ମେଟ୍ରୋ

ମୌସୁମୀ ଦୁର୍ବଳ, ୯ ଯାଏ କାଁ ଭାଁ ବର୍ଷା

ଭୁବନେଶ୍ୱର,୫।୭(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରଭାବହୀନ ରହିଛି। ଆକାଶ ମେଘାଚ୍ଛନ୍ନ ରହୁଥିଲେ ମଧ୍ୟ କାଁ ଭାଁ ବର୍ଷା ହେଉଛି। ଆସନ୍ତା ୯ ତାରିଖ ଯାଏ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନାହିଁ। ଲଘୁଚାପର କିଛି ଆକାର ଦିଶୁ...

ଲୋକ ସଭାରେ ବିଭିନ୍ନ ପ୍ରସଙ୍ଗ ଉପସ୍ଥାପନ କଲେ ଓଡ଼ିଆ ଏମ୍‌ପି

ଭୁବନେଶ୍ୱର,୫।୭(ବ୍ୟୁରୋ) : ଲୋକ ସଭାରେ ଗୁରୁବାର ଏକାଧିକ ଓଡ଼ିଆ ଏମ୍‌ପି ବିଭିନ୍ନ ପ୍ରସଙ୍ଗ ଉପସ୍ଥାପନ କରିଛନ୍ତି। ବିଜେଡି ଟିକେଟ୍‌ରେ ଆସ୍କାରୁ ବିଜୟୀ ହୋଇଥିବା ପ୍ରମିଳା ବିଶୋଇ ପ୍ରଥମଥର ପାଇଁ ନିମ୍ନସଦନରେ କହିଥିବା ଦେଖିବାକୁ ମିଳିଥିଲା। ସ୍ବଳ୍ପ ସମୟ ମଧ୍ୟରେ ସେ...

ଇସ୍କନ ରଥଯାତ୍ରା : ଲକ୍ଷାଧିକ ଭକ୍ତଙ୍କ ଗହଣରେ ଗୁଣ୍ଡିଚା ମନ୍ଦିରରେ ପହଞ୍ଚିଲା ରଥ

ଭୁବନେଶ୍ୱର,୫।୭(ବ୍ୟୁରୋ): ଭୁବନେଶ୍ୱରର ପ୍ରସିଦ୍ଧ ଇସ୍କନ ମନ୍ଦିର ରଥଯାତ୍ରା ଏଥର ଆନନ୍ଦ ଉଲ୍ଲାସର ସହ ଶେଷ ହୋଇଛି। ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଗହଣରେ ମହାପ୍ରଭୁ ଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିଥିଲେ।  ପୂର୍ବ ନିର୍ଦ୍ଧାରିତ ସମୟ ଅପରାହ୍ନ ୩ଟାରୁ ରଥଟଣା ହୋଇ ସିଆର୍‌ପିଏଫ୍‌...

ଶରଧାବାଲିରେ ତିନିରଥ : ଶ୍ରୀକ୍ଷେତ୍ରରେ ଭକ୍ତିମୟ ପରିବେଶ

ପୁରୀ ଅଫିସ,୫।୭ : ଶ୍ରୀମନ୍ଦିର ଛାଡ଼ି ବଡଦାଣ୍ଡକୁ ଓହ୍ଲାଇ ଆସିଲେ ଚତୁର୍ଦ୍ଧାବିଗ୍ରହ। ତାଙ୍କ ସ୍ପର୍ଶରେ ରଥ, ପଥ ହେଲା ବ୍ରହ୍ମମୟ। ବଡ଼ଦାଣ୍ଡରେ ଭକ୍ତ-ଭଗବାନଙ୍କର ଘଟିଲା ମହାମିଳନ। ଦାରୁଦିଅଁଙ୍କ ଦର୍ଶନ ପାଇ ଭାବରେ ଭିଜିଲେ ଭକ୍ତ। ପରେ ଭଉଣୀ ଭାଇଙ୍କୁ ସାଥିରେ...

ବାଲିପାଟଣାରେ ରଥଯାତ୍ରା

ବାଲିପାଟଣା,୫।୭(ଡି.ଏନ୍‌.ଏ.): ବାଲିପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି। ବାଲିପାଟଣା ହାଟରେ ନିର୍ମିତ ଜଗନ୍ନାଥ ମନ୍ଦିରରୁ ଶ୍ରୀ ବିଗ୍ରହ ପହଣ୍ଡି ହୋଇ ମଧ୍ୟାହ୍ନରେ ରଥକୁ ଆସିଥିଲେ। ମହାରାଜ ସୁକଦେବ ଜେନାମଣି ଛେରାପହଁରା କରିଥିଲେ। ମନ୍ତ୍ରୀ ଗୁରୁପ୍ରସାଦ ମିଶ୍ର ପହଣ୍ଡିରେ...

ଜନ୍ମବେଦିରେ ପହଞ୍ଚିଲେ ଶ୍ରୀଜୀଉ

ଖୋର୍ଦ୍ଧା ଅଫିସ,୫।୭: ଖୋର୍ଦ୍ଧା ନିକଟସ୍ଥ ଗୁରୁଜଙ୍ଗ, ମକୁନ୍ଦପ୍ରସାଦ, ଉଇଲକିଶନନଗର ଓ ଦଧିମାଛଗାଡିଆଠାରେ ରଥଯାତ୍ରା ଅନୁରୂପ ଭାବେ ଅନୁଷ୍ଠିତ ହୋଇଯାଇଛି। ଗୁରୁଜଙ୍ଗର ବିଶ୍ୱନାଥ ମନ୍ଦିରରୁ ଏକକ ଜଗନ୍ନାଥ ରଥାରୂଢ ହୋଇ ଟାଙ୍ଗିସାହିସ୍ଥିତ ମାଉସୀ ମା’ ମନ୍ଦିରକୁ ଯାଇଥିଲେ। ଧର୍ମ ପ୍ରକାଶ ମହାନ୍ତି...

ସୁରକ୍ଷା ଦାବିରେ ଆନ୍ଦୋଳନ କରିବ ବିଏଡ୍‌ ଶିକ୍ଷକ ସଂଘ

ଭୁବନେଶ୍ୱର,୫।୭(ବ୍ୟୁରୋ) : ରାଜ୍ୟରେ ଦିନକୁ ଦିନ ଶିକ୍ଷୟିତ୍ରୀ-ଶିକ୍ଷକଙ୍କ ଉପରେ ଆକ୍ରମଣ ବଢ଼ିଚାଲିଛି। କଟକ ଜିଲା ନିଆଳି ବ୍ଲକ ଆମ୍ବାପଡ଼ା ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ସୁଚିସ୍ମିତା ମୁଦୁଲିଙ୍କୁ ଆକ୍ରମଣ ହୋଇଛି। ଶିକ୍ଷୟିତ୍ରୀ ଜଣକ ଏବେ ମରଣ ସହ ଲଢେଇ କରୁଛନ୍ତି। ରାଜ୍ୟ...

କଡ଼ା ସୁରକ୍ଷା ସତ୍ତ୍ୱେ ମାତିଲେ ଲୁଟେରା

ଭୁବନେଶ୍ୱର, ୫।୭(ବ୍ୟୁରୋ) : ରଥଯାତ୍ରା ପାଇଁ କମିଶନରେଟ ପୋଲିସ ପକ୍ଷରୁ ରାଜଧାନୀରେ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ଏହାସତ୍ତ୍ୱେ ରଥଯାତ୍ରା ସମୟରେ ବିଭିନ୍ନ ସ୍ଥାନରେ ଲୁଟେରା ସକ୍ରିୟ ହୋଇଥିଲେ। କେବଳ ଇସ୍କନ ମନ୍ଦିର ରଥଯାତ୍ରାରେ ୨୦ରୁ ଊର୍ଦ୍ଧ୍ୱ ମୋବାଇଲ୍‌ ଫୋନ୍‌, ପର୍ସ,...

ଘରୋଇ କଲେଜ ହଷ୍ଟେଲରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର

ଭୁୁବନେଶ୍ୱର, ୫।୭(ବ୍ୟୁରୋ) : ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଥିବା ଏକ ଘରୋଇ ଯୁକ୍ତ୨ ସାଇନ୍ସ କଲେଜ ହଷ୍ଟେଲରେ ଜଣେ ଛାତ୍ରଙ୍କ ମୃତଦେହ ବୁଧବାର ସନ୍ଦେହଜନକ ଅବସ୍ଥାରେ ମିଳିଥିଲା। ମୃତ ଛାତ୍ର ଜଣକ ହେଲେ ଭଦ୍ରକ ଭଣ୍ଡାରିପୋଖରୀ ଅଞ୍ଚଳର ରଞ୍ଜିତ ରାଉତ(୧୮)।...

ରଥ ଚକାତଳେ ଗଲା ବାଳକଙ୍କ ଜୀବନ

ଖୋର୍ଦ୍ଧା ଅଫିସ,୫।୭ : ଖୋର୍ଦ୍ଧା ଜିଲା ବାଣପୁର ସହରାଞ୍ଚଳର ପଲଟନ ପଡିଆସ୍ଥିତ ବଡହନ୍ତୁଆଡର ଚରଣ ଚକାଦେବଙ୍କ ରଥ ଚକା ତଳେ ପଡି ଗୁରୁବାର ଜଣେ ବାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଚିଆଙ୍ଗ ସାହି ଅକ୍ଷୟ ପାତ୍ରଙ୍କ ପୁଅ ସୁନିଲ...

ରାଜ୍ୟ ସଭା: ଏମ୍‌ପି ଭାବେ ଅମର, ସସ୍ମିତଙ୍କ ଶପଥଗ୍ରହଣ

ଭୁବନେଶ୍ୱର,୫।୭(ବ୍ୟୁରୋ): ସଦ୍ୟ ସମାପ୍ତ ହୋଇଥିବା ରାଜ୍ୟ ସଭା ନିର୍ବାଚନରେ ବିଜେଡି ଆଇଟି ସେଲ୍‌ ମୁଖ୍ୟ ଅମର ପଟ୍ଟନାୟକ ଏବଂ ମୁଖପାତ୍ର ସସ୍ମିତ ପାତ୍ର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଉପରାଷ୍ଟ୍ରପତି ତଥା ରାଜ୍ୟ ସଭା ଅଧ୍ୟକ୍ଷ ଭେଙ୍କାୟା ନାଇଡୁଙ୍କ ଉପସ୍ଥିତିରେ ଦୁଇ...

ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ପ୍ରସଙ୍ଗ : ଓଡ଼ିଶାର ଦାବିକୁ କେନ୍ଦ୍ରର ଅଗ୍ରାହ୍ୟ

ଭୁବନେଶ୍ୱର, ୫।୭(ବ୍ୟୁରୋ) : ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବି ନେଇ ଶାସକ ବିଜେଡି କରି ଆସୁଥିବା ରାଜନୀତିକୁ ଶକ୍ତ ଆଘାତ ଲାଗିଛି। ଓଡ଼ିଶା କ୍ରମାଗତ ପ୍ରାକୃତିକ ବିପର୍ଯ୍ୟୟର ଶିକାର ହେଉଥିବାରୁ ଏହାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri