାଣିକ ଦର୍ଶନ

ପୁରୀ ଅଫିସ,୧ା୭ : ଆସନ୍ତା ୨ ତାରିଖରେ ନବଯୌବନ ଦର୍ଶନ। ଅଣସର ପରେ ପ୍ରଥମ କରି ଭକ୍ତଙ୍କୁ ଦର୍ଶନ ଦେବେ ଚତୁର୍ଦ୍ଧାବିଗ୍ରହ। ଏହାପରେ ଜୁଲାଇ ୪ ତାରିଖରେ ଅନୁଷ୍ଠିତ ହେବ ରଥଯାତ୍ରା। ତେବେ ନବଯୌବନ ଦର୍ଶନ ପାଇଁ ଭକ୍ତଙ୍କ ମଧ୍ୟରେ...

ଗଣଶିକ୍ଷା ବିଭାଗର କଡ଼ା ଆଭିମୁଖ୍ୟ : ଶିକ୍ଷକଙ୍କ ଶିକ୍ଷାଗତ ପ୍ରମାଣପତ୍ର ଯାଞ୍ଚ ହେବ

ଭୁବନେଶ୍ୱର,୧ା୭(ବ୍ୟୁରୋ) : ଏଣିକି ଜୁନିୟର ବା ଠିକା ଶିକ୍ଷକଙ୍କ ଶିକ୍ଷାଗତ ପ୍ରମାଣପତ୍ର କଡାକଡି ଯାଞ୍ଚ କରାଯିବ। କେତେଜଣ ଶିକ୍ଷକ ଜାଲ୍‌ ଶିକ୍ଷାଗତ ପ୍ରମାଣପତ୍ର ଦେଇଥିବା ଅଭିଯୋଗ ଆସିବା ପରେ କଡ଼ା ଆଭିମୁଖ୍ୟ ପୋଷଣ କରିଛି ସ୍କୁଲ ଓ ଗଣଶିକ୍ଷା ବିଭାଗ।...

୭ ନଂ ଜୋନ୍‌ର ଜିଲା ପରିଷଦ ସଭ୍ୟଙ୍କ ପରଲୋକ

କଟକସଦର,୧ା୭(ଡି.ଏନ୍‌.ଏ.): କଟକ ଜିଲା ପରିଷଦ ୭ ନଂ ଜୋନ୍‌ର ସଭ୍ୟ ତଥା କଟକ ଜିଲା କିଶନନଗର ଥାନା ଅନ୍ତର୍ଗତ ଯଶପଡ଼ା ଗ୍ରାମର ଗୋବିନ୍ଦ ଚନ୍ଦ୍ର ସାମଲ(୫୫)ଙ୍କ ହୃଦଘାତରେ ସୋମବାର ପରଲୋକ ଘଟିଛି। ସ୍ବର୍ଗତ ସାମଲ ୨୦୧୭ ମସିହାରେ ବିଜୁ ଜନତା...

ଅବକାରୀ ଚଢ଼ାଉ : ୪୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ

କଟକରୋଡ୍‌, ୧ା୭(ଡି.ଏନ୍‌.ଏ.) : ଅବକାରୀ ବିଭାଗ ସୋମବାର ସକାଳେ ରାଜଧାନୀରୁ ପ୍ରାୟ ୮ କ୍ୱିଣ୍ଟାଲ ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ବାଲେଶ୍ୱର ଜିଲା ରେମୁଣା ଥାନା ଅଧୀନ ମନ୍ଦାର ଗ୍ରାମର ସୁବଳ ସାମନ୍ତରାୟଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ଜବତ...

ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ହଟ୍ଟଗୋଳ: ସାଢ଼େ ୧୧ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର, ୧।୭(ବ୍ୟୁରୋ): ସୋମବାର ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ଫଳରେ ବାଚସ୍ପତି ଦିନ ସାଢ଼େ ୧୧ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି। ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ କଂଗ୍ରେସ ବିଧାୟକମାନେ କୃଷି ଓ କୃଷକଙ୍କ...

ମହଙ୍ଗା ପଡ଼ିଲା ତୃତୀୟ ବିବାହ : ବାହାବେଦିରୁ ବରକୁ ଉଠାଇନେଲା ପୋଲିସ

ବାଳକାଟୀ,୧ା୭(ଡି.ଏନ୍‌.ଏ.) : ରାଜଧାନୀ ଉପକଣ୍ଠ ବାଳକାଟୀ ଅଞ୍ଚଳରେ ରବିବାର ତୃତୀୟ ବିବାହ ପାଇଁ ଉଦ୍ୟମ କରୁଥିବା ଜଣେ ଯୁବକଙ୍କୁ ହିନସ୍ତା ହେବାକୁ ପଡ଼ିଛି। ମନ୍ଦିରରେ ବିବାହ ଆରମ୍ଭ ହେଉ ହେଉ ଦ୍ୱିତୀୟ ସ୍ତ୍ରୀଙ୍କ ଅଭିଯୋଗକ୍ରମେ ପୋଲିସ ତାଙ୍କୁ ଉଠାଇ ନେଇ...

ଅସରାଏ ବର୍ଷାରେ ଜଳମଗ୍ନ ରାଜଧାନୀ : ଇସ୍କନ ମନ୍ଦିର ସମ୍ମୁଖରେ ଭାସିଲା କାର

ଭୁବନେଶ୍ୱର, ୧।୭ (ବ୍ୟୁରୋ): ରବିବାର ସନ୍ଧ୍ୟାରେ ପ୍ରାୟ ୧ ଘଣ୍ଟାର ବର୍ଷା ଦେଶର ୧ ନମ୍ବର ସ୍ମାର୍ଟସିଟି ଭୁବନେଶ୍ୱରର ଅବସ୍ଥାକୁ କଦର୍ଯ୍ୟ କରିଦେଇଥିଲା। କେଉଁଠି ଅଣ୍ଟାଏ, କେଉଁଠି ଆଣ୍ଠୁଏ ପାଣି ଜମି ରହିଥିଲା। ଜାତୀୟ ରାଜପଥରେ ଥିବା ଫ୍ଲାଏଓଭରର ସ୍ଥାନେ...

ସାମ୍ବିଧାନିକ ମୂଲ୍ୟବୋଧ ଉପରେ ଆକ୍ରମଣ କରୁଛି ଭାଜପା: ଡି. ରାଜା

ଭୁବନେଶ୍ୱର,୧ା୭(ବ୍ୟୁରୋ) : ଦେଶର ସାମ୍ବିଧାନିକ ମୂଲ୍ୟବୋଧ ଉପରେ ଭାଜପା ଆକ୍ରମଣ କରୁଛି। ସମସ୍ତ ବିରୋଧୀ ଦଳ ଏହାର ପ୍ରତିରୋଧ କରିବାର ଆବଶ୍ୟକତା ରହିଛି। ସଦ୍ୟ ସମାପ୍ତ ହୋଇଥିବା ସାଧାରଣ ନିର୍ବାଚନରେ ବିରୋଧୀ ଦଳଗୁଡିକର ଏକତା ଅଭାବ କାରଣରୁ ଏନ୍‌ଡିଏ ଲଗାତର...

ସୁଧୁରୁନି ଜଣ୍ଡିସ ସ୍ଥିତି : ନିୟନ୍ତ୍ରଣ ପାଇଁ ଗ୍ରହଣ କରାଯାଉନି ଉପଯୁକ୍ତ ପଦକ୍ଷେପ

କଟକ ଅଫିସ, ୧।୭ : କଟକ ମହାନଗର ନିଗମ(ସିଏମ୍‌ସି) ଅଞ୍ଚଳରେ ଜଣ୍ଡିସ ସ୍ଥିତି ସୁଧୁରୁନି। ଏବେ ପଟ୍ଟାପୋଲ, ସୂତାହାଟ, ଦର୍ଜିସାହି ଅଞ୍ଚଳର ଅଧିକାଂଶ ଘରେ ଜଣ୍ଡିସ୍‌ ଆକ୍ରାନ୍ତ ଥିବା ଜଣାପଡିଛି। ଏପରି କି ସୁତାହାଟ ଅଞ୍ଚଳରେ ଗୋଟିଏ ପରିବାରର ୩/୪...

ଅସରାଏ ବର୍ଷାରେ କଟକ ବେହାଲ : ଡ୍ରେନ୍‌ରେ ପାଣି ନିଷ୍କାସନ ହୋଇ ନ ପାରି ରାସ୍ତାରେ ଜମିରହୁଛି

କଟକ ଅଫିସ,୧।୭ : ଅସରାଏ ବର୍ଷାରେ କଟକ ସହର ବେହାଲ ହୋଇପଡିଛି। ଗତ ଶନିବାର ହୋଇଥିବା ବର୍ଷାରେ ସହରର ବିଭିନ୍ନ ସ୍ଥାନରେ ପାଣି ଜମି ରହିଥିଲା। ଫଳରେ ସହରବାସୀ ନାନା ଅସୁବିଧାର ସମ୍ମୁଖୀନ ହୋଇଥିଲେ। କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ...

ଘରଭଙ୍ଗା ତଦନ୍ତ ପାଇଁ ଯାଇ ଅତିରିକ୍ତ ତହସିଲଦାର ହଟହଟା : ଗାଁ ଭିତରକୁ ଛାଡ଼ିଲେନି ଶତାଧିକ ମହିଳା

ନିମାପଡ଼ା,୧।୭ (ଡି.ଏନ୍‌.ଏ.) : ନିମାପଡ଼ା ବ୍ଲକ ଅନ୍ତର୍ଗତ ରେଞ୍ଚଶାସନ ପଞ୍ଚାୟତର ବିଶ୍ୱାଳସାହି ଗ୍ରାମରେ ରବିବାର ବାତ୍ୟା କ୍ଷତିଗ୍ରସ୍ତ ଘରଭଙ୍ଗା ତଦନ୍ତ କରିବାକୁ ଯାଇ ଜଣେ ଅତିରିକ୍ତ ତହସିଲଦାର ହଟହଟା ହୋଇଛନ୍ତି। ଏପରିକି ଗ୍ରାମର ଶତାଧିକ ମହିଳା ଅତିରିକ୍ତ ତହସିଲଦାରଙ୍କୁ ଅଟକାଇବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri