ମେଟ୍ରୋ

ଫନୀରେ ୩୦ ହଜାରରୁ ଊର୍ଦ୍ଧ୍ୱ ବହି ନଷ୍ଟ: ୧୯ ରେ ଖୋଲିବ ସ୍କୁଲ, ପିଲାଙ୍କ ପାଖରେ ନାହିଁ ପାଠ୍ୟପୁସ୍ତକ

ଗୋପ, ୮।୬(ଡି.ଏନ୍‌.ଏ.)-ଫନୀରେ ଗୋପ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ଥିବା ୩୦ ହଜାରରୁ ଊର୍ଦ୍ଧ୍ୱ ପାଠ୍ୟପୁସ୍ତକ ନଷ୍ଟ ହୋଇଯାଇଥିବାବେଳେ ଛାତ୍ରୀଛାତ୍ରଙ୍କ ପାଠପଢ଼ା ନେଇ ଆଶଙ୍କା ଉପୁଜିଛି। ୧୯ରେ ସ୍କୁଲ ଖୋଲିବାକୁ ଥିବାବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ପାଖରେ ପାଠ୍ୟପୁସ୍ତକ ପହଞ୍ଚତ୍ ନାହିଁ।...

ଆଲିଗଡ଼ ଲଜ୍ଜା: ବାଲୁକାକଳା ମାଧ୍ୟମରେ ଶିଶୁକନ୍ୟାଙ୍କ ଲାଗି ନ୍ୟାୟ ଭିକ୍ଷା କଲେ ସୁଦର୍ଶନ

ପୁରୀ ଅଫିସ,୮।୬: ଉତ୍ତରପ୍ରଦେଶ(ୟୁପି)ର ଆଲିଗଡ଼ରେ ଜଣେ ଅଢ଼େଇ ବର୍ଷର ଶିଶୁକନ୍ୟାଙ୍କୁ ଅତି ନୃଶଂସ ଭାବେ ହତ୍ୟା କରାଯିବା ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଉଛି। ଅଭିଯୁକ୍ତ ଜାହିଦ ଓ ଅସଲମ୍‌ଙ୍କୁ ତୁରନ୍ତ ଦଣ୍ଡିତ କରାଯାଉ ବୋଲି ଦେଶବ୍ୟାପି ସ୍ବର ଉଠୁଛି।...

ଫନୀ ପ୍ରଭାବିତ କୃଷକଙ୍କୁ କୃଷି ସାମଗ୍ରୀ ବିତରଣ

ସାକ୍ଷୀଗୋପାଳ, ୮।୬(ଡି.ଏନ୍‌.ଏ): ବାତ୍ୟା ‘ଫନୀ’ ପ୍ରଭାବିତ ପୁରୀ ଜିଲା ସତ୍ୟବାଦୀ ବ୍ଲକ ସଦାନନ୍ଦପୁର ଗ୍ରାମର ୩୭୦ ଜଣ କୃଷକଙ୍କୁ ମାଗଣାରେ ଶନିବାର କୃଷି ସମଗ୍ରୀ ବିତରଣ କରାଯାଇଛି। ପ୍ରାମାଣିକ ଧାନ ବିହନ, ସାର, କୀଟନାଶକ, ନଡ଼ିଆ ଓ କଦଳୀ ଚାରା...

ବାଲିଅନ୍ତାରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା ଘଟଣା: ଭାଇରାଲ ଭିଡିଓରୁ ହତ୍ୟାକାରୀ ଚିହ୍ନଟ; ଜମିବାଡ଼ି ବିବାଦକୁ ନେଇ ସାନ ଭାଇଙ୍କୁ ହତ୍ୟା କରିଛନ୍ତି ବଡ଼ ଭାଇ

ଭୁବନେଶ୍ୱର/ବାଲିଅନ୍ତା,୮।୬(ବ୍ୟୁରୋ/ଡି.ଏନ୍‌.ଏ.): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଧୀନ ଅଟଳାସ୍ଥିତ ପଞ୍ଚମୁଖୀ ବିହାର ମୁଖ୍ୟ ଫାଟକ ନିକଟରେ ଶୁକ୍ରବାର ଅପରାହ୍ନରେ ଜଣେ ଯୁବକଙ୍କୁ ଅନ୍ୟ ଜଣେ ଯୁବକ ଅତି ନୃଶଂସ ଭାବେ ହାଣି ହତ୍ୟା କରିଥିଲେ। ନିକଟରେ ଥିବା ଏକ ଆପାର୍ଟମେଣ୍ଟର...

ବ୍ୟବସାୟୀଙ୍କୁ ଅପହରଣ ଉଦ୍ୟମ ବେଳେ ସିରିଜ ଦୁର୍ଘଟଣା: ପୋଲିସ ପହଞ୍ଚିବା ପୂର୍ବରୁ ଅପହରଣକାରୀ ଫେରାର; ୨ କାର୍‌, ବନ୍ଧୁକ ସହ ମାରଣାସ୍ତ୍ର ଜବତ

ଭୁବନେଶ୍ୱର,୮।୬(ବ୍ୟୁରୋ): ସ୍ଥାନୀୟ ନୟାପଲ୍ଲୀ ଥାନା ସିଆର୍‌ପି ଛକ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ବ୍ୟବସାୟୀଙ୍କୁ ଅପହରଣ ଉଦ୍ୟମ ପଣ୍ଡ ହୋଇଛି। କେତେଜଣ ଦୁର୍ବୃତ୍ତ ଦୁଇଟି କାର୍‌ରେ ବ୍ୟବସାୟୀଙ୍କୁ ଅପହରଣ କରି ନେଉଥିବା ବେଳେ ବାଣୀବିହାର ଓଭରବ୍ରିଜ ନିକଟରେ ସେମାନଙ୍କ...

ପାଟଣାଗଡ଼ ଜେଇଙ୍କୁ ବିଧାୟକ ଉଠ୍‌ବସ କରିବା ଘଟଣା; ଜୀବନପ୍ରତି ବିପଦ ଅଛି: ଜେଇଙ୍କ ସ୍ତ୍ରୀ

ଭୁବନେଶ୍ୱର, ୮।୬(ବ୍ୟୁରୋ): ପାଟଣାପଡ଼ ଜେଇଙ୍କୁ ବିଧାୟକ ଉଠ୍‌ବସ କରିବା ଘଟଣାରେ ସମ୍ପୃକ୍ତ ଜେଇଙ୍କ ସ୍ତ୍ରୀ ପ୍ରବୀଣା ରାଜସିଂହ କହିଛନ୍ତି ଯେ, ନିଜର ଏବଂ ତାଙ୍କ ସ୍ବାମୀଙ୍କ ଜୀବନ ପ୍ରତି ବିପଦ ରହିଛି। ଗତ ୬ ତାରିଖରୁ ବିଧାୟକ ସରୋଜ ମେହେରଙ୍କ...

ଟ୍ରେନ ଲାଇନରେ କଟି ଯୁବକଙ୍କ ମୃତ୍ୟୁ: ଆତ୍ମହତ୍ୟା ସନ୍ଦେହ

ଖୋର୍ଦ୍ଧା ଅଫିସ/ବୋଲଗଡ଼,୮।୬(ଡି.ଏନ୍‌.ଏ.): ଖୋର୍ଦ୍ଧା-ବଲାଙ୍ଗୀର ପୂର୍ବତଟ ରେଳପଥର ବୋଲଗଡ଼ ଟାଉନ୍‌ ପି.ଏଚ୍‌ ନିକଟରେ ଶନିବାର ଟ୍ରେନ ଲାଇନରେ କଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ତେବେ ଯୁବକଙ୍କ ପରିଚୟ ମିଳିପାରି ନାହିଁ । ଖବର ପାଇ ବୋଲଗଡ଼ ପୋଲିସ ମୃତଦେହ ଉଦ୍ଧାର...

ଶପଥ ପାଠ ପରେ ପ୍ରଥମ ଥର ମହାପ୍ରଭୁଙ୍କୁ ଦର୍ଶନକଲେ ୨ କେନ୍ଦ୍ରମନ୍ତ୍ରୀ

ପୁରୀ ଅଫିସ, ୮।୬: ଧର୍ମେନ୍ଦ୍ର ପ୍ରଧାନ ଏବଂ ପ୍ରତାପ ଷଡ଼ଙ୍ଗୀ କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେବା ପରେ ପ୍ରଥମ ଥର ପାଇଁ ଶନିବାର ଓଡ଼ିଶା ଆସିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ପୂର୍ବାହ୍ନ...

ଶ୍ରୀଲିଙ୍ଗରାଜଙ୍କ ବିବାହ ସମ୍ପନ୍ନ: ସାମିଲ ହେଲେ ୨୦୦ରୁ ଊର୍ଦ୍ଧ୍ୱ ବରଯାତ୍ରୀ

ପୁରୁଣା ଭୁବନେଶ୍ୱର, ୮ା୬ (ଡି.ଏନ.ଏ.): ମହାପ୍ରଭୁ ଶ୍ରୀଲିଙ୍ଗରାଜ ସହ ମା’ ପାର୍ବତୀଙ୍କ ପାରମ୍ପରିକ ରୀତିରେ ବିବାହ କାର୍ଯ୍ୟ ଶୁକ୍ରବାର ବିଳମ୍ବିତ ରାତିରେ ସମ୍ପନ୍ନ ହୋଇଛି। ଶ୍ରୀଲିଙ୍ଗରାଜଙ୍କ ଶ୍ୱଶୁରାଳୟ ଶ୍ରୀକେଦାରଗୌରୀ ମନ୍ଦିରରେ ପହଞ୍ଚତ୍ବା ପରେ ମନ୍ଦିର ପୁରୋହିତ ମନୋରଞ୍ଜନ ଦାଶ ବିଧି...

‘ଭାଜପା ଉପରେ ଲୋକେ ଅସନ୍ତୁଷ୍ଟ ଥିବା ଜାଣିପାରିଥିଲି’

ଭୁବନେଶ୍ୱର, ୮ା୬(ବ୍ୟୁରୋ): ରାଜ୍ୟ ମନ୍ତ୍ରିମଣ୍ଡଳରେ କେଉଁମାନେ ସ୍ଥାନ ପାଇବେ ସେନେଇ ଗତ ୨୮ତାରିଖରେ ଚର୍ଚ୍ଚା ଲାଗି ରହିଥିଲା। ହେଲେ ରାତିରେ ସବୁ କଳ୍ପନାଜଳ୍ପନାର ଅବସାନ ଘଟିଲା। ଘୋଷଣା ହୋଇଥିଲା ନୂଆ ମନ୍ତ୍ରୀମାନଙ୍କ ତାଲିକା, ଯେଉଁଥିରୁ ଅଭିଜ୍ଞ ଓ ବରିଷ୍ଠ ନେତାଙ୍କ...

ଅଖ ହଣା ସରିଲା, ଦଣ୍ଡା କାମ ଆରମ୍ଭ

ପୁରୀ ଅଫିସ, ୮ା୬: ଆସୁଛି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଶ୍ରୀନଅର ସମ୍ମୁଖ ରଥଖଳାରେ ତିନିରଥ ମୁଖ୍ୟ ବିଶ୍ୱକର୍ମାଙ୍କ ନେତୃତ୍ୱରେ ଚାଲିଛି ରଥ କାମ। ଅକ୍ଷୟତୃତୀୟ ଠାରୁ ଆରମ୍ଭ ହୋଇଥିବା ରଥକାମ ଜୋରସୋରରେ ଚାଲିଛି। ମହାରଣା ମାନେ ରଥର ବିଭିନ୍ନ ଅଂଶ...

ପୁରୀରେ ପହଞ୍ଚିଲା ରଥ ଦଉଡ଼ି

ପୁରୀ ଅଫିସ, ୮ା୬: ଆସନ୍ତା ଜୁଲାଇ ୪ ତାରିଖରେ ରଥଯାତ୍ରା। ଏଥିପାଇଁ ଆରମ୍ଭ ହୋଇଗଲାଣି ପ୍ରଶାସନିକ ପ୍ରସ୍ତୁତି। ରଥଖଳାରେ ତିନିରଥ ନିର୍ମାଣ କାମ ଆଗେଇ ଚାଲିଥିବାବେଳେ ଦୁଇଟି ରଥଯାତ୍ରା ସମନ୍ବୟ କମିଟି ବୈଠକ ସରିଲାଣି। ଆସନ୍ତା ୧୩ ତାରିଖରେ ଆଇନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri