ମେଟ୍ରୋ

ଉଡ଼ିଗଲେ ଗେଣ୍ଡାଳିଆ, ଭାଙ୍ଗିଗଲା ବସା

ନରାଜ,୨୦ା୫(ଡି.ଏନ୍‌.ଏ.): ଫନୀ ପ୍ରଭାବରେ ନନ୍ଦନକାନନର ସବୁଜିମା ଏକ ପ୍ରକାର ଧଂସ୍ବ ହୋଇପଡିଛି। ଏଥିରେ କୌଣସି ଜୀବଜନ୍ତୁଙ୍କର କ୍ଷତି ହୋଇ ନ ଥିବା କର୍ତ୍ତୃପକ୍ଷ କହୁଥିବା ବେଳେ କେତେକ ମୁକ୍ତ ଜଙ୍ଗଲି ପଶୁପକ୍ଷୀ ଆଗଭଳି ଆଉ ଦେଖିବାକୁ ମିଳୁନି। ଏମାନଙ୍କ ମଧ୍ୟରେ...

୪୪.୫ ଡିଗ୍ରୀରେ ଟିଟିଲାଗଡ଼ : ୮ ଜିଲାରେ ଜାରି ରହିବ ହିଟ୍‌ ଓ୍ବେଭ୍‌

ଭୁବନେଶ୍ୱର,୨୦।୫(ବ୍ୟୁରୋ) : ରାଜ୍ୟରେ ଅସମ୍ଭାଳ ହୋଇପଡ଼ିଛି ତାତି। ଅଧିକାଂଶ ସହରରେ ପାରଦ ୪୦ଡିଗ୍ରୀ ଉପରେ ରହୁଛି। ତାତି ଯେତିକି କଷ୍ଟ ଦେଉଛି, ତା’ଠୁ ବଳିପଡ଼ୁଛି ଗୁଳୁଗୁଳି। ଶନିବାର ଅପେକ୍ଷା ରବିବାର ତାପମାତ୍ରା ସାମାନ୍ୟ ହ୍ରାସ ପାଇଥିବା ବେଳେ ୧୩ ସହରରେ...

ଆଜି ନିଟ୍‌ ପରୀକ୍ଷା

ଭୁବନେଶ୍ୱର,୨୦।୫(ବ୍ୟୁରୋ) : ଦି ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ(ନିଟ୍‌) ସୋମବାର ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇ ଅପରାହ୍ନ ୧ଟାରେ ସରିବ। ଛାତ୍ରୀଛାତ୍ର ସକାଳ ୯ଟା ସୁଦ୍ଧା ପରୀକ୍ଷା କେନ୍ଦ୍ରରେ ପହଞ୍ଚିବେ। ସୂଚନାଯୋଗ୍ୟ, ଚଳିତମାସ ୫ତାରିଖରେ...

କାନ୍‌ସରେ ଉନ୍ମୋଚିତ ହେଲା ‘ଜଙ୍ଗଲ କ୍ରାଏ’ର ପୋଷ୍ଟର : ଟିଜର୍‌ ଫିଲ୍ମରେ ବିଶ୍ୱବିଜେତା ଓଡ଼ିଶା ଜନଜାତି ଟିମ୍‌

ଭୁବନେଶ୍ୱର,୨୦।୫(ବ୍ୟୁରୋ): ଜୁନିୟର ରଗ୍‌ବୀ ଓ୍ବାର୍ଲଡ କପ୍‌ ଜିତି ସମଗ୍ର ବିଶ୍ୱ ପାଇଁ ପ୍ରେରଣା ପାଲଟିଥିବା କିସ୍‌ ରଗ୍‌ବୀ ଦଳ ଉପରେ ଆଧାରିତ ହିନ୍ଦୀ ଚଳଚ୍ଚିତ୍ର ‘ଜଙ୍ଗଲ କ୍ରାଏ’ର ପ୍ରଥମ ପୋଷ୍ଟର ଓ ଟିଜର୍‌ ୭୧ତମ କାନ୍‌ସ ଫିଲ୍ମ ଫେଷ୍ଟିଭାଲରେ ରିଲିଜ...

ବିଜୁ ଯୁବ ବାହିନୀ ବିରୋଧରେ ଫେରାଦ ହେଲା ଭାଜପା:ରିଲିଫ କୋଡ୍‌କୁ ଉଲଙ୍ଘନ କରିଛନ୍ତି ସରକାର

ଭୁବନେଶ୍ୱର,୧୯।୫(ବ୍ୟୁରୋ):ରାଜ୍ୟ ରାଜକୋଷ ଅର୍ଥରେ ଗଠନ ହୋଇଥିବା ବିଜୁ ଯୁବ ବାହିନୀର ସଦସ୍ୟମାନଙ୍କ ବାତ୍ୟା ୧୫ଦିନ ପରେ ମଧ୍ୟ ଦେଖା ମିଳୁନାହିଁ। ବାତ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ଲୋକଙ୍କ ପାଇଁ କେନ୍ଦ୍ର ସହାୟତା ଦେଇଥିବାବେଳେ ରାଜ୍ୟ ସରକାର ଭାଙ୍ଗି ଯାଇଥିବା ଘର ଗୁଡିକର...

ଶ୍ରୀମନ୍ଦିର କ୍ଷୟକ୍ଷତି ଅନୁଧ୍ୟାନ କଲେ ଧର୍ମେନ୍ଦ୍ର ପ୍ରଧାନ:ରଥଯାତ୍ରା ସୁଦ୍ଧା ଫେରିବ ସ୍ବାଭାବିକ ଅବସ୍ଥା

ପୁରୀ ଅଫିସ, ୧୯ା୫: ବାତ୍ୟାରେ ଶ୍ରୀମନ୍ଦିରରେ ହୋଇଥିବା କ୍ଷୟକ୍ଷତିର ଅନୁଧ୍ୟାନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପୂର୍ବାହ୍ନ ପ୍ରାୟ ସାଢେ ୧୧ଟାରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ ସ୍ଥାନୀୟ ଦଳୀୟ ନେତୃବୃନ୍ଦଙ୍କ ସହ ସିଂହଦ୍ୱାର ନିକଟରେ ପହଞ୍ଚତ୍ଥିଲେ। ଶ୍ରୀମନ୍ଦିର ସେବକ ମଧୁସୂଦନ ସିଂହାରୀ...

ଓଡ଼ିଶାକୁ ନେଇ ଏକଜିଟ୍‌ ପୋଲ: ଭାଜପା କରିବ ଭଲ ପ୍ରଦର୍ଶନ

ଭୁବନେଶ୍ୱର, ୧୯।୫(ବ୍ୟୁରୋ): ଲୋକସଭା ନିର୍ବାଚନର ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ଶେଷ ହେବା ପରେ ଏକଜିଟ ପୋଲ ଅନୁମାନ ଭାଜପା ପାଇଁ ଭଲ ଖବର ଆଣିଛି। ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ଏକଜିଟ୍‌ ପୋଲ୍‌ ପୂର୍ବାନୁମାନ ଅନୁଯାୟୀ କେନ୍ଦ୍ରରେ ଭାଜପା...

ଅନୁଭବଙ୍କୁ ହତ୍ୟା ଧମକ ଦେଇଥିବା ଯୁବକ ଗିରଫ

କଟକ ଅଫିସ/ଭୁବନେଶ୍ୱର,୧୯।୫(ବ୍ୟୁରୋ): ବିଜେଡି ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତିକୁ ହତ୍ୟା ଧମକ ଦେଇଥିବା ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ସେ ହେଲେ କାଳିଆ ବାରିକ। କାଳିଆ କଟକସ୍ଥିତ ଝାଞ୍ଜିରୀମଙ୍ଗଳା ଅଞ୍ଚଳରେ ରହି ମିସ୍ତ୍ରି କାମ କରୁଥିଲେ। କଟକ...

ବ୍ରହ୍ମଗିରିରେ ସାନି ମତଦାନ

ବ୍ରହ୍ମଗିରି,୧୯ା୫(ଡି.ଏନ୍‌.ଏ): ପୁରୀ ଜିଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀ ସଦର ବ୍ଲକ ଓ କୃଷ୍ଣପ୍ରସାଦ ବ୍ଲକର ଦୁଇଟି ବୁଥ୍‌ରେ ରବିବାର ସାନି ମତଦାନ ଆରମ୍ଭ ହୋଇଛି। ପ୍ରକାଶଥାଉ କି, କୃଷ୍ଣପ୍ରସାଦର ୬୨ନଂ ବୁଥ୍‌ର ସିୟୁ ହଜିଯାଇଥିବାବେଳେ ସଦରର ୨୨୮ନଂ ବୁଥ୍‌ରେ ଇଭିଏମ୍‌ ଭଙ୍ଗା...

ବାତ୍ୟାରେ ଭାଙ୍ଗିଛି ଶହ ଶହ ନଡ଼ିଆ ଗଛ: ଶ୍ରୀମନ୍ଦିର ଲାଗି ଅଭାବ ପଡ଼ିପାରେ ପଇଡ଼

ପୁରୀ ଅଫିସ, ୧୯ା୫: ବାତ୍ୟାରେ ପୁରୀ ଜିଲାରେ ଲକ୍ଷାଧିକ ନଡ଼ିଆ ଗଛ ଭାଙ୍ଗିପଡ଼ିଛି। ଫଳରେ ଆଗାମୀ ଦିନରେ ନଡ଼ିଆ ଓ ପଇଡ଼ ଅଭାବ ପଡ଼ିପାରେ। ଶ୍ରୀମନ୍ଦିରରେ ଦୈନିକ ନୀତି ଲାଗି ଫୁଲ ଓ ତୁଳସୀ ପତ୍ର ପରେ ଏବେ ପଇଡ଼...

ପୁରୀ ଜିଲାର ୩ ବୁଥ୍‌ରେ ଆଜି ସାନି ମତଦାନ

ପୁରୀ ଅଫିସ,୧୯ା୫: ପୁରୀ ଜିଲାର ୩ଟି ବୁଥ୍‌ରେ ରବିବାର ସାନି ମତଦାନ ଅନୁଷ୍ଠିତ ହେବ। ଏହି ବୁଥ୍‌ଗୁଡ଼ିକ ହେଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀର ୨୨୨ନଂ. କମାଶାସନ ପ୍ରୋଜେକ୍ଟ ୟୁପି ସ୍କୁଲ, କମାଶାସନ, ୬୨ନଂ. ଗାଦିବ୍ରହ୍ମ ପ୍ରାଇମେରୀ ସ୍କୁଲ, ବାଘମୁଣ୍ଡା ଏବଂ ସତ୍ୟବାଦୀ...

ବାତ୍ୟା ବିପନ୍ନଙ୍କୁ ସମବେଦନା ଜଣାଇଲେ ବିଦେଶିନୀ

ଭୁବନେଶ୍ୱର, ୧୯ା୫(ବ୍ୟୁରୋ)- ବାତ୍ୟା ‘ଫନୀ’ ପରେ ଏବେ ଓଡ଼ିଶାକୁ ବିଭିନ୍ନ ଦେଶ ସହଯୋଗ ହାତ ବଢ଼ାଉଛନ୍ତି। ଏହି ଭୟଙ୍କର ବାତ୍ୟାରେ ବିପନ୍ନ ଓଡ଼ିଶାବାସୀଙ୍କୁ ବିଭିନ୍ନ ଆଡୁ ସମବେଦନା ମିଳିବାରେ ଲାଗିଛି। ଫ୍ରାନ୍ସର ଜଣେ ଯୁବତୀ ତଥା ଓଡ଼ିଶୀ ନୃତ୍ୟାଙ୍ଗନା ମହିନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri