ମେଟ୍ରୋ

ବିଜୟ ଶର୍ମା ହୋଇପାରନ୍ତି ପୋଲିସ ଡିଜି

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ବର୍ତ୍ତମାନର ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ଡା. ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କୁ ଲୋକାୟୁକ୍ତ ସଦସ୍ୟ ଭାବେ ରାଜ୍ୟ ସରକାର ମନୋନୀତ କରିଥିବା ନେଇ ଚର୍ଚ୍ଚା ହେଉଛି। ଡା. ଶର୍ମା ଲୋକାୟୁକ୍ତ ସଦସ୍ୟ ନିଯୁକ୍ତ ହେଲେ ନୂଆ ଡିଜିପି କାହାକୁ ନିଯୁକ୍ତ...

ଜିଲା ଚିଠି: ଏବେ ନବକଳେବର ରୂପ ଧାରଣ କରିଛି କଟକ, ହେଲେ କାହାଣୀ ଲାଗୁନି ନୂଆ

ଜିଲାପାଳ ନୂଆ, ସିଏମ୍‌ସି କମିଶନର ନୂଆ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ନୂଆ, ଏହାସାଙ୍ଗକୁ ବିଧାୟକ ମଧ୍ୟ ନୂଆ। ମୋଟାମୋଟି କଟକ ଏବେ ନବକଳେବର ରୂପ ଧାରଣ କରିଛି। କିନ୍ତୁ ପ୍ରାୟତଃ ନୂଆମାନେ ଲୋକଙ୍କୁ ଯେଉଁ କାହାଣୀ...

ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ ପ୍ରକାଶ: ବିଜ୍ଞାନରେ ୮୯.୨%, କଳାରେ ୭୦.୪%, ବାଣିଜ୍ୟରେ ୭୫.୮୩%

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ଯୁକ୍ତ୨ ପ୍ରଥମ ବର୍ଷ ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ ଶନିବାର ପ୍ରକାଶ ପାଇଛି। ସାମ୍‌ସ ପକ୍ଷରୁ ପ୍ରକାଶିତ ତାଲିକା ଅନୁସାରେ, ବିଜ୍ଞାନରେ ୮୯.୨% କଟ୍‌ ଅଫ୍‌ ମାର୍କ ସହ ରେଭେନ୍‌ଶା ହାୟର ସେକେଣ୍ଡାରୀ...

ଅଧରପଣା: ୧୨ରୁ ଏବେ ୯ ହାଣ୍ଡି

ପୁରୀ ଅଫିସ, ୧୪।୭: ନବଦିନାତ୍ମକ ଯାତ୍ରା ଶେଷ କରି ଜନ୍ମବେଦିରୁ ବାହୁଡ଼ାଯାତ୍ରାରେ ଫେରିବା ପରେ ତା’ ପରଦିନ ରଥ ଉପରେ ମହାପ୍ରଭୁଙ୍କର ଅତ୍ୟନ୍ତ ମନୋରମ ସୁନାବେଶ ଅନୁଷ୍ଠିତ ହୋଇଥାଏ। ଏହା ପରଦିନ ସିଂହଦ୍ୱାରଠାରେ ତିନିରଥ ଉପରେ ଅନୁଷ୍ଠିତ ହେଉଛି ପବିତ୍ର...

ଦେବାଳିଆ ହେଉଛନ୍ତି ବିଦ୍ୟୁତ୍‌ ବଣ୍ଟନ କମ୍ପାନୀ: ଖାଉଛନ୍ତି ଶିଳ୍ପ, ଗଣୁଛନ୍ତି ସରକାର

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ରାଜ୍ୟରେ ବିଦ୍ୟୁତ୍‌ ବ୍ୟବସ୍ଥା ସାଂଘାତିକ ଅବସ୍ଥା ଦେଇ ଗତି କରୁଛି। ବିଦ୍ୟୁତ୍‌ ନିଅଣ୍ଟିଆ ଏବଂ ଋଣ ବୋଝରେ ବିଦ୍ୟୁତ୍‌ ବଣ୍ଟନ କମ୍ପାନୀ ଉବୁଟୁବୁ ହେଲେଣି । ଅନ୍ୟପକ୍ଷରେ ରାଜ୍ୟରେ ଥିବା ବଡ ବଡ ଶିଳ୍ପସଂସ୍ଥାଗୁଡିକ ବିଦ୍ୟୁତ୍‌ ଚଳୁ...

ମଦ ବିକ, ପୁରସ୍କାର ନିଅ

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ରାଜ୍ୟରେ ମଦ ବିକ୍ରିକୁ ନେଇ ବିଭିନ୍ନ ସମୟରେ ଆନ୍ଦୋଳନ ହେଉଛି। ବିଷାକ୍ତ ମଦ ପିଇ ବହୁ ଜୀବନ ଚାଲି ଯାଉଛି। ଏହାକୁ ବିରୋଧ କରି ମହିଳାମାନେ ରାସ୍ତାକୁ ଓହ୍ଲାଉଛନ୍ତି। ମଦ ବିକ୍ରି ପ୍ରତିବାଦରେ ବିଭିନ୍ନ ସାମାଜିକ ସଂଗଠନ...

ସୁନାବେଶରେ ଦର୍ଶନ ଦେଲେ ମହାବାହୁ

ପୁରୀ ଅଫିସ,୧୩।୭: ଶନିବାର ମହାପ୍ରଭୁଙ୍କ ପବିତ୍ର ସୁନାବେଶ ଅନୁଷ୍ଠିତ ହୋଇଛି। ଶ୍ରୀମନ୍ଦିରରେ ଅନ୍ୟାନ୍ୟ ନୀତି ବଢ଼ି ମଧ୍ୟାହ୍ନ ଧୂପ, ମଇଲମ ପରେ ମେକାପ ସର୍ବାଙ୍ଗ ନୀତି ସମ୍ପନ୍ନ ହୋଇଛି। ଏହାପରେ ଅପରାହ୍ନରେ ତିନି ଠାକୁରଙ୍କ ସୁନାବେଶ କରାଯାଇଛି। ମହଣ ମହଣ...

ଗରୁଡ଼ ଶୟନ ଦ୍ୱାଦଶୀ ତିଥିରେ ସୁନାବେଶରେ ଦର୍ଶନ ଦେବେ ମହାପ୍ରଭୁ

ପୁରୀ ଅଫିସ, ୧୩।୭: ଶନିବାର ହେଉଛି ମହାପ୍ରଭୁଙ୍କର ପବିତ୍ର ସୁନାବେଶ। ମହଣ ମହଣ ସ୍ବର୍ଣ୍ଣାଳଙ୍କାରରେ ସଜ୍ଜିତ ହୋଇ ଶ୍ରୀଜୀଉମାନେ ରଥ ଉପରୁ ଭକ୍ତଙ୍କୁ ଦର୍ଶନ ଦେବେ। ପ୍ରତିବର୍ଷ ହରିଶୟନ ଏକାଦଶୀରେ ମହାପ୍ରଭୁ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଥିବା ବେଳେ ଆଜି...

ପାଟକୁରା ନିର୍ବାଚନ: ରବିବାର ଧର୍ମେନ୍ଦ୍ର କରିବେ ପ୍ରଚାର, ୧୮ ଜାଗାରେ ରୋଡ ଶୋ’

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଆସନ୍ତା ୨୦ରେ ପାଟକୁରା ନିର୍ବାଚନ। ଏହାକୁ ନେଇ ରାଜ୍ୟର ପ୍ରମୁଖ ରାଜନୈତିକ ଦଳଗୁଡ଼ିକ ରଣନୀତି ପ୍ରସ୍ତୁତ କରିସାରିଛନ୍ତି। ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲଙ୍କ ପାଇଁ ପ୍ରଚାର କରିବାକୁ ମୁଖ୍ୟମନ୍ତ୍ରୀ ୧୭ରେ ପାଟକୁରା ଗସ୍ତ କରିବେ ବୋଲି ଜଣାପଡ଼ିଥିବା ବେଳେ...

ବିରୋଧୀ ଦଳ ନେତା ଚୟନ ପ୍ରସଙ୍ଗ; ଜୟନାରାୟଣ କ୍ଷୋଭ ପ୍ରକାଶ କରିବା ଉଚିତ ନୁହେଁ: ପ୍ରଦୀପ୍ତ

ଭୁବନେଶ୍ୱର,୧୩।୭(ବ୍ୟୁରୋ): ରାଜ୍ୟ ରାଜନୀତିରେ ପୂର୍ବାପେକ୍ଷା ଶକ୍ତି ବୃଦ୍ଧି କରି ମୁଖ୍ୟ ବିରୋଧୀ ଦଳ ମାନ୍ୟତା ହାସଲ କରିବାରେ ସଫଳ ହୋଇଛି ଭାଜପା। ଏବେ କିନ୍ତୁ ଦଳରେ ଦାୟିତ୍ୱ ବଣ୍ଟନକୁ ନେଇ ଉପୁଜିଛି ଦ୍ୱନ୍ଦ୍ୱ। ବିରୋଧୀ ଦଳ ଆସନକୁ ନେଇ ଦଳର...

ଦୁଇଦିନରେ ୨୮ ନିଶା ବେପାରୀ ଗିରଫ

ଭୁବନେଶ୍ୱର,୧୩।୭(ବ୍ୟୁରୋ)/ ଜଟଣୀ/ ଯାଁଳା/ ବାରଙ୍ଗ (ଡି.ଏନ୍‌.ଏ.): ରାଜଧାନୀ ଓ ଉପକଣ୍ଠରେ ନିଶାମାଫିଆ ଆଡ୍ଡା ଜମାଇ ବଡ଼ ବଡ଼ ଅପରାଧ ଘଟାଇଚାଲିଛନ୍ତି। ବିଳମ୍ବରେ ହେଲେ ମଧ୍ୟ ପୋଲିସର ନିଦ ଭାଙ୍ଗିଛି। ନିଶା ମାଫିଆମାନଙ୍କୁ ସାବାଡ୍‌ କରିବା ଲାଗି କମିଶନରେଟ୍‌ ପୋଲିସ ପକ୍ଷରୁ...

କେନ୍ଦ୍ରମନ୍ତ୍ରୀଙ୍କୁ ନବୀନଙ୍କ ଚିଠି: ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଚଳାଚଳ ପାଇଁ ଦାବି

ଭୁବନେଶ୍ୱର, ୧୩।୭(ବ୍ୟୁରୋ): ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଚଳାଚଳ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦାବି କରିଛନ୍ତି। ଏ ନେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ଓ ସହର ବ୍ୟାପାର ମନ୍ତ୍ରୀଙ୍କୁ ଚିଠି ଲେଖି ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ଚିଠିରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri