ମେଟ୍ରୋ

ଦୁଇ କେନ୍ଦ୍ରମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ମୋଦି ସରକାରଙ୍କ ନୂତନ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଛନ୍ତି ଦୁଇ ଓଡ଼ିଆ। ଧର୍ମେନ୍ଦ୍ର ପ୍ରଧାନ କ୍ୟାବିନେଟ ମନ୍ତ୍ରୀ ହେବାର ସୁଯୋଗ ପାଇଥିବା ବେଳେ ପ୍ରତାପ ଷଡ଼ଙ୍ଗୀ ରାଷ୍ଟ୍ରମନ୍ତ୍ରୀ ହୋଇଛନ୍ତି। ଉଭୟଙ୍କୁ ଶୁକ୍ରବାର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କେନ୍ଦ୍ରମନ୍ତ୍ରୀ...

୧୨ ଚୋରା ବାଇକ ଜବତ: ୨ ଗିରଫ

କଟକ ରୋଡ଼, ୩୧।୫(ଡି.ଏନ୍‌.ଏ.): ରାଜଧାନୀର ବିଭିନ୍ନ ଥାନା ଅଞ୍ଚଳରୁ ବାଇକ ଚୋରି କରୁଥିବା ଏକ ଗ୍ୟାଙ୍ଗର ୨ ଅଭିଯୁକ୍ତଙ୍କୁ ବଡ଼ଗଡ଼ ପୋଲିସ ଶୁକ୍ରବାର ଗିରଫ କରିଛି। ସେମାନେ ହେଲେ ଲକ୍ଷ୍ମୀସାଗର ଥାନା ଅଧୀନ ଝାରପଡ଼ା ଅଞ୍ଚଳର ପିଣ୍ଟୁ ବେହେରା ଓ...

ବାଦ ପଡ଼ିବା ପରେ ଜୁଏଲଙ୍କ ପ୍ରତିକ୍ରିୟା: କହିଲେ ଏହା ଗଣତନ୍ତ୍ରର ଏକ ସୁସ୍ଥ ପରମ୍ପରା, ସ୍ବାଭାବିକ ପ୍ରକ୍ରିୟା

ଭୁବନେଶ୍ୱର,୩୧।୫(ବ୍ୟୁରୋ): ମୋଦି ସରକାରଙ୍କ ଦ୍ୱିତୀୟ ପାଳି ମନ୍ତ୍ରିମଣ୍ଡଳରୁ ବାଦ୍‌ ପଡ଼ିଛନ୍ତି ସୁନ୍ଦରଗଡ଼ ଲୋକ ସଭା ଆସନରୁ ଏମ୍‌ପି ହୋଇଥିବା ଜୁଏଲ୍‌ ଓରାମ। ଉକ୍ତ ଆସନରୁ ବିପୁଳ ଭୋଟରେ ବିଜୟୀ ହେବା ପରେ ଜୁଏଲଙ୍କ ମନ୍ତ୍ରୀ ପଦ ବଜାୟ ରହିବ ବୋଲି...

ରାଇଜିଂ ଷ୍ଟାର ସିଜନ୍‌-୩ର ଶ୍ରେଷ୍ଠ ୬ରେ ଅନନ୍ୟା

ଭୁବନେଶ୍ୱର, ୩୧।୫(ବ୍ୟୁରୋ): କଲର୍ସ ଚ୍ୟାନେଲରେ ପ୍ରସାରିତ ‘ରାଇଜିଂ ଷ୍ଟାର’ରେ ଓଡ଼ିଶାରୁ ପ୍ରତିଯୋଗୀ ଅନନ୍ୟା ଶ୍ରୀତମ ନନ୍ଦ ଅଂଶ ଗ୍ରହଣକରି ଶ୍ରେଷ୍ଠ ୬ ଜଣଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି। ଆଉ ଗୋଟିଏ ସପ୍ତାହ ପରେ ଫାଇନାଲ ରାଉଣ୍ଡ ଅନୁଷ୍ଠିତ ହେବ। ତେଣୁ...

ନନ୍ଦନକାନନରେ ନୀଳଗିରି ଲଙ୍ଗୁର ମୃତ

ନରାଜ, ୩୧।୫(ଡି.ଏନ୍‌.ଏ.): ଭୁବନେଶ୍ୱର ନନ୍ଦନକାନନରେ ଥିବା ଭାରତର ଏକମାତ୍ର ଓରାଙ୍ଗଓଟାନ୍‌ ବିନିର ବୁଧବାର ମୃତ୍ୟୁ ଘଟିଥିବା ବେଳେ ଶୁକ୍ରବାର ଆଉ ଏକ ଦୁଃଖଦ ଘଟଣା ସମ୍ମୁଖକୁ ଆସିଛି। ଗତ ୧୭ ତାରିଖରୁ ଡାଇରିଆ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା...

ଷ୍ଟାର୍ଟ ଅପ୍‌ ପାଇଁ ଓଡ଼ିଶାକୁ ଶ୍ରେଷ୍ଠ ରାଜ୍ୟର ମାନ୍ୟତା : ସହରରେ ଷ୍ଟାର୍ଟ ହବ୍‌ ସ୍ଥାପନ ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୩୧।୫ (ବ୍ୟୁରୋ) : ଷ୍ଟାର୍ଟ ଅପ୍‌ କ୍ଷେତ୍ରରେ ଓଡିଶାକୁ ସମଗ୍ର ଦେଶରେ ଶ୍ରେଷ୍ଠ ରାଜ୍ୟର ମାନ୍ୟତା ମିଳିଛି। ୩୮ ପାରାମିଟର ଆଧାରରେ ରାଜ୍ୟକୁ ଏହି ମାନ୍ୟତା ପ୍ରଦାନ କରାଯାଇଛି। ଗୁରୁବାର ସଚିବାଳୟଠାରେ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ...

ବିଜେପୁରକୁ ପ୍ରାଧାନ୍ୟ : ଆସନ ଛାଡ଼ିବା ନେଇ ଚର୍ଚ୍ଚା

ଭୁବନେଶ୍ୱର,୩୧।୫(ବ୍ୟୁରୋ) : ବିଜେପୁର ବିଧାନସଭା ନିର୍ବାଚନମଣ୍ଡଳୀ ପୁଣି ଚର୍ଚ୍ଚାକୁ ଆସିଛି। ୨୦୧୭ ଦ୍ୱିତୀୟାର୍ଦ୍ଧରେ ତତ୍କାଳୀନ ବିଧାୟକ ସୁବଳ ସାହୁଙ୍କ ମୃତ୍ୟୁ ହୋଇଥିଲା। ଏହା ପରେ ସେହି ଆସନ ଖାଲି ପଡିବାରୁ ଉପନିର୍ବାଚନ ଆବଶ୍ୟକ ହୋଇଥିଲା। ଶାସକ ଦଳ ବିଜେଡି ସ୍ବର୍ଗତ...

ସମୀକ୍ଷା ବାହାନାରେ ସୁରକ୍ଷା : ରାଜ୍ୟ ନେତୃତ୍ୱ ଉପରେ ଦୋଷ ଲଦିଲେ ବରିଷ୍ଠ

ଭୁବନେଶ୍ୱର, ୩୧।୫ (ବ୍ୟୁରୋ) : ଗତ ନିର୍ବାଚନରେ ରାଜ୍ୟ କଂଗ୍ରେସର ଶୋଚନୀୟ ପରାଜୟ ହୋଇଛି। ତୃତୀୟ ସ୍ଥାନରୁ ଦ୍ୱିତୀୟକୁ ଖସିଛି ଦଳ। ଲୋକସଭା ଆସନରେ ଗୋଟିଏ ସିଟ୍‌ରେ ବିଜୟୀ ହୋଇଥିବା ବେଳେ ବିଧାନସଭାରେ କଂଗ୍ରେସ ଦୁଇ ଅଙ୍କ ଛୁଇଁ ପାରି...

୧୩ ଜିଲାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୧।୫ (ବ୍ୟୁରୋ) : ରାଜ୍ୟରେ ତାତିର ପ୍ରକୋପ କିଛି ମାତ୍ରାରେ ହ୍ରାସ ପାଇଛି। ତଥାପି ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡିଶାର ୧୦ ସହରରେ ପାରଦ ୪୧ ଡିଗ୍ରୀ ସେଲସିୟସ ଉପରେ ରହିଛି। ପୂର୍ବ ଭଳି ଆଉ ଗ୍ରୀଷ୍ମ ପ୍ରବାହ ନାହିଁ।...

ଦୟାନଦୀ ଜଳ ପ୍ରଦୂଷିତ : ଗ୍ରାମବାସୀ ଚର୍ମରୋଗରେ ଆକ୍ରାନ୍ତ

କଣାସ, ୩୧।୫ (ସ୍ବ.ପ୍ର.): କଣାସ ବ୍ଲକରେ ପ୍ରବାହିତ ହେଉଥିବା ଦୟାନଦୀର ତିରିମଲ୍ଲ ନିକଟ ପାଣ୍ଡିଗିରିଠାରେ ଜଳପ୍ରବାହକୁ ବନ୍ଦକରି ଦିଆଯାଇଛି। ଫଳରେ ବାତ୍ୟାରେ ନଦୀ ଜଳରେ ଗଛପତ୍ରପଡି ପଚିଯାଇଥିବାରୁ ପାଣି ପ୍ରଦୂଷିତ ହୋଇଛି। ନଦୀ ଆଖପାଖ ଗ୍ରାମବାସୀ ନଦୀରେ ଦୈନନ୍ଦିନ ସ୍ନାନକରୁଥିବାରୁ...

ମାଟି କାମୁଡ଼ିଛି ଶାଳଘର

ପୁରୀ ଅଫିସ, ୩୧।୫ : ବାତ୍ୟାରେ କୁମ୍ଭକାର ସମ୍ପ୍ରଦାୟଙ୍କ ଶାଳଘର ମାଟିରେ ମିଶିଯାଇଛି। ହଜାର ହଜାର କୁଡୁଆ ଭାଙ୍ଗିପଡ଼ିଛି। ଶ୍ରୀପଞ୍ଚମୀଠାରୁ ତିଆରି ଆରମ୍ଭ କରିଥିବା ଅଧରହାଣ୍ଡି ବି ଚୂର୍‌ମାର ହୋଇଯାଇଛି। ଆଗକୁ ମହାପ୍ରଭୁଙ୍କ ଅଧରପଣା। ତେବେ ଏଭଳି ପରିସ୍ଥିତିରେ ଅଧରହାଣ୍ଡି...

କତାଶିଳ୍ପକୁ ଅଣଦେଖା

ପୁରୀ ଅଫିସ, ୩୧।୫: ବାତ୍ୟା ଫନୀ ସମଗ୍ର ପୁରୀ ଜିଲାକୁ ଧ୍ୱଂସବିଧ୍ୱଂସ୍ତ କରିଦେଇଛି। ଭାଙ୍ଗି ପକାଇଛି ଅନେକ ଘରଦ୍ୱାର, ବିଦ୍ୟୁତ୍‌ ଖୁଣ୍ଟ ଏବଂ ଟାୱାର। ଧରାଶାୟୀ ହୋଇଛି ଲକ୍ଷ ଲକ୍ଷ ଗଛ। ସରକାର ଘର, ଗୃହପାଳିତ ପଶୁ ପ୍ରଭୃତିଙ୍କ କ୍ଷୟକ୍ଷତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri