ମେଟ୍ରୋ

ରାଜ୍ୟ ବିଦ୍ୟୁତ୍‌ କଣ୍ଟ୍ରାକ୍ଟରଙ୍କ କ୍ଷୋଭ: ବିପଦ ବେଳେ ଆମେ…

ଭୁବନେଶ୍ୱର,୧୯ା୬(ବ୍ୟୁରୋ): ବାତ୍ୟା ‘ଫନୀ’କୁ ଦେଢମାସ ପୂରିଗଲାଣି। ଏବେ ବି ପୁରୀ ଜିଲାର ଅନେକ ଅଞ୍ଚଳରେ ବିଦ୍ୟୁତ୍‌ ସଂଯୋଗ ହୋଇପାରିନାହିଁ। ସହରାଞ୍ଚଳକୁ ବାଦ୍‌ ଦେଲେ ଗାଁ ଗଣ୍ଡା ଅବସ୍ଥା କହିଲେ ନ ସରେ । ପୁରୀ ଜିଲାକୁ ସମ୍ପୂର୍ଣ୍ଣ ବିଦ୍ୟୁତୀକରଣ କରିବାକୁ...

ବିହାର ଘଟଣା ପରେ ରାଜ୍ୟ ସରକାରଙ୍କ ଚେତା ପଶିଲା : ଲିଚୁର ମାନ ଯାଞ୍ଚ ନିର୍ଦ୍ଦେଶ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ବିହାରରେ ମସ୍ତିଷ୍କ ଜ୍ୱରରେ ଶହେରୁ ଅଧିକ ଶିଶୁଙ୍କ ଜୀବନ ଗଲାଣି। ଏହା ପଛର କାରଣ ସ୍ପଷ୍ଟ ହୋଇ ନ ଥିଲେ ବି ଲିଚୁରେ ଥିବା ଟକ୍ସିକ୍‌ ଏଲିମେଣ୍ଟକୁ ଅନେକ ବିଶେଷଜ୍ଞ ଦାୟୀ କରୁଛନ୍ତି। ଏନ୍‌ସେଫାଲାଇଟିସ୍‌ ଲିଚୁରେ ବ୍ୟାପିଥିବା କୁହାଯାଉଛି।...

କଳାଧନ ମାମଲା ପାଇଁ ସ୍ବତନ୍ତ୍ର କୋର୍ଟ

କଟକ ଅଫିସ, ୧୯।୬: କଳାଧନ ଗଚ୍ଛିତ ପ୍ରମାଣ ମିଳିବା ପରେ ସମ୍ପୃକ୍ତ ବ୍ୟକ୍ତି କିମ୍ବା ଅନୁଷ୍ଠାନ ବିରୋଧରେ ମାମଲା ପରିଚାଳନା ପାଇଁ ସ୍ବତନ୍ତ୍ର କୋର୍ଟର ଆବଶ୍ୟକତା ରହିଛି। କାରଣ ବର୍ତ୍ତମାନ ସ୍ଥିତିରେ ଦେଶରେ ଅନେକ ପ୍ରତିବନ୍ଧକ ରହିଛି। ତଦନ୍ତକାରୀ ସଂସ୍ଥାଗୁଡ଼ିକ...

ବଢ଼ିଲା ଖରାଛୁଟି, ୨୬ରେ ଖୋଲିବ ସ୍କୁଲ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ସରକାରୀ ବିଦ୍ୟାଳୟର ଖରାଛୁଟି ଅବଧିକୁ ବଢ଼ାଇଛନ୍ତି। ତଦନୁଯାୟୀ  ସ୍କୁଲଗୁଡ଼ିକ ଆସନ୍ତା ୨୫ ତାରିଖ ଯାଏଁ ଛୁଟି ରହିବ ଓ ୨୬ ତାରିଖରେ ଖୋଲିବ । ଏ ନେଇ ସ୍କୁଲ...

ବୁଧବାର ପ୍ରକାଶ ପାଇବ ଓଜେଇଇ ପରୀକ୍ଷା ଫଳ

ଭୁବନେଶ୍ୱର, ୧୮।୬(ବ୍ୟୁରୋ): ବୁଧବାର ଓଜେଇଇ ପରୀକ୍ଷା ଫଳ ପ୍ରକାଶ ପାଇବ। ଉଭୟ ଅନ୍‌ଲାଇନ୍‌ ଓ ଅଫ୍‌ଲାଇନ୍‌ ପରୀକ୍ଷା ଫଳ ପ୍ରକାଶ କରାଯିବ। ସଚିବାଳୟର ବିଭାଗୀୟ କାର୍ଯ୍ୟାଳୟରେ ଏହି ପରୀକ୍ଷା ଫଳ ପ୍ରକାଶ ପାଇବା ନେଇ ମଙ୍ଗଳବାର ଦକ୍ଷତା ବିକାଶ ଓ...

ଅଲାରନାଥ ପୀଠରେ ଅନବସର ଦର୍ଶନ ଆରମ୍ଭ

ବ୍ରହ୍ମଗିରି,୧୮।୬(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରିସ୍ଥିତ ଅଲାରନାଥ ପୀଠରେ ମଙ୍ଗଳବାରଠାରୁ ଅନବସର ଦର୍ଶନ ଆରମ୍ଭ ହୋଇଯାଇଛି। ମହାପ୍ରଭୁ ଶ୍ରୀଜଗନ୍ନାଥ ୧୦୮ କଳସରେ ମହାସ୍ନାନ କରିବାପରେ ଅଣସର ପିଣ୍ଡିରେ ଗୁପ୍ତସେବା ପାଇବା ସମୟରେ ଭକ୍ତମାନେ ବ୍ରହ୍ମଗିରିରେ ଅଲାରନାଥଙ୍କୁ ଦର୍ଶନ କରିଥାନ୍ତି । ଭୋର...

ଉପବାଚସ୍ପତି ପ୍ରସ୍ତାବ ଆସିଲେ ବିଚାର କରାଯିବ: ପିନାକୀ

ଭୁବନେଶ୍ୱର, ୧୮।୬(ବ୍ୟୁରୋ): ଉପବାଚସ୍ପତିି ପାଇଁ ପ୍ରସ୍ତାବ ଆସିଲେ ଏ ନେଇ ବିଚାର କରାଯିବ। ଲୋକ ସଭା ଉପବାଚସ୍ପତି ପଦ ନେଇ ବିଜେଡି ପକ୍ଷରୁ ସଂସଦୀୟ ଦଳ ନେତା ପିନାକୀ ମିଶ୍ର ନିଜ ପ୍ରତିକ୍ରିୟାରେ ଏହା କହିଛନ୍ତି। ସେ କହିଛନ୍ତି, ଏବେ...

ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର, ୧୮।୬(ବ୍ୟୁରୋ): ରାଜ୍ୟ ସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶାର ୩ଟି ପଦବୀ ପାଇଁ ହେବାକୁ ଥିବା ଏହି ଉପନିର୍ବାଚନ ଲାଗି ପୃଥର ପୃଥକ ଭାବେ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଆଶାୟୀ ପ୍ରାର୍ଥୀମାନେ ଜୁନ୍‌ ୨୫...

ଖୋଲୁଛି ଏସ୍‌ଓଜି ଟ୍ରେନିଂ ସେଣ୍ଟର ଗୁମର: ଖାଇବାକୁ ଦେଲେନି, ବିଶ୍ୱଜିତ ଅସୁସ୍ଥ

ଭୁବନେଶ୍ୱର, ୧୬(ବ୍ୟୁରୋ) ଚନ୍ଦକାସ୍ଥିତ ଏସ୍‌ଓଜି ଟ୍ରେନିଂ ସେଣ୍ଟରରେ ଟ୍ରେନିଂ ନେଉଥିବା ପୋଲିସ ଅଫିସରଙ୍କୁ ଅକଥନୀୟ ନିର୍ଯାତନା ଦିଆଯାଉଛି। ଏ ସଂକ୍ରାନ୍ତରେ କମାଣ୍ଡାଣ୍ଟ୍‌ଙ୍କ ବିରୋଧରେ ଚନ୍ଦକା ଥାନାରେ ଦୁଇଟି ଅଭିଯୋଗ ହେବା ପରେ ଟ୍ରେନିଂ ସେଣ୍ଟରର ଗୁମର ପଦାରେ ପଡିଛି। ଏଥିସହ...

ଆଜିଠୁ ପଟିଦିଅଁଙ୍କ ଦର୍ଶନ

ପୁରୀ ଅଫିସ,୧୮।୬: ଦେବସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁ ସ୍ନାନମଣ୍ଡପରେ କରିଛନ୍ତି ସ୍ନାନ। ୧୦୮ ଗଡ଼ୁ ଅଭିମନ୍ତ୍ରିତ ଜଳରେ ସ୍ନାନକରି ଜ୍ୱରରେ ପୀଡ଼ିତ ହୋଇ ଚତୁର୍ଦ୍ଧାବିଗ୍ରହ ଏବେ ଅଣସର ଘରେ। ମଙ୍ଗଳବାରଠାରୁ ଆରମ୍ଭ ହେବ ମହାପ୍ରଭୁଙ୍କ ଅଣସର ବିଧି। ବିଭିନ୍ନ ଉପଚାରରେ ବିଶ୍ୱନିୟନ୍ତାଙ୍କ...

ବିଧାୟକ ସ୍ନାନବେଦୀକୁ ଚଢ଼ିବା ନେଇ ବିବାଦ

ପୁରୀ ଅଫିସ, ୧୮।୬: ମହାପ୍ରଭୁଙ୍କୁ କୌଣସି ଭକ୍ତ ସ୍ପର୍ଶ କରିପାରିବେ ନାହିଁ କି ସାହାଣମେଲା ଦର୍ଶନ ସମୟ ବ୍ୟତୀତ ଅନ୍ୟ ସମୟରେ କୌଣସି ଦର୍ଶନାର୍ଥୀ ସ୍ନାନମଣ୍ଡପ ଉପରକୁ ଉଠିପାରିବେ ନାହିଁ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ନାନଯାତ୍ରା ବ୍ୟବସ୍ଥାବଳୀରେ ଏହା ସ୍ପଷ୍ଟ...

ପରମେଶ୍ୱରଙ୍କ ପାଇଁ ପଖାଳ

ଓଡ଼ିଆଙ୍କ ଖାଦ୍ୟ ଐତିହ୍ୟର ଅନ୍ୟତମ ବିଭବ ହେଉଛି ପଖାଳ। ଏହି ପରମ୍ପରା ଯଥା ଦେହେ ତଥା ଦେବେରେ ପରିଣତ ହୋଇଥିବାର ଦେଖାଯାଏ। ଏହି ପରମ୍ପରା ଓଡ଼ିଶାର ଆପଣା ପଣିଆର ଐତିହ୍ୟ। ପରମେଶ୍ୱରଙ୍କ ଭୋଗରେ ସ୍ଥାନ ପାଇଥିବା ପଖାଳ ତା’ର ଏକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri