ମେଟ୍ରୋ

ଆଜି ୧୧ ଜିଲାରେ ଝଡ଼ତୋଫାନ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ମଙ୍ଗଳବାର ୧୧ ଜିଲାକୁ ଝଡ଼ତୋଫାନ ସତର୍କ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ମୁତାବକ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, କନ୍ଧମାଳ, ଗଞ୍ଜାମ...

ବିଧାନସଭା ଷ୍ଟାଣ୍ଡିଂ କମିଟି ରିପୋଟ: ବୃକ୍ଷରୋପଣ ପାଇଁ ଆଉ ୩୨୯.୧୭ କୋଟି ଆବଶ୍ୟକ

ଭୁବନେଶ୍ୱର, ୧୬।୭(ବ୍ୟୁରୋ): ରାଜ୍ୟରେ ଜଳବାୟୁ ପରିବର୍ତ୍ତନ ଜନିତ ସ୍ଥିତିର ମୁକାବିଲା ତଥା ସବୁଜୀକରଣ ପାଇଁ ବହୁ ମାତ୍ରାରେ ବୃକ୍ଷରୋପଣର ଆବଶ୍ୟକତା ରହିଛି। ତେଣୁ ରାଜ୍ୟ ସରକାର ବର୍ତ୍ତମାନ ବୃକ୍ଷରୋପଣକୁ ଅଧିକ ଗୁରୁତ୍ୱ ଦେଉଛନ୍ତି। ଜଙ୍ଗଲ ଓ ପରିବେଶ ବିଭାଗ ଏ...

କେନ୍ଦ୍ର ବଜେଟ ବିରୋଧରେ ଏଆଇଟିୟୁସିର ବିକ୍ଷୋଭ

ଭୁବନେଶ୍ୱର, ୧୬।୭(ବ୍ୟୁରୋ): କେନ୍ଦ୍ର ସରକାର ତାଙ୍କ ବଜେଟରେ ଘରୋଇକରଣ ଓ କର୍ପୋରେଟଙ୍କ ଉପରେ ଗୁରୁତ୍ୱ ଦେଇଛନ୍ତି। ହେଲେ ୪୪ଟି ଶ୍ରମ ଆଇନ୍‌କୁ ୪ଟି କୋଡ୍‌ରେ ପରିବର୍ତ୍ତନ କରି ଶ୍ରମିକଙ୍କ ଅଧିକାରକୁ ଖର୍ବ କରିଛନ୍ତି। ଶ୍ରମିକଙ୍କ ପାଇଁ ବଜେଟରେ ସେପରି କିଛି...

ଗୃହରେ ମନ୍ତ୍ରୀ,ଶାସକ ବିଧାୟକଙ୍କ ଅନୁପସ୍ଥିତି ନେଇ ପ୍ରଶ୍ନ ଉଠାଇଲେ ତାରା: ‘ପାଟକୁରା ନିର୍ବାଚନ ପର୍ଯ୍ୟନ୍ତ ଗୃହ ବନ୍ଦ କରିଦିଆଯାଉ’

ଭୁବନେଶ୍ୱର, ୧୬।୭(ବ୍ୟୁରୋ): ବିଧାନସଭାରେ ସୋମବାର ଅପରାହ୍ନରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଏବଂ ଅବକାରୀ ବିଭାଗ ବ୍ୟୟ ବରାଦ ବିଲ୍‌କୁ ମଞ୍ଜୁରୀ ଦେବା ନେଇ ଆଲୋଚନା ଚାଲିଥିଲା। ଏହି ସମୟରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ପଏଣ୍ଟ...

ଚୋରାମଦ ରୋକିବାକୁ କଡ଼ା ପଦକ୍ଷେପ

ଭୁବନେଶ୍ୱର, ୧୬।୭(ବ୍ୟୁରୋ): ଷୋଡଶ ବିଧାନସଭାର ପ୍ରଥମ ଅଧିବେଶନରେ ଗୃହରେ ବିଭିନ୍ନ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ହୋଇଯାଇଛି। ସୋମବାର ଗୃହରେ ଅବକାରୀ ବିଭାଗ ପାଇଁ ୨୦୨୦ ମାର୍ଚ୍ଚ ଶେଷ ସୁଦ୍ଧା ୧୩୧,୨୪,୭୪,୦୦୦ ଟଙ୍କାର ଖର୍ଚ୍ଚ ଦାବିକୁ ମଞ୍ଜୁରୀ ମିଳିଛି। ବିଭାଗୀୟ...

ରାଜସ୍ବ, ଅବକାରୀ ବିଭାଗର ଖର୍ଚ୍ଚଦାବି ମଞ୍ଜୁର

ଭୁବନେଶ୍ୱର, ୧୬।୭(ବ୍ୟୁରୋ): ଷୋଡଶ ବିଧାନସଭାର ପ୍ରଥମ ଅଧିବେଶନରେ ଗୃହରେ ବିଭିନ୍ନ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ହୋଇଯାଇଛି। ସୋମବାର ଗୃହରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଏବଂ ଅବକାରୀ ବିଭାଗର ବ୍ୟୟ ବରାଦ ବିଲ୍‌କୁ ମଞ୍ଜୁରୀ ମିଳିଛି। ଆର୍ଥିକ...

ନନ୍ଦିଘୋଷ ରଥରେ ଚଢ଼ିଲେ ଅଣସେବକ

ପୁରୀ ଅଫିସ, ୧୬।୭: ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଭକ୍ତଙ୍କ ଲାଗି କେତେକ କଟକଣା ଜାରି କରିଥିଲା। ହେଲେ ଏହାକୁ ଅନେକେ ମାନି ନ ଥିଲେ। ସୋମବାର ନୀଳାଦ୍ରିବିଜେ ପହଣ୍ଡି ସମୟରେ ସବୁ କଟକଣାକୁ ଉଲ୍ଲଂଘନ କରି...

କେନ୍ଦ୍ର ବୈଦେଶିକ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର: ଦୁବାଇରେ ଫସିଥିବା ୧୮ ଶ୍ରମିକଙ୍କୁ ଉଦ୍ଧାର କରିବାକୁ ଅନୁରୋଧ

ଭୁବନେଶ୍ୱର, ୧୬।୭(ବ୍ୟୁରୋ): ଦୁବାଇରେ ଫସିଥିବା ୧୮ ଓଡ଼ିଆ ଶ୍ରମିକଙ୍କ ଉଦ୍ଧାର ଲାଗି ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌.ଜୟଶଙ୍କରଙ୍କ ହସ୍ତକ୍ଷେପ ଲୋଡିଛନ୍ତି। ଧର୍ମେନ୍ଦ୍ର ଏକ ଚିଠି ଲେଖି କହିଛନ୍ତି ଯେ,...

ତଦନ୍ତରେ ସୀମିତ ନ୍ୟାୟିକ କମିଶନ

ଭୁବନେଶ୍ୱର,୧୬।୭(ବ୍ୟୁରୋ) ଗଣ୍ଡଗୋଳ, ବଳାତ୍କାର, ପୋଲିସ ଗୁଳିକାଣ୍ଡ, ଦଳାଚକଟା ଭଳି ଅନେକ ଘଟଣାକୁ ଶାନ୍ତ କରିବାକୁ ରାଜ୍ୟ ସରକାର ବିିଭିନ୍ନ ସମୟରେ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଥାଆନ୍ତି। ଏଥିପାଇଁ ତଦନ୍ତ କମିଶନ ଗଠନ କରାଯାଇଥାଏ। ଘଟଣାର ତଦନ୍ତ ୩ ମାସ...

ଆଜି ଚନ୍ଦ୍ରଗ୍ରହଣ: ଅପରାହ୍ନ ୪ଟା ୩୨ରେ ପାକତ୍ୟାଗ

ଭୁବନେଶ୍ୱର(ବ୍ୟୁରୋ)/ପୁରୀ ଅଫିସ୍‌, ୧୬ା୭: କେତୁଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ ମଙ୍ଗଳବାର ଆଷାଢ଼ ପୂର୍ଣ୍ଣିମାରେ ସଂଘଟିତ ହେବ। ସାମନ୍ତ ଚନ୍ଦ୍ରଶେଖର ପଞ୍ଜିକା ଅନୁସାରେ ପୁରୀକୁ ଭାରତୀୟ ସମୟ ଅନୁସାରେ- ରାତ୍ରି ୦୧ା୩୨ରେ ଗ୍ରହଣ ସ୍ପର୍ଶ, ରାତ୍ରି ୦୩ା୦୧ରେ ଗ୍ରହଣ ମଧ୍ୟ ଏବଂ ରାତ୍ରି...

ରତ୍ନସିଂହାସନରେ ଚତୁର୍ଦ୍ଧାବିଗ୍ରହ

ପୁରୀ ଅଫିସ,୧୬ା୭: ଶେଷ ହୋଇଛି ଘୋଷଯାତ୍ରା। ବଡ଼ଦାଣ୍ଡ ଓ ଜନ୍ମବେଦିରେ ଲୀଳାଖେଳା ସାରି ସୋମବାର ରତ୍ନସିଂହାସନକୁ ବିଜେ କରିଛନ୍ତି ଚତୁର୍ଦ୍ଧାବିଗ୍ରହ। ଦେବସ୍ନାନ ପୂର୍ଣ୍ଣିମାଠାରୁ ଶୂନ୍ୟ ପଡ଼ିଥିବା ରତ୍ନବେଦି କୋଳ ପୂର୍ଣ୍ଣ ହୋଇଛି। ମହାପ୍ରଭୁଙ୍କ ଆଗମନ ପରେ ମଙ୍ଗଳବାର ଠାରୁ ପୁଣି...

ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ରାଜ୍ୟରେ ଅରାଜକତା ଦେଖାଦେଇଛି। ଆଇନ କାନୁନ ବୋଲି କିଛି ନାହିଁ। ଦିନ ଦ୍ୱିପ୍ରହରରେ ଅପରାଧୀମାନେ ଗୋଡ଼ାଇ ଗୋଡ଼ାଇ ହତ୍ୟା କରୁଛନ୍ତି। ବଳାତ୍କାର, ଚୋରି, ଡକାୟତି ସୀମା ସରହଦ ପାର କଲାଣି। ରବିବାର ୩୧୬ ନମ୍ବର ଜାତୀୟ ରାଜପଥ ପଟ୍ଟନାୟିକିଆ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri