ମେଟ୍ରୋ

ହସ୍‌ପିଟାଲରେ ଏଲ୍‌ଇଡି ଡିସ୍‌ପ୍ଲେ ବୋର୍ଡ ଉନ୍ମୋଚିତ, ମିଳିବ ସ୍ବାସ୍ଥ୍ୟ ସେବା ସମ୍ପର୍କିତ ସୂଚନା

ଭୁବନେଶ୍ୱର,୯।୮(ବ୍ୟୁରୋ): ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଜନସଚେତନତା ବୃଦ୍ଧି ତଥା ସ୍ବାସ୍ଥ୍ୟ ସେବା ସମ୍ପର୍କିତ ସମସ୍ତ ଅପ୍‌ଡେଟ୍‌ ସୂଚନା ଲୋକଙ୍କ ନିକଟରେ ପହଞ୍ଚିବ। ଏଥି ନିମନ୍ତେ କ୍ୟାପିଟାଲ୍‌ ହସ୍ପିଟାଲ ସମେତ ରାଜ୍ୟର ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ଅନ୍ୟ...

ଭୁବନେଶ୍ୱରକୁ ୫୦ ଇ-ବସ୍‌ ଦେବ କେନ୍ଦ୍ର

ଭୁବନେଶ୍ୱର,୯।୮(ବ୍ୟୁରୋ) : କେନ୍ଦ୍ର ସରକାରଙ୍କ ଭାରୀ ଉଦ୍ୟୋଗ ବିଭାଗ ପକ୍ଷରୁ ‘ଫେମ୍‌ ଇଣ୍ଡିଆ ଯୋଜନା’ର ଦ୍ୱିତୀୟ ପର୍ଯ୍ୟାୟରେ ଦେଶରେ ୫୫୯୫ ବିଦ୍ୟୁତ୍‌ ଚାଳିତ ବସ୍‌ (ଇ-ବସ୍‌) ଚଳାଚଳ ପାଇଁ ମଞ୍ଜୁରି ମିଳିଛି। ସହର ଭିତରେ ଓ ଗୋଟିଏ ସହରରୁ ଅନ୍ୟ...

ରାଜଧାନୀରେ ଏନ୍‌କାଉଣ୍ଟର ମାମଲା : ଗ୍ୟାଙ୍ଗ୍‌ର ୯ ସଦସ୍ୟ ଗିରଫ

ଭୁବନେଶ୍ୱର,୯।୮(ବ୍ୟୁରୋ) : ଲୁଟପାଟ ଓ ଡକାୟତି ଗ୍ୟାଙ୍ଗ୍‌ର ୯ ସଦସ୍ୟଙ୍କୁ ପୋଲିସ ଗିରଫ କରିଛି। ୫ଜଣଙ୍କୁ ଏନ୍‌କାଉଣ୍ଟର କରିଥିବାବେଳେ ଅନ୍ୟ ୪ଜଣଙ୍କୁ ବିଭିନ୍ନ ସ୍ଥାନରୁ ଗିରଫ କରିଛି। ଏନ୍‌କାଉଣ୍ଟରରେ ଆହତ ୫ଜଣ କଟକ ବଡ ମେଡିକାଲରେ ଚିକିସତ୍ିତ ହେଉଛନ୍ତି। ଅନ୍ୟ...

ଜ୍ୟୋତିର୍ମୟୀ ମହାନ୍ତିଙ୍କୁ ଶିଶୁ ବିଜ୍ଞାନ ସମ୍ମାନ

କଟକ ଅଫିସ, ୯।୮: ଲୋକପ୍ରିୟ ବିଜ୍ଞାନ ଲେଖିକା ତଥା ଶିଶୁ ସାହିତି୍ୟକା ଡ. ଜ୍ୟୋତିର୍ମୟୀ ମହାନ୍ତିଙ୍କୁ ଶିଶୁ ବିଜ୍ଞାନ ସାହିତ୍ୟ ସମ୍ମାନରେ ସମ୍ମାନିତ କରାଯାଇଛି। ତାଙ୍କୁ ବିଜ୍ଞାନ ପ୍ରଚାର ସମିତିର ୭୧ତମ ପ୍ରତିଷ୍ଠା ଦିବସ ଅବସରରେ ରେଭେନ୍ସା ବିଶ୍ୱବିଦ୍ୟାଳୟର ଉଦ୍ଭିଦ...

ଆୟୋଗ ବିରୋଧରେ ଅପପ୍ରଚାରକୁ ଓପିଏସ୍‌ସିର ଖଣ୍ଡନ

ଭୁବନେଶ୍ୱର,୯।୮(ବ୍ୟୁରୋ): ଓଡ଼ିଶା ସିଭିଲ୍‌ ସର୍ଭିସ୍‌-୨୦୧୫ ଏବଂ ସହକାରୀ ଉପବିଭାଗ ଅଧିକାରୀ-୨୦୧୮ (ଏଏସ୍‌ଓ) ପରୀକ୍ଷାରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା। ହେଲେ ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ଗୁରୁବାର ଏହାକୁ ଖଣ୍ଡନ କରାଯାଇଛି। ଆୟୋଗ ପକ୍ଷରୁ କୁହାଯାଇଛି ଯେ, କେତେକ...

୨୦୧୯ରେ ବିଏମ୍‌ସି ନିର୍ବାଚନ ନେଇ ଅନିଶ୍ଚିତତା

ଭୁବନେଶ୍ୱର,୯।୮(ବ୍ୟୁରୋ) : ଆସନ୍ତା ଡିସେମ୍ବର ମଧ୍ୟରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ନିର୍ବାଚନ ହେବା ନେଇ ଏବେ ଅନିଶ୍ଚିତତା ଦେଖାଦେଇଛି। ବିଏମ୍‌ସି କାଉନ୍‌ସିଲ ଭାଙ୍ଗିବାର ୮ମାସ ବିତିଥିଲେ ମଧ୍ୟ ଏଯାଏ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇନାହିଁ। ଗତ ଜାନୁୟାରୀ...

ଆକର୍ଷିତ କରୁଛି ପୁରାତନ ସାମଗ୍ରୀ

କଟକ ଅଫିସ,୯।୮: ବିଦେଶୀଙ୍କୁ ଆକୃଷ୍ଟ କରୁଛି କଟକ ଜିଲା ଖପୁରିଆସ୍ଥିତ ଆଇଟିଆଇ ସରକାରୀ କଲେଜ। ଏଠାରେ ଏକ ଦକ୍ଷତା ସଂଗ୍ରହାଳୟ ରହିଛି। ଏହା ରାଜ୍ୟର କୌଣସି ସରକାରୀ ଶିକ୍ଷାନୁଷ୍ଠାନରେ ଗଢ଼ି ଉଠିଥିବା ପ୍ରଥମ ଦକ୍ଷତା ସଂଗ୍ରହାଳୟ। କଲେଜ ଛାତ୍ରୀଛାତ୍ରଙ୍କ ଜ୍ଞାନକୌଶଳ...

କଟକରେ ୩ ଜଣଙ୍କ ଗଳାକାଟି ହତ୍ୟା ଘଟଣା : ଜେଏମ୍‌ଏଫ୍‌ସିରେ ଅଭିଯୁକ୍ତଙ୍କ ସ୍ତ୍ରୀଙ୍କ ବୟାନ ରେକର୍ଡ

କଟକ ଅଫିସ,୯।୮ : କଟକରେ କିଛିଦିନ ତଳେ ୨୪ ଘଣ୍ଟା ମଧ୍ୟରେ ୩ ଜଣଙ୍କ ଗଳାକାଟି ହତ୍ୟା କରାଯାଇଥିଲା। ଏହି ଘଟଣାରେ ପୋଲିସ ନୟାଗଡ ଅଞ୍ଚଳର ନାରାୟଣ ସାହୁଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। ମାତ୍ର ଗତ ବୁଧବାର ନାରାୟଣଙ୍କ...

ବସ୍‌ରେ ବଳାତ୍କାର କରିବା ଘଟଣା : ବସିଲା ମନ୍ତ୍ରୀସ୍ତରୀୟ ବୈଠକ, ବସ୍‌ ଧର୍ମଘଟ ବନ୍ଦ କରିବାକୁ ଅନୁରୋଧ

ଭୁବନେଶ୍ୱର,୯।୮(ବ୍ୟୁରୋ) : ଆସନ୍ତା ୧୨ତାରିଖରେ ଘରୋଇ ବସ୍‌ ମାଲିକ ସଂଘ ପକ୍ଷରୁ ରାଜ୍ୟବ୍ୟାପୀ ଧର୍ମଘଟ କରିବା ଲାଗି ନିଷ୍ପତ୍ତି ନିଆଯାଇଛି। ଏନେଇ ଶୁକ୍ରବାର ବସ୍‌ ମାଲିକ ସଂଘର ସାଧାରଣ ପରିଷଦ ବୈଠକରେ ଚୂଡାନ୍ତ ନିଷ୍ପତ୍ତି ନେବା ସକାଶେ ସ୍ଥିର ହୋଇଛି।...

ସୁରଟରେ ଖୋଲିବ ୧୨ ଓଡ଼ିଆ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର,୯।୮(ବ୍ୟୁରୋ) : ଗୁଜରାଟରେ ମୋଟ ୧୦ ଲକ୍ଷ ଓଡ଼ିଆ ବସବାସ କରୁଛନ୍ତି। ସେଥିରୁ ପ୍ରାୟ ୭ରୁ ୮ଲକ୍ଷ ଓଡିଆ ସୁରଟରେ ବାସକରନ୍ତି। ସେହି ଓଡିଆ ପରିବାରର ପିଲାମାନଙ୍କ ପାଇଁ ରାଜ୍ୟ ସରକାର ନୂଆ ପଦକ୍ଷେପ ଗ୍ରହଣ କରିବାକୁ ଯାଉଛନ୍ତି। ସେଠାକାର...

ବନ୍ୟାରେ ୯ ଜିଲାର ୧ଲକ୍ଷ ୩୦ ହଜାର ପ୍ରଭାବିତ

ଭୁବନେଶ୍ୱର,୯।୮(ବ୍ୟୁରୋ) : ବନ୍ୟା ପରିସ୍ଥିତିକୁ ନେଇ ରାଜ୍ୟ ସରକାରଙ୍କ ତଥ୍ୟ ମୁତାବକ ୯ଟି ଜିଲା ସର୍ବାଧିକ କ୍ଷତିଗସ୍ତ ହୋଇଛି। ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, ଗଜପତି, ମାଲାକାନାଗିରି, କଳାହାଣ୍ଡି, ବଲାଙ୍ଗୀର, ସମ୍ବଲପୁର ଜିଲା ବନ୍ୟାରେ ପ୍ରଭାବିତ ହୋଇଛି। ରାଜସ୍ବ ଓ...

୧୦ରେ ଓଡ଼ିଶା ଆସିବେ ଶିବରାଜ ସିଂହ ଚୌହ୍ବାନ

ଭୁବନେଶ୍ୱର,୯।୮(ବ୍ୟୁରୋ): ଭାଜପାର ସଦସ୍ୟତା ଅଭିଯାନ ଗତ ଜୁଲାଇ ୬ରୁ ଦେଶ ସମେତ ସାରା ରାଜ୍ୟରେ ଆରମ୍ଭ ହୋଇଯାଇଛି। ଏହି ସଦସ୍ୟତା ଅଭିଯାନର ସମୀକ୍ଷା କରିବା ସହ ଓଡ଼ିଶାରୁ ସକ୍ରିୟ ସଦସ୍ୟତା ଗ୍ରହଣ କରିବା ପାଇଁ ଅଗଷ୍ଟ ୧୦ରେ ରାଷ୍ଟ୍ରୀୟ ସଦସ୍ୟତା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri