ମେଟ୍ରୋ

ଶ୍ରୀମନ୍ଦିରରେ ଚମ୍ପକ ଦ୍ୱାଦଶୀ ନୀତି

ପୁରୀ ଅଫିସ, ୧୫ା୬: ଶ୍ରୀମନ୍ଦିରରେ ଶୁକ୍ରବାର ମହାପ୍ରଭୁଙ୍କ ଚମ୍ପକ ଦ୍ୱାଦଶୀ ନୀତି ଅର୍ଥାତ ବରକନ୍ୟାଙ୍କ ଗୁଆଲି ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ଶୁକ୍ଳପକ୍ଷ ଦ୍ୱାଦଶୀକୁ ଚମ୍ପକ ଦ୍ୱାଦଶୀ କୁହାଯାଏ। ସକାଳ ଧୂପ ଏବଂ ଭୋଗମଣ୍ଡପ ନୀତି ବଢ଼ିବା ପରେ ମହାପ୍ରଭୁଙ୍କ ଆଲଟ...

ରଜରେ ହରଚଣ୍ଡୀ ହେଲେ କୁମାରୀ ବେଶ

ବ୍ରହ୍ମଗିରି, ୧୫ା୬(ଡି.ଏନ୍‌.ଏ.): ବ୍ରହ୍ମଗିରିର ପ୍ରସିଦ୍ଧ ବାଲି ହରଚଣ୍ଡୀ ପୀଠରେ ପହିଲି ରଜ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ପହିଲି ରଜରେ ମା’ ହରଚଣ୍ଡୀ କୁମାରୀ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି। ସକାଳର ସମସ୍ତ ନୀତିକାନ୍ତି ସରିବା ପରେ ଓଡ଼ିଆ ଘରର...

ବଳକା ରଥକାଠ ପାଇଁ ଜାଗା ନାହିଁ: ଖରା ବର୍ଷାରେ ନଷ୍ଟ ହେଉଛି ରଥଚକ

ପୁରୀ ଅଫିସ, ୧୫ା୬: ପ୍ରତିବର୍ଷ ମହାପ୍ରଭୁଙ୍କ ରଥଯାତ୍ରା ଲାଗି ତିିନୋଟି ରଥ ନିର୍ମାଣ କରାଯାଉଛି। ଏଥିପାଇଁ ଆବଶ୍ୟକ କାଠ ନୟାଗଡ଼ ଏବଂ ଖୋର୍ଦ୍ଧା ବନମଣ୍ଡଳରୁ ଅଣାଯାଇଥାଏ। ଗତ ଦୁଇବର୍ଷ ହେଲା ବୌଦ୍ଧ ବନମଣ୍ଡଳରୁ କାଠ ଆସୁଛି। ତେବେ ରଥ ନିର୍ମାଣ...

ଇଭିଏମ୍‌ ସ୍ବଚ୍ଛତାକୁ ଚ୍ୟାଲେଞ୍ଜ ହାଇକୋର୍ଟରେ ମାମଲା

କଟକ ଅଫିସ,୧୫ା୬: ଇଭିଏମ୍‌ର ସ୍ବଚ୍ଛତାକୁ ନେଇ ବିବାଦ ଥମୁନାହିଁ। ଇଭିଏମ୍‌ରେ ଜାଲିଆତି ହେଉଥିବା ନେଇ ଜାତୀୟ ସ୍ତରରେ କେତେକ ବିରୋଧୀ ଦଳ ବାରମ୍ବାର ଆପତ୍ତି ଅଭିଯୋଗ ଆଣୁଛନ୍ତି। ଏବେ ଇଭିଏମ୍‌କୁ ନେଇ ହାଇକୋର୍ଟରେ ଆଉ ଏକ ମାମଲା ରୁଜୁ ହୋଇଛି।...

ଗୁରୁଦ୍ୱାରା ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା:ହତ୍ୟା ମାମଲା ରୁଜୁ, ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା

ଭୁବନେଶ୍ୱର,୧୫ା୬(ବ୍ୟୁରୋ): ଖାରବେଳନଗର ଥାନା ନିକଟ ଗୁରୁଦ୍ୱାରା ପରିସରରୁ ଗୁରୁବାର ସୁବାସ ନାୟକ ନାମକ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଥିଲା। ମୃତଦେହ ଉଦ୍ଧାର ସମୟରେ ତାଙ୍କ ଗୁପ୍ତାଙ୍ଗରୁ ରକ୍ତ ବାହାରୁଥିଲା, ଯାହାକୁ ନେଇ ସୁବାସଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ...

୧୯ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ, ମହିଳା ଗିରଫ

କଟକରୋଡ଼,୧୪।୬(ଡି.ଏନ୍‌.ଏ.): ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ପଛପଟେ ଥିବା ହଳଦୀ ପଡ଼ିଆ ବସ୍ତରେ କମିଶନରେଟ ପୋଲିସ କୁଇକ ଆକ୍ସନ ଟିମ୍‌ (କ୍ୟୁଏଟି) ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଚଢ଼ାଉକରି ଜଣେ ମହିଳାଙ୍କୁ ଗିରଫ କରିଛି। ସେ ହେଲେ ସେହି ବସ୍ତିରେ ରହୁଥିବା କୁନି...

ଜମିବାଡ଼ିକୁ କେନ୍ଦ୍ରକରି ୨ ଭାଇଙ୍କ ମଧ୍ୟରେ ବିବାଦ: ସାନ ଭାଇ ଆକ୍ରମଣରେ ବଡ଼ ମୃତ

ପୁରୀ ଅଫିସ,୧୪।୬: ପୁରୀ ଜିଲା ଟାଉନ ଥାନା ଅଧୀନ ଚୁଡ଼ଙ୍ଗ ସାହି ଖୁଣ୍ଟିଆ ବଗିଚାରୁ ଶୁକ୍ରବାର ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ସେ ହେଲେ ଉମାକାନ୍ତ ଆଚାର୍ଯ୍ୟ। ପ୍ରକାଶ ଯେ, ୨ ଭାଇ ଉମାକାନ୍ତ(ବଡ଼) ଓ ରମେଶ...

ଫନୀ: ଘରଭଙ୍ଗା ସହାୟତା ୭ କୋଟି ୫୮ ହଜାର ଟଙ୍କା ମଞ୍ଜୁର

ଭୁବନେଶ୍ୱର,୧୪।୬(ବ୍ୟୁରୋ): ସାମୁଦ୍ରିକ ଝଡ଼ ଫନୀ ଦ୍ୱାରା ପୁରୀ ଜିଲାରେ ଘର ହରାଇଥିବା କ୍ଷତିଗ୍ରସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସହାୟତା ରାଶି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏଥିପାଇଁ ୭ କୋଟି ୫୮ ହଜାର ମଞ୍ଜୁର କରାଯାଇଛି।...

ଓଡ଼ିଶାର ଗଣପର୍ବ

ବନସ୍ତେ ଡାକିଲା ଗଜ ବରଷକେ ଥରେ ଆସିଛି ରଜଲୋ ଘେନି ନୂଆ ସଜବାଜ….।“ଭାରତ ପଲ୍ଲୀପ୍ରଧାନ ରାଷ୍ଟ୍ର। ପଲ୍ଲୀ ହେଉଛି ତା’ର ଜୀବନ। ଏକଦା ପଲ୍ଲୀସଂସ୍କୃତି ଥିଲା ଆମ ମହାନ୍‌ ଭାରତୀୟ ସଂସ୍କୃତି ଓ ପରମ୍ପରାର ପୃଷ୍ଠଭୂମି। ପଲ୍ଲୀ ଜୀବନ ସରଳ...

୨୦ରୁ ୫୦୦ ଟଙ୍କା

ରଜରେ ପାନର ମଜା ଯୋଗାଇ ଦେବାକୁ ପ୍ରସ୍ତୁତ ହେଲେଣି ବ୍ୟବସାୟୀ। ଶହୀଦନଗରରୁ ଆରମ୍ଭ କରି ମାଷ୍ଟରକ୍ୟାଣ୍ଟିନ୍‌ ଏବଂ ସିଆରପିଏଫ୍‌ ଛକ, ବନାରସୀ ଓ ଡିଲକ୍ସ ଭଳି ପ୍ରାୟ ୨୦ରୁ ଊଦ୍ଧର୍‌ବ ଭେରାଇଟ୍‌ର ପାନ ଓ ଏହାର ଭଳିକି ଭଳି ମସଲା...

ନିଆରା ରଜପାନ

ରଜପାନର ସ୍ବାଦ ସତରେ ନିଆରା। ଏହି ପର୍ବରେ ଭଳିକି ଭଳି ଭିନ୍ନ ସ୍ବାଦର ପାନ ଖୋର୍ଦ୍ଧା ଜିଲା ସାରୁଅ ବଜାରରେ ଗ୍ରାହକଙ୍କର ମନ ମୋହିଥାଏ। ଗୀତର ତାଳେ ତାଳେ ପାନ ଭଙ୍ଗାର ତରିକା ଗ୍ରାହକଙ୍କୁ ଦୋକାନୀ ପାଖକୁ ଟାଣି ଆଣିଥାଏ।...

ଜୁଲାଇ ୮ରୁ ମାଟ୍ରିକ ସପ୍ଲିମେଣ୍ଟାରି ପରୀକ୍ଷା

କଟକ ଅଫିସ,୧୩ା୬ : ଜୁଲାଇ ୮ ତାରିଖରୁ ଆରମ୍ଭ ହେବ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ସପ୍ଲିମେଣ୍ଟାରି ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା। ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ପୂର୍ବାହ୍ନ ୧୧ଟା ୩୦...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri