ମେଟ୍ରୋ

ରାଜଧାନୀରୁ କାର ଲୁଟ୍‌ ର଼୍ୟାକେଟର ପର୍ଦ୍ଦାଫାଶ : ୩ କାର, ବିପୁଳ ଅଳଙ୍କାର ଜବତ, ୪ ଗିରଫ

ଭୁବନେଶ୍ୱର/ପାତ୍ରପଡା, ୨୮।୬(ବ୍ୟୁରୋ/ଡି.ଏନ୍‌.ଏ.) : ଗତ କିଛି ମାସ ହେବ ରାଜଧାନୀରେ ଲୁଟେରା ଗ୍ୟାଙ୍ଗ୍‌ ସକ୍ରିୟ ହୋଇଉଠିଛି। ବିଶେଷକରି ବାରମ୍ବାର କାର୍‌ ଲୁଟ୍‌ ଘଟଣା ପୋଲିସର ଚିନ୍ତା ବଢ଼ାଇ ଦେଇଛି। ଲୁଟ୍‌ କାରକୁ ବ୍ୟବହାର କରି ଲୁଟ୍‌ ଓ ଅନ୍ୟ ଅପରାଧ...

ଆଜି ୮ ଜିଲାକୁ ବର୍ଷା

ଭୁବନେଶ୍ୱର,୨୮।୬(ବ୍ୟୁରୋ) : ଓଡ଼ିଶାରେ ମୌସୁମୀ ଛୁଇଁଛି। କିନ୍ତୁ ଜୁନ୍‌ ମାସ ଶେଷ ହେବାକୁ ବସିଲାଣି, ରାଜ୍ୟରେ ବର୍ଷାର କୌଣସି ଦେଖାନାହିଁ। ଆସନ୍ତା ୩୦ତାରିଖରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଶୁକ୍ରବାର ଉତ୍ତର...

ଆଜି ରାଜ୍ୟ ବଜେଟ

ଭୁବନେଶ୍ୱର,୨୮।୬(ବ୍ୟୁରୋ) : ରାଜ୍ୟ ସରକାର ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଶୁକ୍ରବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଜେଡି ସରକାରର ପଞ୍ଚମ ପାଳିର ପ୍ରଥମ ବଜେଟ ଗୃହରେ ଆଗତ କରିବେ। ଚଳିତ ଆର୍ଥିକ ବର୍ଷ...

ଆସୁଛି ରଥଯାତ୍ରା, ଭାଙ୍ଗିଛି ମଠବାଡ଼ି: ହୀନସ୍ତା ହେବେ ସାଧୁସନ୍ଥ, ଶ୍ରଦ୍ଧାଳୁ

ପୁରୀ ଅଫିସ, ୨୭ା୬: ଜୁଲାଇ ୪ରେ ରଥଯାତ୍ରା। ଏଥିପାଇଁ ପୁରୀରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସମେତ ବହୁ ସାଧୁସନ୍ଥ ଆସିବେ। ହେଲେ ଚଳିତବର୍ଷ ଏମାନେ ଆଶ୍ରୟ ନେବାକୁ ହୀନସ୍ତା ହେବା ଜଳ ଜଳ ଦିଶୁଛି। ବାତ୍ୟାରେ ଭାଙ୍ଗିଯାଇଥିବା ପୁରୀର ମଠବାଡ଼ି...

‘ମୋ ବସ’ରୁ ପାଇଥିବା ଟଙ୍କା ଫେରାଇଲେ ଡ୍ରାଇଭର: ସମ୍ବର୍ଦ୍ଧିତ କଲା କ୍ରୁଟ

ଭୁବନେଶ୍ୱର, ୨୭ା୬(ବ୍ୟୁରୋ)- ରାଜଧାନୀ ରାସ୍ତାରେ ଟଙ୍କା ଲୁଟିବାକୁ ଲୁଟେରା ଚାହିଁ ରହିଛନ୍ତି। କିଛି ଲୋଭି ମଣିଷ ଅଛନ୍ତି ରାତାରାତି ଧନୀ ହେବାକୁ ଭଗବାନଙ୍କୁ ଡାକିଥାନ୍ତି। ରାସ୍ତାରେ ଟଙ୍କା ଥଳି ମିଳିଯାଆନ୍ତା କି, କାହା ପକେଟରୁ ପର୍ସ ଗଳିପଡ଼ନ୍ତା କି, ଏମିତି...

ଫନୀ କ୍ଷତି: ତ୍ରୁଟିପୂର୍ଣ୍ଣ ତାଲିକା ବିରୋଧରେ ଦାବିପତ୍ର

ସାକ୍ଷୀଗୋପାଳ, ୨୭।୬(ଡି.ଏନ୍‌.ଏ.): ଫନୀ କ୍ଷତିଗ୍ରସ୍ତଙ୍କ ତ୍ରୁଟିପୂର୍ଣ୍ଣ ତାଲିକା ପ୍ରକାଶନ ବିରୋଧରେ ହିନ୍ଦୁସ୍ଥାନ ନିର୍ମାଣ ଦଳ ତରଫରୁ ପୁରୀ ଜିଲାପାଳ, ଉପଜିଲାପାଳ ଏବଂ ସତ୍ୟବାଦୀ ତହସିଲଦାରଙ୍କୁ ଗୁରୁବାର ଦାବିପତ୍ର ପ୍ରଦାନ କରାଯାଇଛି। ଏଥିରେ ପୁନର୍ବାର ଯାଞ୍ଚ କରାଯାଇ ପ୍ରକୃତ ହିତାଧିକାରୀଙ୍କୁ ସାମିଲ...

ଦାୟିତ୍ୱ ନେଲେ ନୂଆ ବିଏମ୍‌ସି କମିଶନର: ପ୍ରେମଚନ୍ଦ୍ର ଚୌଧୁରୀ

ଭୁବନେଶ୍ୱର, ୨୭ା୬(ବ୍ୟୁରୋ)- ରାଜ୍ୟର ବୃହତମ ସ୍ବାୟତ ସଂସ୍ଥା ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)ରେ ନୂଆ କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ଯୋଗ ଦେଇଛନ୍ତି। ଗୁରୁବାର ସକାଳ ୯ଟା ୩୦ରେ କାର୍ଯ୍ୟରେ ଯୋଗ ଦେବାପରେ କର୍ମଚାରୀଙ୍କ ସହ ଆଲୋଚନ କରି ସେ କହିଛନ୍ତି, ସବୁବର୍ଗର...

ଓଡ଼ିଶାରେ ଏବେ ବି ୩୨% ଗରିବ ଅଛନ୍ତି; ୨୦୧୧ ପରଠାରୁ ଗରିବ ଆକଳନ ହୋଇନାହିଁ: ପଦ୍ମନାଭ ବେହେରା

ଭୁବନେଶ୍ୱର,୨୭।୬(ବ୍ୟୁରୋ): ରାଜ୍ୟରେ ଗରିବ ବଢ଼ିଛି ନା କମିଛି। ଗରିବ ମାପିବାର ମାନଦଣ୍ଡ କ’ଣ। ଏହାକୁ କେନ୍ଦ୍ର ସରକାର କିମ୍ବା ରାଜ୍ୟ ସରକାର ସ୍ଥିର କରନ୍ତି। ଏବେ ରାଜ୍ୟରେ କେତେ ବ୍ୟକ୍ତି ଦାରିଦ୍ର୍ୟ ସୀମାରେଖା ତଳେ ରହିଛନ୍ତି। ଦାରିଦ୍ର୍ୟ ଦୂର କରିବାକୁ...

ଓଡ଼ିଶାରେ ୫୦୩ ଆର୍‌ଆଇ, ଅମିନ ପଦବୀ ଖାଲି

ଭୁବନେଶ୍ୱର,୨୭।୬(ବ୍ୟୁରୋ): ରାଜ୍ୟରେ ଆର୍‌ଆଇ ଏବଂ ଅମିନ ପଦବୀ ଖାଲିପଡ଼ିଥିବା ନେଇ ବିଧାନସଭାରେ ଉଭୟ ବିରୋଧୀ ଏବଂ ଶାସକ ଦଳର ସଦସ୍ୟମାନେ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। ଆର୍‌ଆଇ ନ ଥିବାରୁ ଡିମାର୍କେଶନ କାମ କରିହେଉନି। ବାତ୍ୟା ‘ଫନୀ’ରେ ଗରିବ ଲୋକଙ୍କ...

ମହମ୍ମଦ ବାଜିଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, କହିଲେ ‘ଦେଶ ଜଣେ ସଚ୍ଚା ଗାନ୍ଧୀବାଦୀଙ୍କୁ ହରାଇଲା’

ଭୁବନେଶ୍ୱର,୨୭।୬(ବ୍ୟୁରୋ): ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ମହମ୍ମଦ ବାଜିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକପ୍ରକାଶ କରିଛନ୍ତି। ଏହି ଉପଲକ୍ଷେ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ବର୍ଗତ ବାଜି ଭାରତୀୟ ମୁକ୍ତି ସଂଗ୍ରାମର ଅନନ୍ୟ ଯୋଦ୍ଧା ଥିଲେ। ସେ ମହାତ୍ମା ଗାନ୍ଧୀଙ୍କ...

ଶିଶୁପୁତ୍ରଙ୍କୁ ଘରେ ତାଲା ପକାଇ ପଳାଇଲେ ମା’, ଉଦ୍ଧାର କଲା ଚାଇଲ୍ଡଲାଇନ୍‌

କଟକ ଅଫିସ,୨୭।୬: କଟକ ଜିଲା ବିଡ଼ାନାସୀ ଥାନା ଅଧୀନରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏକ ବନ୍ଦ ଘରୁ ୪ ବର୍ଷର ଶିଶୁପୁତ୍ରଙ୍କୁ ଉଦ୍ଧାର କରାଯାଇଛି। ତେବେ ଶିଶୁଙ୍କୁ ଘରେ ଭିତରେ ରଖି ବାହାରୁ ତାଲା ପକାଇ...

ପଢ଼ୁଛନ୍ତି ୧୦ରୁ କମ୍‌ ଛାତ୍ରୀଛାତ୍ର: ବନ୍ଦ ହେବ କାକଟପୁର ବ୍ଲକର ୪, ଅସ୍ତରଙ୍ଗ ବ୍ଲକର ୩ ବିଦ୍ୟାଳୟ

କାକଟପୁର,୨୭।୬(ଡି.ଏନ୍‌.ଏ.): ପ୍ରାଥମିକ ବିଦ୍ୟାଳୟରେ ୧୦ରୁ କମ୍‌ ଛାତ୍ରୀଛାତ୍ର ପାଠ ପଢ଼ୁଥିଲେ, ଉକ୍ତ ବିଦ୍ୟାଳୟକୁ ବନ୍ଦ କରିଦିଆଯିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ବନ୍ଦ କରିଦିଆଯାଇଥିବା ବିଦ୍ୟାଳୟର ଛାତ୍ରୀଛାତ୍ର, ଶିକ୍ଷୟତ୍ରୀଶିକ୍ଷକମାନଙ୍କୁ ନିକଟସ୍ଥ ବିଦ୍ୟାଳୟକୁ ପଠାଯିବାକୁ ବ୍ୟବସ୍ଥା ହୋଇଛି। ଏପରିକି ଛାତ୍ରୀଛାତ୍ରମାନଙ୍କୁ ସେମାନଙ୍କ ଉପସ୍ଥାନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri