ମେଟ୍ରୋ

ଚିଲିକା ନିର୍ବାଚନ ମଣ୍ଡଳୀରେ ବିଜେଡି ଆଗୁଆ

ଖୋର୍ଦ୍ଧା ଅଫିସ,୨୩।୫: ଖୋର୍ଦ୍ଧା ଜିଲାର ଚିଲିକା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ଆଗୁଆ ଅଛନ୍ତି। ପ୍ରଥମ ରାଉଣ୍ଡରେ ପ୍ରଶାନ୍ତ କୁମାର ଜଗଦେବ ୩ଶହ ୯୯ଭୋଟରେ ଆଗୁଆ ଥିବା ସୂଚନା ମିଳିଛି। ଏଠାରେ ପ୍ରଶାନ୍ତ ୨୬୫୨,ଭାଜପାର ପୃଥ୍ବୀରାଜ ହରିଚନ୍ଦନ ୨୨୫୩,...

ଓଡ଼ିଶା ଲୋକ ସଭା ଟ୍ରେଣ୍ଡ୍‌: ବିଜେଡି ୯, ଭାଜପା ୬ରେ ଆଗୁଆ

ଭୁବନେଶ୍ୱର, ୨୩।୫(ବ୍ୟୁରୋ): ଗୁରୁବାର ସାରା ଦେଶରେ ଭୋଟ ଗଣତି ଚାଲିଥିବାବେଳେ ଭାଜପା ଆଗୁ ରହିଛି। ଓଡ଼ିଶାର ୨୧ଟି ଲୋକ ସଭା ଆସନରୁ ୧୫ଟିର ଫଳାଫଳ ଆସୁଛି। ଏଥିରେ ୯ଟି ଆସନରେ ବିଜେଡି ଆଗୁଆ ରହିଥିବା ବେଳେ ଭାଜପା ୬ଟିରେ ଆଗରେ...

ପୁରୀ ଭୋଟ ଗଣତିରେ ବିଳମ୍ବ

ପୁରୀ ଅଫିସ.୨୩।୫: ପ୍ରଶାସନିକ ଅବହେଳା ପାଇଁ ପୁରୀରେ ଭୋଟ ଗଣତି ବିଳମ୍ବ ହୋଇଛି। ବାତ୍ୟାରେ ଇଭିଏମ ଏବଂ ଭିଭିପାଟର ସୁରକ୍ଷା ପାଇଁ ଷ୍ଟ୍ରଙ୍ଗ ରୁମରେ ଏକ ଅସ୍ଥାୟୀ କାନ୍ଥ ତିଆରି କରାଯାଇଥିଲା। କିନ୍ତୁ ସେହି କାନ୍ଥ ଭାଙ୍ଗିବା ପାଇଁ ବିଳମ୍ବ...

୩ ନିର୍ବାଚନମଣ୍ଡଳୀରେ ବିଜେଡି ଆଗୁଆ,୩ଇଭିଏମ୍‌ ଅଚଳ

ଖୋର୍ଦ୍ଧା ଅଫିସ,୨୩।୫: ଖୋର୍ଦ୍ଧା ଜିଲା ସଦରମହକୁମାରେ ଭୋଟ ଗଣତି କେନ୍ଦ୍ରରେ ପ୍ରଥମ ରାଉଣ୍ଡରେ ଖୋର୍ଦ୍ଧା, ଚିଲିକା ଓ ବେଗୁନିଆ ନିର୍ବାଚନ ମଣ୍ଡଳୀରେ ବିଜେଡି ବିଧାୟକ ପ୍ରାର୍ଥୀମାନେ ଆଗୁଆ ରହିଥିବା ସୂଚନା ମିଳିଛି। ଏଥିରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀରେ ଜ୍ୟୋତିରିନ୍ଦ୍ର ନାଥ...

ମାଟ୍ରିକ ପରୀକ୍ଷାରେ ଟି.ଏସ୍‌.ଜି. ଗୁରୁକୁଳର ଶତ ପ୍ରତିଶତ ସଫଳତା

ଭୁବନେଶ୍ୱର,୨୩।୫(ବ୍ୟୁରୋ) : ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ଟି.ଏସ୍‌.ଜି ଗୁରୁକୁଳର ଓଡ଼ିଆ ମାଧ୍ୟମ ଛାତ୍ରୀଛାତ୍ର ଶତ ପ୍ରତିଶତ ସଫଳତା ହାସଲ କରିଛନ୍ତି। ଏହି ଧାରା ବିଗତ ୯ବର୍ଷ ଧରି ଅପ୍ରତିହତ ରହିଛି। ସ୍କୁଲର ଏହି ସଫଳତାରେ ଖୁସି ପ୍ରକାଶ କରି ଏହାର...

ଆଶା ଆଶଙ୍କାରେ ବହୁ ହେଭିୱେଟ୍‌

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ପ୍ରତୀକ୍ଷାର ଅନ୍ତଘଟାଇ ଗୁରୁବାର ସାଧାରଣ ନିର୍ବାଚନ ଫଳାଫଳ ପ୍ରକାଶ ପାଇବାକୁ ଯାଉଛି। ନିର୍ବାଚନ ମଇଦାନରେ ଥିବା ସବୁ ଦଳର ହେଭିୱେଟ୍‌ଙ୍କ ରାଜନୈତିକ ଭାଗ୍ୟ ସଂକ୍ରାନ୍ତ ନିଷ୍ପତ୍ତି ଭୋଟର ନେଇସାରିଛନ୍ତି। ତେଣୁ କେଉଁ ହେଭିୱେଟ୍‌ ସଫଳ ହେଉଛନ୍ତି, କିଏ ପଛରେ...

ଏସ୍‌ପ୍ଲାନେଡ୍‌ ଓ୍ବାନ୍‌ର କିଡ୍‌ସ ସୁପର ମଡେଲ ଖୋଜା ଅଭିଯାନ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ଓ୍ବିମେନ୍ସ ଡେ’ ସେଲିବ୍ରେଶନ ପରେ କୁନି କୁନି ପିଲାଙ୍କ ପାଇଁ ଏକ ନୂଆ କ୍ୟାମ୍ପେନ୍‌ ଆରମ୍ଭ କରିଛି ରସୁଲଗଡ଼ସ୍ଥିତ ଏସ୍‌ପ୍ଲାନେଡ୍‌ ଓ୍ବାନ୍‌ ମଲ୍‌। ପିଲାଙ୍କ ଲାଗି ଉଦ୍ଦିଷ୍ଟ ପୋଷାକ ବ୍ରାଣ୍ଡ୍‌ର ପ୍ରମୋଟ କରିବା ସହ ସୁପର ମଡେଲ ହେବା...

‘ଗେଲ୍‌ ଉତ୍କର୍ଷ’କୁ ଶତପ୍ରତିଶତ ସଫଳତା : ଜେଇଇ ମେନ୍‌ରେ ସଫଳ ହେଲେ ସମସ୍ତ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୩।୫(ବ୍ୟୁରୋ): ଗେଲ୍‌ ଇଣ୍ଡିଆ ଲିମିଟେଡ୍‌ ପକ୍ଷରୁ ଏହାର ଫ୍ଲାଗ୍‌ସିପ୍‌ କର୍ପୋରେଟ୍‌ ସୋସିଆଲ ରେସ୍‌ପନ୍ସିବିଲିଟି(ସିଏସ୍‌ଆର୍‌) କାର୍ଯ୍ୟକ୍ରମ ଅଧୀନରେ କାନପୁର ସେଣ୍ଟରଠାରେ ଜେଇଇ ମେନ୍‌ ୨୦୧୯ ପରୀକ୍ଷା ପାଇଁ କୋଚିଂ ନେଉଥିବା ସମସ୍ତ ଛାତ୍ରୀଛାତ୍ର ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଛନ୍ତି। ଆର୍ଥିକ ସ୍ତରରେ...

ଅଙ୍ଗାରରେ ଚିତ୍ର ଆଙ୍କୁଥିବା ଚିତ୍ରଶିଳ୍ପୀ

ଭୁବନେଶ୍ୱର,୨୩।୫(ବ୍ୟୁରୋ) : ପ୍ରକୃତିର ବାସ୍ତବତାକୁ କାନ୍‌ଭାସରେ ରୂପ ଦେଇ ମନର ଭାବାବେଗ ଓ ସୃଜନଶୀଳତାକୁ ଜୀବନ୍ତ ପ୍ରତିଛବିର ରୂପ ଦେଇଥାଆନ୍ତି ଯୁବ ଚିତ୍ରଶିଳ୍ପୀ ଶୁଭମୟ ବିଶ୍ୱାଳ। କେତେବେଳେ ରଙ୍ଗ ସହିତ କାନ୍‌ଭାସ ତ ପୁଣି କେତେବେଳେ କାନ୍‌ଭାସ ସହିତ ଅଙ୍ଗାରରେ...

ପାଣିପାଗ କେନ୍ଦ୍ରର ସତର୍କ ସୂଚନା : ୨୬ ତାରିଖ ପର୍ଯ୍ୟନ୍ତ ୮ ଜିଲାକୁ ହିଟ୍‌ ଓ୍ବେଭ୍‌

ଭୁବନେଶ୍ୱର,୨୩।୫(ବ୍ୟୁରୋ)- ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ତାତିରେ ଛଟପଟ ହେଉଛନ୍ତି ରାଜ୍ୟବାସୀ। ଗୁରୁବାର ବଲାଙ୍ଗୀର, ନୂଆପଡ଼ା, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼ ଓ ସୁନ୍ଦରଗଡ଼ ଆଦି ୮ ଜିଲାକୁ ହିଟ୍‌ ଓ୍ବେଭ୍‌ ଜାରି ରହିବ। ଆସନ୍ତା...

ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ସାକ୍ଷୀଗୋପାଳ, ୨୨।୫(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତର ବଡ଼ବିଲ ସାହିର କୁମୁଦୀନି ମଲ୍ଲିକ(୪୦)ଙ୍କର ବିଷଧର ସାପ କାମୁଡାରେ ମୃତ୍ୟୁ ଘଟିଛି। ବାତ୍ୟାରେ ଭାଙ୍ଗି ଯାଇଥିବା ଘରେ ମଙ୍ଗଳବାର ସେ ବସି ଭାତ ଖାଉଥିବା ବେଳେ ଘର ଭିତରକୁ...

ଫନୀ ଦେଇଛି ଦୁଃଖ: ଟିଭିରୁ ଜାଣିହେବନି ନିର୍ବାଚନ ଫଳାଫଳ

ପୁରୀ ଅଫିସ, ୨୨।୫: ୨୩ ସକାଳୁ ଆରମ୍ଭ ହେବ ଭୋଟ ଗଣତି। ନିର୍ବାଚନ ଫଳାଫଳ କଣ ହେବ, କାହା ସପକ୍ଷରେ ଯିବ ମତଦାନ ତାହାକୁ ସମସ୍ତେ ଚାହିଁ ରହିଛନ୍ତି। ବିଭିନ୍ନ ସ୍ଥାନରେ ଏବେ ନିର୍ବାଚନ ଫଳାଫଳକୁ ନେଇ ଚର୍ଚ୍ଚା ଆଲୋଚନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri