ଭୁବନେଶ୍ୱର,୩୦ା୫(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ବିଜେଡି ୧୧୨ ବିଧାନସଭା ଆସନରେ ବିଜୟୀ ହୋଇ ପଞ୍ଚମଥର ଲାଗି ରାଜ୍ୟରେ ସରକାର ଗଠନ କରିଛି। ରାଜ୍ୟପାଳ ଗଣେଶୀ ଲାଲ୍ଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ତାଙ୍କ ମନ୍ତ୍ରିମଣ୍ଡଳର ୧୧ କ୍ୟାବିନେଟ୍ ମନ୍ତ୍ରୀ...
ନିରାକାରପୁର,୩୦ା୫(ଡି.ଏନ୍.ଏ.)- ଗୋ ସମ୍ପଦର ବିକାଶ ନିମନ୍ତେ ସରକାର ଅନେକ ଯୋଜନା ପ୍ରଣୟନ କରିଛନ୍ତି। ତେବେ ବାତ୍ୟା ପରେ ଗୋ ବଂଶ ବୃଦ୍ଧି ପ୍ରତି ବିପଦ ସୃଷ୍ଟି ହୋଇଛି। ଏଭଳି ପରିସ୍ଥିତି ଗୋପାଳକଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି କରିଛି। ଖୋର୍ଦ୍ଧା ଜିଲା...
ଭୁବନେଶ୍ୱର, ୩୦ା୫(ବ୍ୟୁରୋ) – ପୁରୀ ଜିଲା କଣାସ ବ୍ଲକ ଅନ୍ତର୍ଗତ କଉଡ଼ିଖଣି ଗ୍ରାମରେ ପଦନି ସାହୁଙ୍କ ଘର ଚାରିପଟେ ଘେରାଯାଇଥିବା ଜାଲରେ ଏକ ବଡ଼ ନାଗ ସାପ ପଡି ଛନ୍ଦି ହୋଇଥିବା ଦେଖିବାକୁ ମିଳିଥିଲା। ଖବର ପାଇ ସାପ ଉଦ୍ଧାର...
Archives
Model This Week
ପିଲାଙ୍କ ଧରିତ୍ରୀ