ମେଟ୍ରୋ

ଆରମ୍ଭରୁ କମିଲା, ୨୫ରୁ ବର୍ଷିବ

ଭୁବନେଶ୍ୱର, ୨୪ା୬(ବ୍ୟୁରୋ): ଏ ବର୍ଷ ବିଳମ୍ବରେ ଓଡ଼ିଶାରେ ପହଞ୍ଚତ୍ଛି ମୌସୁମୀ। ପ୍ରତିବର୍ଷ ଜୁନ୍‌ ଦ୍ୱିତୀୟ ସପ୍ତାହରେ ମୌସୁମୀ ଛୁଇଁଥାଏ। କିନ୍ତୁ ଏଥର ଚତୁର୍ଥ ସପ୍ତାହରେ ମୌସୁମୀ ପହଞ୍ଚତ୍ବା ପରେ ତାତି ଓ ଗୁଳୁଗୁଳିରେ ଛଟପଟ ହେଉଥିବା ଓଡ଼ିଶାବାସୀ ଆଶ୍ୱସ୍ତ ହୋଇଥିଲେ।...

ବିଜେଡି ବିଧାୟକ ଦଳ ବୈଠକ:ସକରାତ୍ମକ ଅଂଶଗ୍ରହଣ ନେଇ ମୁଖ୍ୟମନ୍ତ୍ରୀ ଆଶାବାଦୀ

ଭୁବନେଶ୍ୱର,୨୩।୬(ବ୍ୟୁରୋ)- ବିଧାନସଭାର ୫୪ ନଂ ପ୍ରକୋଷ୍ଠରେ ରବିବାର ବିଜେଡି ବିଧାୟକ ଦଳ ବୈଠକ ବସିଛି। ବୈଠକ ପରେ ଦଳ ତଥା ଗୃହର ନେତା ନବୀନ ପଟ୍ଟନାୟକ କହିଛନ୍ତି ଯେ, ଆସନ୍ତା ଅଧିବେଶନର ବିଜେଡିର ପ୍ରତ୍ୟେକ ବିଧାୟକ ସକରାତ୍ମକଭାବେ ଗୃହ କାର୍ଯ୍ୟରେ...

‘ବିଜୁ ପଟ୍ଟନାୟକ ସ୍ମୃତି ଫଟୋ ଗ୍ୟାଲେରୀ’ ଲୋକାର୍ପିତ:ସ୍ଥାନପାଇଛି ବିଜୁବାବୁଙ୍କ ବ୍ୟବହୃତ ବିରଳ ସାମଗ୍ରୀ

ଭୁବନେଶ୍ୱର,୨୩ା୬(ବ୍ୟୁରୋ)- ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ଘଟଣାବହୁଳ ଜୀବନ ଆଧାରିତ ଏକ ଫଟୋ ଗ୍ୟାଲେରୀ ଭୁବନେଶ୍ୱରଠାରେ ସ୍ଥାପିତ ହୋଇଛି। ‘ବିଜୁ ପଟ୍ଟନାୟକ ସ୍ମୃତି ଫଟୋ ଗ୍ୟାଲେରୀ’ ନାମରେ ନାମିତ ଏହି ଗ୍ୟାଲେରୀକୁ ରବିବାର ଓଡ଼ିଶା ବିଧାନସଭା ବାଚସ୍ପତି...

ରଥରେ ଯାନ୍ତି ଗନ୍ଧର୍ବ, ଯକ୍ଷ ଓ ଅପ୍‌ସରା

ପୁରୀ ଅଫିସ, ୨୩ା୬: ବିଶ୍ୱବ୍ରହ୍ମାଣ୍ଡର ହିତ ନିମନ୍ତେ ଅନୁଷ୍ଠିତ ହୋଇଥାଏ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ଘୋଷଯାତ୍ରା। ଏଥିପାଇଁ ପ୍ରତିବର୍ଷ ତିନିଗୋଟି ରଥ ନିର୍ମିତ ହୋଇଥାଏ। ଏହି ରଥରେ ଚତୁର୍ଦ୍ଧାବିଗ୍ରହଙ୍କ ସହିତ ରାମ, କୃଷ୍ଣ ଓ ମଦନମୋହନ ଯାଇଥାନ୍ତି। ଏଥିସହିତ ଗନ୍ଧର୍ବ,...

ଓଷୁଅ ଲାଗି ହେଲେ ଠାକୁର

ପୁରୀ ଅଫିସ, ୨୩ା୬: ପବିତ୍ର ସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁ ୧୦୮ ଗଡ଼ୁ ଜଳରେ ସ୍ନାନ କରିବା ପରେ ଏବେ ଜ୍ୱରରେ ପୀଡିତ। ଜ୍ୱରରୁ ଉପଶମ ପାଇବା ପାଇଁ ଅଣସର ଘରେ ଚତୁର୍ଦ୍ଧାବିଗ୍ରହଙ୍କର ଚାଲିଛି ଗୁପ୍ତ ସେବା। ଭିତର ଅଣସର ପିଣ୍ଡିରେ...

ଡକାୟତି ଯୋଜନା ପଣ୍ଡ : ରିଭଲଭର ଜବତ, ୩ ଗିରଫ

ଚୌଦ୍ୱାର, ୨୩ା୬(ଡି.ଏନ୍‌.ଏ.) : ଚୌଦ୍ୱାର ପୋଲିସ ୩ କୁଖ୍ୟାତ ଅପରାଧୀଙ୍କୁ ଗିରଫ କରି ରବିବାର କୋର୍ଟଚାଲାଣ କରିଛି। ସେମାନଙ୍କଠାରୁ ଗୋଟିଏ ଦେଶୀ ରିଭଲଭର ଓ ହୋଣ୍ଡା ଆକ୍ଟିଭା ଗାଡ଼ି ଜବତ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଚୌଦ୍ୱାର ତଳବଜାର ଡେଲ୍‌ଟା...

ବିଜେଡି – ଭାଜପାକୁ ନରସିଂହଙ୍କ ଟାର୍ଗେଟ : ବୈଷ୍ଣବଙ୍କୁ ରାଜ୍ୟ ସଭା ପଠାଇବା ଦୁର୍ଭାଗ୍ୟଜନକ

ଭୁବନେଶ୍ୱର, ୨୩ା୬(ବ୍ୟୁରୋ) : ଭାଜପା ରାଜ୍ୟ ସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ବିଜେଡି ସମର୍ଥନ କରିବା ପରେ କଂଗ୍ରେସ ପକ୍ଷରୁ ଉଭୟ ଭାଜପା ଓ ବିଜେଡିକୁ ଟାର୍ଗେଟ କରାଯାଉଛି। ଏହି କ୍ରମରେ କଂଗ୍ରେସ ବିଧାୟକ ନରସିଂହ ମିଶ୍ର ଉଭୟ ଦଳକୁ...

ଓଡ଼ିଶାରୁ ଅଶ୍ୱିନୀଙ୍କ ପ୍ରାର୍ଥିତ୍ୱ ନେଇ ମୁହଁ ଖୋଲିଲେ ଧର୍ମେନ୍ଦ୍ର : କହିଲେ ‘କୌଣସି ଗୁପ୍ତ ବୁଝାମଣା ନାହିଁ’

ଭୁବନେଶ୍ୱର,୨୩ା୬(ବ୍ୟୁରୋ) : ସଂଖ୍ୟାଗରିଷ୍ଠ ଥାଇ ମଧ୍ୟ ବିଜେଡି ଭାଜପା ରାଜ୍ୟ ସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ସମର୍ଥନ କରିବା ପରେ ରାଜ୍ୟରେ ରାଜନୈତିକ ଉଷ୍ଣତା ପ୍ରକାଶ ପାଇଛି। ଏହା ପଛରେ କୌଣସି କର୍ପୋରେଟ୍‌ ଲବି ଥିବା କୁହାଯାଉଥିବାବେଳେ ରବିବାର ମୁହଁ...

ମଝି ଆକାଶରେ ଯୁବକଙ୍କ ଉତ୍ପାତ : ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ

ଭୁବନେଶ୍ୱର, ୨୩ା୬(ବ୍ୟୁରୋ) : ଜଣେ ମାନସିକ ବିକୃତ ଯାତ୍ରୀଙ୍କ ପାଇଁ ଭୁବନେଶ୍ୱର ବିମାନବନ୍ଦରରେ ରବିବାର ସକାଳେ ଏକ ଇଣ୍ଡିଗୋ ବିମାନ (୬ ଇ ୪୬୨) ଜରୁରୀ ଅବତରଣ କରିଥିବା ଜଣାପଡ଼ିଛି। ଯାତ୍ରୀ ଜଣକ ହେଲେ ଇର୍ସାଦ ଅଲ୍ଲୀ(୨୦)। ବିମାନଟି ହାଇଦ୍ରାବାଦରୁ...

ପି.ଏନ. କଲେଜ ଖୋର୍ଦ୍ଧା: ସଂସ୍କୃତରେ ୨୯ ଛାତ୍ରୀଛାତ୍ର ଫେଲ; ପରୀକ୍ଷା ପରିଚାଳନାର ସ୍ବଚ୍ଛତା ଉପରେ ପ୍ରଶ୍ନବାଚୀ

ଖୋର୍ଦ୍ଧା ଅଫିସ, ୨୩ା୬: ଖୋର୍ଦ୍ଧା ପି.ଏନ. କଲେଜ ଯୁକ୍ତ ୨ ଇଚ୍ଛାଧୀନ ସଂସ୍କୃତ ବିଷୟରେ ୨୯ ଛାତ୍ରୀଛାତ୍ରଙ୍କୁ ପରୀକ୍ଷାରେ ଫେଲ କରି ଦିଆଯାଇଛି। ସେମାନଙ୍କୁ ଅନୁପସ୍ଥିତ ଦର୍ଶାଯାଇ ଫେଲ୍‌ କରାଯିବା ପରେ କାଉନ୍‌ସିଲ୍‌ କର୍ତ୍ତୃପକ୍ଷଙ୍କ ସଂସ୍କାରମୂଳକ ପଦକ୍ଷେପ ପ୍ରହସନ ପାଲଟିଛି।...

ରଥଖଳାରୁ… ପ୍ରଥମ ଭୂଇଁ ଖଞ୍ଜା କାମ ଆରମ୍ଭ

ପୁରୀ ଅଫିସ, ୨୩ା୬: ଶ୍ରୀନଅର ସମ୍ମୁଖରେ ଚାଲିଛି ରଥକାମ। ଶନିବାର ସୁଦ୍ଧା ତିନିରଥର ଯୋଖା କାମ ସରିଛି। ଦଣ୍ଡା, ଅଖ ଓ ଗୟଳକୁ ଯୋଖା ଧରି ରଖିଥାଏ। ଅନ୍ୟପଟେ ଶନିବାରଠାରୁ ପ୍ରଥମ ଭୂଇଁ ଖଞ୍ଜା କାମ ଆରମ୍ଭ ହୋଇଛି। ପ୍ରଥମ...

ଅନୁଭୂତି: ମହାପ୍ରଭୁଙ୍କ ସେବା ଲାଗି ଜ୍ୱର ଭଲ ହୋଇଯାଇଥିଲା

ମହାପ୍ରଭୁଙ୍କ ଅଣସର ଗୁପ୍ତ ନୀତି ପାଇଁ ପରମ୍ପରା ମୁତାବକ ବଡ଼ ଓଡ଼ିଆ ମଠ ଫୁଲୁରି ତେଲ ଯୋଗାଇ ଦେଉଛି। ମହାପ୍ରଭୁଙ୍କ ଏହି ଅନନ୍ୟ ସେବା କରିଆସୁଥିବା ବଡ଼ ଓଡ଼ିଆ ମଠର ମହନ୍ତ ଅଧିକାରୀ ବଂଶୀଧର ଦାସ ଗୋସ୍ବାମୀ ଅନେକ ଅନୁଭୂତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri